Cabinet approves continuation of schemes of Pradhan Mantri Annadata Aay SanraksHan Abhiyan (PM-AASHA)
September 18th, 03:16 pm
The Union Cabinet chaired by PM Modi has approved the continuation of schemes of Pradhan Mantri Annadata Aay SanraksHan Abhiyan (PM-AASHA) to provide remunerative prices to farmers and to control price volatility of essential commodities for consumers. The total financial outgo will be Rs. 35,000 crore during 15th Finance Commission Cycle upto 2025-26.2023 ଋତୁ ପାଇଁ ଶୁଖିଲା ନଡ଼ିଆ ନିମନ୍ତେ ସର୍ବନିମ୍ନ ସହାୟକ ମୂଲ୍ୟ ମଞ୍ଜୁର କଲା କ୍ୟାବିନେଟ୍
December 23rd, 10:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି 2023 ଋତୁ ପାଇଁ ଶୁଖିଲା ନଡ଼ିଆ ନିମନ୍ତେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ଅନୁମୋଦନ କରିଛି । ଏହି ମଞ୍ଜୁରି କୃଷି ଖର୍ଚ୍ଚ ଏବଂ ମୂଲ୍ୟ ଆୟୋଗର ସୁପାରିଶ ଏବଂ ପ୍ରମୁଖ ନଡ଼ିଆ ଉତ୍ପାଦନକାରୀ ରାଜ୍ୟଗୁଡ଼ିକର ମତାମତ ଉପରେ ଆଧାରିତ |ବିଭିନ୍ନ ସରକାରୀ ଯୋଜନାରେ ଭିଟାମିନ୍ଯୁକ୍ତ (ଫଟିଫାଏଡ) ଚାଉଳ ଯୋଗାଣ ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ
April 08th, 03:58 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ଅର୍ଥନୀତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ଖାଦ୍ୟ ନିରାପତ୍ତା ଆଇନ ଅନ୍ତର୍ଗତ ଲକ୍ଷ୍ୟଭିତ୍ତିକ ସାଧାରଣ ବଂଟନ ବ୍ୟବସ୍ଥା (ଟିପିଡିଏସ୍), ସମନ୍ୱିତ ଶିଶୁ ବିକାଶ ସେବା ଆଇସିଡିଏସ, ପ୍ରଧାନମନ୍ତ୍ରୀ ପୋଷଣଶକ୍ତି ନିର୍ମାଣ -ପିଏମ୍ ପେ।।ଷଣ(ପୂର୍ବରୁ ମଧ୍ୟାହ୍ନଭୋଜନ ଯୋଜନା)ଏବଂ ଭାରତ ସରକାର ଅନ୍ୟାନ୍ୟ କଲ୍ୟାଣ ମୂଳକ କାର୍ଯ୍ୟକ୍ରମରେ ଫଟିଫାଏଡ ଚାଉଳ ଯୋଗାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି । ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳକୁ ଉପରୋକ୍ତ ଯୋଜନା ନିମନ୍ତେ ଏହି ଚାଉଳ ୨୦୨୪ ସୁଦ୍ଧା ପର୍ଯ୍ୟାୟକ୍ରମେ ଯୋଗାଇ ଦିଆଯିବ ।2022-23 ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ କ୍ୟାବିନେଟ ଅନୁମୋଦନ
September 08th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ ସମିତି (ସିସିଇଏ) ବୈଠକରେ 2022-23 ରବି ବିପଣନ ଋତୁ (ଆରଏମଏସ) ପାଇଁ ସମସ୍ତ ସୂଚୀଭୁକ୍ତ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।ପ୍ରଧାନମନ୍ତ୍ରୀ ଅନ୍ନଦାତା ଆୟ ସଂରକ୍ଷଣ ଅଭିଯାନ (ପିଏମ-ଆଶା)କୁ କ୍ୟାବିନେଟର ଅନୁମୋଦନ;
September 12th, 04:35 pm
ସରକାରଙ୍କ କୃଷକ ସହଯୋଗୀ ପଦକ୍ଷେପକୁ ଏକ ବୃହତ ପ୍ରୋତ୍ସାହନ ପ୍ରଦାନ କରିବା ସହିତ ଅନ୍ନଦାତା (କୃଷକ ସମାଜ)ଙ୍କ ପ୍ରତି ରହିଥିବା ସରକାରଙ୍କ ପ୍ରତିବଦ୍ଧତାକୁ ପୂରଣ କରିବାକୁ ଯାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆଜି ନୂତନ ପ୍ରମୁଖ ଯୋଜନା “ପ୍ରଧାନମନ୍ତ୍ରୀ ଅନ୍ନଦାତା ଆୟ ସଂରକ୍ଷଣ ଅଭିଯାନ (ପିଏମ-ଆଶା)’’କୁ ଅନୁମୋଦନ କରିଛନ୍ତି । ଏହି ଯୋଜନା 2018 କେନ୍ଦ୍ର ବଜେଟରେ କରାଯାଇଥିବା ଘୋଷଣା ପ୍ରକାରେ କୃଷକମାନଙ୍କୁ ସେମାନଙ୍କ ଉତ୍ପାଦର ଲାଭକାରୀ ମୂଲ୍ୟ ପ୍ରଦାନ ସୁନିଶ୍ଚିତ କରିବ ।