PM Modi expresses gratitude to world leaders for birthday wishes
September 17th, 10:53 pm
The Prime Minister Shri Narendra Modi expressed his gratitude to the world leaders for birthday wishes today.୭୮ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 15th, 09:20 pm
୭୮ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ଓଅଭିନନ୍ଦନ ଜଣାଇଥିବାରୁ ବିଶ୍ୱ ନେତୃତ୍ୱଙ୍କୁଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ।ପ୍ରଧାନମନ୍ତ୍ରୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଅଂଶଗ୍ରହଣ କରିଥିଲେ
June 09th, 11:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ହୋଇଥିଲା । ସମ୍ମାନିତ ଅତିଥି ଭାବେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗରୀୟ କ୍ଷେତ୍ରର ନେତାମାନେ ଯୋଗ ଦେଇଥିଲେ ।ପ୍ରଧାନମନ୍ତ୍ରୀ ଓ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ପାଇଁ ବିଭିନ୍ନ ଦେଶର ନେତାଙ୍କ ଭାରତ ଗସ୍ତ
June 08th, 12:24 pm
୨୦୨୪ ସାଧାରଣ ନିର୍ବାଚନ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ୯ ଜୁନ ୨୦୨୪ରେ ଅନୁଷ୍ଠିତ ହେବ । ଏହି ଅବସରରେ ଭାରତର ପଡ଼ୋଶୀ ଏବଂ ଭାରତ ମହାସାଗର ଅଞ୍ଚଳର ନେତାମାନଙ୍କୁ ବିଶିଷ୍ଟ ଅତିଥି ଭାବେ ନିମନ୍ତ୍ରଣ କରାଯାଇଛି।ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମରିସସ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
June 05th, 10:08 pm
ଆଜି ମରିସସର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କେ ଜଗନାଥଙ୍କ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଶୁଭେଚ୍ଛାମୂଳକ ଫୋନ କଲ ପାଇଛନ୍ତି । ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥରର ଐତିହାସିକ ବିଜୟ ସକାଶେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଜଗନାଥ ଅଭିନନ୍ଦନ ଜଣାଇଥିଲେ । ଏହି ବିଜୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱ ପ୍ରତି ବିଶ୍ୱର ବୃହତ୍ତମ ଗଣତନ୍ତ୍ରର ବିଶ୍ୱାସର ସାକ୍ଷୀ ବୋଲି ସେ କହିଥିଲେ । ବିଶ୍ୱର ସର୍ବବୃହତ୍ତମ ଗଣତାନ୍ତ୍ରିକ ପ୍ରକ୍ରିୟାକୁ ସଫଳତାର ସହ ଏବଂ ଦୃଷ୍ଟାନ୍ତମୂଳକ ଭାବେ ସମ୍ପନ୍ନ କରାଇପାରିଥିବାରୁ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଧାନମନ୍ତ୍ରୀ ଜଗନାଥ ଶୁଭେଚ୍ଛା ଜଣାଇଥିଲେ ।ଗଣତନ୍ତ୍ର ଦିବସର ଶୁଭେଚ୍ଛା ପାଇଁ ମରିସସ୍ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ପ୍ରଧାନମନ୍ତ୍ରୀ
January 26th, 10:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଥିବା ମରିସସ୍ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥଙ୍କୁ ଧନ୍ୟବାଦ ଦେଇଛନ୍ତି ।ଜନ୍ମଦିନ ଶୁଭେଚ୍ଛା ନିମନ୍ତେ ରାଷ୍ଟ୍ରପତି, ଉପ ରାଷ୍ଟ୍ରପତି ଓ ବିଶ୍ୱର ଅନ୍ୟ ନେତାମାନଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ
September 17th, 10:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜନ୍ମଦିନ ଶୁଭେଚ୍ଛା ନିମନ୍ତେ ରାଷ୍ଟ୍ରପତି, ଉପ ରାଷ୍ଟ୍ରପତି ଓ ବିଶ୍ୱର ଅନ୍ୟ ନେତାମାନଙ୍କୁ ତାଙ୍କର କୃତଜ୍ଞତା ଜ୍ଞାପନ କରିଛନ୍ତି ।ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇଥିବା ନେତାମାନଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
September 08th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୯ ଓ ୧୦ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପହଞ୍ଚିଥିବା ନେତାମାନଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।ମରିସସର ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ କୁମାର ଜଗନ୍ନାଥଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
September 08th, 08:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୮ରେ ଦିଲ୍ଲୀରେ ଜି-୨୦ ସମ୍ମିଳନୀ ପୂର୍ବରୁ ମରିସସ ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବୀନ୍ଦ କୁମାର ଜଗନ୍ନାଥଙ୍କୁ ଭେଟିଛନ୍ତି ।ମରିସସ୍ ପ୍ରଧାନମନ୍ତ୍ରୀ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଏବଂ ଆମେରିକା ରାଷ୍ଟ୍ରପତିଙ୍କ ସହ ନୂଆଦିଲ୍ଲୀ ସ୍ଥିତ ତାଙ୍କ ବାସଭବନରେ ତିନୋଟି ଦ୍ୱିପାକ୍ଷିକ ବୈଠକ କରିବେ ପ୍ରଧାନମନ୍ତ୍ରୀ
September 08th, 01:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସନ୍ଧ୍ୟାରେ ନୂଆଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ମରିସସ୍ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ, ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ତିନୋଟି ଦ୍ୱିପାକ୍ଷିକ ବୈଠକ କରିବେ ବୋଲି ଏକ ଏକ୍ସ ପୋଷ୍ଟରେ ସୂଚନା ଦେଇଛନ୍ତି।୭୭ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
August 15th, 04:21 pm
ଭାରତର ୭୭ତମ ସ୍ୱାଧୀନତା ଦିବସ ଅବସରରେ ଶୁଭେଚ୍ଛା ତଥା ଅଭିନନ୍ଦନ ଜଣାଇଥିବା ବିଶ୍ୱ ନେତାମାନଙ୍କୁ ପ୍ରଧାନମନ୍ତ୍ରୀ, ଶ୍ରୀ ନରେନ୍ଦ୍ର ମୋଦୀ ଧନ୍ୟବାଦ ଜଣାଇଛନ୍ତି ।ମରିସସରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମା ସ୍ଥାପିତ କରାଯାଇଥିବାରୁ ସନ୍ତୋଷତା ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
May 01st, 03:46 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମରିସସରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମା ସ୍ଥାପନ କରାଯାଇଥିବାରୁ ସନ୍ତୋଷତା ପ୍ରକାଶ କରିଛନ୍ତି ଓ ଏହା ସବୁ ଭାରତୀୟଙ୍କ ପାଇଁ ଗୌରବର ବିଷୟ ବୋଲି ଉଲ୍ଲେଖ କରିଛନ୍ତି ।ଭାରତର ୭୪ତମ ଗଣତନ୍ତ୍ର ଦିବସରେ ଶୁଭେଚ୍ଛା ଜଣାଇଥିବା ବିଶ୍ୱ ନେତୃବୃନ୍ଦଙ୍କୁ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ
January 26th, 09:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ୭୪ତମ ଗଣତନ୍ତ୍ର ଦିବସ ଅବସରରେ ଶୁଭେଚ୍ଛା ଜଣାଇଥିବା ବିଶ୍ୱ ନେତୃବୃନ୍ଦଙ୍କୁ ଧନ୍ୟବାଦ ଜଣାଇଛନ୍ତି ।Lifestyle of the planet, for the planet and by the planet: PM Modi at launch of Mission LiFE
October 20th, 11:01 am
At the launch of Mission LiFE in Kevadia, PM Modi said, Mission LiFE emboldens the spirit of the P3 model i.e. Pro Planet People. Mission LiFE, unites the people of the earth as pro planet people, uniting them all in their thoughts. It functions on the basic principles of Lifestyle of the planet, for the planet and by the planet.PM launches Mission LiFE at Statue of Unity in Ekta Nagar, Kevadia, Gujarat
October 20th, 11:00 am
At the launch of Mission LiFE in Kevadia, PM Modi said, Mission LiFE emboldens the spirit of the P3 model i.e. Pro Planet People. Mission LiFE, unites the people of the earth as pro planet people, uniting them all in their thoughts. It functions on the basic principles of Lifestyle of the planet, for the planet and by the planet.୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଶୁଭେଚ୍ଛା ଜ୍ଞାପନ ନିମନ୍ତେ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
August 15th, 10:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ବିଶ୍ୱ ନେତାମାନଙ୍କୁ ସେମାନଙ୍କ ଅଭିନନ୍ଦନ ଓ ଶୁଭେଚ୍ଛା ନିମନ୍ତେ ଧନ୍ୟବାଦ ଜଣାଇଛନ୍ତି ।ମରିସସ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
April 20th, 08:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମରିସସ ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରଭିନ୍ଦ କୁମାର ଜଗନ୍ନାଥଙ୍କ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗୁଜୁରାଟ ଗସ୍ତ ବେଳେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଅବସରରେ ଉଭୟ ନେତା ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରି ସାରିଛନ୍ତି ।ପ୍ରଧାନମନ୍ତ୍ରୀ ଏପ୍ରିଲ ୧୮ରୁ ୨୦ଯାଏ ଗୁଜରାଟ ଗସ୍ତରେ ଯିବେ
April 16th, 02:36 pm
ପ୍ରଧାନମନ୍ତୀ ଶ୍ରୀ ନରେନ୍ଦ୍ର ମୋଦୀ ଚଳିତମାସ ୧୮ରୁ ୨୦ତାରିଖ ପର୍ଯ୍ୟନ୍ତ ତିନିଦିନିଆ ଗୁଜରାଟ ଗସ୍ତରେ ଯିବେ। ଏପ୍ରିଲ ୧୮ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ସ୍କୁଲ ସମୂହ ପାଇଁ ନିର୍ମିତ ‘କମାଣ୍ଡ ଆଣ୍ଡ କଣ୍ଟ୍ରୋଲ ସେଣ୍ଟର’କୁ ବୁଲି ଦେଖିବେ । ଏପ୍ରିଲ ୧୯ତାରିଖ ପୂର୍ବାହ୍ନ ପ୍ରାୟ୯ଟା ୪୦ମିନିଟ୍ ସମୟରେ ପ୍ରଧାନମନ୍ତ୍ରୀ ବନାସକାଣ୍ଠା ଜିଲ୍ଲାର ଦିୟୋଦରଠାରେ ‘ବନାସ ଡେରୀ ସଂକୁଳ’ ର ବିବିଧ ଉନ୍ନୟନ ପ୍ରକଳ୍ପର ଉଦ୍ଘାଟନ ଓ ଶୁଭ ଦେବେ । ଏହାପରେ ସେଦିନ ଅପରାହ୍ନ ପ୍ରାୟ ସାଢେ ତିନିଟା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଜାମନଗରରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ପାରମ୍ପରିକ ଔଷଧର ବୈଶ୍ୱିକ କେନ୍ଦ୍ରର ଶୁଭ ଦେବାର କାର୍ଯ୍ୟକ୍ରମ ଚୂଡାନ୍ତ ହୋଇଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ ମରିସସ୍ ପ୍ରତିପକ୍ଷ ପ୍ରବିନ୍ଦ ଜଗନ୍ନାଥଙ୍କ ଦ୍ୱାରା ମିଳିତଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍ରେ ସାମାଜିକ ଆବାସ ପ୍ରକଳ୍ପର ଉଦ୍ଘାଟନ ଦୁଇ ପ୍ରଧାନମନ୍ତ୍ରୀ ମରିସସ୍ରେ ସିଭିଲ ସର୍ଭିସ କଲେଜ ଓ ଆଠ ମେଗାୱାଟର ସୋଲାର ପିଭି ପ୍ରକଳ୍ପର ଶୁଭ ଦେଲେ
January 20th, 06:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ମରିସସ୍ର ପ୍ରଧାନମନ୍ତ୍ରୀ ଶ୍ରୀ ପ୍ରବିନ୍ଦ କୁମାର ଜଗନ୍ନାଥ ଆଜି ମିଳିତିଭାବେ ଆଭାସୀ ବ୍ୟବସ୍ଥାରେ ମରିସସ୍ରେ ନବନିର୍ମିତ ଏକ ସାମାଜିକ ଆବାସ ପ୍ରକଳ୍ପକୁ ଉଦ୍ଘାଟନ କରିଛନ୍ତି । ଭାରତର ଅଂଶୀଦାରୀରେ ମରିସସ୍ରେ ଏହି ପ୍ରକଳ୍ପଟି କାର୍ଯ୍ୟକାରୀ ହୋଇଛି । ଏହି ଅବସରରେ ଦୁଇ ପ୍ରଧାନମନ୍ତ୍ରୀ ମଧ୍ୟ ଆଭାସୀ ବ୍ୟବସ୍ଥାରେ ମରିସସ୍ରେ ଏକ ସିଭିଲି ସର୍ଭିସ କଲେଜ ଓ ଆଠ ମେଗାୱାଟ କ୍ଷମତା ବିଶିଷ୍ଟ ଏକ ସୋଲାର ପିଭି ପ୍ରକଳ୍ପର ଶିଳାନ୍ୟାସ ମିଳିତଭାବେ କରିଛନ୍ତି ।ମରିସସ୍ରେ ମିଳିତ ବିକାଶ କାର୍ଯ୍ୟକ୍ରମ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
January 20th, 04:49 pm
ଭାରତରେ ସମସ୍ତେ ୧୩୦କୋଟି ଜନସାଧାରଣଙ୍କ ପକ୍ଷରୁ ମରିସସ୍ର ସମସ୍ତ ଭାଇ-ଭଉଣୀଙ୍କୁ ନମସ୍କାର ଓ ଥାଇପୁରମ କାବଡିର ଶୁଭକାମନା