ଗ୍ଲୋବାଲ୍ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଗ୍ଲୋବାଲ୍ ମେରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୩ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 17th, 11:10 am

ନମସ୍କାର, ସମଗ୍ର ବିଶ୍ୱରୁ ଆସିଥିବା ସମସ୍ତ ଅତିଥିଗଣ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ, ମହାରାଷ୍ଟ୍ର, ଗୋଆର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ

ବିଶ୍ୱ ସାମୁଦ୍ରିକ ଭାରତ ଶିଖର ସମ୍ମିଳନୀ ୨୦୨୩ କୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ବିଶ୍ୱ ସାମୁଦ୍ରିକ ଭାରତ ଶିଖର ସମ୍ମିଳନୀ ୨୦୨୩ କୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

October 17th, 10:44 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁମ୍ବାଇ ଠାରେ ଅନୁଷ୍ଠିତ ବିଶ୍ୱ ସାମୁଦ୍ରିକ ଭାରତ ଶିଖର ସମ୍ମିଳନୀ ୨୦୨୩ର ତୃତୀୟ ସଂସ୍କରଣକୁ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତୀୟ ସାମୁଦ୍ରିକ ନୀଳ ଅର୍ଥନୀତି ପାଇଁ ଏକ ବ୍ଲୁ ପ୍ରିଣ୍ଟ 'ଅମୃତ କାଳ ଭିଜନ ୨୦୪୭' କୁ ଉନ୍ମୋଚନ କରିଥିଲେ । ଆଗାମୀ ଭବିଷ୍ୟତରେ ଭାରତରେ ସାମୁଦ୍ରିକ ଅର୍ଥନୀତିର ବିକାଶ ପାଇଁ ପ୍ରଧାନମନ୍ତ୍ରୀ ‘ଅମୃତ କାଳ ଭିଜନ ୨୦୪୭' ସହିତ ସଂଯୁକ୍ତ ୨୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ ଗୁଡିକର ଉଦ୍‌ଘାଟନ କରିବା ସହ ତାହାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ l ଦେଶର ସାମୁଦ୍ରିକ କ୍ଷେତ୍ରରେ ପୁଞ୍ଜିନିବେଶ ଆକୃଷ୍ଟ କରିବା ପାଇଁ ଏହି ଶିଖର ସମ୍ମିଳନୀ ଏକ ଉତ୍କୃଷ୍ଟ ମଞ୍ଚ ପ୍ରଦାନ କରୁଛି ।

ମାରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୧ର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ମାରିଟାଇମ୍ ଇଣ୍ଡିଆ ଶିଖର ସମ୍ମିଳନୀ ୨୦୨୧ର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 02nd, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାମୁଦ୍ରିକ ଭାରତ-୨୦୨୧ ଶିଖର ସମ୍ମିଳନୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଛନ୍ତି । ଡେନମାର୍କ ପରିବହନ ମନ୍ତ୍ରୀ ବେନି ଏଙ୍ଗେଲବେଚ, ଗୁଜରାଟ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମନସୁଖ ଲାଲ ମାଣ୍ଡଭିୟ ଏହି ଅବସରରେ ଉପସ୍ଥିତ ଥିଲେ ।

ଭାରତ ସାମୁଦ୍ରିକ ଶିଖର ସମ୍ମିଳନୀ-୨୦୨୧ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ?

March 02nd, 10:59 am