ଅଟଳ ଇନୋଭେସନ ମିଶନର ଅବଧି ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି
April 08th, 09:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଅଟଳ ଇନୋଭେସନ ମିଶନ (ଏଆଇଏମ)କୁ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ଜାରି ରଖିବା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏଆଇଏମ ଦେଶରେ ଏକ ନବସୃଜନ ସଂସ୍କୃତି ଏବଂ ଉଦ୍ୟମଶୀଳତା ସହ ଜଡ଼ିତ ଇକୋସିଷ୍ଟମ ବିକଶିତ କରିବା ଦିଗରେ ନିଜର ନିର୍ଦ୍ଧାରିତ ଲକ୍ଷ୍ୟ ହାସଲ ପାଇଁ କାମ କରିବ । ଏଆଇଏମ ଦ୍ବାରା ଏହି କାର୍ଯ୍ୟ ନିଜର ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସମ୍ପାଦନ କରାଯିବ ।ପ୍ରଧାନମନ୍ତ୍ରୀ ଭେଂଚର କ୍ୟାପିଟାଲ୍ ଏବଂ ପ୍ରାଇଭେଟ୍ ଇକ୍ୟୁଟି ଫଣ୍ଡ୍ ଗୁଡିକର ପ୍ରତିନିଧିମାନଙ୍କ ସହିତ ଗୋଲ୍ଟେବଲ୍ ଆଲୋଚନାକୁ ପ୍ରଧାନମନ୍ତ୍ରୀ ଆୟୋଜିତ କରିଥିଲେ
December 17th, 08:31 pm
ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗଠାରେ ଭେଂଚର କ୍ୟାପିଟାଲ୍ ଏବଂ ପ୍ରାଇଭେଟ୍ ଇକ୍ୟୁଟି ଫଣ୍ଡ୍ର ପ୍ରତିନିଧିମାନଙ୍କ ସହିତ ଏକ ଗୋଲ୍ଟେବୁଲ୍ ଆଲୋଚନା/ ବାର୍ତାଳାପକୁ ଆୟୋଜନ କରିଥିଲେ ।