The unity of OBCs, SCs and STs is troubling Congress, and therefore they want the communities to fight each other: PM Modi in Pune

November 12th, 01:20 pm

In his final Pune rally, PM Modi said, Empowering Pune requires investment, infrastructure, and industry, and we’ve focused on all three. Over the last decade, foreign investment has hit record highs, and Maharashtra has topped India’s list of preferred destinations in the past two and a half years. Pune and nearby areas are gaining a major share of this investment.

PM Modi addresses public meetings in Chimur, Solapur & Pune in Maharashtra

November 12th, 01:00 pm

Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.

ଅକ୍ଟୋବର ୫ରେ ମହାରାଷ୍ଟ୍ର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

October 04th, 05:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୫ ରେ ମହାରାଷ୍ଟ୍ର ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୧ଟା ୧୫ରେ ସେ ପୋହରାଦେବୀସ୍ଥିତ ଜଗଦମ୍ବା ମାତା ମନ୍ଦିରରେ ଦର୍ଶନ କରିବେ। ୱାଶିମରେ ସନ୍ଥ ସେବାଲାଲ ମହାରାଜ ଓ ସନ୍ଥ ରାମରାଓ ମହାରାଜଙ୍କ ସମାଧିସ୍ଥଳରେ ମଧ୍ୟ ସେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ। ଏହାପରେ ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ପ୍ରଧାନମନ୍ତ୍ରୀ ବଞ୍ଜାରା ସମ୍ପ୍ରଦାୟର ସମୃଦ୍ଧ ଐତିହ୍ୟକୁ ପାଳନ କରି ବଞ୍ଜାରା ବିରାସତ୍ ସଂଗ୍ରହାଳୟକୁ ଉଦଘାଟନ କରିବେ। ମଧ୍ୟାହ୍ନ ପ୍ରାୟ ୧୨ଟାରେ ସେ କୃଷି ଓ ପଶୁପାଳନ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୩,୩୦୦ କୋଟି ଟଙ୍କାର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଅପରାହ୍ନ ପ୍ରାୟ ୪ଟାରେ ପ୍ରଧାନମନ୍ତ୍ରୀ ଥାନେ ଠାରେ ୩୨,୮୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହାପରେ ସନ୍ଧ୍ୟା ପ୍ରାୟ ୬ଟା ରେ ବିକେସି ମେଟ୍ରୋ ଷ୍ଟେସନରୁ ମୁମ୍ବାଇର ଆରେ ଜେଭିଏଲଆର ପର୍ଯ୍ୟନ୍ତ ଚାଲିବାକୁ ଥିବା ମେଟ୍ରୋ ଟ୍ରେନକୁ ସେ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେ ବିକେସି ଏବଂ ସାନ୍ତାକ୍ରୁଜ୍ ଷ୍ଟେସନ ମଧ୍ୟରେ ମେଟ୍ରୋରେ ଯାତ୍ରା କରିବେ।

ପ୍ରଧାନମନ୍ତ୍ରୀ ୨୯ ସେପ୍ଟେମ୍ବରରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ଏବଂ ରାଷ୍ଟ୍ରକୁ ସମର୍ପିତ କରିବେ

September 28th, 07:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ସେପ୍ଟେମ୍ବର ମଧ୍ୟାହ୍ନ ପ୍ରାୟ ୧୨ଟା ୩୦ରେ ଆଭାସୀ ମାଧ୍ୟମରେ ମହାରାଷ୍ଟ୍ରରେ ୧୧,୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ରାଷ୍ଟ୍ରକୁ ସମର୍ପିତ କରିବେ ।

Cabinet approves Pune Metro Phase-1 project extension towards south from Swargate to Katraj spanning 5.46 km

August 16th, 09:35 pm

Pune Metro Phase-1 Project Extension: The Cabinet, chaired by PM Modi, has given the green light for the extension of Pune Metro's Phase-1 from Swargate to Katraj. This extension spans 5.46 km and will further improve the metro connectivity in Pune, easing the commute for residents in the southern part of the city.

ମହାରାଷ୍ଟ୍ରର ପୁଣେରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 01st, 02:00 pm

ବାସ୍ତବରେ, ଭାରତର ସ୍ୱାଧୀନତା ଆନେ୍ଦାଳନକୁ ପୁଣେର ବହୁତ ବଡ ଯୋଗଦାନ ରହିଛି । ପୁଣେ, ବାଲ ଗଙ୍ଗାଧର ତିଲକଙ୍କ ଭଳି ଅନେକ ବିପ୍ଳବୀ, ସ୍ୱାଧୀନତା ସଗ୍ରାମୀ ଦେଶକୁ ଦେଇଛି । ଆଜି ମଧ୍ୟ ହେଉଛି ଲୋକଶାହିର ଅନ୍ନା ଭାଉ ସାଠେଙ୍କ ଜୟନ୍ତି । ଏହା ହେଉଛି ଆମ ସମସ୍ତଙ୍କ ପାଇଁ ବହୁତ ବିଶେଷ ଦିନ । ଅନ୍ନା ଭାଉ ସାଠେ, ମହାନ ସମାଜ ସଂସ୍କାରକ ଥିଲେ, ବାବା ସାହେବ ଆମ୍ବେଦକରଙ୍କ ଚିନ୍ତାଧାରାରେ ପ୍ରଭାବିତ ହୋଇଥିଲେ । ଆଜି ମଧ୍ୟ ବ୍ୟାପକ ସଂଖ୍ୟାରେ ଛାତ୍ର ଏବଂ ବିଦ୍ୱାନ ତାଙ୍କ ସାହିତ୍ୟ ଉପରେ ଗବେଷଣା କରୁଛନ୍ତି । ଅନ୍ନା ଭାଉ ସାଠେଙ୍କ କାର୍ଯ୍ୟ, ତାଙ୍କର ଆହ୍ୱାନ ଆଜି ମଧ୍ୟ ଆମ ସମସ୍ତଙ୍କୁ ପ୍ରେରଣା ଦେଉଛି ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ

August 01st, 01:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧.୦୮.୨୦୨୩) ପୁଣେ ମେଟ୍ରୋର ସମ୍ପୂର୍ଣ୍ଣ ହୋଇଥିବା ସେକ୍ସନରେ ପତାକା ଦେଖାଇ ମେଟ୍ରୋ ଟ୍ରେନର ଶୁଭାରମ୍ଭ କରାଇଛନ୍ତି । ସେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ପିମ୍ପ୍ରିଂ ଛିନ୍ଦୱାର ପୌର ମହାନିଗମ ପିସିଏମ୍‌ସି ଅଧୀନରେ ନିର୍ମିତ ୧୨୮୦ ଗୃହ ଓ ପୁଣେ ପୌରନିଗମ ଅଧୀନରେ ନିର୍ମିତ ୨୬୫୦ ପିଏମ୍‌ଏୱାଇ ଆବାସ ହିତାଧିକାରୀମାନଙ୍କୁ ହସ୍ତାନ୍ତର କରିଛନ୍ତି । ଏହାଛଡା ପିସିଏମ୍‌ସି ଦ୍ୱାରା ନିର୍ମିତ ହେବାକୁ ଥିବା ୧୧୯୦ ଓ ପୁଣେ ମହାନଗର ଆଞ୍ଚଳିକ ବିକାଶ କର୍ତ୍ତୃପକ୍ଷଙ୍କ ଦ୍ୱାରା ନିର୍ମିତ ହେବାକୁ ଥିବା ୬୪୦୦ ଆବାସସ୍ଥଳୀର ଶିଳାନ୍ୟାସ କରିଛନ୍ତି । ଏହାଛଡା ପ୍ରଧାନମନ୍ତ୍ରୀ ମଧ୍ୟ ପିସିଏମ୍‌ସି ଦ୍ୱାରା ୩୦୦କୋଟି ଟଙ୍କା ବ୍ୟୟରେ ନିର୍ମିତ ବର୍ଜ୍ୟରୁ ଶକ୍ତି କାରାଖାନାର ମଧ୍ୟ ଉଦ୍‌ଘାଟନ କରିଛନ୍ତି ।

ମହାରାଷ୍ଟ୍ରର ପୁନେ ଠାରେ ବହୁବିଧ ବିକାଶମୂଳକ ପ୍ରକଳ୍ପର ଭିତିପ୍ରସ୍ତର/ ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନର ମୂଳ ପାଠ୍ୟ

March 06th, 12:01 pm

ଛତ୍ରପତି ଶିବାଜୀ ମହାରାଜ, ମାହାତ୍ମା ଜ୍ୟୋତିବା ଫୁଲେ, ସାବିତ୍ରୀ ବାଇ ଫୁଲେ, ମହର୍ଷି କାର୍ବେ ଯାନଚାଶ ଆଶା, ଅନେକ ପ୍ରତିଭାଶାଳୀ ସାହିତ୍ୟିକ କଳାକାର, ସମାଜସେବୀ, ୟାଂଚ୍ୟା ବାସ୍ତବ୍ୟାନେ ପବିତ୍ର ଝାଲେଲ୍ୟା ପୁଣ୍ୟନଗରୀତିଳ ମାଝା ବନ୍ଧୁ – ଭଗିନୀ ଗଣ, ନମସ୍କାର!

ପ୍ରଧାନମନ୍ତ୍ରୀ ପୁଣେ ଗସ୍ତ କରିବା ସହିତ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିଛନ୍ତି ପୁଣେ ମହାନଗର ନିଗମ ପରିସରରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଛନ୍ତି

March 06th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୁଣେ ଠାରେ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିଛନ୍ତି ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ଏବଂ ପୁଣେରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶିଆରି, ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର, କେନ୍ଦ୍ର ମନ୍ତ୍ରୀ ଶ୍ରୀ ରାମଦାସ ଅଠୱାଲେ, ସଂସଦ ସଦ୍ୟ, ଶ୍ରୀ ପ୍ରକାଶ ଜାଭଡେକର ଆଦି ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ମାର୍ଚ୍ଚ ୬ ତାରିଖରେ ପୁଣେ ଗସ୍ତ କରିବେ ଏବଂ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିବେ

March 05th, 12:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୬ ମାର୍ଚ୍ଚ ୨୦୨୨ ରେ ପୁଣେ ଗସ୍ତରେ ଯିବା ସହିତ ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିବେ । ସେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ।

ସୋସିଆଲ ମିଡିଆ କର୍ଣ୍ଣର 25 ଡିସେମ୍ବର 2016

December 25th, 07:13 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ

ପୁଣେ ମେଟ୍ରୋ ପ୍ରକଳ୍ପ(ପ୍ରଥମ ପର୍ଯ୍ୟାୟ)ର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 24th, 07:18 pm

ଆମ ଦେଶରେ ଦ୍ରୁତଗତିରେ ସହରୀକରଣ ହେଉଛି ।

ପୁଣେ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପର ଆଧାରଶିଳା ରଖୁଛନ୍ତି ପ୍ରଧାନମନ୍ତ୍ରୀ

December 24th, 07:17 pm

Prime Minister Narendra Modi today laid the foundation stone of Pune metro. During his address, PM Modi said that India is urbanising at a very quick pace and it is vital to improve quality of life in villages as well as think of ways to mitigate the challenges our urban areas are facing. He added that after 8th November, the power of the 'big' people has reduced and the poor are empowered.