ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

August 09th, 08:58 am

ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଛାଡ଼ ଆନ୍ଦୋଳନରେ ଅଂଶ ଗ୍ରହଣ କରିଥିବା ସଂଗ୍ରାମୀମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଶ୍ରୀ ମୋଦୀ ମଧ୍ୟ ଭାରତ ଛାଡ଼ ଆନ୍ଦୋଳନର ଏକ ଭିଡିଓ ସେୟାର କରିଛନ୍ତି ।

ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

August 09th, 11:50 am

ଭାରତ ଛାଡ଼ ଆନ୍ଦୋଳନରେ ଭାଗ ନେଇଥିବା ସ୍ୱାଧୀନତା ସଂଗ୍ରାମୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ଗାନ୍ଧିଜୀଙ୍କ ନେତୃତ୍ୱରେ ଭାରତକୁ ଉପନିବେଶବାଦ ଶାସନରୁ ମୁକ୍ତ କରିବାରେ ଭାରତ ଛାଡ଼ ଆନ୍ଦୋଳନର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏହି ଅବସରରେ ଶ୍ରୀ ମୋଦୀ ଏକ ଭିଡିଓ ବାର୍ତ୍ତାରେ ନିଜ ଭାବନା ସେୟାର କରିଛନ୍ତି ।

ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 07th, 04:16 pm

କିଛି ଦିନ ପୂର୍ବେ ହିଁ ଭାରତ ମଣ୍ଡପମ୍ ର ଭବ୍ୟ ଲୋକାର୍ପଣ କରାଯାଇଛି । ଆପଣମାନଙ୍କ ମଧ୍ୟରୁ ବହୁତ ଲୋକ ଅଛନ୍ତି ଯେଉଁମାନେ ପୂର୍ବରୁ ମଧ୍ୟ ଏଠାକୁ ଆସୁଥିଲେ ଆଉ ତମ୍ବୁ ଟାଣି ନିଜର ଦୁନିଆ ଠିଆ କରୁଥିଲେ । ତେବେ ଆଜି ଆପଣ ପରିବର୍ତିତ ହୋଇଥିବା ଦେଶ ଏହିଠାରେ ଦେଖିଥିବେ । ଆଉ ଆଜି ଆମେ ଏହି ଭାରତ ମଣ୍ଡପମ୍‌ରେ ଜାତୀୟ ହସ୍ତତନ୍ତ ଦିବସ- ରାଷ୍ଟ୍ରୀୟ ହସ୍ତତନ୍ତ ଦିବସ ପାଳନ କରୁଛେ । ଭାରତ ମଣ୍ଡପମ୍ ର ଏହି ଭବ୍ୟତାରେ ମଧ୍ୟ, ଭାରତର ହସ୍ତତନ୍ତ ଉଦ୍ୟୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ପୁରାତନର ନୂତନ ସହିତ ଏହି ସଙ୍ଗମ ଆଜିକାର ଭାରତକୁ ପରିଭାଷିତ କରୁଛି । ଆଜିକାର ଭାରତ, ଲୋକାଲ ପ୍ରତି କେବଳ ଭୋକାଲ ହିଁ ନୁହେଁ, ବରଂ ତାହାକୁ ଗ୍ଲୋବାଲ କରିବା ପାଇଁ ବିଶ୍ୱସ୍ତରୀୟ ମଂଚ ମଧ୍ୟ ପ୍ରଦାନ କରୁଛି । କିଛି ସମୟ ପୂର୍ବରୁ ହିଁ ମୋତେ କିଛି ବୁଣାକାର ସାଥୀମାନଙ୍କ ସହିତ କଥା ହେବାର ସୁଯୋଗ ମିଳିଛି । ସାରା ଦେଶରେ ଅନେକଗୁଡ଼ିଏ ହସ୍ତତନ୍ତ କ୍ଲଷ୍ଟରଗୁଡ଼ିକରେ ମଧ୍ୟ ଆମର ବୁଣାକାର ଭାଇ- ଭଉଣୀ ଦୂର- ଦୂରାନ୍ତରରୁ ଆସିଛନ୍ତି ଆମ ସହିତ ଯୋଡ଼ି ହୋଇଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଏହି ବିଶାଳ ସମାରୋହକୁ ହୃଦୟର ସହିତ ସ୍ୱାଗତ କରୁଛି, ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି ।

ନୂଆଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ହସ୍ତତନ୍ତ ଦିବସ ଉତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

August 07th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଭାରତ ମଣ୍ଡପମ୍ ଠାରେ ଜାତୀୟ ହସ୍ତତନ୍ତ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଫ୍ୟାଶନ୍ ଟେକ୍ନୋଲୋଜି ଦ୍ୱାରା କପଡା ଏବଂ ଶିଳ୍ପ ଭଣ୍ଡାରକୁ ନେଇ ବିକଶିତ ଇ-ପୋର୍ଟାଲ୍ ‘ଭାରତୀୟ ବସ୍ତ୍ର ଏବଂ ଶିଳ୍ପ କୋଷ'ର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରଦର୍ଶନୀ ପରିଦର୍ଶନ କରି ବୁଣାକାରମାନଙ୍କ ସହ ଆଲୋଚନା କରିଥିଲେ ।

ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନ ଭାଗ ନେଇଥିବା ବ୍ୟକ୍ତିମାନଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ

August 09th, 09:35 am

ବାପୁଙ୍କ ନେତୃତ୍ୱରେ ଭାରତଛାଡ ଆନ୍ଦୋଳନରେ ଭାଗ ନେଇ ଆମ ସ୍ୱାଧୀନତା ସଂଗ୍ରାମକୁ ମଜବୁତ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ମରଣ କରିଛନ୍ତି ।

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନନିଧି ଅଧିନରେ ଆର୍ଥିକ ଲାଭର କିସ୍ତି ପ୍ରଦାନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 09th, 12:31 pm

ଗତ କିଛି ଦିନ ହେବ ମୁଁ ସରକାରଙ୍କ ଅଲଗା ଅଲଗା ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କରୁଛି । ସରକାର ଯେଉଁ ଯୋଜନାସବୁ ପ୍ରସ୍ତୁତ କରିଛନ୍ତି, ସେସବୁର ଲାଭ ଲୋକମାନଙ୍କ ନିକଟରେ କିଭଳି ପହଂଚି ପାରୁଛି, ଏବଂ ଏସବୁ ଆମେ ଏବେ ଆହୁରି ଭଲ ଭାବେ ଜାଣିପାରୁଛୁ । ଜନତା ଜନାର୍ଦନ ସହ ପ୍ରତ୍ୟକ୍ଷ ଭାବେ ଯୋଡି ହେବା ଦ୍ୱାରା ଏହି ଲାଭ ହୋଇଥାଏ । ଏହି କାର୍ଯ୍ୟକ୍ରମରେ ଉପସ୍ଥିତ କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ସମସ୍ତ ସହଯୋଗୀବୃନ୍ଦ, ସମଗ୍ର ଦେଶରେ ଅନେକ ରାଜ୍ୟରୁ ଏଠି ଉପସ୍ଥିତ ହୋଇଥିବା ସମ୍ମାନନୀୟ ମୁଖ୍ୟମନ୍ତ୍ରୀଗଣ, ଉପରାଜ୍ୟପାଳ ଏବଂ ଉପ-ମୁଖ୍ୟମନ୍ତ୍ରୀବୃନ୍ଦ, ରାଜ୍ୟ ସରକାରମାନଙ୍କର ମନ୍ତ୍ରୀ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ସମଗ୍ର ଦେଶରୁ ସାମିଲ ହୋଇଥିବା କୃଷକ ଏବଂ ଭାଇ ଓ ଭଉଣୀମାନେ,

ପିଏମ-କିଷାନର ନବମ କିସ୍ତି ଜାରି କଲେ ପ୍ରଧାନମନ୍ତ୍ରୀ

August 09th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସ ଜରିଆରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ)ର ପରବର୍ତ୍ତୀ କିସ୍ତି ଜାରି କରିଛନ୍ତି। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ମଧ୍ୟ ହିତାଧିକାରୀ ଚାଷୀଙ୍କ ସହିତ ଆଲୋଚନା କରିଥିଲେ। ଏହାଫଳରେ 9.75 କୋଟି ହିତାଧିକାରୀ ଚାଷୀ ପରିବାର ଆକାଉଣ୍ଟକୁ 19,500 କୋଟି ଟଙ୍କା ହସ୍ତାନ୍ତର କରାଯାଇଛି। ଏହା ହେଉଛି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିସାନ)ର ନବମ କିସ୍ତି। ପିଏମ-କିସାନ ଯୋଜନାର ଲାଭ ଓଡ଼ିଶାର 29 ଲକ୍ଷ 44 ହଜାର 984 ଜଣ ହିତାଧିକାରୀ ଚାଷୀ ପରିବାର ପାଇବେ। ଆଜି ପ୍ରଧାନମନ୍ତ୍ରୀ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ 588 କୋଟି 99 ଲକ୍ଷ 68 ହଜାର ଟଙ୍କା ହସ୍ତାନ୍ତର କରିଛନ୍ତି।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତଛାଡ଼ ଆନେ୍ଦାଳନରେ ଭାଗନେଇଥିବା ମହାପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ

August 09th, 09:55 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତଛାଡ଼ ଆନେ୍ଦାଳନରେ ଭାଗନେଇଥିବା ସମସ୍ତ ମହାନ ବିପ୍ଳବୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ଆନେ୍ଦାଳନ ଉପନିବେଶବାଦ ବିରୋଧୀ ଲଢ଼େଇକୁ ଅଧିକ ସଶକ୍ତ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲା ।

PM remembers the great women and men who took part in the Quit India Movement

August 09th, 08:14 am

PM Narendra Modi today remembered the great women and men who took part in the Quit India Movement. Sharing a video message, the PM said that at the time of independence, the mantra was 'Karenge Ya Marenge', but now as we march towards celebrating 75 years of freedom, our resolve must be 'Karenge Aur Kar Ke Rahenge'.

ଚେନ୍ନାଇରେ ଦୈନିକ ପତ୍ରିକା ଥାନ୍ଥୀ ର ପ୍ଲାଟିନମ୍ ଜୁବୁଲୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ

November 06th, 11:08 am

ଆରମ୍ଭରୁ ମୁଁ ଉକ୍ତ ସମସ୍ତ ପରିବାର ପାଇଁ ନିଜର ସମ୍ବେଦନା ଓ ସହାନୁଭୂତି ବ୍ୟକ୍ତ କରୁଛି, ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ଅବା ଚେନ୍ନାଇ ଓ ତାମିଲନାଡୁର ଅନ୍ୟ ଭାଗରେ ସଂପ୍ରତି ପ୍ରବଳ ବର୍ଷା ଓ ବନ୍ୟାରେ ବହୁ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି । ସବୁ ସମ୍ଭବ ସହାୟତା ଦେବାକୁ ମୁଁ ରାଜ୍ୟ ସରକାରଙ୍କୁ ଆଶ୍ୱାସନା ଦେଇଛି । ମୁଁ ବରିଷ୍ଠ ସାମ୍ବାଦିକ ଥିରୁ ଆର.ମୋହନଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରୁଛି ।

The real essence of a democracy is Jan Bhagidari, says PM Narendra Modi

October 11th, 11:56 am

PM Modi attended birth centenary celebration of Nanaji Deshmukh. Paying tributes to Nanaji Deshmukh and Loknayak JP, the PM said that both devoted their lives towards the betterment of our nation. The PM also launched the Gram Samvad App and inaugurated a Plant Phenomics Facility of IARI

ନାନାଜୀ ଦେଶମୁଖଙ୍କ ଜନ୍ମଶତବାର୍ଷିକୀ ସମାରୋହର ଉଦ୍ଘାଟନୀ ଉତ୍ସବରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

October 11th, 11:54 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପୁସାଠାରେ ଭାରତୀୟ କୃଷି ଗବେଷଣା ପରିଷଦ ପରିସରରେ ଆୟୋଜିତ ନାନାଜୀ ଦେଶମୁଖଙ୍କ ଜନ୍ମ ଶତବାର୍ଷିକୀ ସମାରୋହର ଉଦ୍ଘାଟନୀ ଉତ୍ସବରେ ଯୋଗ ଦେଇଛନ୍ତି ।

ପ୍ରତ୍ୟୋକ ନାଗରିକଙ୍କୁ ଏହା ଅନୁଭବ ହେବା ଆବଶ୍ୟକ ଯେ ,ଏଇଟା ମୋର ଦେଶ ଏବଂ ଦେଶ ପାଇଁ କାମ କରିବାକୁ ପଡିବ :ପ୍ରଧାନମନ୍ତ୍ରୀ ମୋଦୀ

August 22nd, 05:42 pm

ନୀତି ଆୟୋଗଙ୍କ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ପ୍ରବାସୀ ଭାରତୀୟ କେନ୍ଦ୍ରଠାରେ “ପରିବର୍ତ୍ତନର ଚାମ୍ପିୟନ- ଜି-2-ବି ଭାଗିଦାରୀତା ମାଧ୍ୟମରେ ଭାରତର ସଂସ୍କାରମୂଳକ ପରିବର୍ତ୍ତନ” ଶୀର୍ଷକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଗତ ସପ୍ତାହରେ ଏହି କାର୍ଯ୍ୟକ୍ରମର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ଉଦ୍ୟୋଗୀମାନଙ୍କ ସହ ମତ ବିନିମୟ କରିଥିବା ବେଳେ ଆଜି ଦ୍ୱିତୀୟ ବାର ଯୁବ ସିଇଓମାନଙ୍କ ସହ ଆଲୋଚନା କରିଛନ୍ତି ।

ନୀତି ଆୟୋଗଙ୍କ ଦ୍ୱାରା “ପରିବର୍ତ୍ତନର ଚାମ୍ପିୟନ” କାର୍ଯ୍ୟକ୍ରମ ଯୁବ ସିଇଓମାନଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

August 22nd, 05:41 pm

ନୀତି ଆୟୋଗଙ୍କ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ପ୍ରବାସୀ ଭାରତୀୟ କେନ୍ଦ୍ରଠାରେ “ପରିବର୍ତ୍ତନର ଚାମ୍ପିୟନ- ଜି-2-ବି ଭାଗିଦାରୀତା ମାଧ୍ୟମରେ ଭାରତର ସଂସ୍କାରମୂଳକ ପରିବର୍ତ୍ତନ” ଶୀର୍ଷକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ଗତ ସପ୍ତାହରେ ଏହି କାର୍ଯ୍ୟକ୍ରମର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁବ ଉଦ୍ୟୋଗୀମାନଙ୍କ ସହ ମତ ବିନିମୟ କରିଥିବା ବେଳେ ଆଜି ଦ୍ୱିତୀୟ ବାର ଯୁବ ସିଇଓମାନଙ୍କ ସହ ଆଲୋଚନା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ ସ୍ୱାଧୀନତା ଦିବସ ସମ୍ବୋଧନ-2017ର ମୁଖ୍ୟାଂଶ

August 15th, 01:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 71ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲା ଉପରୁ ଦେଶକୁ ସମ୍ବୋଧିତ କରିଥିଲେ ।

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

August 15th, 09:01 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦେଶର 71ତମ ସ୍ୱାଧୀନତା ଦିବସ ଅବସରରେ ନୂଆଦିଲ୍ଲୀସ୍ଥିତ ଲାଲକିଲ୍ଲା ଐତିହାସିକ ସ୍ଥଳରେ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ସେ ଦେଶର ସେହି ମହାନ ପୁରୁଷ ଏବଂ ମହିଳାଙ୍କୁ ସ୍ମରଣ କରିଥିଲେ ଯେଉଁମାନେ ଦେଶର ସ୍ୱାଧୀନତା ପାଇଁ ଲଢ଼ିଥିଲେ ।

71 ତମ ସ୍ୱାଧୀନତା ଦିବସରେ ଲାଲକିଲ୍ଲାରୁ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 15th, 09:00 am

71 ତମ ସ୍ୱାଧୀନତା ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲାଲକିଲ୍ଲାର ପ୍ରାଚୀର ଉପରୁ ରାଷ୍ଟ୍ରକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ସେହି ମହାନ ପୁରୁଷ/ମହିଳାମାନଙ୍କୁ ମନେ ପକାଇଥିଲେ, ଯେଉଁମାନେ କି ଦେଶର ସ୍ୱାଧୀନତା ପାଇଁ ବହୁ କଷ୍ଟ ସ୍ୱୀକାର କରିଥିଲେ । ସେ କହିଲେ ଯେ ଭାରତର ଜନସାଧାରଣ ପ୍ରାକୃତିକ ବିପର୍ଯ୍ୟୟରେ ପ୍ରଭାବିତ ଲୋକଙ୍କ ପାଇଁ ଏବଂ ଗୋରଖପୁରର ବିପଦ ବେଳେ କାନ୍ଧକୁ କାନ୍ଧ ମିଳାଇ ଛିଡ଼ା ହୋଇଛନ୍ତି ।

"ନୂଆ ଭାରତ - ମନ୍ଥନ" ପ୍ରସଙ୍ଗ ଉପରେ ଦେଶର ସବୁ ଜିଲ୍ଲାପାଳମାନଙ୍କୁ ଭିଡିଓ କନ୍ଫରେନିସିଙ୍ଗ ମାଧ୍ୟମରେ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

August 09th, 08:15 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ''ନୂଆ ଭାରତ - ମନ୍ଥନ'' ପ୍ରସଙ୍ଗ ଉପରେ ଦେଶର ସବୁ ଜିଲ୍ଲାପାଳମାନଙ୍କୁ ଭିଡିଓ କନ୍ଫରେନିସିଙ୍ଗ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଭାରତ ଛାଡ଼ ଆନ୍ଦୋଳନର 75 ବର୍ଷ ପୂର୍ତ୍ତି ଉପଲକ୍ଷେ ଜିଲ୍ଲାପାଳମାନଙ୍କ ସହିତ ପ୍ରଥମଥର ପାଇଁ ମତବିନିମୟ କରିଥିଲେ ଏବଂ ତୃଣମୂଳ ସ୍ତରରେ ''ନୂଆ ଭାରତ - ମନ୍ଥନ'' ର ଉଦ୍ଘାଟନ କରିଥିଲେ ।

ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 9, 2017

August 09th, 07:26 pm

ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।

From 2017 to 2022, these five years are about ‘Sankalp Se Siddhi’, says PM Modi in Lok Sabha

August 09th, 10:53 am

PM Modi, while addressing the Lok Sabha, said that the recollection of movements such as the Quit India Movement was a source of great inspiration. The PM said that in 1942, the clarion call was ‘Karenge Ya Marenge,’ today the call should be ‘Karenge aur Karke Rahenge.’ He said that the next five years should also be about ‘Sankalp se Siddhi.’