The dreams of crores of women, poor and youth are Modi's resolve: PM Modi
February 18th, 01:00 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.PM Modi addresses BJP Karyakartas during BJP National Convention 2024
February 18th, 12:30 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.ଜୟପୁରରେ ସିପେଟର ପେଟ୍ରୋକେମିକାଲ୍ସ ଟେକ୍ନୋଲୋଜି ପ୍ରତିଷ୍ଠାନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 30th, 11:01 am
ରାଜସ୍ଥାନର ମାଟିର ସୁପୁତ୍ର ଆଉ ଭାରତର ସବୁଠାରୁ ବଡ଼ ପଂଚାୟତ ଲୋକସଭାର ରକ୍ଷାକର୍ତା, ଆମର ଆଦରଣୀୟ ବାଚସ୍ପତି ଶ୍ରୀମାନ ଓମ ବିରଲା ମହୋଦୟ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀମାନ ଅଶୋକ ଗହଲୋଟ ମହାଶୟ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ମନସୁଖ ମଣ୍ଡଭ୍ୟ ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ଅନ୍ୟ ସମସ୍ତ ସହଯୋଗୀ ଶ୍ରୀମାନ ଗଜେନ୍ଦ୍ର ସିଂହ ଶେଖାୱତ ମହାଶୟ, ଭୂପେନ୍ଦ୍ର ଯାଦବ ମହାଶୟ, ଅର୍ଜୁନ ରାମ ମେଘୱାଲ ମହାଶୟ, କୈଳାଶ ଚୌଧୂରୀ ମହାଶୟ, ଡକ୍ଟର ଭାରତୀ ପାୱାର ମହାଶୟ, ଭଗବନ୍ତ ଖୁବା ମହାଶୟ, ରାଜସ୍ଥାନର ପୂବତର୍ନ ମୁଖ୍ୟମନ୍ତ୍ରୀ ଭଉଣୀ ବସୁନ୍ଧରା ରାଜେ ମହାଶୟା, ବିରୋଧୀ ଦଳ ନେତା ଶ୍ରୀମାନ ଗୁଲାବ ଚନ୍ଦ କଟାରିୟା ମହାଶୟ, ରାଜସ୍ଥାନ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ଆଉ ରାଜସ୍ଥାନର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ସିଆଇପିଇଟି- ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ ଜୟପୁରଠାରେ ଉଦ୍ଘାଟିତ
September 30th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ପେଟ୍ରୋରସାୟନ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ -ସିପେଟ ଜୟପୁରଠାରେ ଉଦ୍ଘାଟନ କରିଛନ୍ତି । ସେ ମଧ୍ୟ ରାଜସ୍ଥାନର ବାଂସୱାଡା, ସିରୋହୀ, ହନୁମାନଗଡ ଓ ଦଉସା ଜିଲ୍ଲାରେ ଚାରୋଟି ନୂତନ ମେଡିକାଲ କଲେଜର ଶିଳାନ୍ୟାସ ମଧ୍ୟ କରିଛନ୍ତି । ସିପେଟ ପ୍ରତିଷ୍ଠାନ ଓ ଚାରିଟି ନୂତନ ମେଡିକାଲ କଲେଜ ନିମନ୍ତେ ସେ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ମଧ୍ୟ ଜଣାଇଥିଲେ । ୨୦୧୪ ମସିହା ପରେ କେନ୍ଦ୍ର ସରକାର ରାଜସ୍ଥାନ ପାଇଁ ୨୩ଟି ମେଡିକାଲ କଲେଜ ଅନୁମୋଦନ କରିଥିଲେ ଓ ସେଥିରୁ ସାତଟିର କାର୍ଯ୍ୟ ଶେଷ ହୋଇଛି ବୋଲି ସେ କହିଛଛନ୍ତି ।India will emerge stronger only when we empower our daughters: PM Modi
February 12th, 01:21 pm
Prime Minister Modi addressed Swachh Shakti 2019 in Kurukshetra, Haryana and launched various development projects. Addressing the programme, PM Modi lauded India’s Nari Shakti for their contributions towards the noble cause of cleanliness. The Prime Minister said that in almost 70 years of independence, sanitation coverage which was merely 40%, has touched 98% in the last five years.ସଶକ୍ତ ମହିଳାମାନେ ସଶକ୍ତ ସମାଜ ଓ ଏକ ଶକ୍ତିଶାଳୀ ରାଷ୍ଟ୍ର ନିର୍ମାଣ କରିପାରିବେ : ପ୍ରଧାନମନ୍ତ୍ରୀ
February 12th, 01:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର କୁରୁକ୍ଷେତ୍ର ଗସ୍ତ କରିଥିଲେ । ସେ ମହିଳା ସରପଞ୍ଚମାନଙ୍କୁ ନେଇ ଆୟୋଜିତ ସମ୍ମେଳନ ସ୍ୱଚ୍ଛ ଶକ୍ତି-2019ରେ ଅଂଶଗ୍ରହଣ କରିଥିଲେ । ଏଥିରେ ସେ ଦେଶବ୍ୟାପୀ ବିଭିନ୍ନ ସ୍ଥାନରୁ ଯୋଗ ଦେଇଥିବା ମହିଳା ସରପଞ୍ଚମାନଙ୍କୁ ସ୍ୱଚ୍ଛ ଶକ୍ତି 2019 ପୁରସ୍କାରରେ ପୁରସ୍କୃତ କରିଥିଲେ । ପ୍ରଧାନମନ୍ତ୍ରୀ କୁରୁକ୍ଷେତ୍ରଠାରେ ସ୍ୱଚ୍ଛ ସୁନ୍ଦର ଶୌଚାଳୟ ପ୍ରଦର୍ଶନୀ ପରିଦର୍ଶନ କରିଥିଲେ । ସେ ହରିୟାଣା ପାଇଁ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଥିଲେ । ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଏହି ଅବସରରେ ଉପସ୍ଥିତ ଥିଲେ ।Through the Swachh Bharat Abhiyan, we are ensuring cleaner and healthier environment for our children: PM Modi
February 11th, 12:45 pm
PM Modi took part in the 3 billionth meal of Akshaya Patra mid-day meal programme in Vrindavan today where he served food to children. Addressing a gathering at the event, PM Modi spoke at length about Centre's flagship initiatives like Mission Indradhanush and National Nutrition Mission. Stressing on cleanliness, the PM said, Swachhata is an important aspect of any child's health. Through the Swachh Bharat Abhiyan, we are ensuring cleaner and healthier environment fo rour children.ବୃନ୍ଦାବନରେ 300ତମ ଖାଦ୍ୟଥାଳି ପରଷିଲେ ପ୍ରଧାନମନ୍ତ୍ରୀ
February 11th, 12:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବୃନ୍ଦାବନ ଗସ୍ତ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ବୃନ୍ଦାବନର ଚନ୍ଦ୍ରୋଦୟ ମନ୍ଦିର ପରିସରରେ ଅକ୍ଷୟ ପାତ୍ର ଫାଉଣ୍ଡେସନର 300 କୋଟିତମ ଖାଦ୍ୟପାତ୍ରର ଏକ ଫଳକ ଉନ୍ମୋଚନ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଦୁସ୍ଥ ସ୍କୁଲ ଛାତ୍ରଛାତ୍ରୀମାନଙ୍କୁ ବଣ୍ଟନ କରାଯାଉଥିବା 300 କୋଟିତମ ଖାଦ୍ୟଥାଳି ପରିବେଷଣ କରିଛନ୍ତି । ଇସ୍କନ ଅନୁଷ୍ଠାନ ପରିସରରେ ଶ୍ରୀଲ ପ୍ରଭୁପାଦଙ୍କ ବିଗ୍ରହରେ ପ୍ରଧାନମନ୍ତ୍ରୀ ଏହି ଅବସରରେ ପୁଷ୍ପାଞ୍ଜଳି ଅର୍ପଣ କରିଥିଲେ ।ତାମିଲନାଡ଼ୁର ମଦୁରାଇଠାରେ ଏମ୍ସର ଶିଳାନ୍ୟାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 27th, 11:55 am
ମଦୁରାଇରେ ଏମ୍ସ ପ୍ରତିଷ୍ଠା କରିବା ସହିତ ଆମେ ଏହା କହିପାରିବା ଯେ ଚିକିତ୍ସା ସୁବିଧାର ଏହି ପରିଚୟକୁ ଏବେ ଦେଶର ସମସ୍ତ କୋଣଅନୁକୋଣ- କନ୍ୟାକୁମାରୀରୁ କାଶ୍ମୀର ଠାରୁ ମଦୁରାଇ ଏବଂ ଗୌହାଟୀରୁ ଗୁଜରାଟ ପର୍ଯ୍ୟନ୍ତ ସମ୍ପ୍ରସାରିତ କରିଦିଆଯାଇଛି । ମଦୁରାଇରେ ଏମ୍ସର ନିର୍ମାଣ 1600 କୋଟି ଟଙ୍କାରୁ ଅଧିକ ବ୍ୟୟ ସହିତ କରାଯିବ । ଏହାଦ୍ୱାରା ତାମିଲନାଡ଼ୁର ସମସ୍ତ ଲୋକମାନଙ୍କୁ ଲାଭ ମିଳିପାରିବ ।ମଦୁରାଇରେ ଏମ୍ସ ନିର୍ମାଣ ହେବା ପରେ, ବ୍ରାଣ୍ଡ ଏମ୍ସ ଏବେ ଦେଶର କୋଣ ଅନୁକୋଣରେ ପହଁଚିଲା : ପ୍ରଧାନମନ୍ତ୍ର
January 27th, 11:54 am
ମଦୁରାଇ ଏବଂ ପାଶ୍ୱବର୍ତ୍ତୀ ଅଂଚଳରେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିକୁ ପ୍ରୋତ୍ସାହନ ପୂର୍ବକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଦୁରାଇ ଠାରେ ଏମ୍ସ ପାଇଁ ଶିଳାନ୍ୟାସ କରିବା ସହିତ ବିଭିନ୍ନ ପ୍ରକଳ୍ପକୁ ଉଦଘାଟନ କରିଛନ୍ତି ।ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କର ଶୁଭ ଉଦଘାଟନ ଅବସରରେ ଦିଲ୍ଲୀର ତାଲକଟୋରା ଷ୍ଟାଡ଼ିୟମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 01st, 10:54 pm
ମଞ୍ଚ ଉପରେ ବିରାଜମାନ ମନ୍ତ୍ରିପରିଷଦର ମୋର ସହଯୋଗୀ, ଶ୍ରୀମାନ ମନୋଜ ସିହ୍ନା ମହାଶୟ, ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କର ସିଇଓ, ଏବଂ ଡାକ ବିଭାଗ ସଚିବ, ଆଇବିପିର ସମସ୍ତ ସାଥୀ, ଏଠାରେ ଉପସ୍ଥିତ ଅନ୍ୟ ସମସ୍ତ ମହାନୁଭବ, ମହିଳା ଏବଂ ଭଦ୍ର ବ୍ୟକ୍ତିଗଣ ।ଇଣ୍ଡିଆ ପୋଷ୍ଟ ପେମେଣ୍ଟସ ବ୍ୟାଙ୍କ ଆର୍ଥିକ ଅନ୍ତର୍ଭୂକ୍ତୀକରଣ ଦିଗରେ ଏକ ବୃହତ ପଦକ୍ଷେପ – ପ୍ରଧାନମନ୍ତ୍ରୀ
September 01st, 04:45 pm
ନୂଆଦିଲ୍ଲୀର ତାଲକୋଟ୍ରା ଷ୍ଟାଡିୟମ ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡିଆ ପୋଷ୍ଟ ପେମେଂଟ୍ସ ବ୍ୟାଙ୍କ (ଆଇପିପିବି)ର ଶୁଭାରମ୍ଭ କରିଛନ୍ତି । ଦିଲ୍ଲୀରେ ଆୟୋଜିତ ମୁଖ୍ୟ କାର୍ଯ୍ୟକ୍ରମ ସହିତ ସାରା ଦେଶର 3 ହଜାରରୁ ଉର୍ଦ୍ଧ୍ଵ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମ ସଂଯୁକ୍ତ ହୋଇଥିଲା ।ଏମ୍ସରେ ବିଭିନ୍ନ ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 29th, 11:52 am
ମନ୍ତ୍ରୀପରିଷଦରେ ମୋର ସାଥୀ ଶ୍ରୀମାନ ଜେପି ନଡ୍ଡା ମହୋଦୟ, ଅଶ୍ୱିନୀ ଚୌବେ ମହୋଦୟ, ଅନୁପ୍ରିୟା ପଟେଲ ମହୋଦୟା ଏବଂ ଏହି ମଂଚରେ ଉପସ୍ଥିତ ଶ୍ରୀମାନ ରଣଦୀପ ଗୁଲେରିଆ ମହୋଦୟ, ଶ୍ରୀ ଆଇ.ଏସ. ଝା, ଡା. ରାଜେଶ ଶର୍ମା ଏବଂ ସମସ୍ତ ମହାନୁଭବଗଣ ।ଏମ୍ସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
June 29th, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଶୁକ୍ରବାର) ନୂଆଦିଲ୍ଲୀଠାରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ରେ ରାଷ୍ଟ୍ରୀୟ ବୟୋବୃଦ୍ଧ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାଦ୍ୱାରା ବୃଦ୍ଧଜନମାନଙ୍କ ପାଇଁ ବହୁମୂଖୀ ସ୍ପେଶାଲିଟି ସ୍ୱାସ୍ଥ୍ୟସେବା ସୁବିଧା ଉପଲବ୍ଧ ହୋଇପାରିବ । 200 ଶଯ୍ୟା ବିଶିଷ୍ଟ ଜେନେରାଲ ୱାର୍ଡ ବ୍ୟବସ୍ଥା ଏଠାରେ ରହିବ ।Social Media Corner 1st August
August 01st, 08:48 pm
Your daily does of governance updates from Social Media. Your tweets on governance get featured here daily. Keep reading and sharing!Social Media Corner – 31st Jul’16
July 31st, 07:52 pm
Our future will be technology driven. We need to embrace it: PM Modi
July 31st, 11:36 am