You hold the key to a better future and a Viksit Bharat: PM Modi in Aligarh
April 22nd, 02:20 pm
At the Aligarh event, Prime Minister Narendra Modi was greeted with love and admiration from all corners of Uttar Pradesh. He shared his transparent vision of a Viksit Uttar Pradesh and a Viksit Bharat with the crowd, reaffirming his commitment to serving every citizen of the country.PM Modi delivers a stirring address to an enthusiastic crowd at a public meeting in Aligarh, UP
April 22nd, 02:00 pm
At the Aligarh event, Prime Minister Narendra Modi was greeted with love and admiration from all corners of Uttar Pradesh. He shared his transparent vision of a Viksit Uttar Pradesh and a Viksit Bharat with the crowd, reaffirming his commitment to serving every citizen of the country.ଉତ୍ତର ପ୍ରଦେଶର ମିରଟରେ ମେଜର ଧ୍ୟାନଚାନ୍ଦ କ୍ରୀଡ଼ା ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
January 02nd, 01:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ଉତ୍ତରପ୍ରଦେଶର ମିରଟ୍ଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
January 02nd, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୨.୦୧.୨୦୨୨) ଉତ୍ତରପ୍ରଦେଶର ମିରଟଠାରେ ମେଜର ଧ୍ୟାନଚାନ୍ଦ କ୍ରୀଡା ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ପ୍ରାୟ ସାତଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ଏହି କ୍ରୀଡା ବିଶ୍ୱବିଦ୍ୟାଳୟରେ ଅତ୍ୟାଧୁନିକ କ୍ରୀଡା ଭିତ୍ତିଭୂମି ସହ ସିନ୍ଥେଟିକ୍ ହକି ଟ୍ରାକ, ଫୁଟବଲ, ବାସ୍କେଟବଲ, ଭଲିବଲ୍, ହ୍ୟାଣ୍ଡବଲ, କବାଡି ପଡିଆ, ଲନ୍ ଟେନିସ କୋର୍ଟ, ଜିମ୍ନାସିୟମ, ସିନ୍ଥେଟିକ ଦୌଡ ଷ୍ଟାଡିୟମ, ସନ୍ତରଣଗାର, ବହୁମୁଖୀ ପ୍ରେକ୍ଷାଳୟ ରହିଛି । ଏହାଛଡା ଏହି ବିଶ୍ୱବିଦ୍ୟାଳୟରେ ବନ୍ଧୁକଚାଳନା, ସ୍କ୍ୱାଶ୍, ଜିମ୍ନାଷ୍ଟିକ, ଭାରୋତ୍ତୋଳନ, ତୀରନ୍ଦାଜୀ, ଖୋଲା ଓ ପାଲଟଣା ଡଙ୍ଗା ଚାଳନା ଓ ଅନ୍ୟାନ୍ୟ ସୁବିଧାମାନ ରହିବ । ଏହି ବିଶ୍ୱବିଦ୍ୟାଳୟରେ ୫୪୦ଲେଖାଏଁ ପୁରୁଷ ଓ ମହିଳା କ୍ରୀଡାବିତ୍ ଏହିପରି ୧୦୮୦ଜଣଙ୍କୁ ତାଲିମ ଦେବାର ସାମର୍ଥ୍ୟ ରହିଛି ।ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତିପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ ।
September 14th, 12:01 pm
ଉତର ପ୍ରଦେଶର ରାଜ୍ୟପାଳ ଶ୍ରୀମତି ଆନନ୍ଦି ବେନ୍ ପଟେଲ ଜୀ, ଉତର ପ୍ରଦେଶର ଯଶସ୍ୱୀ ଏବଂ ତେଜସ୍ୱୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଉପମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମା ଜୀ, ଉତର ପ୍ରଦେଶ ସରକାରର ମନ୍ତ୍ରୀଗଣ, ଅନ୍ୟାନ୍ୟ ସାଂସଦଗଣ, ବିଧାୟକଗଣ ଏବଂ ଅଲିଗଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ପ୍ରଧାନମନ୍ତ୍ରୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି
September 14th, 11:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଲିଗଡରେ ଥିବା ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ପକାଇଛନ୍ତି । ସେ ଉତ୍ତରପ୍ରଦେଶ ପ୍ରତିରକ୍ଷା ଶିଳ୍ପ କରିଡରର ଆଲିଗଡ ନୋଡର ପ୍ରଦର୍ଶନୀ ମଡେଲ ଏବଂ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।ପ୍ରଧାନମନ୍ତ୍ରୀ ସେପ୍ଟେମ୍ବର୧୪ରେ ଆଲିଗଡଠାରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ
September 13th, 11:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୧୪ରେ ଆଲିଗଡଠାରେ ରାଜା ମହେନ୍ଦ୍ର ପ୍ରତାପ ସିଂହ ରାଜ୍ୟ ବିଶ୍ୱବିଦ୍ୟାଳୟ(ଷ୍ଟେଟ ୟୁନିଭରସିଟି)ର ଶିଳାନ୍ୟାସ କରିବେ । ମଧ୍ୟାହ୍ନ ୧୨ଘଣ୍ଟା ସମୟରେ ଏହି ବିଶ୍ୱବିଦ୍ୟାଳୟର ଶୁଭ ଦିଆଯିବ । ଏହା ପରେ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେବେ । ଏହାପରେ ପ୍ରଧାନମନ୍ତ୍ରୀ ଏକ ପ୍ରଦର୍ଶନୀରେ ଯୋଗଦେଇ ପ୍ରସ୍ତାବିତ ବିଶ୍ୱବିଦ୍ୟାଳୟ ଏବଂ ଉତ୍ତରପ୍ରଦେଶ ପ୍ରତିରକ୍ଷା ଶିଳ୍ପ କରିଡର ଆଲିଗଡଖଣ୍ଡର ମଡେଲ ପରିଦର୍ଶନ କରିବେ ।