ମାର୍ଚ୍ଚ ୧୨ରେ ଗୁଜରାଟ ଓ ରାଜସ୍ଥାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 10th, 05:24 pm
ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୧୨ ରେ ଗୁଜରାଟ ଏବଂ ରାଜସ୍ଥାନ ଗସ୍ତ କରିବେ । ସକାଳ ପ୍ରାୟ ୯ଟା ୧୫ ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ ଠାରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ଏବଂ ଭିତ୍ତିପ୍ରସ୍ଥର ସ୍ଥାପନ କରିବେ । ଏହା ପରେ , ପୂର୍ବାହ୍ନ ପ୍ରାୟ ୧୦ଟାରେ ପ୍ରଧାନମନ୍ତ୍ରୀ ସାବରମତୀ ଆଶ୍ରମ ପରିଦର୍ଶନ କରିବେ , ଯେଉଁଠାରେ ସେ କୋଚରବ ଆଶ୍ରମର ଉଦଘାଟନ କରିବେ ଏବଂ ଗାନ୍ଧୀ ଆଶ୍ରମ ସ୍ମାରକୀର ମାଷ୍ଟର ପ୍ଲାନର ଶୁଭାରମ୍ଭ କରିବେ । ଏହାପରେ ରାତି ପ୍ରାୟ ୧ଟା ୪୫ମିନିଟରେ ପ୍ରଧାନମନ୍ତ୍ରୀ ରାଜସ୍ଥାନର ପୋଖରାନ ଠାରେ ତ୍ରିସେବା ଲାଇଭ୍ ଫାୟାର ଏବଂ କୌଶଳ ଅଭ୍ୟାସ ଆକାରରେ ସ୍ୱଦେଶୀ ପ୍ରତିରକ୍ଷା ସାମର୍ଥ୍ୟର ସମନ୍ୱିତ ପ୍ରଦର୍ଶନ 'ଭାରତ ଶକ୍ତି'କୁ ଦେଖିବେ ।ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି ପରିଯୋଜନା ଦରିଦ୍ର ଓ ମଧ୍ୟମ ବର୍ଗଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସଞ୍ଚୟ ସୁନିଶ୍ଚିତ କରିଛି: ପ୍ରଧାନମନ୍ତ୍ରୀ
April 19th, 03:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜି୨୦ ପ୍ରତିନିଧିମଣ୍ଡଳୀ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି ପରିଯୋଜନା କେନ୍ଦ୍ର ପରିଦର୍ଶନ କରିଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି ।ପିଏମ୍ ଭାରତୀୟ ଜନ ଔଷଧି ପରିଯୋଜନା କୋଟି କୋଟି ଭାରତୀୟଙ୍କ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର କରିଛି: ପ୍ରଧାନମନ୍ତ୍ରୀ
March 07th, 02:04 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ପିଏମ୍ ଭାରତୀୟ ଜନ ଔଷଧି ପରିଯୋଜନା (ପିଏମବିଜେପି) ର ସଫଳତା ଅତ୍ୟନ୍ତ ସନ୍ତୋଷଜନକ ଅଟେ । ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଯୋଜନା କେବଳ ଦେଶର କୋଟି କୋଟି ଲୋକଙ୍କ ଚିକିତ୍ସା ଖର୍ଚ୍ଚ ନେଇ ଥିବା ଚିନ୍ତାକୁ ଦୂର କରିନାହିଁ, ବରଂ ସେମାନଙ୍କ ଜୀବନକୁ ମଧ୍ୟ ସହଜ କରିଛି ।ବିଶ୍ଵ ସ୍ୱାସ୍ଥ୍ୟ ଦିବସରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
April 07th, 10:04 am
ବିଶ୍ଵ ସ୍ୱାସ୍ଥ୍ୟ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତା :‘ଜନଔଷଧି ଦିବସ’ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।ଜନଔଷଧୀ ଦିବସ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।ଜନୌଷଧି ଦିବସ ଅବସରରେ ୭ ମାର୍ଚ୍ଚରେ ଅଭିଭାଷଣ ଦେବେ ପ୍ରଧାନମନ୍ତ୍ରୀ
March 05th, 09:06 pm
ମାର୍ଚ୍ଚ ୭, ୨୦୨୧ରେ ଜନୌଷଧି ଦିବସ ଅବସରରେ ଆୟୋଜିତ ଉତ୍ସବରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସକାଳ ୧୦ଟା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦବୋଧନ ଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏନଇଆଇଜିଆରଆଇଏଚଏମଏସ, ଶିଲଂର ୭୫୦୦ତମ ଜନୌଷଧି କେନ୍ଦ୍ରକୁ ଜାତି ଉଦେ୍ଦଶ୍ୟରେ ଉତ୍ସର୍ଗ କରିବେ । ଭାରତୀୟ ଜନୌଷଧି ପରିଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ସହ ଶ୍ରେଷ୍ଠ ପ୍ରଦର୍ଶନକୁ ସ୍ୱୀକୃତି ସ୍ୱରୂପ ଅଂଶୀଦାରମାନଙ୍କୁ ପୁରସ୍କାର ପ୍ରଦାନ କରିବେ । କାର୍ଯ୍ୟକ୍ରମରେ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଉପସ୍ଥିତ ରହିବେ ।ଜନଔଷଧୀ ଯୋଜନା ଉତ୍ତମ ଏବଂ ସୁଲଭ ମୂଲ୍ୟରେ ଔଷଧ ଉପଲବ୍ଧ କରାଯାଉଛି : ପ୍ରଧାନମନ୍ତ୍ରୀ
March 07th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ଭାରତୀୟ ଜନଔଷଧୀ ହିତାଧିକାରୀମାନଙ୍କ ସହ ଏବଂ ଜନ ଔଷଧୀ କେନ୍ଦ୍ରଗୁଡିକର ମାଲିକ ମାନଙ୍କ ସହ ଭିଡିଓ କନଫାରେନ୍ସ ଜରିଆରେ ଆଲୋଚନା କରିଥିଲେ ।PM Modi interacts with beneficiaries of PM Jan Aushadi Pariyojana on Jan Aushadi Diwas
March 07th, 11:15 am
The Prime Minister, Shri Narendra Modi, today, interacted with the beneficiaries of Pradhan Mantri Bhartiya Janaushadhi Pariyojana and store owners of Jan Aushadhi Kendras, through video conference.ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
March 07th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନାର ହିତାଧିକାରୀ ଏବଂ ଜନ ଔଷଧି କେନ୍ଦ୍ରଗୁଡ଼ିକର ଷ୍ଟୋର ମାଲିକଙ୍କ ସହ ଭିଡିଓ କନଫରେନ୍ସ ଜରିଆରେ ମତ ବିନିମୟ କରିଛନ୍ତି ।In addition to rights, we must give as much importance to our duties as citizens: PM
December 25th, 02:54 pm
PM Modi unveiled a plaque to mark the laying of foundation stone of Atal Bihari Vajpayee Medical University in Lucknow. Speaking on the occasion, PM Modi said that from Swachh Bharat to Yoga, Ujjwala to Fit India and to promote Ayurveda - all these initiatives contribute towards prevention of diseases.ଅଟଳ ବିହାରୀ ବାଜପେୟୀ ମେଡ଼ିକାଲ ବିଶ୍ୱବିଦ୍ୟାଳୟ ପାଇଁ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
December 25th, 02:53 pm
ଆଜି ଲକ୍ଷ୍ନୌଠାରେ ଅଟଳ ବିହାରୀ ବାଜପେୟୀ ମେଡ଼ିକାଲ ବିଶ୍ୱବିଦ୍ୟାଳୟ ଲାଗି ଭିତିପ୍ରସ୍ଥର ସ୍ଥାପନ ଉଦେ୍ଦଶ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫଳକ ଉନ୍ମୋଚନ କରିଛନ୍ତି । ଉତର ପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦୀବେନ ପଟେଲ, ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ବିଶିଷ୍ଟବ୍ୟକ୍ତିମାନେ ଏହି ଅବସରରେ ଉପସ୍ଥିତ ଥିଲେ ।ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି ପରିଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ
March 07th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ ଭାରତୀୟ ଜନୌଷଧି ପରିଯୋଜନାର ହିତାଧିକାରୀ ଏବଂ ଜନୌଷଧି କେନ୍ଦ୍ରଗୁଡ଼ିକର ଷ୍ଟୋର ମାଲିକମାନଙ୍କ ସହିତ ମତ ବିନିମୟ କରିଥିଲେ । ଜେନେରିକ ଔଷଧର ଉପଯୋଗ ପାଇଁ ସଚେତନତା ସୃଷ୍ଟି କରିବା ଏବଂ ଏହାକୁ ତ୍ୱରାନ୍ୱିତ କରିବା ଉଦ୍ଦେଶ୍ୟରେ ସାରା ଦେଶରେ 7 ମାର୍ଚ୍ଚ, 2019କୁ ‘ଜନୌଷଧି ଦିବସ ଭାବେ ପାଳନ କରିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିଲେ ।