Maharashtra will lead the vision of a ’Viksit Bharat’, and the BJP and Mahayuti are working with this commitment: PM in Panvel
November 14th, 02:50 pm
At rally in Panvel, PM Modi highlighted the region's rich marine resources and outlined government efforts to empower the coastal economy. He mentioned initiatives such as the introduction of modern boats and navigation systems, along with the PM Matsya Sampada Yojana, which provided thousands of crores in assistance to fishermen. The government also linked fish farmers to the Kisan Credit Card and launched schemes for the Mahadev Koli and Agari communities. He added that ₹450 crore was being invested to develop three new ports in Konkan, which would further boost fishermen's incomes and support the Blue Economy.PM Modi delivers impactful addresses in Chhatrapati Sambhajinagar, Panvel & Mumbai, Maharashtra
November 14th, 02:30 pm
In powerful speeches at public meetings in Chhatrapati Sambhajinagar, Panvel & Mumbai, Prime Minister Narendra Modi highlighted the crucial choice facing Maharashtra in the upcoming elections - between patriotism and pisive forces. PM Modi assured the people of Maharashtra that the BJP-Mahayuti government is dedicated to uplifting farmers, empowering youth, supporting women, and advancing marginalized communities.ବିହାରର ଦରଭଙ୍ଗାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 13th, 11:00 am
ରାଜ ଜନକ, ମାତା ସୀତା, କବିରାଜ ବିଦ୍ୟାପତିଙ୍କର ଏହି ପବିତ୍ର ମିଥିଲା ଭୂମିକୁ ପ୍ରଣାମ କରୁଛି । ଜ୍ଞାନ-ଧ୍ୟାନ-ପାନ୍-ମାଖନ...ଏହି ସମୃଦ୍ଧ ଗୌରବମୟ ଭୂମିରେ ଆପଣମାନେ ସମସ୍ତଙ୍କୁ ଅଭିନନ୍ଦନ ଦିଅନ୍ତୁ ।ପ୍ରଧାନମନ୍ତ୍ରୀ ବିହାରରେ ୧୨,୧୦୦ କୋଟି ଟଙ୍କାର ବହୁମୁଖୀ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଏବଂ ଦେଶ ଉଦ୍ଦେଶ୍ୟରେ ଲୋକାର୍ପଣ କଲେ
November 13th, 10:45 am
ବିହାରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୨,୧୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିଛନ୍ତି । ବିକାଶମୂଳକ ପ୍ରକଳ୍ପ ଗୁଡ଼ିକ ସ୍ୱାସ୍ଥ୍ୟ, ରେଳ, ସଡ଼କ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ସମ୍ବନ୍ଧିତ ।ମହାରାଷ୍ଟ୍ରର ପାଲଘରଠାରେ ଭଧାଭନ ବନ୍ଦରର ଶିଳାନ୍ୟାସ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ଅଭିଭାଷଣ
August 30th, 01:41 pm
ମହାରାଷ୍ଟ୍ରର ରାଜ୍ୟପାଳ ସି. ପି. ରାଧାକୃଷ୍ଣନଜୀ , ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଏକନାଥ ଶିନ୍ଦେଜୀ, କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ ଶ୍ରୀ ରାଜୀବ ରଞ୍ଜନ ସିଂହଜୀ, ସର୍ବାନନ୍ଦ ସେନୋୱାଲଜୀ, ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶଜୀ, ଅଜିତ୍ ଦାଦା ପାୱାରଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସହଯୋଗୀଗଣ, ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀବୃନ୍ଦ, ଅନ୍ୟ ମହାନୁଭବଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ!ମହାରାଷ୍ଟ୍ରର ପାଲଘର ଠାରେ ପ୍ରାୟ ୭୬,୦୦୦ କୋଟି ଟଙ୍କାର ବାଧବାନ ବନ୍ଦରର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 30th, 01:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ପାଲଘରଠାରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ଆଜିର ପ୍ରକଳ୍ପଗୁଡ଼ିକ ମଧ୍ୟରେ ପାଖାପାଖି ୭୬,୦୦୦ କୋଟି ଟଙ୍କା ବ୍ୟୟରେ ବାଧବାନ ବନ୍ଦରର ଶିଳାନ୍ୟାସ ଏବଂ ପ୍ରାୟ ୧୫୬୦ କୋଟି ଟଙ୍କା ମୂଲ୍ୟର ୨୧୮ଟି ମତ୍ସ୍ୟ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ଅନ୍ତର୍ଭୁକ୍ତ । ଶ୍ରୀ ମୋଦୀ ପାଖାପାଖି ୩୬୦ କୋଟି ଟଙ୍କା ବ୍ୟୟରେ ଭେସେଲ୍ କମ୍ୟୁନିକେସନ୍ ଆଣ୍ଡ ସପୋର୍ଟ ସିଷ୍ଟମର ଜାତୀୟ ସ୍ତରରେ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ମାଛଧରା ବନ୍ଦର, ମାଛ ଅବତରଣ କେନ୍ଦ୍ର, ମାଛ ମାର୍କେଟ ନିର୍ମାଣ ଏବଂ ବିକାଶ, ଉନ୍ନତିକରଣ ଏବଂ ଆଧୁନିକୀକରଣ ସମେତ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟ ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ସେ ମତ୍ସ୍ୟଜୀବୀ ହିତାଧିକାରୀଙ୍କୁ ଟ୍ରାନ୍ସପୋଣ୍ଡର ସେଟ୍ ଏବଂ କିଷାନ କ୍ରେଡିଟ୍ କାର୍ଡ ପ୍ରଦାନ କରିଥିଲେ।I will put all my strength into making Bengal developed: PM Modi in Mathurapur, West Bengal
May 29th, 11:10 am
Prime Minister Narendra Modi addressed a powerful public gathering in Mathurapur, West Bengal, being his last rally in Bengal for the 2024 Lok Sabha elections. Paying homage to the holy Gangasagar, PM Modi acknowledged the overwhelming support of the people, especially the women, signaling a decisive victory for the BJP. He also expressed heartfelt gratitude to the people of Kolkata for their immense love and affection, which he believes reflects their endorsement of the BJP’s governance. “Your affection demonstrates, Phir Ek Baar, Modi Sarkar,” he affirmed.PM Modi addresses a public meeting in Mathurapur, West Bengal
May 29th, 11:00 am
Prime Minister Narendra Modi addressed a powerful public gathering in Mathurapur, West Bengal, being his last rally in Bengal for the 2024 Lok Sabha elections. Paying homage to the holy Gangasagar, PM Modi acknowledged the overwhelming support of the people, especially the women, signaling a decisive victory for the BJP. He also expressed heartfelt gratitude to the people of Kolkata for their immense love and affection, which he believes reflects their endorsement of the BJP’s governance. “Your affection demonstrates, Phir Ek Baar, Modi Sarkar,” he affirmed.My duty is to work for the empowerment of all, and all the people of Odisha are Modi ka Parivar: PM Modi
March 05th, 04:55 pm
On his visit to Odisha, PM Modi addressed a jubilant crowd in Jajpur and paid his tributes to former CM Biju Pattnaik on his birth anniversary. He said, The presence of innumerable people here is a testimony to 400+ seats for the N.D.A. in 2024. He added, The vision for 400+ seats for N.D.A. will enable India to become the 3rd largest economy on the back of strong decision-making & robust policy implementation.PM Modi addresses a jubilant crowd at Jajpur, Odisha
March 05th, 04:00 pm
On his visit to Odisha, PM Modi addressed a jubilant crowd in Jajpur and paid his tributes to former CM Biju Pattnaik on his birth anniversary. He said, The presence of innumerable people here is a testimony to 400+ seats for the N.D.A. in 2024. He added, The vision for 400+ seats for N.D.A. will enable India to become the 3rd largest economy on the back of strong decision-making & robust policy implementation.ମତ୍ସ୍ୟ ସମ୍ପଦ ମାଧ୍ୟମରେ ଆୟ ଦ୍ୱିଗୁଣିତ କରି ପ୍ରଧାନମନ୍ତ୍ରୀଙ୍କୁ ପ୍ରଭାବିତ କଲେ ହରିଦ୍ୱାର ଚାଷୀ
December 27th, 02:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ଜନତାଙ୍କୁ ସମ୍ବୋଧିତ କରିଥିଲେ।If the world praises India it's because of your vote which elected a majority government in the Centre: PM Modi in Mudbidri
May 03rd, 11:01 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.PM Modi addresses public meetings in Karnataka’s Mudbidri, Ankola and Bailhongal
May 03rd, 11:00 am
Continuing his election campaigning spree, Prime Minister Narendra Modi today addressed a mega public meeting in Karnataka’s Mudbidri. May 10th, the day of the polls, is fast approaching. The BJP is determined to make Karnataka the top state and BJP's resolve is to make Karnataka a manufacturing super power. This is our roadmap for the coming years,” stated PM Modi.ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନାରୁ ଲାଭ ଉଠାଇଥିବାରୁ ସିର୍ସାର କୃଷକଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ
March 19th, 08:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନାରୁ ଲାଭ ପ୍ରଦର୍ଶନ ଥିବାରୁ ସିର୍ସା ଚାଷୀଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରୟାସ ମହିଳା ସଶକ୍ତିକରଣର ପ୍ରତୀକ ।ମାଙ୍ଗାଲୋରରେ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 02nd, 05:11 pm
ଆଜି ଭାରତର ସାମୁଦ୍ରିକ ଶକ୍ତି ପାଇଁ ହେଉଛି ବହୁତ ବଡ଼ ଦିନ । ରାଷ୍ଟ୍ରର ସୈନ୍ୟ ସୁରକ୍ଷା ହେଉ ଅବା ପୁଣି ରାଷ୍ଟ୍ରର ଆର୍ଥିକ ସୁରକ୍ଷା, ଭାରତ ଆଜି ବଡ଼ ଅବସରର ସାକ୍ଷୀ ପାଲଟିଛି । ଏବେଠାରୁ କିଛି ସମୟ ପୂର୍ବରୁ, କୋଚିରେ ଭାରତର ସର୍ବ ପ୍ରଥମ ସ୍ୱଦେଶୀ ଯୁଦ୍ଧ ଜାହାଜ ବାହକ ପୋତର ଲୋକାର୍ପଣ ପ୍ରତ୍ୟେକ ଭାରତୀୟଙ୍କୁ ଗର୍ବରେ ଭରି ଦେଇଛି।ମାଙ୍ଗାଲୁରୁ ଠାରେ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
September 02nd, 03:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଙ୍ଗାଲୁରୁରେ ପ୍ରାୟ ୩୮୦୦ କୋଟି ଟଙ୍କା ମୂଲ୍ୟର ଯାନ୍ତ୍ରିକକରଣ ଏବଂ ଶିଳ୍ପାୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।ପିଏମ- କିଷାନ ଯୋଜନା ଅଧୀନରେ ୧୦ମ କିସ୍ତିର ଅର୍ଥିକ ସହାୟତା ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 01st, 12:31 pm
ଉପସ୍ଥିତ ସମସ୍ତ ଆଦରଣୀୟ ମହାନୁଭବ, ସର୍ବପ୍ରଥମେ ମୁଁ ମାତା ବୈଷ୍ଣୋଦେବୀ ପରିସରରେ ହୋଇଥିବା ଦୁଃଖଦ ଘଟଣା ଉପରେ ଶୋକ ବ୍ୟକ୍ତ କରୁଛି । ଯେଉଁ ଲୋକମାନେ ଦଳାଚକଟାରେ, ନିଜର ଲୋକମାନଙ୍କୁ ହରାଇଛନ୍ତି, ଯେଉଁ ଲୋକମାନେ ଆହତ ହୋଇଛନ୍ତି, ମୋର ସମବେଦନା ସେମାନଙ୍କ ସହିତ ରହିଛି । କେନ୍ଦ୍ର ସରକାର, ମୁଁ ଜମ୍ମୁ- କଶ୍ମୀର ପ୍ରଶାସନର ସମ୍ପର୍କରେ କ୍ରମାଗତ ଭାବେ ରହିଛି। ଉପ-ରାଜ୍ୟପାଳ ମନୋଜ ସିହ୍ନା ମହାଶୟଙ୍କ ସହିତ ମଧ୍ୟ କଥା ହୋଇଥିଲି। ଉଦ୍ଧାର କାର୍ଯ୍ୟର, ଆହତମାନଙ୍କର ସମ୍ପୂର୍ଣ୍ଣ ଭାବେ ଧ୍ୟାନ ରଖା ଯାଉଛି।ପିଏମ୍ କିଷାନ ଯୋଜନାରେ ଦଶମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
January 01st, 12:30 pm
ନିଜର ଅଙ୍ଗୀକାରବଦ୍ଧତା ଓ ସଂକଳ୍ପକୁ ବଜାୟ ରଖି କୃଷକମାନଙ୍କୁ ତୃଣମୂଳ ସ୍ତରରେ ସଶକ୍ତ କରିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୧.୦୧.୨୦୨୨) ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି(ପି.ଏମ୍-କିଷାନ) ଯୋଜନା ଅଧୀନରେ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଦଶମ କିସ୍ତି ପ୍ରଦାନ କରିଛନ୍ତି । ଏହାଦ୍ୱାରା ଦଶକୋଟିରୁ ଅଧିକ ହିତାଧିକାରୀ ଚାଷୀ ପରିବାରଙ୍କୁ ୨୦ହଜାର କୋଟି ଟଙ୍କାର ଆର୍ଥିକ ସହାୟତା ପହଂଚିବ । କାର୍ଯ୍ୟକ୍ରମ କାଳରେ ପ୍ରଧାନମନ୍ତ୍ରୀ ୩୫୧ଟି କୃଷକ ଉତ୍ପାଦନ ସଂଗଠନ (ଏଫପିଓ)କୁ ୧୪କୋଟି ଟଙ୍କାର ଅଂଶଧନ ବାବଦ ଅର୍ଥ ମଧ୍ୟ ପ୍ରଦାନ କରିଥିଲେ । ଏଥିପାଇଁ ୧. ୨୪ ଲକ୍ଷ କୃଷକ ଉପକୃତ ହେବେ । ଏହି ଅବରସରେ ପ୍ରଧାନମନ୍ତ୍ରୀ କୃଷକ ସଂଗଠନମାନଙ୍କ ସହ ମତ ବିନିମୟ କରିଥିଲେ । କେନ୍ଦ୍ର କୃଷି ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଏବଂ ମୁଖ୍ୟମନ୍ତ୍ରୀ, ଉପରାଜ୍ୟପାଳ, କେତେକ ରାଜ୍ୟର କୃଷିମନ୍ତ୍ରୀ ଓ କୃଷକମାନେ ମଧ୍ୟ ଏହି କାର୍ଯ୍ୟକ୍ରମ ସହ ଯୋଡି ହୋଇଥିଲେ ।ଆତ୍ମନିର୍ଭର ଭାରାତ ସ୍ୱୟଂପୂର୍ଣ୍ଣ ଗୋଆ କାର୍ଯ୍ୟକ୍ରମର ଲାଭାର୍ଥୀ ଏବଂ ହିତଧାରକମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ ଓ ସମ୍ବୋଧନ
October 23rd, 11:01 am
ଆତ୍ମନିର୍ଭର ଭାରତାଚେ ସମନ, ସ୍ୱୟଂପୂର୍ଣ୍ଣ ଗୋଆ ଜେବ ଜଣେ-ଜଲ୍ପେନ, ସାକାର ପରପୀ ଗୋୟାକରଂକ ୟେବକାର । ତୁମଚା ସାରଖ୍ୟା, ଧଡ଼- ପଡ଼- ପରପୀ, ଲୋକାଂକ ଲାଗୁନ, ଗୌୟ ରାଜ୍ୟାଚୋ ଗରଜୋ, ଗୋୟାଂତଚ ଗୋୟାଂପାକ ସୁରୁ ଜାଲ୍ପାତ, ହି ଖୋସୟେଚି ଗଜାଲ ଆସା ।ପ୍ରଧାନମନ୍ତ୍ରୀ ଆତ୍ମନିର୍ଭର ଭାରତ ସ୍ୱୟଂପୂର୍ଣ୍ଣ ଗୋଆ କାର୍ଯ୍ୟକ୍ରମର ହିତାଧିକାରୀ ଏବଂ ସହଯୋଗୀଙ୍କ ସହ ଆଲୋଚନା କରିଛନ୍ତି
October 23rd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ଜରିଆରେ ଆତ୍ମନିର୍ଭର ଭାରତ ସ୍ୱୟଂପୂର୍ଣ୍ଣ ଗୋଆ କାର୍ଯ୍ୟକ୍ରମର ହିତାଧିକାରୀ ଏବଂ ସହଯୋଗୀଙ୍କ ସହ ଆଲୋଚନା କରିଥିଲେ ।