In Odisha, the state BJP is committed to promoting the Odia language and culture: PM Modi in Kandhamal
May 11th, 10:40 am
Kandhamal, Odisha, witnessed a grand celebration with the arrival of Prime Minister Narendra Modi. Affectionately addressing the audience ahead of Lok Sabha as well as assembly elections in the state, the PM expressed immense pride in the state of Odisha and its invaluable contribution to the nation.PM Modi delivers stirring addresses to mammoth gatherings in Kandhamal, Balangir & Bargarh, Odisha
May 11th, 10:30 am
Kandhamal, Balangir & Bargarh, Odisha, witnessed grand celebrations with the arrival of Prime Minister Narendra Modi. Affectionately addressing the audience ahead of Lok Sabha as well as assembly elections in the state, the PM expressed immense pride in the state of Odisha and its invaluable contribution to the nation.ରାଜସ୍ଥାନର ପୋଖରାନରେ ' ଭାରତ ଶକ୍ତି ଅଭ୍ୟାସ' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 12th, 02:15 pm
ଆଜି ଆମେ ଏଠାରେ ଯେଉଁ ଦୃଶ୍ୟ ଦେଖିଛୁ, ଆମ ତିନି ସେନାର ବୀରତ୍ୱ ଆଶ୍ଚର୍ଯ୍ୟଜନକ । ଆକାଶରେ ଏହି ଗର୍ଜନ... ମାଟିରେ ଏହି ସାହସିକତା... ଏହି ବିଜୟ ଚିତ୍କାର ସବୁ ଦିଗରେ ଗୁଞ୍ଜରିତ ହୋଇଥିଲା... ଏହା ହେଉଛି ଏକ ନୂତନ ଭାରତର ଆହ୍ୱାନ । ଆଜି ଆମର ପୋଖରାନ ପୁଣି ଥରେ ଭାରତର ଆତ୍ମନିର୍ଭରଶୀଳତା, ଭାରତର ଆତ୍ମବିଶ୍ୱାସ ଏବଂ ଭାରତର ଆତ୍ମଗର୍ବର ଏହି ତ୍ରିମୂର୍ତ୍ତିର ସାକ୍ଷୀ ପାଲଟିଛି । ଏହା ହେଉଛି ପୋଖରାନ, ଯାହା ଭାରତର ପରମାଣୁ ଶକ୍ତିର ସାକ୍ଷୀ ହୋଇଛି ଏବଂ ଏଠାରେ ଆମେ ସ୍ୱଦେଶୀକରଣଠାରୁ ଆରମ୍ଭ କରି ସଶକ୍ତୀକରଣ ପର୍ଯ୍ୟନ୍ତ ଏହାର ଶକ୍ତି ମଧ୍ୟ ଦେଖୁଛୁ । ଆଜି ଭାରତ ଶକ୍ତିର ଏହି ପର୍ବ ବୀରତ୍ୱର ଭୂମି ରାଜସ୍ଥାନରେ ଅନୁଷ୍ଠିତ ହେଉଛି, କିନ୍ତୁ ଏହାର ଶବ୍ଦ କେବଳ ଭାରତରେ ନୁହେଁ ବରଂ ସମଗ୍ର ବିଶ୍ୱରେ ଶୁଣିବାକୁ ମିଳୁଛି ।'ଭାରତ ଶକ୍ତି' - ରାଜସ୍ଥାନର ପୋଖରାନରେ ଏକ ତ୍ରି-ସେବା ଫାୟାରିଂ ଏବଂ ଶକ୍ତି ଦକ୍ଷତା ଅଭ୍ୟାସ ସମୟରେ ଉପସ୍ଥିତ ରହିଥିଲେ ପ୍ରଧାନମନ୍ତ୍ରୀ
March 12th, 01:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ପୋଖରାନଠାରେ ତ୍ରି-ସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ ଦେଖିଥିଲେ । ଦେଶର ଆତ୍ମନିର୍ଭର ଭାରତ ଅଭିଯାନକୁ ଆଧାର କରି 'ଭାରତ ଶକ୍ତି' ଦେଶର ଦକ୍ଷତା ପ୍ରଦର୍ଶନ ପାଇଁ ବିଭିନ୍ନ ସ୍ୱଦେଶୀ ଅସ୍ତ୍ରଶସ୍ତ୍ର ପ୍ରଣାଳୀ ଏବଂ ପ୍ଲାଟଫର୍ମ ପ୍ରଦର୍ଶନ କରିବ ।ମାର୍ଚ୍ଚ ୧୨ରେ ଗୁଜରାଟ ଓ ରାଜସ୍ଥାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 10th, 05:24 pm
ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୧୨ ରେ ଗୁଜରାଟ ଏବଂ ରାଜସ୍ଥାନ ଗସ୍ତ କରିବେ । ସକାଳ ପ୍ରାୟ ୯ଟା ୧୫ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ ଠାରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ । ଏହା ପରେ , ପୂର୍ବାହ୍ନ ପ୍ରାୟ ୧୦ଟାରେ ପ୍ରଧାନମନ୍ତ୍ରୀ ସାବରମତୀ ଆଶ୍ରମ ପରିଦର୍ଶନ କରିବେ , ଯେଉଁଠାରେ ସେ କୋଚରବ ଆଶ୍ରମର ଉଦଘାଟନ କରିବେ ଏବଂ ଗାନ୍ଧୀ ଆଶ୍ରମ ସ୍ମାରକୀର ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ଏହାପରେ ରାତି ପ୍ରାୟ ୧ଟା ୪୫ମିନିଟରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ପୋଖରାନ ଠାରେ ତ୍ରିସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ 'ଭାରତ ଶକ୍ତି'କୁ ଦେଖିବେ ।ଜାତୀୟ ପ୍ରଯୁକ୍ତିବିଦ୍ୟା ଦିବସରେ ଭାରତୀୟ ବୈଜ୍ଞାନିକମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
May 11th, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମର ପ୍ରତିଭାବାନ ବୈଜ୍ଞାନିକ ଏବଂ ୧୯୯୮ ରେ ପୋଖାରାନ ପରୀକ୍ଷଣରେ ସଫଳ ହୋଇଥିବା ପ୍ରୟାସ ପ୍ରତି କୃତଜ୍ଞତା ଜଣାଇଛନ୍ତି ।Prime Minister pays tributes to scientists on the National Technology Day
May 11th, 04:35 pm
Prime Minister Shri Narendra Modi today paid tributes to all the scientists in the country who are using science and technology to bring a positive difference in the lives of others."ଆତଙ୍କବାଦ ବିରୋଧରେ ଭାରତର ପ୍ରୟାସର ପ୍ରଦର୍ଶନ ହୋଇଛି , ମସୁଦ ଅଜହରଙ୍କୁ ସଂଯୁକ୍ତ ରାଷ୍ଟ୍ରରେ ବିଶ୍ୱ ଆତଙ୍କବାଦୀ ଭାବେ ସୂଚୀଭୁକ୍ତ କରାଯାଇଛି : ପ୍ରଧାନମନ୍ତ୍ରୀ ମୋଦୀ "
May 01st, 08:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ରାଜଧାନୀ ଜୟପୁରରେ ନିଜର ଚତୁର୍ଥ ,ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,ଏହି ଚୌକିଦାର (ପ୍ରଧାନମନ୍ତ୍ରୀ ମୋଦୀ ) ବିଶ୍ୱ ମଞ୍ଚରେ ଭାରତର ବିଶ୍ୱ ସ୍ଥିତିକୁ ବଢ଼ାଇବା ପାଇଁ ପାଞ୍ଚ ବର୍ଷରେ ଅକ୍ଲାନ୍ତ ପରିଶ୍ରମ କରିଛନ୍ତି ଏବଂ ଆମର ପ୍ରୟାସ ବର୍ତ୍ତମାନ ସ୍ପଷ୍ଟ ଭାବେ ଫଳ ଦେଉଛି ।"ପ୍ରଧାନମନ୍ତ୍ରୀ ମୋଦୀ ରାଜସ୍ଥାନରେ ଜନସଭାକୁ ସମ୍ବୋଧିତ କରିଛନ୍ତି "
May 01st, 08:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ରାଜଧାନୀ ଜୟପୁରରେ ନିଜର ଚତୁର୍ଥ ,ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ,ଏହି ଚୌକିଦାର (ପ୍ରଧାନମନ୍ତ୍ରୀ ମୋଦୀ) ବିଶ୍ୱ ମଞ୍ଚ ଉପରେ ଭାରତକୁ ବିଶ୍ୱ ସ୍ଥିତକୁ ବଢ଼ାଇବା ପାଇଁ ଗତ ପାଞ୍ଚ ବର୍ଷରେ ଅକ୍ଲାନ୍ତ ପରିଶ୍ରମ କରିଛନ୍ତି ଏବଂ ଆମର ପ୍ରୟାସ ଏବେ ସ୍ପଷ୍ଟ ଭାବେ ଫଳ ଦେଉଛି ।106ତମ ବିଜ୍ଞାନ କଂଗ୍ରେସର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 03rd, 11:29 am
ମଞ୍ଚ ଉପରେ ବିରାଜମାନ ପଞ୍ଜାବର ରାଜ୍ୟପାଳ ଶ୍ରୀ ବି ପି ସି, ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଡକ୍ଟର ହର୍ଷବର୍ଦ୍ଧନ, ଅନ୍ୟ ଗଣ୍ୟମାନ୍ୟ ଅତିଥିଗଣ, ଏଠାରେ ଉପସ୍ଥିତ ଛାତ୍ରଛାତ୍ରୀଗଣ ଏବଂ ପ୍ରତିନିଧିବୃନ୍ଦ, ଆପଣମାନଙ୍କୁ ସମସ୍ତଙ୍କୁ ମୋର ନୂତନ ବର୍ଷର ଶୁଭକାମନା ।106ତମ ଭାରତୀୟ ବିଜ୍ଞାନ କଂଗ୍ରେସକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 03rd, 11:27 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 106ତମ ଭାରତୀୟ ବିଜ୍ଞାନ କଂଗ୍ରେସର ପ୍ରାରମ୍ଭିକ ଅଧୀବେଶନ ଓ ସମାରୋହକୁ ଉଦଘାଟନ କରିଛନ୍ତି ।सोशल मीडिया कॉर्नर 11 मे 2018
May 11th, 08:09 pm
सामाजिक प्रसार माध्यमांमधली प्रशासनाबद्दल ताजी माहिती दररोज तुमच्यासाठी. प्रशासनाबद्दल तुमची ट्विट्स इथे रोज दिसतील. वाचा आणि शेअर करत रहा!!ଆସନ୍ତୁ ,ଆମେ ଆମର ଅନ୍ତର୍ମନର ଶକ୍ତିକୁ ଦେଶର ସାମୁହିକ ଶକ୍ତିରେ ପରିବର୍ତ୍ତନ କରିବା :ପ୍ରଧାନମନ୍ତ୍ରୀ ମୋଦୀ
April 29th, 11:30 am
ନିଜର 'ମନ କି ବାତ' କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ 2018 ରାଜ୍ୟଗୋଷ୍ଟି କ୍ରୀଡ଼ାରେ ଭାରତୀୟ ଖେଳାଳୀମାନଙ୍କ ଉତ୍କୃଷ୍ଟ ପ୍ରଦର୍ଶନ ,ଜଳ ସଂରକ୍ଷଣ ,ଗୁରୁଦେବ ରବିନ୍ଦ୍ରନାଥ ଟାଗୋର ,ପୋଖରାନ ପରୀକ୍ଷଣର 20 ବର୍ଷ ଏବଂ ସମାଜର ଦୁର୍ବଳ ଶ୍ରେଣୀଙ୍କ ଉତ୍ଥାନ ଲାଗି ଡକ୍ଟର ବାବାସାହେବ ଆମ୍ୱେଦକରଙ୍କ ପ୍ରତିବଦ୍ଧତା ସମେତ ବିଭିନ୍ନ ପ୍ରସଙ୍ଗରେ ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀଙ୍କୁ ସ୍ଵଚ୍ଛ ଭାରତ ଗ୍ରୀଷ୍ମଛୁଟି ଇଣ୍ଟର୍ଣ୍ଣସିପ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ମଧ୍ୟ ଆହ୍ୱାନ କରିଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ମେ 11 2017
May 11th, 09:00 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ପୋଖରଣ ପରୀକ୍ଷଣ ବିଶ୍ୱକୁ ଭାରତର ଶକ୍ତିର ସନ୍ଦେଶ ଦେଲା :ଶ୍ରୀ ନରେନ୍ଦ୍ର ମୋଦୀ
May 11th, 03:38 pm
ଭାରତୀୟ ବୈଜ୍ଞାନିକଙ୍କ କୌଶଳ ଏବଂ ପ୍ରଯୁକ୍ତିବିଦ୍ୟା ବିକାଶର ପ୍ରତୀକ ଭାବେ 1999 ରୁ ପ୍ରତି ବର୍ଷ 11 ମଇରେ ରାଷ୍ଟ୍ରୀୟ ପ୍ରଯୁକ୍ତିବିଦ୍ୟା ଦିବସ ରୂପେ ପାଳନ କରାଯାଉଛି । 11 ମଇର ଚୟନ ସ୍ୱାଭାବିକ କାହିଁକି କି ନା ଏହି ଦିନ 1998 ରେ ପୂର୍ବ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ଭାରତ ପୋଖରଣରେ ପାଞ୍ଚ ପରୀକ୍ଷଣର ପଦକ୍ଷେପକୁ ସଫଳାତାପୂର୍ବକ ଫଳାଫଳ ଦେଇଥିଲା। ଏହି ପରୀକ୍ଷଣ ସାରା ବିଶ୍ୱକୁ ଭାରତର ଶକ୍ତିର ପରିଚୟ ଦେଇଥିଲା ।PM attends IAF Fire Power Demonstration ‘Iron Fist 2016’ at Pokhran
March 18th, 08:27 pm