Cabinet approves Pune Metro Phase-1 project extension towards south from Swargate to Katraj spanning 5.46 km
August 16th, 09:35 pm
Pune Metro Phase-1 Project Extension: The Cabinet, chaired by PM Modi, has given the green light for the extension of Pune Metro's Phase-1 from Swargate to Katraj. This extension spans 5.46 km and will further improve the metro connectivity in Pune, easing the commute for residents in the southern part of the city.ପ୍ରଧାନମନ୍ତ୍ରୀ ସମସ୍ତ ରାଜ୍ୟ ପରିବେଶ ମନ୍ତ୍ରୀ ସମ୍ମିଳନୀକୁ ସେପ୍ଟେମ୍ବର ୨୩ରେ କରିବେ ଉଦ୍ଘାଟନ
September 21st, 04:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟ ପରିବେଶ ମନ୍ତ୍ରୀମାନଙ୍କ ଜାତୀୟ ସମ୍ମିଳନୀକୁ ଆସନ୍ତା ୨୩ ତାରିଖ ପୂର୍ବାହ୍ନ ସାଢେ ଦଶଟାରେ ଗୁଜରାଟର ଏକତାନଗରଠାରେ ଆଭାସୀ ମାଧ୍ୟମରେ ଉଦ୍ଘାଟନ କରିବେ । ଏହି ଅବସରରେ ସେ ସମବେତ ଜନତାଙ୍କୁ ମଧ୍ୟ ଉଦ୍ବୋଧନ ଦେବେ ।ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୬ ତାରିଖରେ ପୁଣେ ଗସ୍ତ କରିବେ ଏବଂ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିବେ
March 05th, 12:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୬ ମାର୍ଚ୍ଚ ୨୦୨୨ ରେ ପୁଣେ ଗସ୍ତରେ ଯିବା ସହିତ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିବେ । ସେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ।ଭାରତର ଯୁବପିଢ଼ି କିଛି ନୂଆ ଏବଂ ବଡ଼ ଆକାରରେ କରିବାକୁ ଚାହୁଁଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
August 29th, 11:30 am
ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେଜର ଧ୍ୟାନଚାନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଆମ ଅଲିମ୍ପିଆନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି, ଯେଉଁମାନେ ଦେଶକୁ ବିଶ୍ୱ ମଞ୍ଚରେ ଗର୍ବିତ କରିଛନ୍ତି। ଦେଶର ଯୁବପିଢ଼ିଙ୍କ ରିସ୍କ ନେବା ଏବଂ ଆଗକୁ ବଢ଼ିବାର ଦକ୍ଷତାକୁ ପାଇଁ ସେ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଆମର କୁଶଳୀ ମାନବ ଶକ୍ତିର ପ୍ରୟାସକୁ ଆଲୋକପାତ କରି ଭଗବାନ୍ ବିଶ୍ୱକର୍ମାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି |ମିଳିତ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ଆୟୋଜିତ “ସାମୁଦ୍ରିକ ନିରାପତ୍ତା ସମ୍ପ୍ରସାରଣ: ଅନ୍ତରାଷ୍ଟ୍ରୀୟ ସହଯୋଗର ଏକ ପରିସର” ସଂପର୍କୀତ ଉଚ୍ଚସ୍ତରୀୟ ମୁକ୍ତ ଆଲୋଚନାରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ଅଭିଭାଷଣ
August 09th, 05:41 pm
ସାମୁଦ୍ରିକ ନିରାପତ୍ତା ସଂପର୍କୀତ ଏହି ବିଶେଷ ଆଲୋଚନାରେ ସାମିଲ ହୋଇଥିବାରୁ ଆପଣମାନଙ୍କୁ ସମସ୍ତଙ୍କୁ ମୁଁ ଧନ୍ୟବାଦ ଜ୍ଞାପନ କରୁଛି । ମୁଁ ନିରାପତ୍ତା ପରିଷଦରେ ସକାରାତ୍ମକ ବାର୍ତ୍ତା ଏବଂ ୟୁଏନଓଡିସିର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଙ୍କ ଦ୍ୱାରା କରାଯାଇଥିବା ସୂଚନା ପ୍ରଦାନ ନିମନ୍ତେ ତାଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । କଙ୍ଗୋ ଗଣତାନ୍ତ୍ରିକ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ଆଫ୍ରିକୀୟ ସଂଘର ଅଧ୍ୟକ୍ଷ ଭାବେ ନିଜର ବାର୍ତ୍ତା ଏହି କାର୍ଯ୍ୟକ୍ରମକୁ ପଠାଇଛନ୍ତି । ମୁଁ ବିଶେଷ ଭାବେ ତାଙ୍କ ପ୍ରତି କୃତଜ୍ଞ । ମୁଁ ରୁଷ ରାଷ୍ଟ୍ରପତି, କେନିଆ ରାଷ୍ଟ୍ରପତି ଏବଂ ଭିଏତନାମର ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତି ନିମନ୍ତେ ହୃଦୟର ସହ ସେମାନଙ୍କ ପ୍ରତି ମଧ୍ୟ ମୋର କୃତଜ୍ଞତା ଜଣାଉଛି ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 05th, 11:05 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
June 05th, 11:04 am
ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଉଦ୍ବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ମିଳିତ ଭାବେ ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ମିଳିତ ଭାବେ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ପୁନେର ଜଣେ କୃଷକଙ୍କ ସହିତ ଭାବ ବିନିମୟ କରିଥିଲେ ଏବଂ ସେହି କୃଷକ ଜୈବ କୃଷି ଓ କୃଷି କ୍ଷେତ୍ରରେ ଜୈବଇନ୍ଧନ ବ୍ୟବହାର ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲେ ।130 କୋଟି ଦେଶବାସୀଙ୍କ ପାଇଁ ଦିଲ୍ଲୀ ହେଉଛି ବୃହତ ଆର୍ଥିକ ଓ କ୍ଷମତା କେନ୍ଦ୍ର ଓ ଏହାର ମହତ୍ଵ ସୁସ୍ପଷ୍ଟ – ପ୍ରଧାନମନ୍ତ୍ର
December 28th, 11:03 am
ଛୋଟ ବଡ ନିର୍ବିଶେଷରେ ପ୍ରତ୍ୟେକ ସହର ଦେଶର ଆର୍ଥିକ କେନ୍ଦ୍ରବିନ୍ଦୁ ହେବାକୁ ଯାଉଛନ୍ତି । ମାତ୍ର ଦେଶର ରାଜଧାନୀ ହୋଇଥିବା ଦୃଷ୍ଟିରୁ ଦିଲ୍ଲୀର ମହତ୍ଵ ଏକବିଂଶ ଶତାବ୍ଦୀରେ ପ୍ରତିଫଳିତ ହୋଇ ବିଶ୍ଵରେ ତାର ଉତ୍କର୍ଷ ପ୍ରତିପାଦନ କରିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି । ଏହି ପ୍ରାଚୀନ ସହରକୁ ଆଧୁନିକ କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ସମ୍ମିଳନୀ ଜରିଆରେ ପ୍ରଥମ ଚାଳକବିହୀନ ମେଟ୍ରୋ ସେବା ଓ ଦିଲ୍ଲୀ ମେଟ୍ରୋର ଏୟାର ପୋର୍ଟ ଏକ୍ସପ୍ରେସଲାଇନ ନ୍ୟାସନାଲ କମନ ମୋବିଲିଟି କାର୍ଡ ସଂପ୍ରସାରଣ ଉଦଘାଟନ କରିବା ଅବସରରେ ଏହା ପ୍ରକାଶ କରିଛନ୍ତି ।PM Elaborates ‘Ek Bharat Shreshtha Bharat’ Through Consolidation of Systems and Processes
December 28th, 11:02 am
The Prime Minister, Shri Narendra Modi, while inaugurating the first-ever driverless Metro operations today also launched the expansion of National Common Mobility Card to the Airport Express Line of Delhi Metro.Urbanization should not be seen as a challenge but used as an opportunity: PM Modi
December 28th, 11:01 am
Prime Minister Narendra Modi inaugurated India’s first-ever driverless train operations on Delhi Metro’s Magenta Line. National Common Mobility Card was expanded to the Airport Express Line of Delhi Metro, which was started in Ahmedabad last year.PM inaugurates India’s first-ever driverless train operations on Delhi Metro’s Magenta Line
December 28th, 11:00 am
Prime Minister Narendra Modi inaugurated India’s first-ever driverless train operations on Delhi Metro’s Magenta Line. National Common Mobility Card was expanded to the Airport Express Line of Delhi Metro, which was started in Ahmedabad last year.Development of Jammu and Kashmir is one of the biggest priorities of our Government: PM
December 26th, 12:01 pm
PM Modi launched Ayushman Bharat PM-JAY SEHAT to extend coverage to all residents of Jammu & Kashmir. The PM congratulated the people of Jammu and Kashmir for strengthening democracy. He said the election of the District Development Council has written a new chapter. He complimented the people for reaching the voting booth despite the cold and corona.PM Modi launches SEHAT healthcare scheme for Jammu and Kashmir
December 26th, 11:59 am
PM Modi launched Ayushman Bharat PM-JAY SEHAT to extend coverage to all residents of Jammu & Kashmir. The PM congratulated the people of Jammu and Kashmir for strengthening democracy. He said the election of the District Development Council has written a new chapter. He complimented the people for reaching the voting booth despite the cold and corona.India has a rich legacy in science, technology and innovation: PM Modi
December 22nd, 04:31 pm
Prime Minister Narendra Modi delivered the inaugural address at India International Science Festival (IISF) 2020. PM Modi said, All our efforts are aimed at making India the most trustworthy centre for scientific learning. At the same time, we want our scientific community to share and grow with the best of global talent.PM delivers inaugural address at IISF 2020
December 22nd, 04:27 pm
Prime Minister Narendra Modi delivered the inaugural address at India International Science Festival (IISF) 2020. PM Modi said, All our efforts are aimed at making India the most trustworthy centre for scientific learning. At the same time, we want our scientific community to share and grow with the best of global talent.ଏନସିଆର କ୍ଷେତ୍ରରେ ବାୟୁ ପ୍ରଦୂଷଣର ପରିଚାଳନା ନିମନ୍ତେ ପିଏମଓ ନେତୃତ୍ୱାଧୀନ କମିଟି ଦ୍ୱାରା ଅତ୍ୟାଧୁନିକ କାର୍ଯ୍ୟାନୁଷ୍ଠାନ ଗ୍ରହ
September 19th, 06:57 pm
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି କେ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଜାତୀୟ ରାଜଧାନୀ କ୍ଷେତ୍ରରେ ବାୟୁର ଗୁଣବତ୍ତାରେ ସୁଧାର ଆଣିବା ସକାଶେ ଗଠିତ ଉଚ୍ଚସ୍ତରୀୟ କାର୍ଯ୍ୟଗୋଷ୍ଠୀର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଦିଲ୍ଳୀ, ପଞ୍ଜାବ, ହରିୟାଣା, ରାଜସ୍ଥାନ ଏବଂ ଉତ୍ତର ପ୍ରଦେଶର ମୁଖ୍ୟ ଶାସନ ସଚିବଙ୍କ ବ୍ୟତୀତ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ/ ମନ୍ତ୍ରଣାଳୟର ସଚିବମାନେ ମଧ୍ୟ ଅଂଶ ଗ୍ରହଣ କରିଥିଲେ । ଏହିସବୁ ବିଭାଗ/ ମନ୍ତ୍ରଣାଳୟମାନଙ୍କ ମଧ୍ୟରେ ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ, କୃଷି, ସଡ଼କ ଏବଂ ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ବ୍ୟତୀତ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ସଦସ୍ୟମାନେ ମଧ୍ୟ ସାମିଲ ଥିଲେ ।74ତମ ସ୍ୱାଧୀନତା ଦିବସ ସମାରୋହ-ଅଗଷ୍ଟ 15, 2020 ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
August 15th, 02:49 pm
ଆଜି ଆମେ ସ୍ୱାଧୀନ ଭାରତରେ ଶାନ୍ତିରେ ନିଶ୍ୱାସ ନେଉଛୁ, ଏହା ପଛରେ ମା’ ଭାରତୀଙ୍କ ଲକ୍ଷ ଲକ୍ଷ ସନ୍ତାନଙ୍କ ତ୍ୟାଗ, ବଳିଦାନ ଓ ଦେଶକୁ ସ୍ୱାଧୀନ କରିବା ଲାଗି ସମର୍ପଣ ରହିଛି । ଆଜି ସେ ସମସ୍ତ ସ୍ୱାଧୀନତା ସଂଗ୍ରାମୀ, ବୀର ଯୋଦ୍ଧା ଓ ଶହୀଦମାନଙ୍କୁ ପ୍ରଣାମ କରିବାର ପର୍ବ ।74ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
August 15th, 02:38 pm
ମୋର ପ୍ରିୟ ଦେଶବାସୀ, ଆଜିର ଏହି ଶୁଭ ଅବସରରେ ଆପଣମାନଙ୍କୁ ମୁଁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରୁଛି ।India celebrates 74th Independence Day
August 15th, 07:11 am
Prime Minister Narendra Modi addressed the nation on the occasion of 74th Independence Day. PM Modi said that 130 crore countrymen should pledge to become self-reliant. He said that it is not just a word but a mantra for 130 crore Indians. “Like every young adult in an Indian family is asked to be self-dependent, India as nation has embarked on the journey to be Aatmanirbhar”, said the PM.ବିଜେପି ସରକାର ସର୍ବଦା ଗରିବ ଏବଂ ମହିଳାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିଛନ୍ତି : ପ୍ରଧାନମନ୍ତ୍ରୀ ମୋଦୀ
February 04th, 03:09 pm
ଦିଲ୍ଲୀର ନିର୍ବାଚନ ପୂର୍ବରୁ ,ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏକ ବିଶାଳ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ଦିଲ୍ଲୀର ଲୋକେ ବିଜେପି ପକ୍ଷରେ ଅଛନ୍ତି । ସେ କହିଛନ୍ତି ,ବିରୋଧୀ ଦଳମାନଙ୍କ ରାତି ନିଦ ହଜିଯାଉଛି ।