ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଂଚଳର ଶ୍ରମ ମନ୍ତ୍ରୀମାନଙ୍କର ରାଷ୍ଟ୍ରୀୟ ଶ୍ରମ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 25th, 04:31 pm
ଚଣ୍ଡିଗଡ଼ର ପ୍ରଶାସକ ଶ୍ରୀମାନ ବନୱାରୀ ଲାଲ ପୁରୋହିତ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଭୁପେନ୍ଦ୍ର ଯାଦବ ମହାଶୟ, ଶ୍ରୀ ରାମେଶ୍ୱର ତେଲୀ ମହାଶୟ, ସବୁ ରାଜ୍ୟର ଆଦରଣୀୟ ଶ୍ରମ ମନ୍ତ୍ରୀଗଣ, ଶ୍ରମ ସଚିବଗଣ, ଅନ୍ୟ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ସର୍ବପ୍ରଥମେ ମୁଁ ଭଗବାନ ତିରୁପତି ବାଲାଜୀଙ୍କ ଚରଣରେ ପ୍ରଣାମ ଜଣାଉଛି। ଯେଉଁ ପବିତ୍ର ସ୍ଥାନରେ ଆପଣମାନେ ସମସ୍ତେ ଉପସ୍ଥିତ ଅଛନ୍ତି, ତାହା ହେଉଛି ଭାରତର ଶ୍ରମ ଏବଂ ସାମର୍ଥ୍ୟର ସାକ୍ଷୀ। ମୋର ବିଶ୍ୱାସ ରହିଛି ଯେ, ଏହି କନଫରେନ୍ସ ସମ୍ମିଳନୀରୁ ବାହାରିଥିବା ବିଚାରଧାରା ଦେଶର ଶ୍ରମ- ସାମର୍ଥ୍ୟକୁ ସୁଦୃଢ଼ କରିବ। ମୁଁ ଆପଣ ସମସ୍ତଙ୍କୁ, ଆଉ ବିଶେଷ ରୂପେ ଶ୍ରମ ମନ୍ତ୍ରଣାଳୟକୁ ଏହି ଆୟୋଜନ ପାଇଁ ଶୁଭେଚ୍ଛା ଜଣାଉଛି।ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀମାନଙ୍କର ଜାତୀୟ ଶ୍ରମ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
August 25th, 04:09 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଶ୍ରମ ମନ୍ତ୍ରୀଙ୍କ ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବ ଏବଂ ଶ୍ରୀ ରାମେଶ୍ୱର ଟେଲି ଏବଂ ରାଜ୍ୟ ଶ୍ରମ ମନ୍ତ୍ରୀମାନେ ଉପସ୍ଥିତ ଥିଲେ ।ପିଏମ- କିଷାନ ଯୋଜନା ଅଧୀନରେ ୧୦ମ କିସ୍ତିର ଅର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 01st, 12:31 pm
ଉପସ୍ଥିତ ସମସ୍ତ ଆଦରଣୀୟ ମହାନୁଭବ, ସର୍ବପ୍ରଥମେ ମୁଁ ମାତା ବୈଷ୍ଣୋଦେବୀ ପରିସରରେ ହୋଇଥିବା ଦୁଃଖଦ ଘଟଣା ଉପରେ ଶୋକ ବ୍ୟକ୍ତ କରୁଛି । ଯେଉଁ ଲୋକମାନେ ଦଳାଚକଟାରେ, ନିଜର ଲୋକମାନଙ୍କୁ ହରାଇଛନ୍ତି, ଯେଉଁ ଲୋକମାନେ ଆହତ ହୋଇଛନ୍ତି, ମୋର ସମବେଦନା ସେମାନଙ୍କ ସହିତ ରହିଛି । କେନ୍ଦ୍ର ସରକାର, ମୁଁ ଜମ୍ମୁ- କଶ୍ମୀର ପ୍ରଶାସନର ସମ୍ପର୍କରେ କ୍ରମାଗତ ଭାବେ ରହିଛି। ଉପ-ରାଜ୍ୟପାଳ ମନୋଜ ସିହ୍ନା ମହାଶୟଙ୍କ ସହିତ ମଧ୍ୟ କଥା ହୋଇଥିଲି। ଉଦ୍ଧାର କାର୍ଯ୍ୟର, ଆହତମାନଙ୍କର ସମ୍ପୂର୍ଣ୍ଣ ଭାବେ ଧ୍ୟାନ ରଖା ଯାଉଛି।ପିଏମ୍ କିଷାନ ଯୋଜନାରେ ଦଶମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 01st, 12:30 pm
ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୧.୨୦୨୨) ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି(ପି.ଏମ୍-କିଷାନ) ଯୋଜନା ଅଧୀନରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଦଶମ କିସ୍ତି ପ୍ରଦାନ କରିଛନ୍ତି । ଏହାଦ୍ୱାରା ଦଶକୋଟିରୁ ଅଧିକ ହିତାଧିକାରୀ ଚାଷୀ ପରିବାରଙ୍କୁ ୨୦ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପହଂଚିବ । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ୩୫୧ଟି କୃଷକ ଉତ୍ପାଦନ ସଂଗଠନ (ଏଫପିଓ)କୁ ୧୪କୋଟି ଟଙ୍କାର ଅଂଶଧନ ବାବଦ ଅର୍ଥ ମଧ୍ୟ ପ୍ରଦାନ କରିଥିଲେ । ଏଥିପାଇଁ ୧. ୨୪ ଲକ୍ଷ କୃଷକ ଉପକୃତ ହେବେ । ଏହି ଅବରସରେ ପ୍ରଧାନମନ୍ତ୍ରୀ କୃଷକ ସଂଗଠନମାନଙ୍କ ସହ ମତ ବିନିମୟ କରିଥିଲେ । କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏବଂ ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, କେତେକ ରାଜ୍ୟର କୃଷିମନ୍ତ୍ରୀ ଓ କୃଷକମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଥିଲେ ।PM expresses happiness over 10 crore registrations on e-Shram
December 01st, 05:00 pm
The Prime Minister, Shri Narendra Modi has expressed happiness over 10 crore registrations on e-Shram and called it as the journey from determination to accomplishment.ଝାଡ଼ଖଣ୍ଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଯେ ବିଜେପି ଏକ ମଜବୁତ ଏବଂ ସ୍ଥିର ସରକାର ଗଠନ କରିଛି : ପ୍ରଧାନମନ୍ତ୍ରୀ ମୋଦୀ
November 25th, 12:03 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଡାଲ୍ଟନଗଞ୍ଜ ଏବଂ ଗୁମଲାରେ ଦୁଇଟି ମେଗା ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ସଭାକୁ ସମ୍ବୋଧିତ କରି ,ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,'' ବିଜେପିର ନେତୃତ୍ୱରେ ଝାଡ଼ଖଣ୍ଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଯେ ,ଏକ ମଜବୁତ ଏବଂ ସ୍ଥିର ବିଜେପି ସରକାର ଗଠନ ହୋଇଛି ।''ଝାଡ଼ଖଣ୍ଡର ଡାଲ୍ଟନଗଞ୍ଜ ଏବଂ ଗୁମଲାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିର୍ବାଚନ ପ୍ରଚାର
November 25th, 12:02 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଡାଲ୍ଟନଗଞ୍ଜ ଏବଂ ଗୁମଲାରେ ଦୁଇଟି ମେଗା ନିର୍ବାଚନ ରାଲିକୁ ସମ୍ବୋଧିତ କରିଛନ୍ତି । ସଭାକୁ ସମ୍ବୋଧିତ କରି ,ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,'' ବିଜେପିର ନେତୃତ୍ୱରେ ଝାଡ଼ଖଣ୍ଡ ପାଇଁ ଗୁରୁତ୍ୱପୂର୍ଣ୍ଣ ଯେ ,ଏକ ମଜବୁତ ଏବଂ ସ୍ଥିର ବିଜେପି ସରକାର ଗଠନ ହୋଇଛି ।''Congress shedding crocodile tears over Article 370, says PM Modi
October 14th, 01:58 pm
Prime Minister Modi while addressing a public meeting in Ballabhgarh, Haryana said that it was the spirit of Haryana and the whole country, to move Jammu and Kashmir from isolation and violence, towards harmony and empowerment. PM Modi said that today Jammu, Kashmir and Ladakh have embarked on a new path of development and trust.PM Modi addresses a public meeting in Ballabhgarh, Haryana
October 14th, 01:54 pm
Prime Minister Modi while addressing a public meeting in Ballabhgarh, Haryana said that it was the spirit of Haryana and the whole country, to move Jammu and Kashmir from isolation and violence, towards harmony and empowerment. PM Modi said that today Jammu, Kashmir and Ladakh have embarked on a new path of development and trust.India has only have two castes - the poor and those that want to remove poverty: PM Modi
May 23rd, 08:01 pm
After the thumping victory in the 2019 General Elections, PM Narendra Modi addressed the Party Karyakartas at the BJP HQ in New Delhi. The PM said, “The people of India have given their mandate and they want the nation to rise above petty politics of pision and appeasement.” He also stated that from now on, India will only have two castes: the poor and those that want to remove poverty.PM Modi addressed the nation at BJP Headquarters, Delhi
May 23rd, 08:00 pm
Prime Minister Narendra Modi addressed the nation after the BJP achieved an overwhelming victory in the 2019 Lok Sabha election results on Thursday. Delivering an inspiring speech, PM Modi thanked the people of the country for their wholehearted support and assured them of greater progress in the years to come.Since assuming power in 2014, BJP government has been inspired by the values of patriotism, efficient governance and ‘Antyodaya’: PM
May 17th, 11:31 am
Prime Minister Narendra Modi addressed the last rally of supporters this election season in the Khargone constituency of Madhya Pradesh. The rally saw PM Modi talk at length about the milestones achieved for the nation’s progress since 2014 as well as his vision for the next five years.PM Modi addresses rally in Khargone, Madhya Pradesh
May 17th, 11:30 am
Prime Minister Narendra Modi addressed the last rally of supporters this election season in the Khargone constituency of Madhya Pradesh. The rally saw PM Modi talk at length about the milestones achieved for the nation’s progress since 2014 as well as his vision for the next five years.Poverty is my only caste: PM Modi
May 14th, 11:05 am
Prime Minister Narendra Modi addressed a large public rally in Ballia constituency in Uttar Pradesh today. Addressing the massive rally, PM Modi responded to those asking about his caste and said, “I have only one caste-‘poverty.’ I have lived through poverty and will work for empowering the poor till my last breath.”PM Modi addresses rally in Ballia, Uttar Pradesh
May 14th, 11:00 am
Prime Minister Narendra Modi addressed a large public rally in Ballia constituency in Uttar Pradesh today. Addressing the massive rally, PM Modi responded to those asking about his caste and said, “I have only one caste-‘poverty.’ I have lived through poverty and will work for empowering the poor till my last breath.”Infrastructure development under the BJP-led NDA grew at double speed and scale than before: PM Modi
May 09th, 02:51 pm
At a rally in Prayagraj, PM Modi took on the Congress for its corruption and said, “During Congress’ term, there was the Commonwealth scam, but during our tenure, the world witnessed the glory of Kumbh Mela at Prayagraj.” He further said that infrastructure development under the BJP-led NDA grew at double speed and scale than before.Since 2014, India has shown the world what it is capable of achieving with an efficient government at its helm: PM Modi
May 09th, 02:50 pm
At a rally in Azamgarh, PM Modi said, “Since 2014, India has shown the world what it is capable of achieving with an efficient government at its helm.” Slamming the Maha Milawat, Shri Modi added, “The ‘Mahamilawat’ of SP-BSP ruined the rich heritage and ethos of Uttar Pradesh and made the state a stage for promoting nepotism and enriching themselves.”PM Modi addresses rallies in Uttar Pradesh
May 09th, 02:49 pm
Addressing three massive rallies in Azamgarh, Jaunpur and Prayagraj in Uttar Pradesh today, PM Modi slammed the Congress-SP-BSP ‘Mahamilawat’ in U.P for destroying the state and betraying the people’s expectations time and again.Congress and RJD have only relied on promoting nepotism and corruption in their governance: PM Modi in Bihar
May 04th, 03:31 pm
Prime Minister Narendra Modi addressed his third major rally for the day in Valmiki Nagar in Bihar. He said, “The land of Bihar and its people have always been known for their bravery and for standing up to injustice. Similarly, it is extremely satisfying that Bihar’s Champaran is leading the way in making ‘Swachhta Abhiyan’ a mass movement in the country.”PM Modi addresses public meeting in Bihar
May 04th, 03:30 pm
Prime Minister Narendra Modi addressed his third major rally for the day in Valmiki Nagar in Bihar. He said, “The land of Bihar and its people have always been known for their bravery and for standing up to injustice. Similarly, it is extremely satisfying that Bihar’s Champaran is leading the way in making ‘Swachhta Abhiyan’ a mass movement in the country.”