ମୌଳିକ ସୁବିଧା ଯଥା ବାସଗୃହ, ବିଜୁଳି, ଜଳ, ଶୌଚାଗାର, ଗ୍ୟାସ, ସଡ଼କ, ହସପିଟାଲ ଏବଂ ବିଦ୍ୟାଳୟ ଭଳି ମୌଳିକ ସମସ୍ୟାର ସମାଧାନ ଦଶନ୍ଧି ଦଶନ୍ଧି ପୂର୍ବରୁ ହୋଇପାରିଥାନ୍ତା: ପ୍ରଧାନମନ୍ତ୍ରୀ
August 10th, 10:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତରପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା 2.0 ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ସ୍ୱାସ୍ଥ୍ୟସେବା ଯୋଗାଣ, ସୁବିଧା ଏବଂ ଭଉଣୀମାନଙ୍କୁ ସଶକ୍ତ କରିବା ନିମନ୍ତେ ସରକାରଙ୍କ ପ୍ରତିବଦ୍ଧତା ଉଜ୍ଜ୍ୱଳା ଯୋଜନାରୁ ହିଁ ବେଶ୍ ସହଯୋଗ ଓ ପ୍ରୋତ୍ସାହନ ପାଇପାରିଛି । ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ, ଦେଶର 8 କୋଟି ଗରିବ, ଦଳିତ, ବଂଚିତ, ପଛୁଆବର୍ଗ ଓ ଆଦିବାସୀ ପରିବାରଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଯୋଗାଇ ଦିଆଯାଇଥିଲା ।ଉତ୍ତର ପ୍ରଦେଶରେ ଉଜ୍ଜ୍ୱଳା 2.0 (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 10th, 12:46 pm
ଏବେ ଆପଣମାନେ ମା’-ଭଉଣୀମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମୋତେ ମିଳିଛି। ଏବଂ ମୋ ପାଇଁ ଏହା ଖୁସିର ବିଷୟ ଯେ ରକ୍ଷାବନ୍ଧନର ପର୍ବ ଆଉ କିଛିଦିନ ପରେ ପଡ଼ିବ। ଏବେ ମୋତେ ଆଗୁଆ ମା’-ଭଉଣୀମାନଙ୍କୁ ଆଶୀର୍ବାଦ ମିଳିପାରିଛି। ଏଭଳି ସ୍ଥିତିରେ ଦେଶର କୋଟି କୋଟି ଗରିବ, ଦଳିତ, ବଞ୍ଚିତ, ପଛୁଆ, ଆଦିବାସୀ ପରିବାରର ଭଉଣୀମାନଙ୍କୁ ଆଜି ଆଉ ଏକ ଉପହାର ଦେବାର ସୁଯୋଗ ମିଳିଛି। ଆଜି ଉଜ୍ଜ୍ୱଳା ଯୋଜନାର ପରବର୍ତ୍ତୀ ପର୍ଯ୍ୟାୟରେ ଅନେକ ଭଉଣୀମାନଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଓ ଗ୍ୟାସ ଚୁଲା ମିଳିଛି। ମୁଁ ସମସ୍ତ ହିତାଧିକାରୀମାନଙ୍କୁ ପୁଣିଥରେ ଅନେକ ଅନେକ ଅଭିନନ୍ଦନ ଜଣାଉଛି।ଉତ୍ତର ପ୍ରଦେଶର ମାହୋବା ଠାରେ ଉଜ୍ଜ୍ୱଳା ୨.୦ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 10th, 12:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା ୨.୦ (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଭିଡିଓ କନଫରେନ୍ସିଂ ଯୋଗେ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ହିତାଧିକାରୀମାନଙ୍କ ଏଲପିଜି ସଂଯୋଗ ବଣ୍ଟନ କରିବା ସହ ଉଜ୍ଜ୍ୱଳା ଯୋଜନାରୁ କିଭଳି ସୁଫଳ ମିଳୁଛି ସେ ସମ୍ପର୍କରେ ସେମାନଙ୍କ ସହ ଭାବ ବିନିମୟ କରିଥିଲେ ।PM Modi addresses public meetings at West Bengal’s Bardhaman, Kalyani and Barasat
April 12th, 11:59 am
PM Modi addressed three mega rallies in West Bengal’s Bardhaman, Kalyani and Barasat today. Speaking at the first rally the PM said, “Two things are very popular here- rice and mihi dana. In Bardhaman, everything is sweet. Then tell me why Didi doesn't like Mihi Dana. Didi's bitterness, her anger is increasing every day because in half of West Bengal's polls, TMC is wiped out. People of Bengal hit so many fours and sixes that BJP has completed century in four phases of assembly polls.”BJP means 'Sabka Saath, Sabka Vikaas, Sabka Vishwas’: PM Modi
April 06th, 10:38 am
Addressing BJP karyakartas on party’s 41st Sthapna Diwas via video conference, Prime Minister Narendra Modi said, “The BJP has always worked on the mantra of 'the party is bigger than the inpidual' and the 'nation is bigger than the party'. This tradition has continued since Dr Syama Prasad Mookerjee and runs to date.PM Modi addresses BJP Karyakartas on the Party's Sthapana Diwas in New Delhi
April 06th, 10:37 am
Addressing BJP karyakartas on party’s 41st Sthapna Diwas via video conference, Prime Minister Narendra Modi said, “The BJP has always worked on the mantra of 'the party is bigger than the inpidual' and the 'nation is bigger than the party'. This tradition has continued since Dr Syama Prasad Mookerjee and runs to date.‘ଜନଔଷଧି ଦିବସ’ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:01 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।ଜନଔଷଧୀ ଦିବସ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 07th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ରମୋଦୀ ଆଜି ଜନଔଷଧୀ ଦିବସ ଉତ୍ସବ ପାଳନ ଅବସରରେ ଭିଡିଓ କନ୍ଫରେନ୍ସିଂ ବ୍ୟବସ୍ଥାରେ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ସେ ଦେଶର ୭୫୦୦ତମ ଜନଔଷଧୀ କେନ୍ଦ୍ରକୁ ଶିଲଂର ନିଗ୍ରିହିମ୍ସ ଠାରେ ଜାତି ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି । ଏହି କାର୍ଯ୍ୟକ୍ରମ ଅବସରରେ ସେ ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧୀ ପରି ଯୋଜନାର ହିତାଧିକାରୀମାନଙ୍କ ସହିତ ମତବିନିମୟ କରିଥିଲେ । ଏହାଛଡା ସେ ମଧ୍ୟ ଏହି ଯୋଜନାର ସଂପୃକ୍ତ ପକ୍ଷମାନଙ୍କୁ ସେମାନଙ୍କର ଉତ୍ତମକାର୍ଯ୍ୟ ପାଇଁ ସମ୍ମାନିତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଶ୍ରୀ ବି.ଭି. ସଦାନନ୍ଦ ଗୌଡା, ଶ୍ରୀ ମନସୁଖ ମାଣ୍ଡବୀୟ, ଶ୍ରୀ ଅନୁରାଗ ଠାକୁର, ହିମାଚଳ ପ୍ରଦେଶ, ମେଘାଳୟର ମୁଖ୍ୟମନ୍ତ୍ରୀ ତଥା ମେଘାଳୟ ଓ ଗୁଜରାଟର ଉପମୁଖ୍ୟମନ୍ତ୍ରୀ ଦ୍ୱୟ ଉପସ୍ଥିତ ଥିଲେ ।West Bengal will play a significant role in ‘Purvodaya’: PM Modi
October 22nd, 10:58 am
Prime Minister Narendra Modi joined the Durga Puja celebrations in West Bengal as he inaugurated a puja pandal in Kolkata via video conferencing today. The power of maa Durga and devotion of the people of Bengal is making me feel like I am present in the auspicious land of Bengal. Blessed to be able to celebrate with you, PM Modi said as he addressed the people of Bengal.PM Modi inaugurates Durga Puja Pandal in West Bengal
October 22nd, 10:57 am
Prime Minister Narendra Modi joined the Durga Puja celebrations in West Bengal as he inaugurated a puja pandal in Kolkata via video conferencing today. The power of maa Durga and devotion of the people of Bengal is making me feel like I am present in the auspicious land of Bengal. Blessed to be able to celebrate with you, PM Modi said as he addressed the people of Bengal.ଏମ୍ସରେ ବିଭିନ୍ନ ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
June 29th, 11:52 am
ମନ୍ତ୍ରୀପରିଷଦରେ ମୋର ସାଥୀ ଶ୍ରୀମାନ ଜେପି ନଡ୍ଡା ମହୋଦୟ, ଅଶ୍ୱିନୀ ଚୌବେ ମହୋଦୟ, ଅନୁପ୍ରିୟା ପଟେଲ ମହୋଦୟା ଏବଂ ଏହି ମଂଚରେ ଉପସ୍ଥିତ ଶ୍ରୀମାନ ରଣଦୀପ ଗୁଲେରିଆ ମହୋଦୟ, ଶ୍ରୀ ଆଇ.ଏସ. ଝା, ଡା. ରାଜେଶ ଶର୍ମା ଏବଂ ସମସ୍ତ ମହାନୁଭବଗଣ ।ଏମ୍ସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
June 29th, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ଶୁକ୍ରବାର) ନୂଆଦିଲ୍ଲୀଠାରେ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ) ରେ ରାଷ୍ଟ୍ରୀୟ ବୟୋବୃଦ୍ଧ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହାଦ୍ୱାରା ବୃଦ୍ଧଜନମାନଙ୍କ ପାଇଁ ବହୁମୂଖୀ ସ୍ପେଶାଲିଟି ସ୍ୱାସ୍ଥ୍ୟସେବା ସୁବିଧା ଉପଲବ୍ଧ ହୋଇପାରିବ । 200 ଶଯ୍ୟା ବିଶିଷ୍ଟ ଜେନେରାଲ ୱାର୍ଡ ବ୍ୟବସ୍ଥା ଏଠାରେ ରହିବ ।PM Modi addresses a Public Rally in Bilaspur, Himachal Pradesh
October 03rd, 02:51 pm
Speaking at a public meeting in Himachal Pradesh’s Bilaspur, PM Narendra Modi spoke at length about several development projects being initiated in the state. The Prime Minister said, “Coming of AIIMS to Himachal Pradesh and in this part of the state has wide ranging benefits for people. It will not only benefit several people in this region but entire northern India as well.”ମାତୃତ୍ୱ ଲାଭ ସୁବିଧା କାର୍ଯ୍ୟକ୍ରମକୁ ଦେଶସାରା ଲାଗୁ କରିବା ପାଇଁ କ୍ୟାବିନେଟର ମଞ୍ଜୁରି
May 17th, 06:32 pm
ମାତୃତ୍ୱ ଲାଭ ସୁବିଧା କାର୍ଯ୍ୟକ୍ରମକୁ ଦେଶସାରା ଲାଗୁ କରିବା ପାଇଁ ଥିବା ପୂର୍ବ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ପିଛିଲା ଭାବେ ମଂଜୁରୀ ପ୍ରଦାନ କରାଯାଇଛି । ଏହା ବର୍ତ୍ତମାନ ଦେଶର ପ୍ରତ୍ୟେକ ଜିଲାରେ 01.01.2017ରୁ ପିଛିଲା ଭାବେ ଲାଗୁ କରାଯିବ । 31.12.2016ରେ ଦେଶକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ମାତୃତ୍ୱ ଲାଭ ସୁବିଧା କାର୍ଯ୍ୟକ୍ରମକୁ ଦେଶସାରା ଲାଗୁ କରିବାର ଘୋଷଣା କରିଥିଲେ ।