Cabinet approves continuation of supply of free Fortified Rice under PMGKY and other welfare schemes from July 2024 to December 2028
October 09th, 03:07 pm
Union Cabinet, chaired by Prime Minister Narendra Modi, has approved the continuation of the universal supply of Fortified Rice under all schemes of the Government including Pradhan Mantri Garib Kalyan Anna Yojana (PMGKAY) and Other Welfare Schemes etc. in its present form, from July 2024 and upto December 2028. The rice fortification initiative will continue as a central sector initiative with 100% funding by the Government of India as part of PMGKAY (Food Subsidy), thus providing a unified institutional mechanism for implementation.ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ
September 18th, 03:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଏବଂ ଆକାଂକ୍ଷୀ ଜିଲ୍ଲାରେ ଆଦିବାସୀ ପରିବାରମାନଙ୍କ ପୂର୍ଣ୍ଣାଙ୍ଗ ବିକାଶକୁ ଆଖିଆଗରେ ରଖି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ମୋଟ ୭୯,୧୫୬ କୋଟି ଟଙ୍କା (କେନ୍ଦ୍ରୀୟ ଭାଗ: ୫୬,୩୩୩ କୋଟି ଟଙ୍କା ଏବଂ ରାଜ୍ୟ ଭାଗ: ୨୨,୮୨୩ କୋଟି ଟଙ୍କା) ବ୍ୟୟ ବରାଦ ସହିତ ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ ଅନୁମୋଦନ ମିଳିଛି ।‘ରାଷ୍ଟ୍ରୀୟ ପୋଷଣ ମାହ’ ଆମ ପରିବାରର ସ୍ୱାସ୍ଥ୍ୟ ପାଇଁ ବହୁତ ବଡ଼ ଅଭିଯାନ: ପ୍ରଧାନମନ୍ତ୍ରୀ
September 01st, 10:59 pm
ଆମ ପରିବାରର ସ୍ୱାସ୍ଥ୍ୟ ପାଇଁ ଏକ ବହୁତ ବଡ଼ ଅଭିଯାନ ରାଷ୍ଟ୍ରୀୟ ପୋଷଣ ମାହ ଜନ ଭାଗିଦାରୀ ଦ୍ୱାରା ସଫଳ ହେବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।ନୂଆଦିଲ୍ଲୀରେ ବୈଶ୍ୱିକ ମିଲେଟସ୍ (ଶ୍ରୀଅନ୍ନ) ସମ୍ମିଳନୀ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
March 18th, 02:43 pm
ଆଜିର ଏହି ସମ୍ମିଳନୀରେ ଉପସ୍ଥିତ ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଶ୍ରୀ ନରେନ୍ଦ୍ର ସିଂ ତୋମର ମହୋଦୟ, ମନସୁଖ ମାଣ୍ଡବ୍ୟ ମହୋଦୟ, ପିୟୁଷ ଗୋୟଲ ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ! ବିଦେଶରୁ ଆସିଥିବା କେତେକ ମନ୍ତ୍ରୀଗଣ, ଗୁୟାନା, ମାଳଦ୍ୱୀପ, ମରିସସ୍, ଶ୍ରୀଲଙ୍କା, ସୁଦାନ, ସୁରିନାମ ଏବଂ ଗାମ୍ବିୟାର ସମସ୍ତ ମାନନୀୟ ମନ୍ତ୍ରୀଗଣ, ବିଶ୍ୱର ବିଭିନ୍ନ ଭାଗରୁ କୃଷି, ପୋଷଣ ଏବଂ ସ୍ୱାସ୍ଥ୍ୟ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବୈଜ୍ଞାନିକ ଓ ବିଶେଷଜ୍ଞ, ବିିଭିନ୍ନ ଏଫପିଓ ଏବଂ ଷ୍ଟାର୍ଟ ଅପଗୁଡିକର ଯୁବା ସାଥୀ, ଦେଶର କୋଣ ଅନୁକୋଣରୁ ଯୋଡି ହୋଇଥିବା ଲକ୍ଷ ଲକ୍ଷ କୃଷକ, ଅନ୍ୟ ମହାନ ବ୍ୟକ୍ତିବିଶେଷ , ଭାଇ ଓ ଭଉଣୀମାନେ,ଅନ୍ତର୍ଜାତୀୟ ମିଲେଟ୍ସ (ଶ୍ରୀ ଅନ୍ନ) ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
March 18th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପୁସା ସ୍ଥିତ ଆଇଏଆରଆଇ କ୍ୟାମ୍ପସର ଏନଏଏସସି କମ୍ପ୍ଲେକ୍ସ ସୁବ୍ରମଣ୍ୟମ ହଲଠାରେ ଅନ୍ତର୍ଜାତୀୟ ମିଲେଟ୍ସ (ଶ୍ରୀଅନ୍ନ) ସମ୍ମିଳନୀକୁ ଉଦଘାଟନ କରିଛନ୍ତି । ଏହି ଦୁଇ ଦିନିଆ ବିଶ୍ୱସ୍ତରୀୟ ସମ୍ମିଳନୀରେ ମିଲେଟ୍ସ (ଶ୍ରୀଅନ୍ନ) ସହ ଜଡ଼ିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକାଧିକ ଅଧିବେଶନମାନ ଆୟୋଜନ କରାଯିବ । ଚାଷୀ, ଗ୍ରାହକ ଓ ଅନ୍ୟ ଅଂଶୀଦାରମାନଙ୍କ ମଧ୍ୟରେ ମିଲେଟ୍ସକୁ ନେଇ ସଚେତନତା ସୃଷ୍ଟି କରିବା ଓ ଏଥିପାଇଁ ପ୍ରୋତ୍ସାହନ ଯୋଗାଇଦେବା; ଶ୍ରୀ ଅନ୍ନ ମୂଲ୍ୟଶୃଙ୍ଖଳର ବିକାଶ; ଶ୍ରୀ ଅନ୍ନର ସ୍ୱାସ୍ଥ୍ୟ ଓ ପୋଷଣ ଦିଗ; ବଜାର ସୁବିଧା; ଗବେଷଣା ଓ ବିକାଶ ଆଦି ବିଷୟବସ୍ତୁ ଉପରେ ସମ୍ମିଳନୀରେ ବିଚାରବିମର୍ଶ କରାଯିବ ।We have to build a government that will lay a solid foundation for 25 years: PM Modi in Bavla, Gujarat
November 24th, 11:14 am
In his last public meeting for the day, PM Modi spoke on the soul of India, that is its villages. Hitting out at the opposition, PM Modi slammed the Congress for ignoring the soul of India and said, “When it came to resources and facilities, the villages were not even considered in the Congress governments. As a result, the gap between villages and cities kept on increasing”. PM Modi further added that the condition of villages in Gujarat 20 years ago was dire, but today has been completely revamped under the BJP government.The daughters of Gujarat are going to write the new saga of developed Gujarat: PM Modi in Dahegam
November 24th, 11:13 am
PM Modi spoke on the development Gujarat has seen in basic facilities in the last 20-25 years and said that Gujarat is a leader in the country in many parameters of development. PM Modi also spoke on how the economy of the country is placed as the 5th largest in the world whereas, in 2014, it was in 10th place. PM Modi added, “Gujarat's economy has grown 14 times in the last 20 years”.Congress leaders only care about the power and the throne and play divisive politics in the country: PM Modi in Modasa
November 24th, 11:04 am
Slamming the opposition, PM Modi drew a stark contrast between the state of Gujarat and Rajasthan. PM Modi said, “As much faith is there in the government here, there is as much distrust in the Congress government there”, PM Modi explained that the Congress leaders only care about the power and the throne and play pisive politics in the country. PM Modi further said, “The BJP has only one goal, ‘Ek Bharat, Shreshtha Bharat’ ”.Gujarat has full potential to become the hydrogen hub of the future: PM Modi in Palanpur
November 24th, 10:41 am
Continuing his campaigning to ensure consistent development in Gujarat, PM Modi today addressed a public meeting in Palanpur, Gujarat. PM Modi spoke extensively on five key areas in his address, which were tourism, environment, water, livestock and nutrition.PM Modi addresses public meetings in Palanpur, Modasa, Dahegam & Bavla, Gujarat
November 24th, 10:32 am
Continuing his campaigning to ensure consistent development in Gujarat, PM Modi today addressed public meetings in Palanpur, Modasa, Dahegam & Bavla, Gujarat. PM Modi spoke extensively on tourism, environment, water, livestock and nutrition in his address at Palanpur. At Modasa, PM Modi spoke on North Gujarat’s resolute to give the BJP, 100% of the electoral seats. In his address at Dahegam & Bavla, PM Modi spoke on the development for the next 25 years of Gujarat.ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ମଧ୍ୟପ୍ରଦେଶ ଗସ୍ତ
September 15th, 02:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୭ ତାରିଖ ଦିନ ମଧ୍ୟପ୍ରଦେଶ ଗସ୍ତରେ ଯିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ମିନିଟ ବେଳେ ପ୍ରଧାନମନ୍ତ୍ରୀ ଚିତାକୁ କୁନୋ ଜାତୀୟ ଉଦ୍ୟାନ ଭିତରକୁ ଛାଡିବେ । ତା ପରେ ପାଖାପାଖି ମଧ୍ୟାହ୍ନ ବାରଟା ବେଳକୁ ସେ ସ୍ୱୟଂସହାୟକ ଗୋଷ୍ଠୀ ସମ୍ମିଳନୀରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟ ଓ ଗୋଷ୍ଠୀ ପ୍ରତିନିଧି ମାନଙ୍କ ସହିତ କରହଲ, ସେଓପୁରଠାରେ ଯୋଗଦେବେ ।ପଞ୍ଜାବର ମୋହାଲିଠାରେ ହୋମି ଭାଭା କ୍ୟାନସର ହସ୍ପିଟାଲ ଏବଂ ଗବେଷଣା କେନ୍ଦ୍ରଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
August 24th, 06:06 pm
ପଞ୍ଜାବର ରାଜ୍ୟପାଳ ଶ୍ରୀ ବନୱାରୀ ଲାଲ ପୁରୋହିତଜୀ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଭଗବନ୍ତ ମାନ୍ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସାଥୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ସଂସଦରେ ମୋର ସାଥୀ ଭାଇ ମନୀଷ ତିୱାରୀଜୀ, ସମସ୍ତ ଡାକ୍ତର, ଗବେଷକ, ପାରାମେଡ଼ିକ୍, ଅନ୍ୟ କର୍ମଚାରୀ ଏବଂ ପଞ୍ଜାବର କୋଣ ଅନୁକୋଣରୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀଗଣ!PM dedicates Homi Bhabha Cancer Hospital & Research Centre to the Nation at Sahibzada Ajit Singh Nagar (Mohali)
August 24th, 02:22 pm
PM Modi dedicated Homi Bhabha Cancer Hospital & Research Centre to the Nation at Mohali in Punjab. The PM reiterated the government’s commitment to create facilities for cancer treatment. He remarked that a good healthcare system doesn't just mean building four walls. He emphasised that the healthcare system of any country becomes strong only when it gives solutions in every way, and supports it step by step.Women empowerment is important for rapid development of 21st century India: PM
June 18th, 12:31 pm
The Prime Minister, Shri Narendra Modi today participated in Gujarat Gaurav Abhiyan at Vadodara today. He inaugurated and laid the foundation stone of development projects worth Rs 21,000 crores. Beneficiaries, Chief Minister Shri Bhupendrabhai Patel, Union and State Ministers, People’s representatives and other dignitaries were among those present on the occasion.PM participates in Gujarat Gaurav Abhiyan at Vadodara
June 18th, 12:30 pm
The Prime Minister, Shri Narendra Modi today participated in Gujarat Gaurav Abhiyan at Vadodara today. He inaugurated and laid the foundation stone of development projects worth Rs 21,000 crores. Beneficiaries, Chief Minister Shri Bhupendrabhai Patel, Union and State Ministers, People’s representatives and other dignitaries were among those present on the occasion.ପ୍ରଧାନମନ୍ତ୍ରୀଙ୍କ ଆସନ୍ତା ଜୁନ ୧୭ ଓ ୧୮ ଦୁଇଦିନ ଗୁଜରାଟ ଗସ୍ତ
June 16th, 03:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଜୁନ ୧୭ ଓ ୧୮ ଦୁଇଦିନ ଧରି ଗୁଜରାଟ ଗସ୍ତ କରିବେ । ଜୁନ ୧୮ ତାରିଖ ପୂର୍ବାହ୍ନ ପ୍ରାୟ ୯.୧୫ ମିନିଟରେ ପ୍ରଧାନମନ୍ତ୍ରୀ ପାଭଗଡ଼ ପାହାଡ଼ରେ ପୁନଃନିର୍ମିତ ଶ୍ରୀ କାଳିକା ମାତା ମନ୍ଦିର ଦର୍ଶନ କରି ଏହାର ଉଦଘାଟନ କରିବେ । ପରେ ପରେ ପ୍ରାୟ ସାଢ଼େ ଏଗାରଟା ବେଳେ ସେ ଭିରାସତ ଭ୍ୟାନ ପରିଦର୍ଶନ କରିବେ । ପରେ ଦିନ ପ୍ରାୟ ସାଢ଼େ ବାରଟା ବେଳେ ସେ ଭଦୋଦରା ଠାରେ ଗୁଜରାର ବିକାଶ ଅଭିଯାନରେ ଅଂଶଗ୍ରହଣ କରି ସେଠାରେ ପ୍ରାୟ ୨୧ ହଜାର କୋଟିରୁ ଊଦ୍ଧ୍ୱର୍ ଟଙ୍କା ମୂଲ୍ୟର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କରିବେ ।ଗୁଜରାଟର ନବସାରୀ ଠାରେ ଏ. ଏମ. ନାଏକ ଚିକିତ୍ସା ସେବା କମ୍ଲେକ୍ସରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
June 10th, 01:07 pm
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଏହି କ୍ଷେତ୍ରର ସାଂସଦ ମୋର ବରିଷ୍ଠ ସାଥୀ, ଶ୍ରୀମାନ ସି ଆର ପାଟିଲ, ଏଠାରେ ଉପସ୍ଥିତ ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀ ମହୋଦୟ, ବିଧାୟକ, ନିରାଲୀ ମେମୋରିଆଲ ମେଡିକାଲ ଟ୍ରଷ୍ଟର ପ୍ରତିଷ୍ଠାତା ଏବଂ ଚେୟାରମାନ ଶ୍ରୀ ଏ. ଏମ ନାଏକ ଜୀ, ଟ୍ରଷ୍ଟୀ ଶ୍ରୀ ଭାଇ ଜିଗ୍ନେଶ ନାୟକ ଜୀ, ଏଠାରେ ଉପସ୍ଥିତ ସମସ୍ତ ମହାନୁଭବ, ମହିଳାମାନେ ଏବଂ ଭଦ୍ର ଲୋକମାନେ! ଆଜି ଆପଣ ପ୍ରଥମେ ଇଂରାଜୀରେ ଶୁଣିଲେ, ପରେ ଗୁଜରାଟୀ, ବର୍ତ୍ତମାନ ହିନ୍ଦୀ ଯେପରି ଛାଡ଼ି ନ ଯାଏ ତେବେ ମୁଁ ହିନ୍ଦୀରେ କହୁଛି ।ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏ. ଏମ. ନାଏକ ସ୍ୱାସ୍ଥ୍ୟ ଯତ୍ନ ପରିସର ଓ ନୀରାଲି ବହୁମୁଖୀ ସ୍ୱତନ୍ତ୍ର ଯତ୍ନ ହସ୍ପିଟାଲ ନବସାରୀରେ ଉଦଘାଟିତ
June 10th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଏ. ଏମ. ନାଏକ ସ୍ୱାସ୍ଥ୍ୟ ଯତ୍ନ ପରିସର ଓ ନିରାଲୀ ବହୁମୁଖୀ ସ୍ୱତନ୍ତ୍ର ସେବା ଯତ୍ନ ହସ୍ପିଟାଲକୁ ନବସାରୀ ଠାରେ ଉଦଘାଟନ କରିଛନ୍ତି । ସେ ମଧ୍ୟ ଆଭାସୀ ମାଧ୍ୟମରେ ଖରେଲ ଶିକ୍ଷା ପରିସରର ଉଦଘାଟନ କରିଛନ୍ତି । ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଏହି ଅବସରରେ ସେଠାରେ ଉପସ୍ଥିତ ଥିଲେ ।ସିଭିଲ୍ ସର୍ଭିସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଲୋକ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିବେ
April 20th, 10:09 am
ସିଭିଲ ସର୍ଭିସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୧ ଏପ୍ରିଲ ୨୦୨୨ ଦିନ ୧୧ ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଲୋକ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ପ୍ରଦାନ କରିବେ । ଏହି କାର୍ଯ୍ୟକ୍ରମରେ ସେ ପ୍ରଶାସକମାନଙ୍କୁ ମଧ୍ୟ ସମ୍ବୋଧିତ କରିବେ ।ବିଭିନ୍ନ ସରକାରୀ ଯୋଜନାରେ ଭିଟାମିନ୍ଯୁକ୍ତ (ଫଟିଫାଏଡ) ଚାଉଳ ଯୋଗାଣ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ
April 08th, 03:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୀତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଖାଦ୍ୟ ନିରାପତ୍ତା ଆଇନ ଅନ୍ତର୍ଗତ ଲକ୍ଷ୍ୟଭିତ୍ତିକ ସାଧାରଣ ବଂଟନ ବ୍ୟବସ୍ଥା (ଟିପିଡିଏସ୍), ସମନ୍ୱିତ ଶିଶୁ ବିକାଶ ସେବା ଆଇସିଡିଏସ, ପ୍ରଧାନମନ୍ତ୍ରୀ ପୋଷଣଶକ୍ତି ନିର୍ମାଣ -ପିଏମ୍ ପେ।।ଷଣ(ପୂର୍ବରୁ ମଧ୍ୟାହ୍ନଭୋଜନ ଯୋଜନା)ଏବଂ ଭାରତ ସରକାର ଅନ୍ୟାନ୍ୟ କଲ୍ୟାଣ ମୂଳକ କାର୍ଯ୍ୟକ୍ରମରେ ଫଟିଫାଏଡ ଚାଉଳ ଯୋଗାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳକୁ ଉପରୋକ୍ତ ଯୋଜନା ନିମନ୍ତେ ଏହି ଚାଉଳ ୨୦୨୪ ସୁଦ୍ଧା ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ ।