The BJP has entered the electoral field in Jharkhand with the promise of Suvidha, Suraksha, Sthirta, Samriddhi: PM Modi in Garhwa
November 04th, 12:21 pm
Prime Minister Narendra Modi today addressed a massive election rally in Garhwa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”PM Modi campaigns in Jharkhand’s Garhwa and Chaibasa
November 04th, 11:30 am
Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”Government has given new emphasis to women and youth empowerment: PM Modi in Varanasi
October 20th, 04:54 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.Prime Minister Shri Narendra Modi lays foundation stone and inaugurates multiple development projects in Varanasi, Uttar Pradesh
October 20th, 04:15 pm
Prime Minister Narendra Modi laid the foundation stone and inaugurated multiple development projects in Varanasi, Uttar Pradesh. The projects of today include multiple airport projects worth over Rs 6,100 crore and multiple development initiatives in Varanasi. Addressing the gathering, PM Modi emphasized that development projects pertaining to Education, Skill Development, Sports, Healthcare and Tourism among other sectors have been presented to Varanasi today which would not only boost services but also create employment opportunities for the youth.ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 20th, 11:45 am
ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 20th, 11:30 am
: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।ମୁମ୍ବାଇଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
July 13th, 06:00 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ରମେଶ ବ୍ୟାସଜୀ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଜୀ, କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସାଥୀ ପୀୟୂଷ ଗୋୟଲଜୀ, ରାମଦାସ ଅଠାବଲେଜୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନଭୀସଜୀ, ଅଜିତ ଦାଦା ପାୱାରଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀ ମଙ୍ଗଳ ପ୍ରଭାତଜୀ, ଦୀପକ କେସରକାଜୀ, ଅନ୍ୟ ସମସ୍ତ ମହାନୁଭବ, ଦେବୀଗଣ ଓ ସଜ୍ଜନବୃନ୍ଦ,ମହାରାଷ୍ଟ୍ରର ମୁମ୍ବାଇରେ ୨୯,୪୦୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କଲେ ପ୍ରଧାନମନ୍ତ୍ରୀ
July 13th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ୨୯,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ, ରେଳ ଏବଂ ବନ୍ଦର କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।While pursuing its appeasement politics, BRS even proposed a Muslim IT Park: PM Modi in Warangal
May 08th, 10:20 am
Addressing the second rally of the day, the PM said, “Warangal holds a special place in my heart and in the BJP's journey. 40 years ago, when the BJP had only 2 MPs, one of them was from Hanamkonda. We can never forget your blessings and affection. Whenever we faced difficulties, the people of Warangal have always supported us.”The BJP has always prioritized Nation First above all else: PM Modi in Karimnagar
May 08th, 10:00 am
Prime Minister Narendra Modi addressed a massive rally in Karimnagar, Telangana, amidst grandeur. He spoke about the bright future of Telangana and exposed the Opposition's nefarious intentions of piding the nation.PM Modi addresses massive crowds in Karimnagar & Warangal, Telangana, capturing audience's interest
May 08th, 09:09 am
PM Modi addressed two public meetings in Karimnagar & Warangal, Telangana, amidst grandeur. He spoke about the bright future of Telangana and exposed the Opposition's nefarious intentions of piding the nation.Bengal's enthusiasm for democracy is commendable: PM in Malda Uttar
April 26th, 11:15 am
Prime Minister Narendra Modi addressed a huge public gathering in Malda Uttar, West Bengal. He urged people to participate in the ongoing elections. PM Modi emphasized the importance of every vote in strengthening democracy and upholding the Constitution.PM Modi addresses a public meeting in Malda Uttar, West Bengal
April 26th, 10:46 am
Prime Minister Narendra Modi addressed a huge public gathering in Malda Uttar, West Bengal. He urged people to participate in the ongoing elections. PM Modi emphasized the importance of every vote in strengthening democracy and upholding the Constitution.Our government is dedicated to tribal welfare in Chhattisgarh: PM Modi in Surguja
April 24th, 10:47 pm
Ahead of the impending Lok Sabha elections, Prime Minister Narendra Modi was accorded a splendid welcome by the people of Surguja as he addressed a public rally in Chhattisgarh. He thanked Ambikapur for showering blessings on him, with voices reiterating, 'Fir ek Baar Modi Sarkar.'Surguja's splendid welcome for PM Modi as he addresses a rally in Chhattisgarh
April 24th, 10:49 am
Ahead of the impending Lok Sabha elections, Prime Minister Narendra Modi was accorded a splendid welcome by the people of Surguja as he addressed a public rally in Chhattisgarh. He thanked Ambikapur for showering blessings on him, with voices reiterating, 'Fir ek Baar Modi Sarkar.'I guarantee that in next few years, we will make India third largest economy in the world: PM Modi
March 05th, 12:00 pm
Addressing a massive crowd in Telangana’s Sangareddy, Prime Minister Narendra Modi said, “I had told you that together we will take India to new heights worldwide. Today, you can see how India is touching new heights, becoming a ray of hope globally. I had told you that India will write a new chapter in economic development. This promise has also been fulfilled - this is Modi Ki Guarantee.”PM Modi addresses a public meeting in Sangareddy, Telangana
March 05th, 11:45 am
Addressing a massive crowd in Telangana’s Sangareddy, Prime Minister Narendra Modi said, “I had told you that together we will take India to new heights worldwide. Today, you can see how India is touching new heights, becoming a ray of hope globally. I had told you that India will write a new chapter in economic development. This promise has also been fulfilled - this is Modi Ki Guarantee.”ଓଡିଶାର ସମ୍ବଲପୁର ଠାରେ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ତଥା ଭିତିପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 03rd, 02:10 pm
ଓଡିଶାର ରାଜ୍ୟପାଳ ରଘୁବର ଦାସ ଜୀ, ମୁଖ୍ୟମନ୍ତ୍ରୀ ତଥା ମୋର ବନ୍ଧୁ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଜୀ, କେନ୍ଦ୍ରିୟ ମନ୍ତ୍ରୀମଣ୍ଡଳରେ ମୋର ସହଯୋଗୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱୀନି ବୈଷ୍ଣବ ଜୀ, ବିଶ୍ୱେଶର ଟୁଡୁ ଜୀ, ସସଂଦରେ ମୋର ସାଥୀ ନିତେଶ ଗଙ୍ଗଦେବ ଜୀ, ଆଇଆଇଏମ୍ ସମ୍ବଲପୁରର ନିର୍ଦେଶକ ପ୍ରଫେସର୍ ମହାଦେବ ଜୟସ୍ୱାଲ୍, ଅନ୍ୟ ମହାନୁଭବ, ଭାଇ ଓ ଭଉଣୀମାନେ ।ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
February 03rd, 02:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ସମ୍ବଲପୁରରେ ୬୮,୦୦୦ କୋଟିରୁ ଅଧିକ ଟଙ୍କାର ଏକାଧିକ ପ୍ରକଳ୍ପକୁ ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଏବଂ ଶିଳାନ୍ୟାସ କରିଛନ୍ତି । ଏସବୁ ପ୍ରକଳ୍ପରେ ପ୍ରାକୃତିକ ବାଷ୍ପ, କୋଇଲା ଏବଂ ଶକ୍ତି ପ୍ରକଳ୍ପ ରହିଛି ଯାହା ଇନ୍ଧନ କ୍ଷେତ୍ରକୁ ପ୍ରୋତ୍ସାହିତ କରିବ। ଏହାବ୍ୟତୀତ ସଡ଼କ, ରେଳ ଏବଂ ଉଚ୍ଚ ଶିକ୍ଷା କ୍ଷେତ୍ର ସହ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଧ୍ୟ ସାମିଲ ରହିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଆଇଆଇଏମ୍ ସମ୍ବଲପୁର ମଡେଲ୍ ଓ ଫଟୋ ପ୍ରଦର୍ଶନୀ ବୁଲି ଦେଖିଥିଲେ।ମହାରାଷ୍ଟ୍ରରେ ୫୧୧ ପ୍ରମୋଦ ମହାଜନ ଗ୍ରାମୀଣ କୌଶଳ ବିକାଶ କେନ୍ଦ୍ରର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 19th, 05:00 pm
ନବରାତ୍ରୀର ପବିତ୍ର ପର୍ବ ଚାଲିଛି । ଆଜି ହେଉଛି ମା'ଙ୍କ ପଞ୍ଚମ ସ୍ବରୂପ, ସ୍କନ୍ଦମାତାଙ୍କ ପୂଜାର ଦିନ ଅଟେ। ପ୍ରତ୍ୟେକ ମା' ଚାହିଁଥାଏ ଯେ ତାଙ୍କ ସନ୍ତାନକୁ ସୁଖ ଓ ସଫଳତା ମିଳୁ। ଏହି ସୁଖ ଓ ସଫଳତା କେବଳ ଶିକ୍ଷା ଓ ଦକ୍ଷତା ମାଧ୍ୟମରେ ସମ୍ଭବ । ଏଭଳି ଏକ ପବିତ୍ର ସମୟରେ ମହାରାଷ୍ଟ୍ରର ଆମର ପୁଅ ଝିଅମାନଙ୍କର ଦକ୍ଷତା ବିକାଶ ପାଇଁ ଏତେ ବଡ଼ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଉଛି। ଆଉ ଯେଉଁ ଲକ୍ଷ ଲକ୍ଷ ଯୁବକ ମୋ ସାମ୍ନାରେ ବସିଛନ୍ତି ଏବଂ ଯେଉଁମାନେ ଦକ୍ଷତା ବିକାଶର ଏହି ମାର୍ଗରେ ଆଗକୁ ବଢିବା ପାଇଁ ସଂକଳ୍ପବଦ୍ଧ, ମୁଁ କହିବି ଯେ ଆଜିର ଏହି ସକାଳ ସେମାନଙ୍କ ଜୀବନରେ ମଙ୍ଗଳ ପ୍ରଭାତ ପାଲଟିଛି । ମହାରାଷ୍ଟ୍ରରେ ୫୧୧ଟି ଗ୍ରାମୀଣ ଦକ୍ଷତା ବିକାଶ କେନ୍ଦ୍ର ପ୍ରତିଷ୍ଠା ହେବାକୁ ଯାଉଛି।