Congress' priority to fill its coffers through corruption: PM Modi in Chhattisgarh
November 04th, 01:40 pm
Ahead of Chhattisgarh assembly elections, Prime Minister Narendra Modi today congratulated the people of state for the newly unveiled BJP manifesto, which promises to transform their aspirations into reality. Addressing a public meeting in Chhattisgarh’s Durg, PM Modi said, “Within this manifesto, priority has been given to the women, youth, and farmers of Chhattisgarh. The BJP has a consistent track record of delivering on its promises.”PM Modi campaigns in Chhattisgarh’s Durg
November 04th, 01:05 pm
Ahead of Chhattisgarh assembly elections, Prime Minister Narendra Modi today congratulated the people of state for the newly unveiled BJP manifesto, which promises to transform their aspirations into reality. Addressing a public meeting in Chhattisgarh’s Durg, PM Modi said, “Within this manifesto, priority has been given to the women, youth, and farmers of Chhattisgarh. The BJP has a consistent track record of delivering on its promises.”ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବର ମୂଳପାଠ
February 08th, 04:00 pm
ସର୍ବପ୍ରଥମେ ମୁଁ ରାଷ୍ଟ୍ରପତି ଜୀଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ଜଣାଉଛି ଏବଂ ଏହା ମୋର ସୌଭାଗ୍ୟ ରହିଛି ଯେ ମୋତେ ପୂର୍ବରୁ ମଧ୍ୟ ଅନେକ ଥର ରାଷ୍ଟ୍ରପତି ଜୀଙ୍କ ଅଭିଭାଷଣ ଉପରେ ଧନ୍ୟବାଦ କରିବାର ଅବସର ମିଳିଛି । କିନ୍ତୁ ଏଥର ମୁଁ ଧନ୍ୟବାଦ ସହିତ ରାଷ୍ଟ୍ରପତି ମହୋଦୟା ଜୀଙ୍କର ଅଭିନନ୍ଦନ ମଧ୍ୟ କରିବାକୁ ଚାହୁଁଛି । ରାଷ୍ଟ୍ରପତି ତାଙ୍କ ଦୂରଦୃଷ୍ଟି ସମ୍ପନ୍ନ ଭାଷଣରେ ଆମ ସମସ୍ତଙ୍କର ଏବଂ କୋଟି କୋଟି ଦେଶବାସୀଙ୍କର ମାର୍ଗଦର୍ଶନ କରିଛନ୍ତି । ଗଣତନ୍ତ୍ରର ମୁଖ୍ୟ ଭାବରେ ତାଙ୍କରଉପସ୍ଥିତି ଐତିହାସିକ ମଧ୍ୟ ଅଟେ ଏବଂ ଦେଶର କୋଟି କୋଟି ଭଉଣୀ-ଝିଅମାନଙ୍କ ପାଇଁ ବହୁତ ବଡ଼ ପ୍ରେରଣାର ଅବସର ମଧ୍ୟ ଅଟେ ।ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ
February 08th, 03:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି ।Our policy-making is based on the pulse of the people: PM Modi
July 08th, 06:31 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.PM Modi addresses the first "Arun Jaitley Memorial Lecture" in New Delhi
July 08th, 06:30 pm
PM Modi addressed the first ‘Arun Jaitley Memorial Lecture’ in New Delhi. In his remarks, PM Modi said, We adopted the way of growth through inclusivity and tried for everyone’s inclusion. The PM listed measures like providing gas connections to more than 9 crore women, more than 10 crore toilets for the poor, more than 45 crore Jan Dhan accounts, 3 crore pucca houses to the poor.ପଞ୍ଚାୟତିରାଜ ଦିବସ ଅବସରରେ ଦେଶର ଗ୍ରାମସଭାମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
April 24th, 11:31 am
ଜମ୍ମୁ କଶ୍ମୀରର ଉପ ରାଜ୍ୟପାଳ ଶ୍ରୀ ମନୋଜ ସିହ୍ନାଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଗିରିରାଜ ସିଂହଜୀ, ଏହି ମାଟିର ସନ୍ତାନ ମୋର ସାଥୀ ଡକ୍ଟର ଜିତେନ୍ଦ୍ର ସିଂହଜୀ, ଶ୍ରୀ କପିଳ ମାରେଶ୍ୱର ପାଟିଲଜୀ, ସଂସଦରେ ମୋର ସାଥୀ ଶ୍ରୀ ଯୁଗଳ କିଶୋରଜୀ, ଜମ୍ମୁ କଶ୍ମୀର ସହିତ ସମଗ୍ର ଦେଶରୁ ଏହି କାର୍ଯ୍ୟକ୍ରମ ସହିତ ଯୋଡ଼ି ହୋଇଥିବା ସମସ୍ତ ଜନପ୍ରତିନିଧିଗଣ, ଭାଇ ଓ ଭଉଣୀଗଣ!ଜାତୀୟ ପଞ୍ଚାୟତିରାଜ ଦିବସ ଉତ୍ସବରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଜାମ୍ମୁ ଓ କାଶ୍ମୀର ଗସ୍ତ
April 24th, 11:30 am
ନୂଆଦିଲ୍ଲୀ, ୨୪-୪(ପିଆଇବି): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ଉତ୍ସବରେ ଭାଗନେବାକୁ ଆଜି ଜାମ୍ମୁ ଓ କାଶ୍ମୀର ଗସ୍ତ କରିଛନ୍ତି । ଏହି ଅବସରରେ ସେ ସାମ୍ବା ଜିଲ୍ଲାର ପାଲ୍ଲିଗ୍ରାମ ଗସ୍ତ କରି ସେଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ସବୁ ଗ୍ରାମସଭାକୁ ସମ୍ବୋଧିଥ କରିଥିଲେ । ସେ ମଧ୍ୟ ଆଜି ୨୦ହଜାର କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶୁଭ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ଆଜି ମଧ୍ୟ ଜାମ୍ମୁ-କାଶ୍ମୀରରେ ସମଗ୍ର ଦେଶ ପାଇଁ ଅମୃତ ସରୋବର କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଜାମ୍ମୁ ଓ କାଶ୍ମୀରର ଉପ ରାଜ୍ୟପାଳ ଶ୍ରୀ ମନୋଜ ସିହ୍ନା, କେନ୍ଦ୍ରମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ, ଡକ୍ଟର ଜିତେନ୍ଦ୍ର ସିଂହ ଓ କପିଳ ଯୋଗେଶ୍ୱର ପାଟିଲ ପ୍ରମୁଖ ଉପସ୍ଥିତ ଥିଲେ ।ଜାତୀୟ ପଞ୍ଚାୟତିରାଜ ଦିବସ ପାଳନରେ ଅଂଶ ଗ୍ରହଣ କରିବାକୁ ପ୍ରଧାନମନ୍ତ୍ରୀ ଆସନ୍ତାକାଲି ଗସ୍ତ କରିବେ ଜମ୍ମୁ ଓ କଶ୍ମୀର
April 23rd, 11:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାତୀୟ ପଞ୍ଚାୟତିରାଜ ଦିବସ ସମାରୋହରେ ଅଂଶ ଗ୍ରହଣ କରିବା ନିମନ୍ତେ ଆସନ୍ତା କାଲି ଜମ୍ମୁ ଓ କଶ୍ମୀର ଗସ୍ତ କରି ସେଠାରେ ଦେଶବ୍ୟାପୀ ଗ୍ରାମସଭାଗୁଡିକୁ ସମ୍ବୋଧିତ କରିବେ । ସେ ଶମ୍ବା ଜିଲ୍ଲାର ପାଲୀ ପଞ୍ଚାୟତ ପରିଦର୍ଶନ କରିବେ । ପରିଦର୍ଶନ କାଳରେ ପ୍ରଧାନମନ୍ତ୍ରୀ ୨୦ ହଜାର କୋଟି ଟଙ୍କାରୁ ଅଧିକ ଅନେକ ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେ ଅମୃତ ସରୋବର କାର୍ଯ୍ୟ ମଧ୍ୟ ଆରମ୍ଭ କରିବେ । ପରେ ପରେ ଅପରାହ୍ନ ପ୍ରାୟ ୫ଟା ବେଳକୁ ପ୍ରଧାନମନ୍ତ୍ରୀ ମୁମ୍ବାଇରେ ମାଷ୍ଟର ଦୀନନାଥ ମଙ୍ଗେସକର ସମ୍ମାନ ସମାରୋହରେ ଯୋଗଦେବେ ଓ ସେଠାରେ ସେ ପ୍ରଥମ ଲତା ଦୀନନାଥ ମଙ୍ଗେସକର ସମ୍ମାନ ଗ୍ରହଣ କରିବେ ।ବିଶ୍ୱ ସ୍ୱାସ୍ଥ୍ୟଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ ଓ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ନିମନ୍ତେ ପ୍ରାର୍ଥନା
April 07th, 09:18 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ଅଭିନନ୍ଦନ ଜଣାଇବା ସହ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି । ସ୍ୱାସ୍ଥ୍ୟ କ୍ଷେତ୍ର ସହ ସଂଶ୍ଳିଷ୍ଟ ସମସ୍ତଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି । ଆୟୁଷ୍ମାନ ଭାରତ ଓ ପିଏମ ଜନଔଷଧୀ ଯୋଜନା ଆମ ନାଗରିକମାନଙ୍କ ନିମନ୍ତେ କମ ବ୍ୟୟ ସାପେକ୍ଷ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସେ କହିଛନ୍ତି । ସେ ଆହୁରି କହିଛନ୍ତି ଯେ ଗତ ଆଠ ବର୍ଷ ମଧ୍ୟରେ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ବିରାଟ ଅବସ୍ଥାନ୍ତର ଦେଖାଦେଇଛି । ଅନେକ ମେଡିକାଲ କଲେଜ ପ୍ରତିଷ୍ଠା ହୋଇଛି । ସରକାର ସ୍ଥାନୀୟ ଭାଷାରେ ଭେଷଜତତ୍ତ୍ୱ ପଢ଼ାଇବା ପାଇଁ ଚେଷ୍ଟା କରୁଛନ୍ତି ଓ ଏହା ଦ୍ୱାରା ଅନେକ ଯୁବକଯୁବତୀ ସେମାନଙ୍କ ଉଚ୍ଚାଭିଳାଷ ପୂରଣ କରିପାରିବେ ।ଜନ ଔଷଧି ଯୋଜନାର ହିତାଧିକାରୀଙ୍କ ସହ କଥା ହେବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 07th, 03:24 pm
ମୋତେ ଆଜି ଦେଶର ଭିନ୍ନ ଭିନ୍ନ ସ୍ଥାନରୁ ଅନେକ ଲୋକଙ୍କ ସହ କଥା ହେବାର ସୁଯୋଗ ମିଳିଲା, ବହୁତ ସନ୍ତୋଷ ଅନୁଭବ କଲି । ସରକାରଙ୍କ ପ୍ରୟାସର ଲାଭ ଲୋକମାନଙ୍କ ନିକଟରେ ପହଞ୍ଚାଇବା ଲାଗି ଯେଉଁ ଲୋକମାନେ ଏହି ଅଭିଯାନରେ ନିୟୋଜିତ ରହିଛନ୍ତି, ମୁଁ ସେମାନଙ୍କ ପ୍ରତି କୃତଜ୍ଞତା ବ୍ୟକ୍ତ କରୁଛି । ଆପଣମାନଙ୍କ ମଧ୍ୟରୁ କେତେ ଜଣ ବନ୍ଧୁମାନଙ୍କୁ ସମ୍ମାନିତ କରିବା ଲାଗି ଆଜି ସରକାରଙ୍କୁ ସୌଭାଗ୍ୟ ମିଳିଛି । ଆପଣମାନଙ୍କୁ ମୁଁ ଜନ ଔଷଧି ଦିବସର ଅନେକ ଅନେକ ଶୁଭକାମନା ଜଣାଉଛି ।ଜନ ଔଷଧି ଯୋଜନାର ହିତାଧିକାରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
March 07th, 02:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଜନ ଔଷଧି କେନ୍ଦ୍ରର ମାଲିକ ଏବଂ ହିତାଧିକାରୀମାନଙ୍କ ସହିତ କଥା ହୋଇଛନ୍ତି । ଜେନେରିକ ଔଷଧର ବ୍ୟବହାର ଏବଂ ଜନଔଷଧି ପରିଯୋଜନାର ଲାଭ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ମାର୍ଚ୍ଚ ପହିଲା ଠାରୁ ସାରା ଦେଶରେ ଜନ ଔଷଧି ସପ୍ତାହ ପାଳନ କରାଯାଉଛି । ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘‘ଜନ ଔଷଧି - ଜନ ଉପଯୋଗୀ’’ ରଖାଯାଇଛି । ଆଜିର କାର୍ଯ୍ୟକ୍ରମ ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭ୍ୟ ଉପସ୍ଥିତ ଥିଲେ ।ମାର୍ଚ୍ଚ ୭ ତାରିଖରେ ଜନ ଔଷଧି ଯୋଜନା ହିତାଧିକାରୀମାନଙ୍କ ସହ ବାର୍ତ୍ତାଳାପ କରିବେ ପ୍ରଧାନମନ୍ତ୍ରୀ
March 06th, 07:37 pm
‘‘ଜନ ଔଷଧି ଦିବସ’’ ଉପଲକ୍ଷେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମାର୍ଚ୍ଚ ୭ ତାରିଖ ଦିନ ୧୨ଟା ୩୦ ମିନିଟ୍ରେ ଭିଡିଓ କନଫରେନ୍ସିଂ ଜରିଆରେ ଜନ ଔଷଧି କେନ୍ଦ୍ର ମାଲିକ ଏବଂ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିବେ। ଏହି ଆଲୋଚନା ପରେ ପ୍ରଧାନମନ୍ତ୍ରୀ ସମାରୋହକୁ ସମ୍ବୋଧିତ କରିବେ । ଏହି ସମାରୋହର ବିଷୟବସ୍ତୁ ‘‘ଜନ ଔଷଧି – ଜନ ଉପଯୋଗୀ’’ ରଖାଯାଇଛି ।ତାମିଲନାଡୁରେ ୧୧ ଟି ନୂତନ ମେଡିକାଲ କଲେଜ ଏବଂ ତାମିଲନାଡୁର ସେଣ୍ଟ୍ରାଲ ଇନଷ୍ଟିଚ୍ୟୁଟ ଅଫ କ୍ଲାସିକାଲ ତାମିଲର ଏକ ନୂତନ କ୍ୟାମ୍ପସ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 03:37 pm
ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର.ଏନ୍.ରଭି, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଶ୍ରୀ ଏମ.କେ ଷ୍ଟାଲିନ, କ୍ୟାବିନେଟ ମନ୍ତ୍ରୀ ଶ୍ରୀ ମନସୁଖ ମାଣ୍ଡଭ୍ୟ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀ ପରିଷଦରେ ଥିବା ମୋର ସହକର୍ମୀ ଶ୍ରୀ ଏମ. ମୁରୁଗାନ, ଭାରତୀ ପାୱାର ଜୀ, ସାଂସଦ, ତାମିଲନାଡୁ ବିଧାନସଭାର ସଦସ୍ୟ,ପ୍ରଧାନମନ୍ତ୍ରୀ ତାମିଲନାଡୁରେ ୧୧ଟି ନୂଆ ମେଡିକାଲ୍ କଲେଜ୍ ଏବଂ ସିଆଇସିଟିର ଏକ ନୂତନ ପରିସରକୁ ଉଦ୍ଘାଟନ କରିଛନ୍ତି
January 12th, 03:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାମିଲନାଡୁରେ ୧୧ଟି ନୂତନ ମେଡିକାଲ୍ କଲେଜ୍ ଏବଂ କେନ୍ଦ୍ରୀୟ ଶାସ୍ତ୍ରୀୟ ତାମିଲ୍ ସଂସ୍ଥାନ (ସିଆଇସିଟି)ର ଏକ ନୂତନ କ୍ୟାମ୍ପସ୍ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟ, ଡ. ଏଲ୍ ମୁରୁଗାନ୍ ଏବଂ ଡ. ଭାରତୀ ପାୱାର, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥିରୁ ଏମ୍. କେ. ଷ୍ଟାଲିନ୍ ପ୍ରମୁଖ ଉପସ୍ଥିତ ଥିଲେ ।ନୂଆଦିଲ୍ଲୀରେ ଏମ୍ସର ଝାଜ୍ଜର କ୍ୟାମ୍ପସରେ ଜାତୀୟ କର୍କଟ ପ୍ରତିଷ୍ଠାନଠାରେ ଇନଫୋସିସ୍ ଫାଉଣ୍ଡେସନ ବିଶ୍ରାମ ସଦନର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 21st, 10:31 am
ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ଖଟ୍ଟର ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ, ଶ୍ରୀ ମନସୁଖ ମାଣ୍ଡଭ୍ୟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟ ରାଷ୍ଟ୍ର ମନ୍ତ୍ରୀ ଡକ୍ଟର ଭାରତୀ ପାୱାର ମହାଶୟା, ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଅନିଲ ବୀଜ ମହାଶୟ, ଇନଫେସେିସ ଫାଉଣ୍ଡେସନର ସଭାପତି ଶ୍ରୀମତୀ ସୁଧା ମୂର୍ତ୍ତି ମହାଶୟା, ସଂସଦରେ ମୋର ସହଯୋଗୀଗଣ, ବିଧାୟକଗଣ, ଅନ୍ୟ ମହାନୁଭବ, ମୋର ଭାଇ ଓ ଭଉଣୀମାନେ।ପ୍ରଧାନମନ୍ତ୍ରୀ ଅଖିଳ ଭାରତୀୟ ଚିକିତ୍ସା ସଂସ୍ଥା, ନୂଆଦିଲ୍ଲୀର ଝାଜ୍ଜର ପରିସରରେ ଥିବା ରାଷ୍ଟ୍ରୀୟ କ୍ୟାନସର ସଂସ୍ଥାନରେ ଇନଫୋସିସ ଫାଉଣ୍ଡେସନ ବିଶ୍ରାମ ଗୃହର ଉଦଘାଟନ କରିଛନ୍ତି
October 21st, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅଖିଳ ଭାରତୀୟ ଚିକିତ୍ସା ସଂସ୍ଥା (ଏମ୍ସ) ନୂଆଦିଲ୍ଲୀର ଝାଜ୍ଜର ପରିସରରେ ରାଷ୍ଟ୍ରୀୟ କ୍ୟାନସର ସଂସ୍ଥାନରେ ଇନଫୋସିସ ଫାଉଣ୍ଡେସନ ବିଶ୍ରାମ ଗୃହର ଉଦଘାଟନ କରିଛନ୍ତି ।ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀମାନଙ୍କ ସହିତ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 07th, 10:55 am
ମଧ୍ୟପ୍ରଦେଶର ରାଜ୍ୟପାଳ ଏବଂ ମୋର ବହୁତ ପୁରୁଣା ପରିଚିତ ଶ୍ରୀ ମଙ୍ଗୁଭାଇ ପଟେଲ, ଯିଏ ନିଜର ସମ୍ପୂର୍ଣ୍ଣ ଜୀବନ ଆଦିବାସୀମାନଙ୍କର କଲ୍ୟାଣରେ, ଜନଜାତୀୟ ସମାଜର ଉତ୍କର୍ଷ ପାଇଁ ସେ ନିଜର ସାରା ଜୀବନ ବିତାଇଦେଇଛନ୍ତି, ଏଭଳି ଲୋକ ହେଉଛନ୍ତି ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ। ମୁଖ୍ୟମନ୍ତ୍ରୀ ଶ୍ରୀମାନ ଶିବରାଜ ସିଂହ, ରାଜ୍ୟ ସରକାରଙ୍କର ସମସ୍ତ ଅନ୍ୟ ମନ୍ତ୍ରିଗଣ, ସାଂସଦଗଣ, ବିଧାୟକ ସାଥୀ ଏବଂ ମଧ୍ୟ ପ୍ରଦେଶର ଭିନ୍ନ ଭିନ୍ନ ଭାଗରୁ ଯୋଡି ହୋଇଥିବା ସମସ୍ତ ଭଉଣୀ ଓ ଭାଇମାନେ!ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ବାଇ) ହିତାଧିକାରୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
August 07th, 10:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମଧ୍ୟପ୍ରଦେଶର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମଜିକେଏଓ୍ବାଇ)ର ହିତାଧିକାରୀଙ୍କ ସହିତ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଯୋଜନା ସଂକ୍ରାନ୍ତରେ ସଚେତନତା ସୃଷ୍ଟି କରିବା ଲାଗି ବ୍ୟାପକ ପ୍ରଚାରପ୍ରସାର କରାଯାଇଥିଲା, ଯାହାଫଳରେ କେହି ଯୋଗ୍ୟ ବ୍ୟକ୍ତି ବାଦ୍ ପଡ଼ିବେ ନାହିଁ। 7 ଅଗଷ୍ଟ 2021କୁ ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଦିବସ ଭାବେ ପାଳନ କରୁଛନ୍ତି। ମଧ୍ୟପ୍ରଦେଶ ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ଥିଲେ। ମଧ୍ୟପ୍ରଦେଶରେ ପାଖାପାଖି 5 କୋଟି ହିତାଧିକାରୀ ଏହି ଯୋଜନା ଦ୍ବାରା ଲାଭାନ୍ବିତ ହେଉଛନ୍ତି।କୋଭିଡ ପ୍ରଭାବିତ ଶିଶୁଙ୍କୁ ସହାୟତା ଓ ସଶକ୍ତିକରଣ ପାଇଁ ‘ଶିଶୁଙ୍କ ଲାଗି ପିଏମ କେୟାର୍ସ-କୋଭିଡ ପ୍ରଭାବିତ ଶିଶୁଙ୍କ ସଶକ୍ତିକରଣ’ ଯୋଜନାର ଶୁଭାରମ୍ଭ
May 29th, 06:03 pm
Prime Minister Modi chaired an important meeting to discuss and deliberate on steps which can be taken to support children who have lost their parents due to COVID-19. All children who have lost both parents or surviving parent or legal guardian/adoptive parents due to COVID-19 will be supported under ‘PM-CARES for Children’ scheme.