PM Modi Addresses public meetings in Sagwara and Kotri, Rajasthan
November 22nd, 09:05 am
The electoral atmosphere intensified as PM Narendra Modi engaged in two spirited rallies in Sagwara and Kotri ahead of the Rajasthan assembly election. “This region has suffered greatly under Congress rule. The people of Dungarpur are well aware of how the misrule of the Congress has shattered the dreams of the youth,” PM Modi said while addressing the public rally.ହିମାଚଳ ପ୍ରଦେଶର ଚମ୍ବାରେ ବିକାଶମୂଳକ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
October 13th, 05:23 pm
ସର୍ବପ୍ରଥମେ ମୁଁ ଚମ୍ବାବାସୀଙ୍କୁ କ୍ଷମା ମାଗୁଛି କାରଣ ଏଥର ମୋତେ ଏଠାକୁ ଆସିବାରେ ବହୁତ ବିଳମ୍ବ ହୋଇଗଲା, କିଛି ବର୍ଷ ଏହା ମଧ୍ୟ ବତିଯାଇଛି । କିନ୍ତୁ ମୋର ସୌଭାଗ୍ୟ ଯେ ପୁଣି ଆଜି ସମସ୍ତଙ୍କ ମଧ୍ୟକୁ ଆସି ଆପଣ ସମସ୍ତଙ୍କର ଦର୍ଶନ କରିବାର, ଆପଣଙ୍କର ଆଶୀର୍ବାଦ ପ୍ରାପ୍ତ କରିବାର ମୋତେ ଅବସର ମିଳିଲା ।PM lays foundation stone of two hydropower projects in Chamba, Himachal Pradesh
October 13th, 12:57 pm
PM Modi laid the foundation stone of two hydropower projects and launched Pradhan Mantri Gram Sadak Yojana -III in Chamba. India’s Azadi ka Amrit Kaal has begun during which we have to accomplish the goal of making, he added.ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
August 03rd, 12:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ମତବିନିମୟ
August 03rd, 12:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସି ମାଧ୍ୟମରେ ଗୁଜରାଟର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଥିଲେ । ଏହି ଅବସରରେ ରାଜ୍ୟରେ ଏକ ଜନ ଅଂଶଗ୍ରହଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଏହି ଯୋଜନା ସମ୍ପର୍କରେ ଅଧିକ ଜନସଚେତନା ସୃଷ୍ଟି ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।ଗୁଜରାଟର ବାଲସାଦ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 23rd, 12:47 pm
ଗୁଜରାଟର ଲୋକପ୍ରୀୟ ମୁଖ୍ୟମନ୍ତ୍ରୀ, ଭାଇ ଶ୍ରୀ ବିଜୟ ଭାଇ ରୂପାନୀ, ମଂଚରେ ଉପସ୍ଥିତ ସୌଭାଗ୍ୟଜନମାନେ, ଏଠାରେ ବିଶାଳ ସଂଖ୍ୟାରେ ଉପସ୍ଥିତ ମୋର ଭାଇ ଏବଂ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ସାମୁହିକ ଇ-ଗୃହ ପ୍ରବେଶ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ;
August 23rd, 12:45 pm
ଗୁଜରାଟର ବାଲସାଦ ଜିଲ୍ଲା ଅନ୍ତର୍ଗତ ଜୁଜୱା ଗ୍ରାମରେ ଆୟୋଜିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀମାନଙ୍କ ସାମଗ୍ରୀକ ଇ-ଗୃହ ପ୍ରବେଶ କାର୍ଯ୍ୟକ୍ରମରେ ହଜାର ହଜାର ଜନସାଧାରଣଙ୍କ ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗଦେଇଥିଲେ । ରାଜ୍ୟର 26ଟି ଜିଲ୍ଲାରେ ଏକ ଲକ୍ଷରୁ ଅଧିକ ଆବାସ ଏହି ଅବସରରେ ହିତାଧିକାରୀମାନଙ୍କୁ ବଂଟନ କରାଯାଇଥିଲା । ବିଭିନ୍ନ ଜିଲ୍ଲାର ହିତାଧିକାରୀମାନେ ଭିଡିଓ ଲିଙ୍କ ଜରିଆରେ ଯୋଡ଼ି ହୋଇଥିଲେ ଏବଂ ପ୍ରଧାନମନ୍ତ୍ରୀ ସେମାନଙ୍କ ମଧ୍ୟରୁ କେତେକଙ୍କ ସହିତ ଆଲୋଚନା କରିଥିଲେ ।କର୍ଣ୍ଣାଟକରେ ଏବେ କଂଗ୍ରେସର ଓଲଟା ଗଣତି ଆରମ୍ଭ ହୋଇଯାଇଛି :ବେଙ୍ଗାଲୁରୁରେ ପ୍ରଧାନମନ୍ତ୍ରୀ ମୋଦୀ
February 04th, 05:02 pm
ପ୍ରଧାନମନ୍ତ୍ରୀ ମୋଦୀ ରବିବାରକୁ କର୍ଣ୍ଣାଟକର ବେଙ୍ଗାଲୁରୁ ଭାରତୀୟ ଜନତା ଦଳର 'ପରିବର୍ତ୍ତନ ଯାତ୍ରା' ରାଲିକୁ ସମ୍ବୋଧିତ କରି କହିଲେ ଯେ କର୍ଣ୍ଣାଟକରେ କଂଗ୍ରେସ ସରକାରଙ୍କ ବିଦାୟର ଓଲଟା ଗଣତି ଆରମ୍ଭ ହୋଇଯାଇଛି । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ,ବିଜେପି ସରକାର ମାନେ କେବଳ ବିକାଶ ଏବଂ କଂଗ୍ରେସ ସରକାର ମାନେ ଭ୍ରଷ୍ଟାଚାର ,ତୁଷ୍ଟିକରଣ ,ଜାତିବାଦ ଏବଂ ବଂଶବାଦ ।PM Modi addresses public meeting in Bengaluru, Karnataka
February 04th, 04:58 pm
Addressing a ‘Parivartane Yatre’ rally in Bengaluru, PM Narendra Modi remarked that countdown for Congress to exit the state had begun and they were now standing at the exit gate. He added that BJP was devoted to development while the Congress only stood for corruption, politics of appeasement and pision.The real essence of a democracy is Jan Bhagidari, says PM Narendra Modi
October 11th, 11:56 am
PM Modi attended birth centenary celebration of Nanaji Deshmukh. Paying tributes to Nanaji Deshmukh and Loknayak JP, the PM said that both devoted their lives towards the betterment of our nation. The PM also launched the Gram Samvad App and inaugurated a Plant Phenomics Facility of IARIନାନାଜୀ ଦେଶମୁଖଙ୍କ ଜନ୍ମଶତବାର୍ଷିକୀ ସମାରୋହର ଉଦ୍ଘାଟନୀ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
October 11th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପୁସାଠାରେ ଭାରତୀୟ କୃଷି ଗବେଷଣା ପରିଷଦ ପରିସରରେ ଆୟୋଜିତ ନାନାଜୀ ଦେଶମୁଖଙ୍କ ଜନ୍ମ ଶତବାର୍ଷିକୀ ସମାରୋହର ଉଦ୍ଘାଟନୀ ଉତ୍ସବରେ ଯୋଗ ଦେଇଛନ୍ତି ।ଦୀନଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀରେ ଓଏନଜିସିକୁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ
September 25th, 09:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମ ବାର୍ଷିକୀ ଉପଲକ୍ଷେ ଏକ ଆହ୍ୱାନ ଗ୍ରହଣ କରିବା ଲାଗି ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ - ଓଏନଜିସିକୁ ଆମନ୍ତ୍ରଣ ଜଣାଇଥିଲେ । ସୌଭାଗ୍ୟ ଯୋଜନା ଶୁଭାରମ୍ଭ କରିବା ଅବସରରେ ଓଏନଜିସିର ଅଧିକାରୀ ଏବଂ କର୍ମଚାରୀଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ସେମାନଙ୍କୁ ଦକ୍ଷ ବୈଦ୍ୟୁତିକ ଚୁଲା ପ୍ରସ୍ତୁତ କରିବା ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । ଏହି ଚୁଲା ବିଦ୍ୟୁତ ଶକ୍ତିର ଉପଯୋଗ କରି ରୋଷେଇ କାର୍ଯ୍ୟ ସମ୍ପାଦନ କରିପାରିବ ।ଭାରତର କୋଟି କୋଟି ଜୀବନକୁ ଆଲୋକିତ କରିବ ସୌଭାଗ୍ୟ ଯୋଜନା :ପ୍ରଧାନମନ୍ତ୍ରୀ ମୋଦୀ
September 25th, 08:34 pm
ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା (ସୌଭାଗ୍ୟ)ର ଶୁଭାରମ୍ଭ କରିଛନ୍ତି । ପ୍ରତିଘରେ ବିଦ୍ୟୁତ ସେବା ପହଂଚାଇବା ଏହି ଯୋଜନାର ଉଦ୍ଦେଶ୍ୟ । ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମବାର୍ଷିକୀ ଅବସରରେ, ପ୍ରଧାନମନ୍ତ୍ରୀ ମଧ୍ୟ ଓଏନଜିସିର ନୂଆ କୋଠା - ଦୀନଦୟାଲ ଉର୍ଜା ଭବନର ଲୋକାର୍ପଣ କରିଥିଲେ ।ପ୍ରଧାନମନ୍ତ୍ରୀ ମଧ୍ୟ ବାସେନ୍ ଗ୍ୟାସ ଫିଲ୍ଡ ଠାରେ ବୁଷ୍ଟର କମ୍ପ୍ରେସର ବ୍ୟବସ୍ଥାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ ।ପ୍ରଧାନମନ୍ତ୍ରୀ ଏହି ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା, ବୀମା ଯୋଜନା, ମୁଦ୍ରା ଯୋଜନା, ଉଜ୍ଜ୍ୱଳା ଯୋଜନା ଏବଂ ଉଡାନ୍ ଆଦିର ସଫଳତା ସମ୍ପର୍କରେ ଉଲ୍ଲେଖ କରିଥିଲେ ।“ସୌଭାଗ୍ୟ” ଯୋଜନା ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ରାଷ୍ଟ୍ର ସମର୍ପିତ କଲେ ଦୀନଦୟାଲ ଉର୍ଜା ଭବନ
September 25th, 08:28 pm
ପ୍ରଧାନମନ୍ତ୍ରୀ ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା (ସୌଭାଗ୍ୟ)ର ଶୁଭାରମ୍ଭ କରିଛନ୍ତି । ପ୍ରତିଘରେ ବିଦ୍ୟୁତ ସେବା ପହଂଚାଇବା ଏହି ଯୋଜନାର ଉଦ୍ଦେଶ୍ୟ ।ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 25, 2017
September 25th, 08:23 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।