The President’s address clearly strengthens the resolve to build a Viksit Bharat: PM Modi
February 04th, 07:00 pm
During the Motion of Thanks on the President’s Address, PM Modi highlighted key achievements, stating 250 million people were lifted out of poverty, 40 million houses were built, and 120 million households got piped water. He emphasized ₹3 lakh crore saved via DBT and reaffirmed commitment to Viksit Bharat, focusing on youth, AI growth, and constitutional values.Prime Minister Shri Narendra Modi’s reply to the Motion of Thanks on the President’s Address in Lok Sabha
February 04th, 06:55 pm
During the Motion of Thanks on the President’s Address, PM Modi highlighted key achievements, stating 250 million people were lifted out of poverty, 40 million houses were built, and 120 million households got piped water. He emphasized ₹3 lakh crore saved via DBT and reaffirmed commitment to Viksit Bharat, focusing on youth, AI growth, and constitutional values.ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ବିକଶିତ ଭାରତ ଯୁବ ନେତା ସଂଳାପ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 12th, 02:15 pm
ଭାରତର ଯୁବ ଶକ୍ତିର ଶକ୍ତି ଯୋଗୁଁ ଆଜି ଏହି ଭାରତ ମଣ୍ଡପମ୍ ମଧ୍ୟ ଶକ୍ତିରେ ପରିପୂର୍ଣ୍ଣ ହୋଇଛି ଏବଂ ଶକ୍ତିଶାଳୀ ହୋଇଛି । ଆଜି ସମଗ୍ର ଦେଶ ସ୍ୱାମୀ ବିବେକାନନ୍ଦଜୀଙ୍କୁ ସ୍ମରଣ କରୁଛି ଏବଂ ସ୍ୱାମୀଜୀଙ୍କୁ ପ୍ରଣାମ କରୁଛି । ସ୍ୱାମୀ ବିବେକାନନ୍ଦ ଜୀଙ୍କର ଦେଶର ଯୁବବର୍ଗଙ୍କ ଉପରେ ବହୁତ ବିଶ୍ୱାସ ଥିଲା । ସ୍ୱାମୀଜୀ କହୁଥିଲେ- ମୋର ବିଶ୍ୱାସ ଯୁବପିଢ଼ିଙ୍କୁ ଉପରେ ରହିଛି, ନୂଆ ପିଢ଼ି ଉପରେ ରହିଛି । ସ୍ୱାମୀଜୀ କହୁଥିଲେ ଯେ ମୋ ର କର୍ମକର୍ତ୍ତାମାନେ ଯୁବପିଢ଼ିଙ୍କଠାରୁ ଆସିବେ, ସିଂହଙ୍କ ଭଳି ସେମାନେ ସବୁ ସମସ୍ୟାର ସମାଧାନ କରିବେ। ବିବେକାନନ୍ଦଜୀଙ୍କର ଯେମିତି ଆପଣମାନଙ୍କ ଉପରେ ଥିଲା, ମୋର ବିବେକାନନ୍ଦଜୀଙ୍କ ଉପରେ ଭରସା ଅଛି, ତାଙ୍କର ସବୁ କଥା ଉପରେ ମୋର ଭରସା ରହିଛି । ଭାରତର ଯୁବପିଢ଼ିଙ୍କ ପାଇଁ ଯାହା ଭାବିଛନ୍ତି ଓ କହିଛନ୍ତି ତାହା ଉପରେ ମୁଁ ଅନ୍ଧ ଭାବରେ ବିଶ୍ବାସ ରହିଛି । ପ୍ରକୃତରେ ସ୍ୱାମୀ ବିବେକାନନ୍ଦ ଜୀ ସଶରୀରେ ଯଦି ଆମ ମଧ୍ୟରେ ଥାଆନ୍ତେ, ତେବେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଦେଖି ଭାରତରେ ଏକ ନୂତନ ଆତ୍ମବିଶ୍ୱାସ ସୃଷ୍ଟି କରିଥାନ୍ତେ, ନୂତନ ଶକ୍ତିରେ ଭରି ଦେଇଥାନ୍ତେ ଏବଂ ନୂତନ ସ୍ୱପ୍ନର ମଞ୍ଜି ବୁଣି ଦେଇଥାନ୍ତେ ।ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫ରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 12th, 02:00 pm
ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ଉପଲକ୍ଷେ ପାଳନ ହେଉଥିବା ଜାତୀୟ ଯୁବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ “ବିକଶିତ ଭାରତ ଯୁବ ନେତାଙ୍କ ସହ ଆଲୋଚନା ୨୦୨୫” ରେ ଅଂଶଗ୍ରହଣ କରିଥିଲେ । ସେ ସମଗ୍ର ଭାରତର ୩୦୦୦ ସଫଳ ଯୁବ ନେତାଙ୍କ ସହ ମତ ବିନିମୟ କରିଥିଲେ । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ଭାରତ ମଣ୍ଡପମରେ ଜୀବନ ଓ ଶକ୍ତି ନିୟୋଜିତ କରିଥିବା ଭାରତର ଯୁବବର୍ଗଙ୍କ ଜାଗ୍ରତ ଶକ୍ତି ଉପରେ ଆଲୋକପାତ କରିଥିଲେ। ଦେଶର ଯୁବବର୍ଗଙ୍କ ଉପରେ ଅସୀମ ବିଶ୍ୱାସ ରଖିଥିବା ସ୍ୱାମୀ ବିବେକାନନ୍ଦଙ୍କୁ ସମଗ୍ର ଦେଶ ସ୍ମରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି ସେ ଉଲ୍ଲେଖ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ବିଶ୍ୱାସ କରୁଥିଲେ ଯେ ତାଙ୍କର ଯୁବ ଶିଷ୍ୟମାନେ ସିଂହ ପରି ପ୍ରତ୍ୟେକ ସମସ୍ୟାର ସମାଧାନ କରିବେ । ସେ ଆହୁରି ମଧ୍ୟ କହିଥିଲେ ଯେ ସ୍ୱାମୀଜୀ ଯେପରି ଯୁବକମାନଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ ଠିକ୍ ସେହିଭଳି ତାଙ୍କର ସ୍ୱାମୀଜୀ ଏବଂ ତାଙ୍କ ଆସ୍ଥା ଉପରେ ପୂର୍ଣ୍ଣ ବିଶ୍ୱାସ ରହିଛି । ସେ ଆହୁରି ମଧ୍ୟ କହିଥିଲେ ଯେ ଯୁବପିଢ଼ିଙ୍କ ଉପରେ ସ୍ବାମୀଜୀଙ୍କର ଥିବା ଦୂରଦୃଷ୍ଟି ଉପରେ ତାଙ୍କର ପୂର୍ଣ୍ଣ ବିଶ୍ୱାସ ରହିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସ୍ୱାମୀ ବିବେକାନନ୍ଦ ଯଦି ଆଜି ଆମ ମଧ୍ୟରେ ଥାନ୍ତେ, ତେବେ ସେ ଏକବିଂଶ ଶତାବ୍ଦୀର ଯୁବକମାନଙ୍କର ଜାଗ୍ରତ ଶକ୍ତି ଏବଂ ସକ୍ରିୟ ପ୍ରୟାସକୁ ଦେଖି ନୂତନ ଆତ୍ମବିଶ୍ୱାସରେ ଭରପୂର ହୋଇଥାନ୍ତେ ।Our government's intentions, policies and decisions are empowering rural India with new energy: PM
January 04th, 11:15 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.PM Modi inaugurates the Grameen Bharat Mahotsav 2025
January 04th, 10:59 am
PM Modi inaugurated Grameen Bharat Mahotsav in Delhi. He highlighted the launch of campaigns like the Swamitva Yojana, through which people in villages are receiving property papers. He remarked that over the past 10 years, several policies have been implemented to promote MSMEs and also mentioned the significant contribution of cooperatives in transforming the rural landscape.Ken-Betwa Link Project will open new doors of prosperity in Bundelkhand region: PM in Khajuraho, MP
December 25th, 01:00 pm
PM Modi inaugurated and laid the foundation stone of multiple development projects in Khajuraho. Highlighting that Shri Vajpayee's government in the past had seriously begun addressing water-related challenges, but were sidelined after 2004, the PM stressed that his government was now accelerating the campaign to link rivers across the country. He added that the Ken-Betwa Link Project is about to become a reality, opening new doors of prosperity in the Bundelkhand region.ମଧ୍ୟପ୍ରଦେଶର ଖଜୁରାହୋଠାରେ କେନ-ବେତଓ୍ବା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
December 25th, 12:30 pm
ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଖଜୁରାହୋଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ଲୋକମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଭାରତ ଓ ସମଗ୍ର ବିଶ୍ବର ଖ୍ରୀଷ୍ଟିଆନମାନଙ୍କୁ ଖ୍ରୀଷ୍ଟମାସର ଅଭିନନ୍ଦନ ଜଣାଇଛନ୍ତି । ରାଜ୍ୟରେ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବଙ୍କ ନେତୃତ୍ବାଧୀନ ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସେ ମଧ୍ୟପ୍ରଦେଶର ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ । ସେ କହିଥିଲେ ଯେ ଗତ ଏକ ବର୍ଷ ମଧ୍ୟରେ ନୂଆ ନୂଆ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେବା ସହ ବିକାଶମୂଳକ କାର୍ଯ୍ୟ ତ୍ବରାନ୍ବିତ ହୋଇଛି । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ଐତିହାସିକ କେନ-ବେତଓ୍ବା ନଦୀ ସଂଯୋଗୀକରଣ ପ୍ରକଳ୍ପ, ଦୌଧନ ଡ୍ୟାମ ଓ ମଧ୍ୟପ୍ରଦେଶର ପ୍ରଥମ ଭାସମାନ ସୌର ପ୍ରକଳ୍ପ ଓମକାରେଶ୍ବର ଭାସମାନ ସୌର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି । ଏଥିପାଇଁ ସେ ମଧ୍ୟପ୍ରଦେଶ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।"ଏକ ବର୍ଷ - ଫଳାଫଳ ଉତ୍କର୍ଷ" ଏବଂ ରାଜସ୍ଥାନର ଜୟପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:05 pm
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶରୁ ବିଶେଷ ଭାବେ ଏଠାକୁ ଆସିଥିବା ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜୀ, ଯିଏ କେନ୍ଦ୍ରର ମନ୍ତ୍ରିମଣ୍ଡଳରେ ମୋର ସହକର୍ମୀ ଶ୍ରୀମାନ ସିଂ। ଆର ପାଟିଲ ଜୀ, ଭାଗୀରଥ ଚୌଧୁରୀ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଭୈରବଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ରାଜସ୍ଥାନର ବିଧାୟକ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ରାଜସ୍ଥାନର ମୋର ପ୍ରିୟ ଭାଇ ଭଉଣୀମାନେ। ଏବଂ ଭର୍ଚୁଆଲ ମାଧ୍ୟମରେ ଆମ ସହିତ ଯୋଡି ହୋଇଥିବା ଆମର ରାଜସ୍ଥାନର ହଜାର ହଜାର ପଞ୍ଚାୟତରେ ଏକାଠି ହୋଇଥିବା ମୋର ସମସ୍ତ ଭାଇ ଭଉଣୀ ମାନେ ଆମ ସହିତ ଭର୍ଚୁଆଲ ଭାବରେ ଯୋଡ଼ି ହୋଇଛନ୍ତି।ରାଜସ୍ଥାନର ଜୟପୁରଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ - ପରିଣାମ ଉତ୍କର୍ଷ'ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 17th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ-ପରିଣାମ ଉତ୍କର୍ଷ'ରେ ଅଂଶଗ୍ରହଣ କରିଥିଲେ । ସଭାକୁ ସମ୍ବୋଧିତ କରି ସେ ରାଜସ୍ଥାନ ସରକାର ଏକ ବର୍ଷ ସଫଳତାର ସହ ପୂରଣ କରିଥିବାରୁ ରାଜସ୍ଥାନ ସରକାର ଏବଂ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଏକାଠି ହୋଇଥିବା ଲକ୍ଷ ଲକ୍ଷ ଲୋକଙ୍କ ଆଶୀର୍ବାଦ ଲାଭ କରିଥିବାରୁ ସେ ଭାଗ୍ୟବାନ ବୋଲି କହିଛନ୍ତି। ରାଜସ୍ଥାନର ବିକାଶମୂଳକ କାର୍ଯ୍ୟକୁ ଏକ ନୂତନ ଦିଗ ଓ ଗତି ଦେବା ପାଇଁ ନିଆଯାଇଥିବା ପ୍ରୟାସ ନିମନ୍ତେ ଶ୍ରୀ ମୋଦୀ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଟିମକୁ ପ୍ରଶଂସା କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଥମ ବର୍ଷ ଆଗାମୀ ଅନେକ ବର୍ଷର ବିକାଶ ପାଇଁ ଏକ ମଜଭୁତ ଭିତ୍ତିଭୂମି ଭାବରେ କାର୍ଯ୍ୟ କରିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜିର କାର୍ଯ୍ୟକ୍ରମ କେବଳ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ହେବାର ପ୍ରତୀକ ନୁହେଁ, ବରଂ ରାଜସ୍ଥାନର ଉଜ୍ଜ୍ୱଳତା ଏବଂ ରାଜସ୍ଥାନର ବିକାଶର ପର୍ବର ପ୍ରତୀକ । ନିକଟରେ ରାଇଜିଂ ରାଜସ୍ଥାନ ଶିଖର ସମ୍ମିଳନୀ ୨୦୨୪ ଗସ୍ତକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ ସେଠାରେ ସମଗ୍ର ବିଶ୍ୱର ଅନେକ ନିବେଶକ ଉପସ୍ଥିତ ଥିଲେ ଏବଂ ଆଜି ୪୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପଗୁଡ଼ିକ ରାଜସ୍ଥାନରେ ଜଳକୁ ନେଇ ସାମନା କରୁଥିବା ପ୍ରତିବନ୍ଧକ ଗୁଡ଼ିକର ଉପଯୁକ୍ତ ସମାଧାନ ପ୍ରଦାନ କରିବ ଏବଂ ରାଜସ୍ଥାନକୁ ଭାରତର ସବୁଠାରୁ ଭଲ ଭାବରେ ସଂଯୋଜିତ ରାଜ୍ୟରେ ପରିଣତ କରିବ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଉନ୍ନୟନମୂଳକ କାର୍ଯ୍ୟ ଗୁଡ଼ିକ ଅଧିକ ନିବେଶକଙ୍କୁ ଆମନ୍ତ୍ରଣ କରିବ, ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ପର୍ଯ୍ୟଟନ କ୍ଷେତ୍ରକୁ ସୁଦୃଢ଼ କରିବ ଏବଂ ରାଜସ୍ଥାନର କୃଷକ, ମହିଳା ଏବଂ ଯୁବକମାନଙ୍କୁ ଉପକୃତ କରିବ ।Our Constitution is the foundation of India’s unity: PM Modi in Lok Sabha
December 14th, 05:50 pm
PM Modi addressed the Lok Sabha on the 75th anniversary of the Indian Constitution's adoption. He reflected on India's democratic journey and paid tribute to the framers of the Constitution.ସମ୍ବିଧାନ ପ୍ରଣୟନର ୭୫ବର୍ଷ ପୂର୍ତ୍ତି ଉପଲକ୍ଷେ ଲୋକସଭାରେ ଏକ ସ୍ୱତନ୍ତ୍ର ବିତର୍କ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
December 14th, 05:47 pm
ସମ୍ବିଧାନ ପ୍ରଣୟନର ୭୫ତମ ବାର୍ଷିକୀ ଉପଲକ୍ଷେ ଆଜି ଲୋକସଭାରେ ଆୟୋଜିତ ଏକ ସ୍ବତନ୍ତ୍ର ବିତର୍କ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଥିଲେ । ଗୃହକୁ ସମ୍ବୋଧନ କରି ଶ୍ରୀ ମୋଦୀ କହିଥିଲେ ଯେ ଏହା ଭାରତର ସମସ୍ତ ନାଗିରକ ଓ ଗଣତନ୍ତ୍ରକୁ ସମ୍ମାନ ଜଣାଉଥିବା ବିଶ୍ବର ସମସ୍ତ ଲୋକମାନଙ୍କ ପାଇଁ ଏକ ଗର୍ବ ଓ ସମ୍ମାନର ବିଷୟ ଯେ ଆମେ ଗଣତନ୍ତ୍ରର ଏହି ଉତ୍ସବକୁ ପାଳନ କରୁଛୁ । ଆମ ସମ୍ବିଧାନର ୭୫ ଉଲ୍ଲେଖନୀୟ ବର୍ଷର ଯାତ୍ରା ପାଇଁ ସେ ସମ୍ବିଧାନ ପ୍ରଣେତାମାନଙ୍କ ଦୂରଦୃଷ୍ଟି ଓ ଉଦ୍ୟମକୁ ସେ ପ୍ରସଂଶା କରିବା ସହ କହିଥିଲେ ଯେ ସଫଳତାର ୭୫ ବର୍ଷ ପୂରଣ ପରେ ଗଣତନ୍ତ୍ରର ଏହି ଉତ୍ସବ ପାଳନ ପାଇଁ ସମୟ ଉପନୀତ । ସଂସଦର ସଦସ୍ୟମାନେ ଏହି ସମାରୋହରେ ନିଜକୁ ସାମିଲ କରି ନିଜର ମତାମତ ପ୍ରଦାନ କରୁଥିବାରୁ ସେ ଆନନ୍ଦ ପ୍ରକାଶ କରିବା ସହ ସେ ଧନ୍ୟବାଦ ଓ ଅଭିନନ୍ଦନ ଜଣାଇଥିଲେ ।ହରିୟାଣାର ପାନିପତଠାରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 05:54 pm
ହରିୟାଣାର ରାଜ୍ୟପାଳ ବଣ୍ଡାରୁ ଦତ୍ତାତ୍ରେୟ ଜୀ, ହରିୟାଣାର ଲୋକପ୍ରିୟ ଏବଂ ଶକ୍ତିଶାଳୀ ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସିଂହଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ନିର୍ମଳା ସୀତାରମଣଜୀ ଏବଂ ଏହି ରାଜ୍ୟର ସନ୍ତାନ ଏବଂ ଏହି ସ୍ଥାନର ସାଂସଦ, ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ସରକାରରେ ମୋର ସାଥି, ଶ୍ରୀ ମନୋହର ଲାଲ ଜୀ, ଶ୍ରୀ କୃଷ୍ଣପାଲ ଜୀ, ହରିୟାଣା ସରକାରଙ୍କ ମନ୍ତ୍ରୀ ଶ୍ରୁତି ଜୀ, ଆରତୀ ଜୀ, ସାଂସଦ, ବିଧାୟକଗଣ... ଦେଶର ଅନେକ ଏଲଆଇସି କେନ୍ଦ୍ର ସହ ଜଡିତ ସମସ୍ତ ସହକର୍ମୀ ଏବଂ ପ୍ରିୟ ଭାଇ ଓ ଭଉଣୀ।ଏଲଆଇସିର ବୀମା ସଖୀ ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ପାନିପତଠାରେ ମହିଳା ସଶକ୍ତିକରଣ ଏବଂ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ପ୍ରତି ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ଜୀବନ ବୀମା ନିଗମର 'ବୀମା ସଖୀ ଯୋଜନା'ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ କର୍ନାଲସ୍ଥିତ ମହାରାଣା ପ୍ରତାପ ଉଦ୍ୟାନ କୃଷି ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସର ଶିଳାନ୍ୟାସ କରିଥିଲେ। ସଭାକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଭାରତ ମହିଳା ସଶକ୍ତିକରଣ ଦିଗରେ ଆଉ ଏକ ଦୃଢ଼ ପଦକ୍ଷେପ ନେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜି ମାସର ନବମ ଦିନ ବିଶେଷ ଥିଲା କାରଣ ଆମ ଶାସ୍ତ୍ରରେ ୯ ନମ୍ବର କୁ ଶୁଭ ବୋଲି ବିବେଚନା କରାଯାଇଥିଲା ଏବଂ ନବରାତ୍ରୀରେ ପୂଜା କରାଯାଉଥିବା ନବ ଦୁର୍ଗାଙ୍କ ନଅଟି ରୂପ ସହିତ ଜଡିତ ଥିଲା । ଆଜି ନାରୀ ଶକ୍ତିର ଆରାଧନାର ଦିନ ବୋଲି ସେ କହିଥିଲେ।The Mahayuti government is striving for the empowerment of every section of the society: PM to BJP Karyakartas, Maharashtra
November 16th, 11:48 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”PM Modi interacts with BJP Karyakartas from Maharashtra via NaMo App
November 16th, 11:30 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”Mahayuti government stands firmly on the side of national unity and development: PM in Mumbai
November 14th, 02:51 pm
PM Modi addressed the public meeting in Mumbai, emphasizing the choice Maharashtra faces in the upcoming elections: a government committed to progress or one mired in pisive politics. He recalled the legacy of Maharashtra’s great leaders like Balasaheb Thackeray, who first raised the demand to rename Aurangabad to Chhatrapati Sambhajinagar. Despite opposition from Congress, the Mahayuti government fulfilled this promise, highlighting the contrast between the BJP’s respect for Maharashtra's pride and Congress’s attempts to obstruct progress.The Mahayuti government delivered on its promise to rename Aurangabad as Chhatrapati Sambhajinagar: PM Modi
November 14th, 02:40 pm
In a powerful address at a public meeting in Chhatrapati Sambhajinagar, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.The BJP-NDA government will fight the mafia-driven corruption in recruitment: PM Modi in Godda, Jharkhand
November 13th, 01:47 pm
Attending and addressing rally in Godda, Jharkhand, PM Modi expressed gratitude to the women of the state for their support. He criticized the local government for hijacking benefits meant for women, like housing and water supply. PM Modi assured that under the BJP-NDA government, every family in Jharkhand will get permanent homes, water, gas connections, and free electricity. He also promised solar panels for households, ensuring free power and compensation for any surplus electricity generated.