The Mahayuti government is striving for the empowerment of every section of the society: PM to BJP Karyakartas, Maharashtra
November 16th, 11:48 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”PM Modi interacts with BJP Karyakartas from Maharashtra via NaMo App
November 16th, 11:30 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”Tribal society is the one that led the fight for centuries to protect India's culture and independence: PM Modi
November 15th, 11:20 am
PM Modi addressed Janjatiya Gaurav Diwas, emphasizing India's efforts to empower tribal communities, preserve their rich heritage, and acknowledge their vital role in nation-building.ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 15th, 11:00 am
ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମଗ୍ର ଭାରତବର୍ଷରୁ ଅଭାସୀ ମାଧ୍ୟମରେ ଯୋଗ ଦେଇଥିବା ଅଗଣିତ ଆଦିବାସୀ ଭାଇ ଭଉଣୀଙ୍କୁ ସେ ସ୍ୱାଗତ କରିଥିଲେ । କାର୍ତ୍ତିକ ପୂର୍ଣ୍ଣମୀ, ଦେବ ଦୀପାବଳି ଏବଂ ଶ୍ରୀ ଗୁରୁ ନାନକ ଦେବଙ୍କ ୫୫୫ତମ ଜୟନ୍ତୀ ପାଳନ କରାଯାଉଛି ବୋଲି ଶ୍ରୀ ମୋଦୀ ଆଜିର ଦିନକୁ ଅତ୍ୟନ୍ତ ପବିତ୍ର ଦିନ ବୋଲି ବର୍ଣ୍ଣନା କରିବା ସହ ଏଥିପାଇଁ ଭାରତବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ଜନଜାତୀୟ ଗୌରବ ଦିବସ ଭାବେ ପାଳନ କରାଯାଉଥିବାରୁ ଆଜି ନାଗରିକଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଭାରତର ନାଗରିକ ଏବଂ ବିଶେଷ କରି ଆଦିବାସୀ ଭାଇ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ଆଜିର ଜନଜାତୀୟ ଗୌରବ ଦିବସର ପୂର୍ବସୂଚୀ ଭାବରେ ଜାମୁଇରେ ଗତ ୩ ଦିନ ମଧ୍ୟରେ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଥିଲା ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ । ସ୍ୱଚ୍ଛତା ଅଭିଯାନ ପାଇଁ ସେ ପ୍ରଶାସନ, ଜାମୁଇର ନାଗରିକ ଏବଂ ବିଶେଷ କରି ମହିଳା ମାନଙ୍କ ଭଳି ବିଭିନ୍ନ ଅଂଶୀଦାରଙ୍କୁ ଅଭିନନ୍ଦନ ଜଣାଇଥିଲେ ।For the BJP, the aspirations and pride of tribal communities have always been paramount: PM Modi in Chaibasa
November 04th, 12:00 pm
PM Modi addressed a massive election rally in Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”JMM & Congress are running a marathon of scams in Jharkhand: PM Modi in Hazaribagh
October 02nd, 04:15 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.PM Modi addresses the Parivartan Mahasabha in Hazaribagh, Jharkhand
October 02nd, 04:00 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.ଝାଡ଼ଖଣ୍ଡର ହଜାରୀବାଗଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 02nd, 02:15 pm
ଝାଡ଼ଖଣ୍ଡର ରାଜ୍ୟପାଳ ଶ୍ରୀ ସନ୍ତୋଷ ଗଙ୍ଗୱାରଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଶ୍ରୀ ଜୁଏଲ ଓରାମ ଜୀ, ମୋର ସାଥୀ ମନ୍ତ୍ରୀ ଏବଂ ଏହି ଭୂମିର ଭଉଣୀ, ଅନ୍ନପୂର୍ଣ୍ଣା ଦେବୀ ଜୀ, ସଞ୍ଜୟ ସେଠ ଜୀ, ଶ୍ରୀ ଦୁର୍ଗାଦାସ ଉଇକେ ଜୀ, ଏହି ନିର୍ବାଚନମଣ୍ଡଳୀର ସାଂସଦ ଶ୍ରୀ ମନୀଷ ଜୟସ୍ୱାଲଜୀ, ସମସ୍ତ ଜନ-ପ୍ରତିନିଧିଗଣ ଏବଂ ଏଠାରେ ଉପସ୍ଥିତ ମୋର ଭାଇ ଏବଂ ଭଉଣୀମାନେ !ଝାଡ଼ଖଣ୍ଡର ହଜାରୀବାଗରେ ୮୦,୦୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 02nd, 02:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଝାଡ଼ଖଣ୍ଡର ହଜାରୀବାଗରେ ୮୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଶ୍ରୀ ମୋଦୀ ଧର୍ତି ଆବା ଜନଜାତିୟ ଗ୍ରାମ ଉତ୍କର୍ଷ ଅଭିଯାନର ଶୁଭାରମ୍ଭ କରିଥିଲେ, ୪୦ଟି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ (ଇଏମ୍ଆରଏସ)ର ଉଦଘାଟନ କରିଥିଲେ ଏବଂ ୨୫ଟି ଇଏମ୍ଆରଏସ ଶିଳାନ୍ୟାସ କରିଥିଲେ ଏବଂ ପ୍ରଧାନମନ୍ତ୍ରୀ ଜନଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ (ପିଏମ୍-ଜନମନ) ଅଧୀନରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଥିଲେ।ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ
September 18th, 03:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଏବଂ ଆକାଂକ୍ଷୀ ଜିଲ୍ଲାରେ ଆଦିବାସୀ ପରିବାରମାନଙ୍କ ପୂର୍ଣ୍ଣାଙ୍ଗ ବିକାଶକୁ ଆଖିଆଗରେ ରଖି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ମୋଟ ୭୯,୧୫୬ କୋଟି ଟଙ୍କା (କେନ୍ଦ୍ରୀୟ ଭାଗ: ୫୬,୩୩୩ କୋଟି ଟଙ୍କା ଏବଂ ରାଜ୍ୟ ଭାଗ: ୨୨,୮୨୩ କୋଟି ଟଙ୍କା) ବ୍ୟୟ ବରାଦ ସହିତ ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ ଅନୁମୋଦନ ମିଳିଛି ।