୨୩୪ଟି ନୂଆ ନଗର/ସହରରେ ଘରୋଇ ଏଫଏମ ରେଡିଓ ଆରମ୍ଭ କରିବାକୁ କ୍ୟାବିନେଟ୍ ଅନୁମୋଦନ
August 28th, 05:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଘରୋଇ ଏଫ୍ଏମ୍ ରେଡିଓ ତୃତୀୟ ପର୍ଯ୍ୟାୟ ନୀତି ଅଧୀନରେ ୨୩୪ଟି ନୂଆ ସହରରେ ୭୩୦ଟି ଚ୍ୟାନେଲ ପାଇଁ ତୃତୀୟ ବ୍ୟାଚ୍ ଇ-ନିଲାମ ପ୍ରସ୍ତାବକୁ ଅନୁମୋଦନ ମିଳିଛି।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ରାମ ସମସ୍ତଙ୍କ ହୃଦୟରେ ଅଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 28th, 11:30 am
ଅଯୋଧ୍ୟାରେ ପ୍ରାଣ ପ୍ରତିଷ୍ଠା ଦେଶର କୋଟି କୋଟି ଲୋକଙ୍କୁ ସତେ ଯେମିତି ଗୋଟିଏ ସୂତ୍ରରେ ବାନ୍ଧି ଦେଇଥିଲା । ସମସ୍ତଙ୍କ ଭାବନା ଏକ, ସମସ୍ତଙ୍କ ଭକ୍ତି ଏକ, ସମସ୍ତଙ୍କ ମୁଖରେ ରାମ, ସମସ୍ତଙ୍କ ହୃଦୟରେ ଥିଲେ ରାମ । ଦେଶର ଅନେକ ଲୋକ ଏହି ସମୟରେ ରାମଙ୍କ ଭଜନ ଗାନ କରି ତାହାକୁ ଶ୍ରୀ ରାମଙ୍କ ଚରଣରେ ସମର୍ପିତ କରିଥିଲେ । ଜାନୁଆରୀ ୨୨ ତାରିଖ ସନ୍ଧ୍ୟାରେ ସମଗ୍ର ଦେଶ ରାମଜ୍ୟୋତି ପ୍ରଜ୍ଜ୍ୱଳିତ କରି ଦୀପାବଳୀ ପାଳନ କରିଥିଲା । ଏହି ସମୟରେ ଦେଶ ଏକତାର ଶକ୍ତି ଦେଖିଲା, ଯାହା ବିକଶିତ ଭାରତର ଆମର ସଂକଳ୍ପର ମଧ୍ୟ ଏକ ବଡ଼ ଆଧାର । ମୁଁ ଦେଶବାସୀଙ୍କୁ ଅନୁରୋଧ କରିଥିଲି ଯେ, ମକର ସଂକ୍ରାନ୍ତି ଠାରୁ ଜାନୁଆରୀ ୨୨ ଯାଏଁ ଏକ ସ୍ୱଚ୍ଛତା ଅଭିଯାନ ପାଳନ କରାଯାଉ । ଲକ୍ଷ ଲକ୍ଷ ଲୋକେ ସଶ୍ରଦ୍ଧ ଭାବରେ ଯୋଡ଼ିହୋଇ ନିଜ ନିଜ ଅଞ୍ଚଳରେ ଥିବା ଧାର୍ମିକ ସ୍ଥାନଗୁଡ଼ିକରେ ସଫେଇ ଅଭିଯାନ ଚଳାଇଥିବାରୁ ମୋତେ ଭଲ ଲାଗିଲା । ଅନେକ ଲୋକ ମୋତେ ଏହାର ଛବିଗୁଡ଼ିକ ପଠାଇଛନ୍ତି, ଭିଡିଓମାନ ପଠାଇଛନ୍ତି । ଏହି ଭାବନା ବାଧାପ୍ରାପ୍ତ ନ ହେଉ, ଏହି ଅଭିଯାନ ଅଟକି ନ ଯାଉ । ଏକତାର ଏହି ଶକ୍ତି, ଆମ ଦେଶକୁ ସଫଳତାର ନୂତନ ଶିଖରକୁ ପହଞ୍ଚାଇବ ।140 କୋଟି ଲୋକ ଅନେକ ପରିବର୍ତ୍ତନ କରୁଛନ୍ତି : ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
November 26th, 11:30 am
ମୋର ପରିବାରଜନ, ନଭେମ୍ବର ୨୬ ତାରିଖର ଆଜିର ଦିନଟି ଅନ୍ୟ ଏକ କାରଣରୁ ମଧ୍ୟ ଅତି ଗୁରୁତ୍ୱପୂର୍ଣ୍ଣ । ୧୯୪୯ ମସିହାରେ ଆଜିର ଦିନରେ ହିଁ ସମ୍ବିଧାନ ସଭା ଭାରତର ସମ୍ବିଧାନ ପ୍ରଣୟନ କରିଥିଲେ । ମୋର ମନେଅଛି, ୨୦୧୫ରେ ଯେତେବେଳେ ଆମେ ବାବା ସାହେବ ଆମ୍ବେଦକରଙ୍କ ୧୨୫ତମ ଜୟନ୍ତୀ ପାଳନ କରୁଥିଲୁ, ସେତେବେଳେ ମନକୁ ଗୋଟିଏ କଥା ଆସିଥିଲା ଯେ, ନଭେମ୍ବର ୨୬ ତାରିଖକୁ ସମ୍ବିଧାନ ଦିବସ ରୂପେ ପାଳନ କରାଯିବା ଉଚିତ । ସେହିଦିନ ଠାରୁ ଆଜିର ଦିନଟିକୁ ପ୍ରତିବର୍ଷ ସମ୍ବିଧାନ ଦିବସ ରୂପେ ଆମେ ପାଳନ କରିଆସୁଛୁ । ମୁଁ ସମସ୍ତ ଦେଶବାସୀଙ୍କୁ ସମ୍ବିଧାନ ଦିବସ ଉପଲକ୍ଷେ ଶୁଭକାମନା ଜଣାଉଛି । ଆଉ ଆମେ ସବୁ ମିଶି ନାଗରିକର କର୍ତ୍ତବ୍ୟକୁ ଅଗ୍ରାଧିକାର ଦେଇ, ବିକଶିତ ଭାରତର ସଂକଳ୍ପକୁ ନିଶ୍ଚିତ ଭାବେ ପୂରଣ କରିବା ।ମନ୍ କୀ ବାତ୍ ଉପରେ ଜାପାନ ଦୂତାବାସର ବାର୍ତ୍ତାର ଉତ୍ତର ଦେଲେ ପ୍ରଧାନମନ୍ତ୍ରୀ
May 03rd, 08:40 pm
ଭାରତରେ ଜାପାନ ଦୂତାବାସ ପକ୍ଷରୁ ମନ୍ କୀ ବାତର ୧୦୦ ତମ ଅଧ୍ୟାୟ ଉପରେ ଟୁଇଟ କରାଯାଇଥିଲା । ଏହି ଅବସରରେ ଜାପାନ ଦୂତାବାସ ଏହାର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ଏକ ସନ୍ଦେଶକୁ ‘ମନ୍ କୀ ବାତ: ଏ ସୋସିଆଲ ରିଭୋଲ୍ୟୁସନ ଅନ୍ ରେଡିଓ’ ପୁସ୍ତକର ପ୍ରସ୍ତାବନାରେ ମନେ ପକାଇଥିଲା ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
April 30th, 11:31 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ହେଉଛି ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ । ମୋତେ ଆପଣମାନଙ୍କର ହଜାର ହଜାର ଚିଠି ମିଳିଛି, ଲକ୍ଷ ଲକ୍ଷ ବାର୍ତ୍ତା ମିଳିଛି ଆଉ ମୁଁ ଚେଷ୍ଟା କରିଛି ଅଧିକରୁ ଅଧିକ ଚିଠି ପଢ଼ିବାକୁ, ଦେଖିବାକୁ ଆଉ ବାର୍ତ୍ତା ଗୁଡ଼ିକୁ ବୁଝିବାକୁ । ଆପଣମାନଙ୍କ ଚିଠି ପଢ଼ୁ ପଢ଼ୁ ଅନେକଥର ମୁଁ ଭାବବିହ୍ୱଳ ହୋଇପଡ଼ିଛି, ମନ ଭାବାବେଗରେ ଭରିଯାଇଛି, ଭାବନାର ସ୍ରୋତରେ ବହିଯାଇଛି ଆଉ ପୁଣି ନିଜକୁ ସମ୍ଭାଳିଛି । ଆପଣମାନେ ‘ମନ୍ କି ବାତ୍’ର ୧୦୦ତମ ଅଧ୍ୟାୟ ପାଇଁ ମୋତେ ଅଭିନନ୍ଦନ ଜଣାଇଛନ୍ତି କିନ୍ତୁ ଆନ୍ତରିକତାର ସହ କହୁଛି ଯେ, ପ୍ରକୃତରେ ଅଭିନନ୍ଦନର ପାତ୍ର ହେଉଛନ୍ତି ଆପଣ ସମସ୍ତ ‘ମନ୍ କି ବାତ୍’ର ଶ୍ରୋତାଗଣ, ଆମର ଦେଶବାସୀଗଣ । ‘ମନ୍ କି ବାତ୍’ ହେଉଛି କୋଟି କୋଟି ଭାରତୀୟମାନଙ୍କ ମନର କଥା, ସେମାନଙ୍କ ଭାବନାର ପରିପ୍ରକାଶ ।ବିଶ୍ୱ ରେଡିଓ ଦିବସ ଅବସରରେ ସମସ୍ତ ରେଡିଓ ଶ୍ରୋତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
February 13th, 01:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ରେଡିଓ ଦିବସ ଅବସରରେ ସମସ୍ତ ରେଡିଓ ଶ୍ରୋତା, ଆରଜେ ଓ ପ୍ରସାରଣ ଇକୋ-ସିଷ୍ଟମ ସହ ଜଡିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଶ୍ରୀ ମୋଦୀ ଏହି ଅବସରରେ ଫେବୃୟାରୀ ୨୬, ୨୦୨୩ର ମନ କି ବାତ କାର୍ଯ୍ୟକ୍ରମ ପାଇଁ ମତାମତ ମଧ୍ୟ ଆହ୍ୱାନ କରିଛନ୍ତି ।ବିଶ୍ୱ ରେଡିଓ ଦିବସ ଅବସରରେ ରେଡିଓ ଶ୍ରୋତା ଓ ଏହି ଅତ୍ୟୁତ୍ତମ ମାଧ୍ୟମକୁ ସମୃଦ୍ଧ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
February 13th, 03:54 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ରେଡିଓ ଦିବସ ଅବସରରେ ରେଡିଓ ଶ୍ରୋତା ଓ ଏହି ଅତ୍ୟୁତ୍ତମ ମାଧ୍ୟମକୁ ସୃଜନଶୀଳତା ଦ୍ୱାରା ସମୃଦ୍ଧ କରୁଥିବା ବ୍ୟକ୍ତିବିଶେଷଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ବିଶ୍ୱ ରେଡିଓ ଦିବସରେ ଶ୍ରୋତାମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
February 13th, 10:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ରେଡିଓ ଦିବସରେ ସମସ୍ତ ରେଡିଓ ଶ୍ରୋତାଙ୍କୁ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ, ରେଡିଓ ଏକ ଚମତ୍କାର ମାଧ୍ୟମ, ଯାହା ସାମାଜିକ ସଂଯୋଗକୁ ଦୃଢୀଭୂତ କରିଥାଏ ।PM at the helm of India’s Fight against COVID-19
March 29th, 10:00 am
Prime Minister Shri Narendra Modi is continuing his interactions with various stakeholders in India’s fight against COVID-19.PM interacts with Radio Jockeys
March 27th, 06:48 pm
PM Narendra Modi interacted with Radio Jockeys (RJs) via video conference. The PM exhorted the RJs to disseminate positive stories and case studies, particularly of patients who have fully recovered from coronavirus infection.'ମନ କି ବାତ' ପାଇଁ ଆପଣଙ୍କ ପରାମର୍ଶ ଏବଂ ଅନ୍ତର୍ଦୃଷ୍ଟି ଦିଅନ୍ତୁ !
September 19th, 12:30 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର 30 ରବିବାର ଦିନ ନିଜର ମାସିକ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶବାସୀକୁ ସମ୍ବୋଧିତ କରିବେ । ଯଦି ଆପଣଙ୍କ ପାଖରେ କିଛି ଅଭିନବ ପରାମର୍ଶ ଏବଂ ଅନ୍ତର୍ଦୃଷ୍ଟି ଅଛି ,ତ ଏହାକୁ ସିଧା ପ୍ରଧାନମନ୍ତ୍ରୀଙ୍କ ସହ ସେୟାର କରିବାର ଏକ ସୁଯୋଗ ଅଛି । ପ୍ରଧାନମନ୍ତ୍ରୀ ସେଥିରୁ କିଛି ଉତ୍ତମ ବିଚାର ଏବଂ ଅନ୍ତର୍ଦୃଷ୍ଟିକୁ ନିଜ ସମ୍ବୋଧନରେ ସାମିଲ କରିପାରନ୍ତି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ଲାଗି ଆପଣଙ୍କ ବିଚାର ଏବଂ ପରାମର୍ଶ ଦିଅନ୍ତୁ !
August 16th, 10:55 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ 26 ରେ ନିଜର ମାସିକ ରେଡ଼ିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶକୁ ସମ୍ବୋଧନ କରିବେ । ଏହି କାର୍ଯ୍ୟକ୍ରମ ଲାଗି ଆପଣ ମଧ୍ୟ ନିଜର ବିଚାର ଏବଂ ଅନ୍ତଦୃଷ୍ଟି ପଠାଇପାରିବେ । ପ୍ରଧାନମନ୍ତ୍ରୀ ମୋଦୀ ସେଥିରୁ କିଛି ବଛାବଛା ବିଚାର ଏବଂ ଅନ୍ତଦୃଷ୍ଟିକୁ ସାମିଲ କରିପାରନ୍ତି ।ନୂଆଦିଲ୍ଲୀରେ ବୁଦ୍ଧ ଜୟନ୍ତୀ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
April 30th, 03:55 pm
ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମଠାରେ ଆଜି ଆୟୋଜିତ ବୁଦ୍ଧ ଜୟନ୍ତୀ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେଇଥିଲେ ।ନୂଆଦିଲ୍ଲୀରେ ବୁଦ୍ଧ ଜୟନ୍ତୀ ସମାରୋହ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
April 30th, 03:42 pm
ମଞ୍ଚରେ ଉପସ୍ଥିତ ମୋର ସହଯୋଗୀ ଡ଼କ୍ଟର ମହେଶ ଶର୍ମା ମହାଶୟ, ଶ୍ରୀମାନ କିରଣ ରିଜିଜୁ ମହାଶୟ, ଆନ୍ତର୍ଜାତିକ ବୁଦ୍ଧିଷ୍ଟ ଫାଉଣ୍ଡେଶନର ମହାସଚିବ ଡ଼କ୍ଟର ଧମ୍ମପିୟେ ମହାଶୟ, ସମଗ୍ର ଦେଶରୁ ଆସିଥିବା ସମସ୍ତ ଶ୍ରଦ୍ଧାଳୁଗଣ, ଭଦ୍ର ମହିଳା ଓ ସୁଧିମଣ୍ଡଳୀ ।ସତର୍କ ରହିବା ଏବଂ ନିୟମର ପାଳନ କରିବା ଗୁରୁତ୍ୱପୂର୍ଣ୍ଣ :'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ
February 25th, 11:00 am
ପ୍ରଧାନମନ୍ତ୍ରୀ ମୋଦୀ 'ମନ କି ବାତ' ଅବସରରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଦେଶବାସୀଙ୍କ ସହ କଥାବାର୍ତ୍ତା କରିଥିଲେ । ନିଜ କାର୍ଯ୍ୟକ୍ରମରେ ସେ ଔଦ୍ୟୋଗିକଠାରୁ ନେଇ ଆପଦ ପ୍ରବନ୍ଧନ ପର୍ଯ୍ୟନ୍ତ ,'ସ୍ୱଚ୍ଛ ଭାରତ' ରୁ ନେଇ ' ଗୋବର-ଧନ ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ପ୍ରସଙ୍ଗରେ ନିଜ ବିଚାର ବାଣ୍ଟିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ମହିଳା ନେତୃତ୍ୱରେ ବିକାଶକୁ ପ୍ରୋତ୍ସାହନ ଦେବା ବିଷୟରେ କହିଥିଲେ ଏବଂ କିପରି ମହିଳା ବିଭିନ୍ନ କ୍ଷେତ୍ରରେ 'ନ୍ୟୁ ଇଣ୍ଡିଆ' ର ଫାଉଣ୍ଡେସନକୁ ମଜବୁତ କରିବାର କାମ କରୁଛନ୍ତି ସେ ଉପରେ କହୁଥିଲେ ।ବିଶ୍ୱ ରେଡିଓ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
February 13th, 01:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶ୍ୱ ରେଡିଓ ଦିବସ ପାଳନ ଅବସରରେ ରେଡିଓ ଜଗତ ସହ ସଂଶ୍ଳିଷ୍ଟ ସମସ୍ତ ବ୍ୟକ୍ତିବିଶେଷ, ଅନୁଷ୍ଠାନ, ସମ୍ବନ୍ଧୀତ ଉଦ୍ୟୋଗ ଏବଂ ବିରାଟ ଶ୍ରୋତା ମଣ୍ଡଳୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 8, 2018
January 08th, 07:27 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ମାନିଲାରେ ଆସିଆନ ବ୍ୟବସାୟ ଓ ନିବେଶ ସମ୍ମିଳନୀକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ (ନଭେମ୍ବର 13, 2017)
November 13th, 03:28 pm
ମୁଁ ଆରମ୍ଭରୁ ହିଁ ବିଳମ୍ବ ପାଇଁ କ୍ଷମା ମାଗୁଛି । ବ୍ୟବସାୟରେ ବି ରାଜନୀତି ଭଳି ସମୟ ଓ ସମୟର ପାଳନ ଉଭୟ ବହୁତ ମହତ୍ୱପୂର୍ଣ୍ଣ ହୋଇଥାଏ । କିନ୍ତୁ ବେଳେବେଳେ ନିଜର ସମ୍ପୂର୍ଣ୍ଣ ଚେଷ୍ଟା ସତ୍ତ୍ୱେ ଆମେ କିଛି କରିପାରୁନଥାଉ । ମୋତେ ଫିଲିପାଇନ୍ସକୁ ନିଜର ପ୍ରଥମ ଗସ୍ତରେ ମାନିଲା ପହଂଚି ଅତ୍ୟନ୍ତ ଖୁସି ଲାଗୁଛି ।ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ଲାଗି ଆପଣଙ୍କ ବିଚାର ଏବଂ ପରାମର୍ଶ ଦିଅନ୍ତୁ !
October 18th, 03:15 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର 29 ରେ ନିଜର ମାସିକ ରେଡ଼ିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶକୁ ସମ୍ବୋଧନ କରିବେ । ଏହି କାର୍ଯ୍ୟକ୍ରମ ଲାଗି ଆପଣ ମଧ୍ୟ ନିଜର ବିଚାର ଏବଂ ଅନ୍ତଦୃଷ୍ଟି ପଠାଇପାରିବେ ।