ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 06th, 04:21 pm

ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 06th, 04:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।

ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ବିଭିନ୍ନ ରେଳ ପ୍ରକଳ୍ପର ଉଦ୍ ଘାଟନ ଓ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 06th, 01:00 pm

ତେଲେଙ୍ଗାନାର ରାଜ୍ୟପାଳ ଶ୍ରୀ ଜିଷ୍ଣୁ ଦେବ ବର୍ମାଜୀ, ଓଡ଼ିଶାର ରାଜ୍ୟପାଳ ଶ୍ରୀ ହରି ବାବୁ ଜୀ, ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନାଜୀ, ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଶ୍ରୀ ଓମାର ଅବଦୁଲ୍ଲା ଜୀ, ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଶ୍ରୀ ରେବନ୍ତ ରେଡ୍ଡୀ ଜୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ଜି କିଶନ ରେଡ୍ଡୀ ଜୀ, ଜିତେନ୍ଦ୍ର ସିଂହ ଜୀ, ଭି ସୋମୈୟା ଜୀ, ରବନୀତ ସିଂ ବିଟ୍ଟୁ ଜୀ, ବନ୍ଦୀ ସଞ୍ଜୟ କୁମାର ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ, ବିଧାୟକଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।

ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 06th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନୂତନ ଜାମ୍ମୁ ରେଳ ଡିଭିଜନର ଉଦଘାଟନ କରିଥିଲେ। ସେ ପୂର୍ବତଟ ରେଳବାଇର ରାୟଗଡ଼ା ରେଳ ଡିଭିଜନ କୋଠାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଏବଂ ତେଲଙ୍ଗାନାରେ ଚାରଲାପଲ୍ଲୀ ନୂତନ ଟର୍ମିନାଲ ଷ୍ଟେସନର ଉଦଘାଟନ କରିଥିଲେ।

ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା

December 16th, 03:26 pm

16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।

ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀ ଅନୁଷ୍ଠିତ

December 15th, 10:15 pm

ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ସଚିବଙ୍କ ଚତୁର୍ଥ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ । ଏହି ତିନି ଦିନିଆ ସମ୍ମିଳନୀ ୨୦୨୪ ଡିସେମ୍ବର ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା ।

ଯୋଗାଯୋଗ ଉପଲବ୍ଧ କରିବା, ଯାତ୍ରାକୁ ସହଜ କରିବା, ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବା, ତୈଳ ଆମଦାନୀ ହ୍ରାସ କରିବା ଏବଂ CO2 ନିର୍ଗମନ ହ୍ରାସ କରିବା ପାଇଁ ଭାରତୀୟ ରେଳପଥରେ ତିନୋଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ ଅନୁମୋଦନ

November 25th, 08:52 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ରେଳ ମନ୍ତ୍ରଣାଳୟର ମୋଟ ୭୯୨୭ କୋଟି ଟଙ୍କା (ପାଖାପାଖି) ତିନୋଟି ପ୍ରକଳ୍ପକୁ ଅନୁମୋଦନ କରିଛି ।

୬୭୯୮ କୋଟି ଟଙ୍କା ବ୍ୟୟ ଅଟକଳରେ ଦୁଇଟି ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିଛି ଯାହା ୫ ବର୍ଷ ମଧ୍ୟରେ ସମ୍ପୂର୍ଣ୍ଣ ହେବ ଏବଂ ଯୋଗାଯୋଗ ଉପଲବ୍ଧ କରିବ, ଯାତ୍ରାକୁ ସହଜ କରିବ, ଲଜିଷ୍ଟିକ୍ ଖର୍ଚ୍ଚ ହ୍ରାସ କରିବ, ତୈଳ ଆମଦାନୀ ହ୍ରାସ ଏବଂ ସିଓ୨ ନିର୍ଗମନ ହ୍ରାସ କରିବ

October 24th, 03:12 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତୀୟ କ୍ୟାବିନେଟ୍ କମିଟି (ସିସିଇଏ) ରେଳ ମନ୍ତ୍ରଣାଳୟର ମୋଟ ଆନୁମାନିକ ମୂଲ୍ୟ ୬୭୯୮ କୋଟି ଟଙ୍କା (ପାଖାପାଖି)ର ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛି ।

ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ

October 23rd, 05:22 pm

ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ଭବ୍ୟ ଆୟୋଜନ ପାଇଁ ରାଷ୍ଟ୍ରପତି ପୁତିନଙ୍କୁ ଅଭିନନ୍ଦନ ।

Prime Minister visits Anubhuti Kendra at Bharat Mandapam on completion of 3 years of PM GatiShakti

October 13th, 09:44 pm

The Prime Minister, Shri Narendra Modi visited Anubhuti Kendra at Bharat Mandapam on completion of 3 years of GatiShakti today. Shri Modi remarked that PM GatiShakti has played a critical role in adding momentum to India’s infrastructure development journey.

ପିଏମ୍ ଗତିଶକ୍ତି ଜାତୀୟ ମାଷ୍ଟର୍ ପ୍ଲାନ୍‌‌ର ୩ ବର୍ଷ ପୂର୍ତ୍ତୀର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 13th, 10:32 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଗତି ଶକ୍ତି ଜାତୀୟ ମାଷ୍ଟର ପ୍ଲାନର ୩ ବର୍ଷ ପୂରଣ ହୋଇଥିବାରୁ ଆନନ୍ଦ ପ୍ରକାଶ କରିଛନ୍ତି ।

Reform, Perform and Transform has been our mantra: PM Modi at the ET World Leaders’ Forum

August 31st, 10:39 pm

Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.

PM Modi addresses Economic Times World Leaders Forum in New Delhi

August 31st, 10:13 pm

Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.

ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ ଅଧୀନରେ ୧୨ଟି ଶିଳ୍ପ ନୋଡ୍ /ସହରକୁ କ୍ୟାବିନେଟ୍ ମଞ୍ଜୁରୀ

August 28th, 05:46 pm

ଭାରତ ଖୁବଶୀଘ୍ର ଶିଳ୍ପ ସ୍ମାର୍ଟ ସିଟିର ଏକ ଭବ୍ୟ ଶୃଙ୍ଖଳା ସ୍ଥାପନ କରିବ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଏକ ଐତିହାସିକ ନିଷ୍ପତ୍ତି ନେଇ ଜାତୀୟ ଶିଳ୍ପ କରିଡର ବିକାଶ କାର୍ଯ୍ୟକ୍ରମ (ଏନଆଇସିଡିପି) ଅଧୀନରେ ୨୮,୬୦୨ କୋଟି ଟଙ୍କାର ଆନୁମାନିକ ନିବେଶ ସହିତ ୧୨ଟି ନୂତନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ପଦକ୍ଷେପ ଦେଶର ଶିଳ୍ପ କ୍ଷେତ୍ରରେ ପରିବର୍ତ୍ତନ ଆଣିବ ଏବଂ ଶିଳ୍ପ ନୋଡ୍ ଓ ସହରଗୁଡ଼ିକର ଏକ ଦୃଢ଼ ନେଟୱର୍କ ସୃଷ୍ଟି କରିବ ଯାହା ଆର୍ଥିକ ଅଭିବୃଦ୍ଧି ଏବଂ ବିଶ୍ୱ ସ୍ତରୀୟ ପ୍ରତିଯୋଗିତାକୁ ପ୍ରୋତ୍ସାହିତ କରିବ ।

ଦୁଇଟି ନୂଆ ରେଳ ଲାଇନ୍‌ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରି

August 28th, 05:38 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ମୋଟ ୬,୪୫୬ କୋଟି ଟଙ୍କା (ପ୍ରାୟ) ବ୍ୟୟ ଅଟକଳ ସହିତ ରେଳ ମନ୍ତ୍ରଣାଳୟର ତିନୋଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି ।

IIT Guwahati Hosts Viksit Bharat Ambassador - Campus Dialogue

March 14th, 08:37 pm

The Dr Bhupen Hazarika Auditorium at IIT Guwahati was filled with excitement and energy on March 14, 2024, as it hosted the Viksit Bharat Ambassador—Campus Dialogue. This gathering, the 15th event organized under the banner of Viksit Bharat Ambassador, attracted over 1,400 students and faculty, providing a platform for an engaging discussion.

ଗୁଜରାଟର ଅହମ୍ମଦାବାଦରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 10:00 am

ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଶ୍ରୀ ଦେବବ୍ରତ ଜୀ, ଗୁଜୁରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କ୍ୟାବିନେଟରେ ମୋର ସହକର୍ମୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ସଂସଦରେ ମୋର ସହଯୋଗୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ଶ୍ରୀ ସିଆର ପାଟିଲ ଏବଂ ଦେଶର କୋଣ ଅନୁକୋଣରେ ଯୋଡି ହୋଇଥିବା ସମସ୍ତ ସମସ୍ତ ସମ୍ମାନିତ ରାଜ୍ୟପାଳ, ଆଦରଣୀୟ, ବିଧାୟକ ଗଣ, ମୁଖ୍ୟମନ୍ତ୍ରୀ ଗଣ, ସାଂସଦଗଣ, ବିଧାନସଭାର ସଦସ୍ୟ ଓ ମନ୍ତ୍ରୀଗଣ। ଦେଶର ୭୦୦ରୁ ଅଧିକ ସ୍ଥାନରେ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ମୁଁ ସ୍କ୍ରିନରେ ଦେଖୁଛି । ବୋଧହୁଏ ଭାରତର କୋଣ ଅନୁକୋଣରେ ଏତେ ବଡ଼ ଘଟଣା ରେଳଇତିହାସରେ ପୂର୍ବରୁ କେବେ ଘଟିନଥିଲା। ଗତ ୧୦୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟୁଛି। ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ମୁଁ ରେଳବାଇକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।

ଗୁଜରାଟର ଅହମ୍ମଦାବାଦରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

March 12th, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଅହମ୍ମଦାବାଦଠାରେ ଡେଡିକେଟେଡ୍ ଫ୍ରେଟ୍ କରିଡରର ଅପରେସନ୍ କଣ୍ଟ୍ରୋଲ ସେଣ୍ଟରରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ବିକାଶ ପ୍ରକଳ୍ପଗୁଡିକରେ ରେଳ ଭିତ୍ତିଭୂମି, ଯୋଗାଯୋଗ ଏବଂ ପେଟ୍ରୋକେମିକାଲ ସମେତ ଏକାଧିକ କ୍ଷେତ୍ର ଅନ୍ତର୍ଭୁକ୍ତ । ଏଥିସହ ସେ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ତାମିଲନାଡୁର ଥୁଥୁକୁଡ଼ି (ଟୁଟିକୋରିନ) ଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

February 28th, 10:00 am

ମଞ୍ଚରେ ଉପସ୍ଥିତ ଥିବା ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୋର ସହଯୋଗୀ ସର୍ବାନନ୍ଦ ସୋନୋୱାଲ ଜୀ, ଶ୍ରୀପଦ ନାଏକ ଜୀ, ଶାନ୍ତନୁ ଠାକୁର ଜୀ, ଏଲ ମୁରୁଗାନ ଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀ, ଏଠାକାର ସାଂସଦ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନଙ୍କୁ ନମସ୍କାର!

ପ୍ରଧାନମନ୍ତ୍ରୀଙ୍କ ତାମିଲନାଡୁ ଗସ୍ତ

February 28th, 09:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୮.୦୨.୨୦୨୪) ତାମିଲନାଡୁର ଟୁଥୁକୁଡିଠାରେ ୧୭, ୩୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ଭି.ଓ ଚିଦାମ୍ବରନାର ବନ୍ଦର ବାହ୍ୟ ପୋତାଶ୍ରୟ କଂଟେନର ରହଣୀସ୍ଥଳର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଭାରତର ପ୍ରଥମ ସ୍ବଦେଶୀ ସବୁଜ ଉଦ୍‌ଯାନ ଇନ୍ଧନସେଲ ଇନ୍‌ଲ୍ୟାଣ୍ଡ ଜଳପଥ ପୋତ ଚାଳନାର ଶୁଭାରମ୍ଭ ହରିତ ନୌକା ପଦକ୍ଷେପ ଯୋଜନା ଅଧୀନରେ କରିଛନ୍ତି । ସେ ମଧ୍ୟ ୧୦ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୭୫ଟି ବତୀଘର ପର୍ଯ୍ୟଟକ ସୁବିଧା ସୁଯୋଗ ସ୍ଥଳୀର ଉଦ୍‌ଘାଟନ କରିଛନ୍ତି । ସେ ମଧ୍ୟ ଭାଞ୍ଚି ମାନୀୟାଛି-ନାଗର କୋଏଲ, ରେଳପଥର ଦୋହରୀକରଣ ଉଦ୍‌ଘାଟନ କରିଛନ୍ତି । ଏଥିରେ ଭାଞ୍ଚି -ମାନିୟାଛି-ତିରୁନେଲଭାଲୀ ସେକ୍ସନ ଓ ମାଲାପାଲାୟମ-ଆରାଲଭୟାମୋଳି ସେକ୍ସନ ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ୪୫୮୬ କୋଟି ଟଙ୍କାରେ ନିର୍ମିତ ତାମିଲନାଡୁର ଚାରିଟି ସଡକ ପ୍ରକଳ୍ପକୁ ମଧ୍ୟ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।