PM praises VP planting a sapling under 'Ek Ped Maa Ke Naam'
July 27th, 10:04 pm
The Prime Minister Shri Narendra Modi has said that Hon’ble Vice President of India Shri Jagdeep Dhankhar planting a sapling in the honour of his mother is inspiring.ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ଜି-୭ ଶିଖର ସମ୍ମିଳନୀର ଆଉଟ୍ରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
June 14th, 09:54 pm
ସର୍ବପ୍ରଥମେ, ଏହି ଶିଖର ସମ୍ମିଳନୀକୁ ନିମନ୍ତ୍ରଣ ପାଇଁ ଏବଂ ଆମକୁ ଦିଆଯାଇଥିବା ଆତିଥ୍ୟ-ସତ୍କାର ପାଇଁ ମୁଁ ପ୍ରଧାନମନ୍ତ୍ରୀ ମେଲୋନିଙ୍କୁ ହୃଦୟରୁ କୃତଜ୍ଞତା ଜଣାଇବାକୁ ଚାହୁଁଛି । ମୁଁ ଚାନ୍ସେଲର ଓଲାଫ୍ ସ୍କୋଲଜଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଉଛି । ଜି-୭ ଶିଖର ସମ୍ମିଳନୀର ଏହି କାର୍ଯ୍ୟକ୍ରମ ବିଶେଷ ତଥା ଐତିହାସିକ। ଏହି ଗ୍ରୁପର ୫୦ ତମ ବାର୍ଷିକୀ ଅବସରରେ ଜି-୭ର ସମସ୍ତ ସାଥିମାନଙ୍କୁ ଏହି ସମୂହର ବାର୍ଷକୀ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ।ଜି-୭ ସମ୍ମିଳନୀର କୃତ୍ରିମ ପ୍ରଜ୍ଞା ଓ ଶକ୍ତି , ଆଫ୍ରିକା ଓ ଭୂମଧ୍ୟସାଗରୀୟ ଆଉଟରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଂଶଗ୍ରହଣ
June 14th, 09:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ ମାନବ ଇତିହାସରେ ସବୁଠାରୁ ବୃହତ୍ ଗଣତନ୍ତ୍ରରେ ପୁନଃ- ନିର୍ବାଚିତ ହେବାପରେ ଏହି ଶିଖର ସମ୍ମିଳନୀରେ ଯୋଗଦେବାକୁ ଆସି ସେ ଖୁବ୍ ଆନନ୍ଦିତ । ସମ୍ମିଳନୀରେ ନିଜର ବକ୍ତବ୍ୟ ରଖି ଶ୍ରୀ ମୋଦୀ କହିଛନ୍ତି ଯେ ପ୍ରଯୁକ୍ତିର ସଫଳତା ସକାଶେ ଏହାର ମାନବ କୈନ୍ଦ୍ରିକ ଆଭିମୁଖ୍ୟ ଆପଣାଯିବା ଆବଶ୍ୟକ । ତା’ହେଲେ ସେଥିରୁ ଆବଶ୍ୟକ ସଫଳତା ମିଳିପାରିବ । ଏହି ପରିପ୍ରେକ୍ଷୀରେ, ସେ ଜନ ସେବା ବିତରଣରେ ଡିଜିଟାଲ ପ୍ରଯୁକ୍ତିର ଉପଯୋଗ କ୍ଷେତ୍ରରେ ଭାରତ ହାସଲ କରିଥିବା ସଫଳତାର କାହାଣୀ ସେ ଉପସ୍ଥିତି ପ୍ରତିନିଧିମାନଙ୍କୁ ଅବଗତ କରାଇଥିଲେ ।