‘ଆତ୍ମନିର୍ଭର ନାରୀଶକ୍ତି ସେ ସମ୍ବାଦ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

‘ଆତ୍ମନିର୍ଭର ନାରୀଶକ୍ତି ସେ ସମ୍ବାଦ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 12th, 12:32 pm

ଏବେ ଯେତେବେଳେ ମୁଁ ସ୍ୱୟଂ ସହାୟକ ଗୋଷ୍ଠୀ ସହିତ ଜଡ଼ିତ ଭଉଣୀମାନଙ୍କ ସହିତ କଥା ହେଉଥିଲି, ସେତେବେଳେ ସେମାନଙ୍କ ଆତ୍ମବିଶ୍ୱାସ ମୁଁ ଅନୁଭବ କରୁଥିଲି, ଆପଣମାନେ ମଧ୍ୟ ଦେଖିଥିବେ, ସେମାନଙ୍କ ମଧ୍ୟରେ ଆଗକୁ ବଢ଼଼ିବା ପାଇଁ କିପରି ଲାଳସା ରହିଛି, କିଛି କରିବା ପାଇଁ କିପରି ଉତ୍ସାହ ରହିଛି, ଏହା ବାସ୍ତବରେ ଆମ ସମସ୍ତଙ୍କ ପାଇଁ ହେଉଛି ପ୍ରେରଣାଦାୟୀ। ଏହାଦ୍ୱାରା ଆମେ ସାରା ଦେଶରେ ଚାଲୁ ରହିଥିବା ନାରୀଶକ୍ତିଙ୍କ ସଶକ୍ତ ଆନ୍ଦୋଳନର ଦର୍ଶନ ହୋଇଥାଏ।

ପ୍ରଧାନମନ୍ତ୍ରୀ ‘ଆତ୍ମର୍ନିଭର ନାରୀଶକ୍ତି ସେ ସମ୍ବାଦ'ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ କଥାବାର୍ତ୍ତା କରିଛନ୍ତି

ପ୍ରଧାନମନ୍ତ୍ରୀ ‘ଆତ୍ମର୍ନିଭର ନାରୀଶକ୍ତି ସେ ସମ୍ବାଦ'ରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସହିତ କଥାବାର୍ତ୍ତା କରିଛନ୍ତି

August 12th, 12:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଆତ୍ମର୍ନିଭର ନାରୀଶକ୍ତି ସେ ସମ୍ବାଦ' ରେ ଅଂଶଗ୍ରହଣ କରିଛନ୍ତି ଏବଂ ଦୀନଦୟାଲ ଅନ୍ତ୍ୟୋଦୟ ଯୋଜନା – ଜାତୀୟ ଗ୍ରାମୀଣ ଜୀବିକା ମିଶନ (ଡିଏୱାଇ-ଏନ୍‍ଆରଏଲ୍‍ଏମ୍‍) ସହ ଜଡିତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‍ଏଚ୍‍ଜି) ସଦସ୍ୟମାନଙ୍କ ସହିତ ଆଲୋଚନା କରିଛନ୍ତି।ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷି ଜୀବିକାର ସର୍ବଭାରତୀୟକରଣ ଉପରେ ଏକ ପୁସ୍ତିକା ସହିତ ଦେଶର ବିଭିନ୍ନ ସ୍ଥାନରୁ ମହିଳା ଏସଏଚଜି ସଦସ୍ୟଙ୍କ ସଫଳତାର କାହାଣୀର ଏକ ସଂକଳନ ଉନ୍ମୋଚନ କରିଛନ୍ତି ।