ଏମ୍ସରେ ବିଭିନ୍ନ ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

June 29th, 11:52 am

ମନ୍ତ୍ରୀପରିଷଦରେ ମୋର ସାଥୀ ଶ୍ରୀମାନ ଜେପି ନଡ୍ଡା ମହୋଦୟ, ଅଶ୍ୱିନୀ ଚୌବେ ମହୋଦୟ, ଅନୁପ୍ରିୟା ପଟେଲ ମହୋଦୟା ଏବଂ ଏହି ମଂଚରେ ଉପସ୍ଥିତ ଶ୍ରୀମାନ ରଣଦୀପ ଗୁଲେରିଆ ମହୋଦୟ, ଶ୍ରୀ ଆଇ.ଏସ. ଝା, ଡା. ରାଜେଶ ଶର୍ମା ଏବଂ ସମସ୍ତ ମହାନୁଭବଗଣ ।

ଏମ୍ସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

June 29th, 11:45 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଶୁକ୍ରବାର) ନୂଆଦିଲ୍ଲୀଠାରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ରେ ରାଷ୍ଟ୍ରୀୟ ବୟୋବୃଦ୍ଧ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାଦ୍ୱାରା ବୃଦ୍ଧଜନମାନଙ୍କ ପାଇଁ ବହୁମୂଖୀ ସ୍ପେଶାଲିଟି ସ୍ୱାସ୍ଥ୍ୟସେବା ସୁବିଧା ଉପଲବ୍ଧ ହୋଇପାରିବ । 200 ଶଯ୍ୟା ବିଶିଷ୍ଟ ଜେନେରାଲ ୱାର୍ଡ ବ୍ୟବସ୍ଥା ଏଠାରେ ରହିବ ।

ଦେଶବ୍ୟାପୀ ବିଭିନ୍ନ ସ୍ୱାସ୍ଥ୍ୟସେବା ଯୋଜନାର ହିତାଧିକାରୀଙ୍କ ସହ ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

June 07th, 10:30 am

ଭାରତୀୟ ଜନଔଷଧି ପରିଯୋଜନା ତଥା କେନ୍ଦ୍ର ସରକାରଙ୍କ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଯୋଜନା ଅଧୀନରେ ଦେଶର ବିଭିନ୍ନ ସ୍ଥାନରେ ରହୁଥିବା ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ ବ୍ରିଜ କାର୍ଯ୍ୟକ୍ରମ ମାଧ୍ୟମରେ ଆଜି ମତ ବିନିମୟ କରିଛନ୍ତି । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ମାଧ୍ୟମରେ ମତ ବିନିମୟ କରିବା କ୍ରମରେ ଏହା ହେଉଛି ପ୍ରଧାନମନ୍ତ୍ରୀଙ୍କର ପଞ୍ଚମ କାର୍ଯ୍ୟକ୍ରମ ।

ଛତିଶଗଡ଼ର ବିଜାପୁରରେ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ର ଉଦ୍ଘାଟନ ସହ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ

April 14th, 02:59 pm

ବସ୍ତର ଆଉର ବିଜାପୁର ଜୋ ଆରାଧ୍ୟ ଦେବୀ ମା’ ଦନ୍ତେଶ୍ୱରୀ, ଭୈରମ ଗଡ଼ ଚୋ ବାବା ଭୈରମ ଦେବ, ବିଜାପୁରର ଚୋ ଚିକଟରାଜ ଆଉର କୋଦାଇ ମାତା, ଭୋପାଳ ପଟ୍ଟମ୍ ଛୋ ଭଦ୍ରକାଳୀ କେ ଖୁବେ- ଖୁବେ ଜୁହାର ।

ଆମ୍ବେଦକର ଜୟନ୍ତୀରେ ଛତିଶଗଡ଼ର ବିଜାପୁରରେ ସ୍ୱାସ୍ଥ୍ୟ ଓ କଲ୍ୟାଣ କେନ୍ଦ୍ରର ଉଦ୍ଘାଟନ ସହ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

April 14th, 02:56 pm

ଆମ୍ବେଦକର ଜୟନ୍ତୀ ଉପଲକ୍ଷେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେନ୍ଦ୍ର ସରକାରଙ୍କ ମହତ୍ତ୍ଵାକାଂକ୍ଷୀ ସ୍ୱାସ୍ଥ୍ୟ ସୁରକ୍ଷା କାର୍ଯ୍ୟକ୍ରମ-ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ ଏକ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ କେନ୍ଦ୍ରର ଉଦଘାଟନ କରିଥିଲେ । ଛତିଶଗଡ଼ର ଅଭିଳାଷୀ (ପଛୁଆ) ଜିଲ୍ଲା ବିଜାପୁରର ଜଙ୍ଗଲା ବିକାଶ ହବ ଠାରେ ଏହି କେନ୍ଦ୍ର ଉଦଘାଟନ କରାଯାଇଥିଲା ।

ସ୍ୱାସ୍ଥ୍ୟ କ୍ଷେତ୍ରକୁ ବଳ; ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ମିଶନ (ଏନଏଚଏମ)କୁ 1-04-2017ଠାରୁ 31-03-2020 ପର୍ଯ୍ୟନ୍ତ ଜାରି ରଖିବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

March 21st, 10:20 pm

ସ୍ୱାସ୍ଥ୍ୟ କ୍ଷେତ୍ରକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ 01 ଏପ୍ରିଲ, 2017 ଠାରୁ 31 ମାର୍ଚ୍ଚ 2020 ପର୍ଯ୍ୟନ୍ତ ଜାତୀୟ ସ୍ୱାସ୍ଥ୍ୟ ମିଶନ (ଏନଏଚଏମ)କୁ ଜାରି ରଖାଯିବ । ଏଥିପାଇଁ କେନ୍ଦ୍ର ସରକାର 85,217 କୋଟି ଟଙ୍କାର ବଜେଟ ସହାୟତା ଯୋଗାଇ ଦେବେ । ଏ ସଂକ୍ରାନ୍ତ ପ୍ରସ୍ତାବକୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ମଞ୍ଜୁରି ମିଳିଛି ।