Cabinet approves continuation of schemes of Pradhan Mantri Annadata Aay SanraksHan Abhiyan (PM-AASHA)
September 18th, 03:16 pm
The Union Cabinet chaired by PM Modi has approved the continuation of schemes of Pradhan Mantri Annadata Aay SanraksHan Abhiyan (PM-AASHA) to provide remunerative prices to farmers and to control price volatility of essential commodities for consumers. The total financial outgo will be Rs. 35,000 crore during 15th Finance Commission Cycle upto 2025-26.2022-23 ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ ଅନୁମୋଦନ
September 08th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ 2022-23 ରବି ବିପଣନ ଋତୁ (ଆରଏମଏସ) ପାଇଁ ସମସ୍ତ ସୂଚୀଭୁକ୍ତ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।ପ୍ରଧାନମନ୍ତ୍ରୀ ଅନ୍ନଦାତା ଆୟ ସଂରକ୍ଷଣ ଅଭିଯାନ (ପିଏମ-ଆଶା)କୁ କ୍ୟାବିନେଟର ଅନୁମୋଦନ;
September 12th, 04:35 pm
ସରକାରଙ୍କ କୃଷକ ସହଯୋଗୀ ପଦକ୍ଷେପକୁ ଏକ ବୃହତ ପ୍ରୋତ୍ସାହନ ପ୍ରଦାନ କରିବା ସହିତ ଅନ୍ନଦାତା (କୃଷକ ସମାଜ)ଙ୍କ ପ୍ରତି ରହିଥିବା ସରକାରଙ୍କ ପ୍ରତିବଦ୍ଧତାକୁ ପୂରଣ କରିବାକୁ ଯାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆଜି ନୂତନ ପ୍ରମୁଖ ଯୋଜନା “ପ୍ରଧାନମନ୍ତ୍ରୀ ଅନ୍ନଦାତା ଆୟ ସଂରକ୍ଷଣ ଅଭିଯାନ (ପିଏମ-ଆଶା)’’କୁ ଅନୁମୋଦନ କରିଛନ୍ତି । ଏହି ଯୋଜନା 2018 କେନ୍ଦ୍ର ବଜେଟରେ କରାଯାଇଥିବା ଘୋଷଣା ପ୍ରକାରେ କୃଷକମାନଙ୍କୁ ସେମାନଙ୍କ ଉତ୍ପାଦର ଲାଭକାରୀ ମୂଲ୍ୟ ପ୍ରଦାନ ସୁନିଶ୍ଚିତ କରିବ ।