You trusted BJD for 25 years, but it broke your trust at every step: PM Modi in Mayurbhanj, Odisha
May 29th, 01:30 pm
Prime Minister Narendra Modi addressed an enthusiastic public meeting in Mayurbhanj, Odisha with a vision of unprecedented development and transformation for the state and the country. PM Modi emphasized the achievements of the last decade under his leadership and laid out ambitious plans for the next five years, promising continued progress and prosperity for all Indians.PM Modi addresses public meetings in Mayurbhanj, Balasore and Kendrapara, Odisha
May 29th, 01:00 pm
Prime Minister Narendra Modi addressed enthusiastic public meetings in Mayurbhanj, Balasore and Kendrapara, Odisha with a vision of unprecedented development and transformation for the state and the country. PM Modi emphasized the achievements of the last decade under his leadership and laid out ambitious plans for the next five years, promising continued progress and prosperity for all Indians.ବିଜେଡିର ଛୋଟ ଛୋଟ ନେତା ମାନେ ମଧ୍ୟ ଏବେ କୋଟିପତି ହୋଇଯାଇଛନ୍ତି: ଢେଙ୍କାନାଳରେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 10:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।ଢେଙ୍କାନାଳ ଓ କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 09:58 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।INDI alliance was defeated in first phase of elections, & devastated in second: PM Modi in Beed
May 07th, 03:45 pm
Prime Minister Narendra Modi addressed public meeting in Beed, Maharashtra, rallying support for BJP and NDA ahead of the upcoming elections. Addressing the gathering, PM Modi emphasized the significant contributions of Maharashtra in development, cooperative movements, and the legacy of Balasaheb Vikhe Patil. He fondly remembered Balasaheb Vikhe Patil, acknowledging his role in the progress of the state.PM Modi addresses public meetings in Ahmednagar & Beed, Maharashtra
May 07th, 03:30 pm
Prime Minister Narendra Modi addressed public meetings in Ahmednagar and Beed, Maharashtra, rallying support for BJP and NDA ahead of the upcoming elections. Addressing the gathering, PM Modi emphasized the significant contributions of Maharashtra in development, cooperative movements, and the legacy of Balasaheb Vikhe Patil. He fondly remembered Balasaheb Vikhe Patil, acknowledging his role in the progress of the state.ମହାରାଷ୍ଟ୍ରର ୟଭତମାଲରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 28th, 05:15 pm
ମହାରାଷ୍ଟ୍ର ରାଜ୍ୟପାଳ ଶ୍ରୀମାନ ରମେଶ ବୈସ୍ ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀମାନ ଏକନାଥ ଶିନ୍ଦେ ଜୀ, ଉପମୁଖ୍ୟମନ୍ତ୍ରୀ, ଦେବେନ୍ଦ୍ର ଫଡନଭିସ ଜୀ, ଅଜିତ ପାୱାର ଜୀ, ମଂଚ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ବରିଷ୍ଠ ମହାନୁଭବଗଣ । ଆଜି ଏହି କାର୍ଯ୍ୟକ୍ରମରେ ଦେଶର ମଧ୍ୟ ଅନ୍ୟ ସ୍ଥାନରୁ ବହୁତ ଅଧିକ ସଂଖ୍ୟାରେ ଆମର କୃଷକ ଭାଇ-ଭଉଣୀମାନେ ଯୋଡି ହୋଇଛନ୍ତି, ମୁଁ ସେମାନଙ୍କୁ ମଧ୍ୟ ଏଠାରୁ ସ୍ୱାଗତ କରୁଛି ।PM inaugurates and dedicates to nation multiple development projects worth more than Rs 4,900 crores in Yavatmal, Maharashtra
February 28th, 05:03 pm
Prime Minister Narendra Modi inaugurated and dedicated to the nation multiple development projects related to rail, road and irrigation worth more than Rs 4900 crores at Yavatmal in Maharashtra. PM Modi emphasized that the present government follows his ideals and is on a mission to transform the lives of the citizens. “Everything done in the last 10 years lays the foundations for the next 25 years”, the Prime Minister said.ପ୍ରଧାନମନ୍ତ୍ରୀ ଫେବୃଆରୀ ୨୭ – ୨୮ ରେ କେରଳ, ତାମିଲନାଡୁ ଏବଂ ମହାରାଷ୍ଟ୍ର ଗସ୍ତ କରିବେ
February 26th, 02:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୭ - ୨୮ ଫେବୃଆରୀ, ୨୦୨୪ରେ କେରଳ, ତାମିଲନାଡୁ ଏବଂ ମହାରାଷ୍ଟ୍ର ଗସ୍ତ କରିବେ ।One nation, one fertilizer: PM Modi
October 17th, 11:11 am
Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.PM inaugurates PM Kisan Samman Sammelan 2022 at Indian Agricultural Research Institute, New Delhi
October 17th, 11:10 am
The Prime Minister, Shri Narendra Modi inaugurated PM Kisan Samman Sammelan 2022 at Indian Agricultural Research Institute in New Delhi today. The Prime Minister also inaugurated 600 Pradhan Mantri Kisan Samruddhi Kendras (PMKSK) under the Ministry of Chemicals & Fertilisers. Furthermore, the Prime Minister also launched Pradhan Mantri Bhartiya Jan Urvarak Pariyojana - One Nation One Fertiliser.ପିଏମ- କିଷାନ ଯୋଜନା ଅଧୀନରେ ୧୦ମ କିସ୍ତିର ଅର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 01st, 12:31 pm
ଉପସ୍ଥିତ ସମସ୍ତ ଆଦରଣୀୟ ମହାନୁଭବ, ସର୍ବପ୍ରଥମେ ମୁଁ ମାତା ବୈଷ୍ଣୋଦେବୀ ପରିସରରେ ହୋଇଥିବା ଦୁଃଖଦ ଘଟଣା ଉପରେ ଶୋକ ବ୍ୟକ୍ତ କରୁଛି । ଯେଉଁ ଲୋକମାନେ ଦଳାଚକଟାରେ, ନିଜର ଲୋକମାନଙ୍କୁ ହରାଇଛନ୍ତି, ଯେଉଁ ଲୋକମାନେ ଆହତ ହୋଇଛନ୍ତି, ମୋର ସମବେଦନା ସେମାନଙ୍କ ସହିତ ରହିଛି । କେନ୍ଦ୍ର ସରକାର, ମୁଁ ଜମ୍ମୁ- କଶ୍ମୀର ପ୍ରଶାସନର ସମ୍ପର୍କରେ କ୍ରମାଗତ ଭାବେ ରହିଛି। ଉପ-ରାଜ୍ୟପାଳ ମନୋଜ ସିହ୍ନା ମହାଶୟଙ୍କ ସହିତ ମଧ୍ୟ କଥା ହୋଇଥିଲି। ଉଦ୍ଧାର କାର୍ଯ୍ୟର, ଆହତମାନଙ୍କର ସମ୍ପୂର୍ଣ୍ଣ ଭାବେ ଧ୍ୟାନ ରଖା ଯାଉଛି।ପିଏମ୍ କିଷାନ ଯୋଜନାରେ ଦଶମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 01st, 12:30 pm
ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୧.୨୦୨୨) ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି(ପି.ଏମ୍-କିଷାନ) ଯୋଜନା ଅଧୀନରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଦଶମ କିସ୍ତି ପ୍ରଦାନ କରିଛନ୍ତି । ଏହାଦ୍ୱାରା ଦଶକୋଟିରୁ ଅଧିକ ହିତାଧିକାରୀ ଚାଷୀ ପରିବାରଙ୍କୁ ୨୦ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପହଂଚିବ । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ୩୫୧ଟି କୃଷକ ଉତ୍ପାଦନ ସଂଗଠନ (ଏଫପିଓ)କୁ ୧୪କୋଟି ଟଙ୍କାର ଅଂଶଧନ ବାବଦ ଅର୍ଥ ମଧ୍ୟ ପ୍ରଦାନ କରିଥିଲେ । ଏଥିପାଇଁ ୧. ୨୪ ଲକ୍ଷ କୃଷକ ଉପକୃତ ହେବେ । ଏହି ଅବରସରେ ପ୍ରଧାନମନ୍ତ୍ରୀ କୃଷକ ସଂଗଠନମାନଙ୍କ ସହ ମତ ବିନିମୟ କରିଥିଲେ । କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏବଂ ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, କେତେକ ରାଜ୍ୟର କୃଷିମନ୍ତ୍ରୀ ଓ କୃଷକମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଥିଲେ ।This is Uttarakhand's decade: PM Modi in Haldwani
December 30th, 01:55 pm
Prime Minister Narendra Modi inaugurated and laid the foundation stone of 23 projects worth over Rs 17500 crore in Uttarakhand. In his remarks, PM Modi said, The strength of the people of Uttarakhand will make this decade the decade of Uttarakhand. Modern infrastructure in Uttarakhand, Char Dham project, new rail routes being built, will make this decade the decade of Uttarakhand.ପ୍ରଧାନମନ୍ତ୍ରୀ ଉତ୍ତରାଖଣ୍ଡରେ ୧୭ହଜାର ୫୦୦କୋଟି ଟଙ୍କାର ୨୩ଟି ପ୍ରକଳ୍ପର କଲେ ଶିଳାନ୍ୟାସ ଓ ଉଦ୍ଘାଟନ
December 30th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୩୦-୧୨-୨୦୨୧) ଉତ୍ତରାଖଣ୍ଡର ୧୭ହଜାର ୫୦୦ କୋଟିରୁ ଅଧିକ ଟଙ୍କାର ୨୩ଟି ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଥିଲେ । ଏହି ପ୍ରକଳ୍ପର ଅବଧାରଣା ପ୍ରଥମେ ୧୯୭୬ ମସିହାରେ ହୋଇଥିଲେ ମଧ୍ୟ ଦୀର୍ଘଦିନ ଧରି ପଡି ରହିଥିଲା । ସେ ୮୭୦୦ କୋଟି ଟଙ୍କାର ସଡକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଥିଲେ । ଦୁର୍ଗମ,ଗ୍ରାମାଞ୍ଚଳ ଓ ସୀମାନ୍ତ ଅଞ୍ଚଳରେ ସଂଯୋଗୀକରଣ ଦିଗରେ ଏହି ପ୍ରକଳ୍ପଗୁଡିକ ସହାୟକ ହେବ । କୈଳାସ ମାନସରୋବର ଯାତ୍ରାର ସଂଯୋଗୀକରଣ ମଧ୍ୟ ଉନ୍ନତ ହେବ । ସେ ମଧ୍ୟ ଉଦ୍ଦମସିଂ ନଗରରେ ଏମ୍ସ, ଋଷିକେଶର ଉପଗ୍ରହ କେନ୍ଦ୍ର ଓ ପିଥୋରାଗଡରେ ଜଗଜ୍ଜୀବନ ରାମ ସରକାରୀ ମେଡିକାଲ କଲେଜର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସମଗ୍ର ଦେଶରେ ବିଶ୍ୱସ୍ତରୀୟ ଚିକିତ୍ସା ସୁବିଧା ଦେବା ନେଇ ପ୍ରଧାନମନ୍ତ୍ରୀଙ୍କ ଚିନ୍ତାଧାରାରେ ଏହା ଏକ ଅଂଶବିଶେଷ । ସେ କାଶୀପୁରଠାରେ ସୁଗନ୍ଧିତ ଗୁଳ୍ମରାଜି ଉଦ୍ୟାନ ଓ ସିତାରଗଞ୍ଜଠାରେ ପ୍ଲାଷ୍ଟିକ ଶିଳ୍ପ ଉଦ୍ୟାନର ଶିଳାନ୍ୟାସ କରିଥିଲେ । ଏହାଛଡା ରାଜ୍ୟବ୍ୟାପୀ ଅନ୍ୟାନ୍ୟ ବହୁମୁଖୀ ଗୃହନିର୍ମାଣ ପରିମଳ ଓ ପାନୀୟ ଜଳଯୋଗାଣ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିଥିଲେ ।2021-26 ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନାର କାର୍ଯ୍ୟକାରିତାକୁ କ୍ୟାବିନେଟ ଅନୁମୋଦନ
December 15th, 04:06 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି ବୈଠକରେ ଆଜି 93,068 କୋଟି ଟଙ୍କା ବ୍ୟୟଅଟକଳ ସହିତ 2021-26 ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା (ପିଏମକେଏସୱାଇ)ର କାର୍ଯ୍ୟକାରିତାକୁ ଅନୁମୋଦନ କରାଯାଇଛି।୧୧ ଡିସେମ୍ବରରେ ଉତରପ୍ରଦେଶର ବଳରାମପୁରକୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏବଂ ସରଯୁ ନହର ଜାତୀୟ ପ୍ରକଳ୍ପ ଉଦ୍ଘାଟନ
December 10th, 09:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ୧୧ ଡିସେମ୍ବରରେ ଉତରପ୍ରଦେଶର ବଳରାମପୁରକୁ ଗସ୍ତ କାର୍ଯ୍ୟକ୍ରମ ରହିଛି ଏବଂ ସେ ସେଠାରେ ପାଖାପାଖି ଅପରାହ୍ନ ଗୋଟାଏରେ ସରଯୁ ନହର ଜାତୀୟ ପ୍ରକଳ୍ପର ଉଦ୍ଘାଟନ କରିବେ ।ମଧ୍ୟପ୍ରଦେଶରେ ସ୍ୱାମୀତ୍ୱ ଯୋଜନାର ହିତାଧିକାରୀଙ୍କ ସହ ଭାବ ବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 06th, 12:31 pm
ସ୍ୱାମୀତ୍ୱ ଯୋଜନା ଦ୍ୱାରା ଯେଉଁ ଆତ୍ମବିଶ୍ୱାସ, ଯେଉଁ ଭରସା ଗାଁଗୁଡିକରେ ଆସିଛି, ତାହା ହିତାଧିକାରୀମାନଙ୍କ ସହ କଥାବାର୍ତାରେ ସ୍ପଷ୍ଟ ଭାବେ ଝଲସୁଛି ଏବଂ ମୁଁ ଆଜି ଏଠାରେ ମଧ୍ୟ ଦେଖୁଛି ଯେ ଆପଣମାନେ ମତେ ଆପଣମାନଙ୍କର ବାଉଁଶରେ ତିଆରି ଚୌକି ତ ଦେଖାଇଲେ କିନ୍ତୁ ମୋ ନଜର ତ ଅନେକ ଦୂର ପର୍ଯ୍ୟନ୍ତ ଏହି ଯେଉଁ ଜନତା ଜନାର୍ଦ୍ଦନ, ସେମାନଙ୍କର ଯେଉଁ ଉତ୍ସାହ, ଉମଙ୍ଗ ରହିଛି, ତାରି ଉପରେ ଲାଖି ରହିଛି । ଜନତା ଜନାର୍ଦ୍ଦନଙ୍କର ଏତେ ଭଲ ପାଇବା, ଏତେ ଆଶୀର୍ବାଦ ମିଳୁଛି, ସେମାନଙ୍କୁ କେତେ ସୁଫଳ ମିଳୁଥିବ, ମୁଁ ସେସବୁ ସଂପୂର୍ଣ୍ଣ ଭାବରେ ଅନୁମାନ କରିପାରୁଛି । ଏହି ଯୋଜନା କେତେ ବଡ ଶକ୍ତି ଭାବେ ଉଭା ହେଉଛି, ଏହି ଅନୁଭବ ଏବେ ଯେଉଁ ସାଥୀମାନଙ୍କ ସହ କଥା ହେବାର ମାତେ ସୁଯୋଗ ମିଳିଲା, ସେମାନେ ମତେ ଏସବୁ ବିସ୍ତୃତ ଭାବରେ ଜଣାଇଛନ୍ତି । ସ୍ୱାମୀତ୍ୱ ଯୋଜନା ପରେ ଲୋକମାନଙ୍କୁ ବ୍ୟାଙ୍କରୁ ଋଣ ମିଳିବା ଆହୁରି ଅଧିକ ସହଜ ହୋଇଛି ।ମଧ୍ୟ ପ୍ରଦେଶର “ସ୍ୱାମୀତ୍ୱ” ଯୋଜନାର ଲାଭାର୍ଥୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କଲେ ଭାବ ବିନିମୟ
October 06th, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟ ପ୍ରଦେଶର “ସ୍ୱାମୀତ୍ୱ” ଯୋଜନାର ଲାଭାର୍ଥୀମାନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ ଜରିଆରେ ଭାବ ବିନିମୟ କରିଛନ୍ତି । ଏହି ଅବସରରେ ଏହି ଯୋଜନା ଅଧୀନରେ ଉପକୃତ ହୋଇଥିବା ପ୍ରାୟ ୧,୭୧,୦୦୦ ଲାଭାର୍ଥମାନଙ୍କୁ ସେ ଇ- ପ୍ରପର୍ଟି କାର୍ଡ଼ ବିତରଣ କରିଥିଲେ । କାର୍ଯ୍ୟକ୍ରମରେ ଅନେକ କେନ୍ଦ୍ରୀୟ ମନ୍ତ୍ରୀ, ମଧ୍ୟ ପ୍ରଦେଶର ମୁଖ୍ୟମନ୍ତ୍ରୀ, ସାଂସଦ ଏବଂ ବିଧାୟକ, ବିଭିନ୍ନ ଲାଭାର୍ଥୀ, ଗାଁ, ଜିଲ୍ଲା ଏବଂ ରାଜ୍ୟର ଅଧିକାରୀମାନେ ଉପସ୍ଥିତ ଥିଲେ ।ଛତିଶଗଡର ରାୟପୁରରେ ବିଶେଷ ଗୁଣସମ୍ପନ୍ନ ୩୫ କିସମ ଫସଲର ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 28th, 11:01 am
କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂହ ତୋମାର ମହୋଦୟ, ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେଶ ବାଘେଲ ମହୋଦୟ, ମନ୍ତ୍ରୀମଣ୍ଡଳରେ ମୋର ଅନ୍ୟ ସହକର୍ମୀ ଶ୍ରୀ ପୁରୁଷୋତମ ରୁପାଲା ମହୋଦୟ, ଶ୍ରୀ କୈଳାଶ ଚୌଧୁରୀ ମହୋଦୟ, ଭଉଣୀ ଶୋଭା, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରମଣ ସିଂହ ମହୋଦୟ, ବିରୋଧୀ ଦଳ ନେତା ଶ୍ରୀ ଧର୍ମ ଲାଲ କୌଶିକ ମହୋଦୟ, କୃଷି ଶିକ୍ଷା ସହ ଜଡିତ ସମସ୍ତ କୂଳପତି, ନିର୍ଦ୍ଦେଶକ, ବୈଜ୍ଞାନିକ ସାଥୀ ଏବଂ ମୋର ପ୍ରିୟ କୃଷକ ଭାଇ ଓ ଭଉଣୀମାନେ!