ମେଘାଳୟର ଶିଲଂଠାରେ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

December 18th, 04:22 pm

ଖୁବଲେଈ ଶିବୋନ ! (ଖାସି ଏବଂ ଜୟନ୍ତିୟାରେ ନମସ୍ତେ) ନମେଙ୍ଗ ଅମା !(ଗାରୋରେ ନମସ୍ତେ) । ମେଘାଳୟ ହେଉଛି ପ୍ରକୃତି ଏବଂ ସଂସ୍କୃତିରେ ସମୃଦ୍ଧ ପ୍ରଦେଶ । ଏହି ସମୃଦ୍ଧି ଆପଣମାନଙ୍କର ସ୍ୱାଗତ- ସତ୍କାରରେ ମଧ୍ୟ ଝଲସି ଉଠୁଛି । ଆଜି ପୁଣି ଥରେ ମେଘାଳୟର ବିକାଶ ଉତ୍ସବରେ ସହଭାଗୀ ହେବା ପାଇଁ ଆମକୁ ସୁଯୋଗ ମିଳିଛି । ମେଘାଳୟର ମୋର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ଯୋଗାଯୋଗ ଅବା ସଂଯୋଗୀକରଣ, ଶିକ୍ଷା, ଦକ୍ଷତା, ରୋଜଗାରର ଡଜନ- ଡଜନ ପ୍ରକଳ୍ପ ପାଇଁ ବହୁତ- ବହୁତ ଅଭିନନ୍ଦନ ।

ପ୍ରଧାନମନ୍ତ୍ରୀ ମେଘାଳୟର ଶିଲଂ ଠାରେ ୨୪୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଉଦ୍‌ଘାଟନ କରିଛନ୍ତି ଏବଂ ଦେଶ ଊଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି

December 18th, 11:15 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମେଘାଳୟର ଶିଲଂ ଠାରେ ଆଜି ୨୪୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପ ଗୁଡିକର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି, ଉଦ୍‌ଘାଟନ କରିଛନ୍ତି ଏବଂ ଦେଶ ଊଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ଶିଲଂରେ ଥିବା ରାଜ୍ୟ ସମ୍ମିଳନୀ କେନ୍ଦ୍ରରେ ଉତ୍ତର ପୂର୍ବାଂଚଳ ପରିଷଦର ବୈଠକରେ ଯୋଗ ଦେଇ ଏହାର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଅଂଶ ଗ୍ରହଣ କରିଥିଲେ ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ସଂକ୍ରାନ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ଉତର

February 08th, 08:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିଛନ୍ତି । ଆଲୋଚନାରେ ଅଂଶଗ୍ରହଣ କରିବା ସହ ନିଜ ନିଜ ବକ୍ତବ୍ୟ ରଖିବା ନେଇ ସେ ରାଜ୍ୟସଭା ସଦସ୍ୟମାନଙ୍କୁ ଧନ୍ୟବାଦ ମଧ୍ୟ ଅର୍ପଣ କରିଛନ୍ତି । ବିଶ୍ୱ ସମ୍ମୁଖୀନ ହେଉଥିବା କଠିନ ସମସ୍ୟା ରାଷ୍ଟ୍ରପତିଙ୍କ ଅଭିଭାଷଣ ଯୋଗୁଁ ଆଶ୍ୱସ୍ତ ହୋଇଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।

ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ପ୍ରଧାନମନ୍ତ୍ରୀଙ୍କ ରାଜ୍ୟସଭାରେ ଉତ୍ତର

February 08th, 11:27 am