ନଭେମ୍ବର ୩୦ରୁ ଡିସେମ୍ବର ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ
November 29th, 09:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରସ୍ଥିତ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ନଭେମ୍ବର ୩୦ରୁ ୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ପୁଲିସ ମହାନିର୍ଦ୍ଦେଶକ/ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବେ ।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.The unity of OBCs, SCs and STs is troubling Congress, and therefore they want the communities to fight each other: PM Modi in Pune
November 12th, 01:20 pm
In his final Pune rally, PM Modi said, Empowering Pune requires investment, infrastructure, and industry, and we’ve focused on all three. Over the last decade, foreign investment has hit record highs, and Maharashtra has topped India’s list of preferred destinations in the past two and a half years. Pune and nearby areas are gaining a major share of this investment.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.ଅକ୍ଟୋବର ୫ରେ ମହାରାଷ୍ଟ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 04th, 05:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୫ ରେ ମହାରାଷ୍ଟ୍ର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୧୫ରେ ସେ ପୋହରାଦେବୀସ୍ଥିତ ଜଗଦମ୍ବା ମାତା ମନ୍ଦିରରେ ଦର୍ଶନ କରିବେ। ୱାଶିମରେ ସନ୍ଥ ସେବାଲାଲ ମହାରାଜ ଓ ସନ୍ଥ ରାମରାଓ ମହାରାଜଙ୍କ ସମାଧିସ୍ଥଳରେ ମଧ୍ୟ ସେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହାପରେ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ବଞ୍ଜାରା ସମ୍ପ୍ରଦାୟର ସମୃଦ୍ଧ ଐତିହ୍ୟକୁ ପାଳନ କରି ବଞ୍ଜାରା ବିରାସତ୍ ସଂଗ୍ରହାଳୟକୁ ଉଦଘାଟନ କରିବେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ ସେ କୃଷି ଓ ପଶୁପାଳନ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୩,୩୦୦ କୋଟି ଟଙ୍କାର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଅପରାହ୍ନ ପ୍ରାୟ ୪ଟାରେ ପ୍ରଧାନମନ୍ତ୍ରୀ ଥାନେ ଠାରେ ୩୨,୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାପରେ ସନ୍ଧ୍ୟା ପ୍ରାୟ ୬ଟା ରେ ବିକେସି ମେଟ୍ରୋ ଷ୍ଟେସନରୁ ମୁମ୍ବାଇର ଆରେ ଜେଭିଏଲଆର ପର୍ଯ୍ୟନ୍ତ ଚାଲିବାକୁ ଥିବା ମେଟ୍ରୋ ଟ୍ରେନକୁ ସେ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେ ବିକେସି ଏବଂ ସାନ୍ତାକ୍ରୁଜ୍ ଷ୍ଟେସନ ମଧ୍ୟରେ ମେଟ୍ରୋରେ ଯାତ୍ରା କରିବେ।India should be modernized but it should be based on our fundamental values: PM Modi
September 29th, 12:45 pm
Prime Minister Narendra Modi laid the foundation stone, inaugurated and dedicated to the nation various projects in Maharashtra worth over Rs 11,200 crore. Addressing the occasion, PM Modi said, Today, Maharashtra needs big goals with new resolutions ”, emphasizing the need to make cities like Pune a center of progress and urban development. Talking about Pune’s progress and the pressure of the growing population, the Prime Minister said steps need to be taken now to augment development and capacity.ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 29th, 12:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।Cabinet approves Pune Metro Phase-1 project extension towards south from Swargate to Katraj spanning 5.46 km
August 16th, 09:35 pm
Pune Metro Phase-1 Project Extension: The Cabinet, chaired by PM Modi, has given the green light for the extension of Pune Metro's Phase-1 from Swargate to Katraj. This extension spans 5.46 km and will further improve the metro connectivity in Pune, easing the commute for residents in the southern part of the city.Cabinet approves 8 National High-Speed Road Corridor Projects at a total capital cost of Rs. 50,655 crore
August 02nd, 08:42 pm
The Cabinet Committee on Economic Affairs chaired by the Prime Minister Shri Narendra Modi has approved the development of 8 important National High Speed Corridor projects with a Length of 936 km at a cost of Rs. 50,655 crore across the country. Implementation of these 8 projects will generate an estimated 4.42 crore mandays of direct and indirect employment.ଲୋକମାନ୍ୟ ତିଲକଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
July 23rd, 09:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକମାନ୍ୟ ତିଲକଙ୍କୁ ତାଙ୍କର ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ଗତ ବର୍ଷ ପୁନେରେ ହୋଇଥିବା ଏକ କାର୍ଯ୍ୟକ୍ରମରେ ତାଙ୍କର ଅଭିଭାଷଣ ଶେୟାର କରିଛନ୍ତି, ଯେଉଁଠାରେ ତାଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର ଗ୍ରହଣ କରିବାର ଗୌରବ ପ୍ରାପ୍ତ ହୋଇଥିଲା ।ମୁମ୍ବାଇଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
July 13th, 06:00 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ରମେଶ ବ୍ୟାସଜୀ, ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଜୀ, କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସାଥୀ ପୀୟୂଷ ଗୋୟଲଜୀ, ରାମଦାସ ଅଠାବଲେଜୀ, ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ ଦେବେନ୍ଦ୍ର ଫଡନଭୀସଜୀ, ଅଜିତ ଦାଦା ପାୱାରଜୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀ ମଙ୍ଗଳ ପ୍ରଭାତଜୀ, ଦୀପକ କେସରକାଜୀ, ଅନ୍ୟ ସମସ୍ତ ମହାନୁଭବ, ଦେବୀଗଣ ଓ ସଜ୍ଜନବୃନ୍ଦ,ମହାରାଷ୍ଟ୍ରର ମୁମ୍ବାଇରେ ୨୯,୪୦୦ କୋଟି ରୁ ଅଧିକ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କଲେ ପ୍ରଧାନମନ୍ତ୍ରୀ
July 13th, 05:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇଠାରେ ୨୯,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ, ରେଳ ଏବଂ ବନ୍ଦର କ୍ଷେତ୍ର ସହ ଜଡ଼ିତ ଏକାଧିକ ପ୍ରକଳ୍ପର ଶିଳାନ୍ୟାସ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ।The BJP-NDA government is working to take Maharashtra to new heights of development: PM Modi in Pune
April 29th, 02:32 pm
PM Modi, during his third public address in Pune, Maharashtra, unveiled a comprehensive vision for the development of the region, highlighting the achievements of the BJP-NDA government and contrasting it with the model of the Congress and its allies.Today our security forces have made-in-India weapons: PM Modi in Satara
April 29th, 02:30 pm
Prime Minister Narendra Modi today addressed vibrant public meeting in Maharashtra’s Satara. Speaking to a large audience, PM Modi said, “In this election, you will choose the guarantee of development for the next 5 years. On the other hand, there are those who plunged the country into the abyss of corruption, terrorism, and misrule before 2014. Despite their tainted history, the Congress is once again dreaming of seizing power in the country.”PM Modi's electrifying campaign trails reach Maharashtra's Solapur, Satara and Pune
April 29th, 02:05 pm
Prime Minister Narendra Modi today addressed vibrant public meetings in Maharashtra’s Solapur, Satara and Pune. Speaking to a large audience, PM Modi said, “In this election, you will choose the guarantee of development for the next 5 years. On the other hand, there are those who plunged the country into the abyss of corruption, terrorism, and misrule before 2014. Despite their tainted history, the Congress is once again dreaming of seizing power in the country.”Viksit Bharat Ambassador Conclave in Pune: Moving forward with the mantra of 'Viksit Bharat, Viksit Maharashtra'
March 10th, 08:13 pm
On March 9th, 2024, Pune hosted a gathering of distinguished inpiduals at the prestigious Bhandarkar Oriental Research Institute for the Viksit Bharat Ambassador Viksit Pune Conclave. The event witnessed a remarkable turnout of over 1,000 attendees, including students, leading professionals, and prominent figures from Pune's business landscape.୨୦୨୩ ଡିସେମ୍ବର ୧୪ରେ ପୁନେର ଏସ୍ପି କଲେଜରେ ସବୁଠୁ ବଡ଼ ଶିକ୍ଷାଗତ ଗତିବିଧିରେ ଗିନିଜ୍ ୱାର୍ଲ୍ଡ ରେକର୍ଡକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
December 14th, 04:48 pm
୨୦୨୩ ଡିସେମ୍ବର ୧୪ରେ ପୁନେର ଏସ୍ପି କଲେଜରେ ସବୁଠୁ ବଡ଼ ଶିକ୍ଷାଗତ ଗତିବିଧିରେ ଗିନିଜ୍ ୱାର୍ଲ୍ଡ ରେକର୍ଡକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ଏଠାରେ ୩,୦୬୬ ପିତାମାତା କାହାଣୀ ଶୁଣାଇବା ମାଧ୍ୟମରେ ସମାଜରେ ପଢ଼ିବା ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ନିଜ ପିଲାମାନଙ୍କୁ ପଢ଼ାଇଥିଲେ ।ମହାରାଷ୍ଟ୍ରର ପୁନେରେ ଦଗଡୁସେଠ ମନ୍ଦିରରେ ଦର୍ଶନ, ପୂଜା କଲେ ପ୍ରଧାନମନ୍ତ୍ରୀ
August 01st, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ପୁନେରେ ଥିବା ଦଗଡୁସେଠ ମନ୍ଦିର ଦର୍ଶନମହାରାଷ୍ଟ୍ରର ପୁଣେରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
August 01st, 02:00 pm
ବାସ୍ତବରେ, ଭାରତର ସ୍ୱାଧୀନତା ଆନେ୍ଦାଳନକୁ ପୁଣେର ବହୁତ ବଡ ଯୋଗଦାନ ରହିଛି । ପୁଣେ, ବାଲ ଗଙ୍ଗାଧର ତିଲକଙ୍କ ଭଳି ଅନେକ ବିପ୍ଳବୀ, ସ୍ୱାଧୀନତା ସଗ୍ରାମୀ ଦେଶକୁ ଦେଇଛି । ଆଜି ମଧ୍ୟ ହେଉଛି ଲୋକଶାହିର ଅନ୍ନା ଭାଉ ସାଠେଙ୍କ ଜୟନ୍ତି । ଏହା ହେଉଛି ଆମ ସମସ୍ତଙ୍କ ପାଇଁ ବହୁତ ବିଶେଷ ଦିନ । ଅନ୍ନା ଭାଉ ସାଠେ, ମହାନ ସମାଜ ସଂସ୍କାରକ ଥିଲେ, ବାବା ସାହେବ ଆମ୍ବେଦକରଙ୍କ ଚିନ୍ତାଧାରାରେ ପ୍ରଭାବିତ ହୋଇଥିଲେ । ଆଜି ମଧ୍ୟ ବ୍ୟାପକ ସଂଖ୍ୟାରେ ଛାତ୍ର ଏବଂ ବିଦ୍ୱାନ ତାଙ୍କ ସାହିତ୍ୟ ଉପରେ ଗବେଷଣା କରୁଛନ୍ତି । ଅନ୍ନା ଭାଉ ସାଠେଙ୍କ କାର୍ଯ୍ୟ, ତାଙ୍କର ଆହ୍ୱାନ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରଣା ଦେଉଛି ।