Prime Minister expresses grief over road accident on Jaipur-Ajmer highway in Rajasthan, announces ex-gratia
December 20th, 12:49 pm
Prime Minister, Shri Narendra Modi today expressed grief over the accident on Jaipur-Ajmer highway in Rajasthan. Shri Modi also announced an ex-gratia of Rs. 2 lakh from PMNRF for the next of kin of each deceased in the mishap, while the injured would be given Rs. 50,000."ଏକ ବର୍ଷ - ଫଳାଫଳ ଉତ୍କର୍ଷ" ଏବଂ ରାଜସ୍ଥାନର ଜୟପୁରରେ ଉନ୍ନୟନ ମୂଳକ କାର୍ଯ୍ୟର ଶୁଭାରମ୍ଭ କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 17th, 12:05 pm
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶରୁ ବିଶେଷ ଭାବେ ଏଠାକୁ ଆସିଥିବା ଆମର ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଜୀ, ଯିଏ କେନ୍ଦ୍ରର ମନ୍ତ୍ରିମଣ୍ଡଳରେ ମୋର ସହକର୍ମୀ ଶ୍ରୀମାନ ସିଂ। ଆର ପାଟିଲ ଜୀ, ଭାଗୀରଥ ଚୌଧୁରୀ ଜୀ, ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ଦିୟା କୁମାରୀ ଜୀ, ପ୍ରେମ ଚାନ୍ଦ ଭୈରବଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ରାଜସ୍ଥାନର ବିଧାୟକ, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ରାଜସ୍ଥାନର ମୋର ପ୍ରିୟ ଭାଇ ଭଉଣୀମାନେ। ଏବଂ ଭର୍ଚୁଆଲ ମାଧ୍ୟମରେ ଆମ ସହିତ ଯୋଡି ହୋଇଥିବା ଆମର ରାଜସ୍ଥାନର ହଜାର ହଜାର ପଞ୍ଚାୟତରେ ଏକାଠି ହୋଇଥିବା ମୋର ସମସ୍ତ ଭାଇ ଭଉଣୀ ମାନେ ଆମ ସହିତ ଭର୍ଚୁଆଲ ଭାବରେ ଯୋଡ଼ି ହୋଇଛନ୍ତି।ରାଜସ୍ଥାନର ଜୟପୁରଠାରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ - ପରିଣାମ ଉତ୍କର୍ଷ'ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 17th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ 'ଏକ ବର୍ଷ-ପରିଣାମ ଉତ୍କର୍ଷ'ରେ ଅଂଶଗ୍ରହଣ କରିଥିଲେ । ସଭାକୁ ସମ୍ବୋଧିତ କରି ସେ ରାଜସ୍ଥାନ ସରକାର ଏକ ବର୍ଷ ସଫଳତାର ସହ ପୂରଣ କରିଥିବାରୁ ରାଜସ୍ଥାନ ସରକାର ଏବଂ ରାଜସ୍ଥାନବାସୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଏକାଠି ହୋଇଥିବା ଲକ୍ଷ ଲକ୍ଷ ଲୋକଙ୍କ ଆଶୀର୍ବାଦ ଲାଭ କରିଥିବାରୁ ସେ ଭାଗ୍ୟବାନ ବୋଲି କହିଛନ୍ତି। ରାଜସ୍ଥାନର ବିକାଶମୂଳକ କାର୍ଯ୍ୟକୁ ଏକ ନୂତନ ଦିଗ ଓ ଗତି ଦେବା ପାଇଁ ନିଆଯାଇଥିବା ପ୍ରୟାସ ନିମନ୍ତେ ଶ୍ରୀ ମୋଦୀ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଟିମକୁ ପ୍ରଶଂସା କରିଥିଲେ । ସେ ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଥମ ବର୍ଷ ଆଗାମୀ ଅନେକ ବର୍ଷର ବିକାଶ ପାଇଁ ଏକ ମଜଭୁତ ଭିତ୍ତିଭୂମି ଭାବରେ କାର୍ଯ୍ୟ କରିଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଆଜିର କାର୍ଯ୍ୟକ୍ରମ କେବଳ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ହେବାର ପ୍ରତୀକ ନୁହେଁ, ବରଂ ରାଜସ୍ଥାନର ଉଜ୍ଜ୍ୱଳତା ଏବଂ ରାଜସ୍ଥାନର ବିକାଶର ପର୍ବର ପ୍ରତୀକ । ନିକଟରେ ରାଇଜିଂ ରାଜସ୍ଥାନ ଶିଖର ସମ୍ମିଳନୀ ୨୦୨୪ ଗସ୍ତକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ ସେଠାରେ ସମଗ୍ର ବିଶ୍ୱର ଅନେକ ନିବେଶକ ଉପସ୍ଥିତ ଥିଲେ ଏବଂ ଆଜି ୪୫,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଉଦଘାଟନ କରାଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପଗୁଡ଼ିକ ରାଜସ୍ଥାନରେ ଜଳକୁ ନେଇ ସାମନା କରୁଥିବା ପ୍ରତିବନ୍ଧକ ଗୁଡ଼ିକର ଉପଯୁକ୍ତ ସମାଧାନ ପ୍ରଦାନ କରିବ ଏବଂ ରାଜସ୍ଥାନକୁ ଭାରତର ସବୁଠାରୁ ଭଲ ଭାବରେ ସଂଯୋଜିତ ରାଜ୍ୟରେ ପରିଣତ କରିବ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ଉନ୍ନୟନମୂଳକ କାର୍ଯ୍ୟ ଗୁଡ଼ିକ ଅଧିକ ନିବେଶକଙ୍କୁ ଆମନ୍ତ୍ରଣ କରିବ, ଅନେକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ପର୍ଯ୍ୟଟନ କ୍ଷେତ୍ରକୁ ସୁଦୃଢ଼ କରିବ ଏବଂ ରାଜସ୍ଥାନର କୃଷକ, ମହିଳା ଏବଂ ଯୁବକମାନଙ୍କୁ ଉପକୃତ କରିବ ।ଡିସେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ
December 16th, 03:19 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୧୭ ତାରିଖରେ ରାଜସ୍ଥାନ ଗସ୍ତରେ ଯିବେ । ଏହି ଅବସରରେ ରାଜସ୍ଥାନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମ ‘ଏକ ବର୍ଷ-ପରିଣାମ ଉତ୍କର୍ଷ’ରେ ସେ ସାମିଲ ହେବେ । ଗସ୍ତ କାଳରେ ସେ ରାଜସ୍ଥାନର ଜୟପୁରଠାରେ ୪୬,୩୦୦ କୋଟି ଟଙ୍କାର ଶକ୍ତି, ସଡ଼କ, ରେଲୱେ ଏବଂ ଜଳ ସମ୍ପର୍କିତ ୨୪ଟି ପ୍ରକଳ୍ପର ଉଦଘାଟନ କିମ୍ବା ଶିଳାନ୍ୟାସ କରିବେ ।ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 11:00 am
ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।PM Modi inaugurates Rising Rajasthan Global Investment Summit
December 09th, 10:34 am
PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.୯ ଡିସେମ୍ବରରେ ରାଜସ୍ଥାନ ଓ ହରିୟାଣା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
December 08th, 09:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୯ରେ ରାଜସ୍ଥାନ ଏବଂ ହରିୟାଣା ଗସ୍ତରେ ଯିବେ । ସେ ଜୟପୁର ଯିବେ ଏବଂ ପ୍ରାୟ ସକାଳ ୧୦:୩୦ ସମୟରେ ସେ ଜୟପୁର ପ୍ରଦର୍ଶନୀ ଏବଂ ସମ୍ମିଳନୀ କେନ୍ଦ୍ର (ଜେଇସିସି)ରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ୍ ଇନ୍ଭେଷ୍ଟ୍ମେଣ୍ଟ ସମ୍ମିଳନୀ ୨୦୨୪ର ଉଦ୍ଘାଟନ କରିବେ । ଏହା ପରେ ପ୍ରଧାନମନ୍ତ୍ରୀ ପାନିପତ୍ ଯାତ୍ରା କରିବେ ଏବଂ ପ୍ରାୟ ୨ ଟା ସମୟରେ ସେ ଏଲ୍ଆଇସିର ବୀମା ସଖୀ ଯୋଜନାର ଶୁଭାରମ୍ଭ କରିବା ସହ ମହାରାଣା ପ୍ରତାପ ଉଦ୍ୟାନ କୃଷି ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସର ମୂଳଦୁଆ ପକାଇବେ ।ମନ୍ କୀ ବାତ୍ ନଭେମ୍ବର 2024
November 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ମନର କଥା, ଅର୍ଥାତ, ଦେଶର ମିଳିତ ପ୍ରୟାସର କଥା, ଦେଶର ଉପଲବ୍ଧିଗୁଡ଼ିକର କଥା, ଲୋକମାନଙ୍କର ସାମର୍ଥ୍ୟର କଥା । ମନର କଥା ଅର୍ଥାତ, ଦେଶର ଯୁବବର୍ଗଙ୍କ ସ୍ୱପ୍ନ, ଦେଶର ନାଗରିକମାନଙ୍କ ଆକାଂକ୍ଷାର କଥା । ମୁଁ ମାସକଯାକ ‘ମନ୍ କି ବାତ୍’କୁ ଅପେକ୍ଷା କରିଥାଏ, ଯାହାଦ୍ୱାରା ଆପଣମାନଙ୍କ ସହିତ ସିଧା କଥାବାର୍ତ୍ତା କରିପାରିବି । କେତେ କେତେ ବାର୍ତ୍ତା, କେତେ ମେସେଜ୍! ଅଧିକରୁ ଅଧିକ ବାର୍ତ୍ତାଗୁଡ଼ିକୁ ପଢ଼ିବା, ଆପଣମାନଙ୍କ ପରାମର୍ଶ ଉପରେ ଚିନ୍ତା କରିବା ପାଇଁ ମୁଁ ସମ୍ପୂର୍ଣ୍ଣ ଭାବେ ଚେଷ୍ଟା କରିଥାଏ ।Maharashtra has witnessed the triumph of development, good governance, and genuine social justice: PM Modi
November 23rd, 10:58 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.PM Modi addresses passionate BJP Karyakartas at the Party Headquarters
November 23rd, 06:30 pm
Prime Minister Narendra Modi addressed BJP workers at the party headquarters following the BJP-Mahayuti alliance's resounding electoral triumph in Maharashtra. He hailed the victory as a decisive endorsement of good governance, social justice, and development, expressing heartfelt gratitude to the people of Maharashtra for trusting BJP's leadership for the third consecutive time.ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ
October 30th, 03:24 pm
ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଭଜନ ଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।Prime Minister condoles loss of lives in a bus accident in Sikar, Rajasthan
October 29th, 07:33 pm
Prime Minister Shri Narendra Modi today condoled the loss of lives in a bus accident in Sikar, Rajasthan. Prime Minister Modi also announced an ex-gratia of Rs. 2 lakh from PMNRF for the next of kin of each deceased and Rs. 50,000 to the injured.The BJP government in Gujarat has prioritised water from the very beginning: PM Modi in Amreli
October 28th, 04:00 pm
PM Modi laid the foundation stone and inaugurated various development projects worth over Rs 4,900 crores in Amreli, Gujarat. The Prime Minister highlighted Gujarat's remarkable progress over the past two decades in ensuring water reaches every household and farm, setting an example for the entire nation. He said that the state's continuous efforts to provide water to every corner are ongoing and today's projects will further benefit millions of people in the region.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆଜି ଗୁଜରାଟର ଅମରେଲିଠାରେ ୪,୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ
October 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଅମରେଲିଠାରେ ୪ ହଜାର ୯୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଆଜିର ଏହି ଉନ୍ନୟନମୂଳକ ପ୍ରକଳ୍ପଗୁଡ଼ିକ ମଧ୍ୟରେ ରେଳବାଇ, ସଡ଼କ, ଜଳ ବିକାଶ ଓ ପର୍ଯ୍ୟଟନ ଆଦି କ୍ଷେତ୍ରର ପ୍ରକଳ୍ପଗୁଡ଼ିକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟର ଅମରେଲି, ଜାମନଗର, ମୋର୍ବି, ଦେବଭୂମି ଦ୍ୱାରକା, ଜୁନାଗଡ଼, ପୋରବନ୍ଦର, କଚ୍ଛ ଏବଂ ବୋଟାଦ ଆଦି ଜିଲ୍ଳାର ଜନସାଧାରଣ ପ୍ରତ୍ୟକ୍ଷ ଭାବରେ ଉପକୃତ ହୋଇପାରିବେ ।ରାଜସ୍ଥାନର ଧୌଲପୁରରେ ହୋଇଥିବା ସଡକ ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ : ପିଏମ୍ଏନ୍ଆର୍ଏଫ୍ରୁ ସହାୟତା ରାଶି ଘୋଷଣା
October 20th, 01:53 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଧୌଲପୁର ସଡକ ଦୁର୍ଘଟଣାରେ ହୋଇଥିବା ପ୍ରାଣ ହାନୀ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ପୀଡିତମାନଙ୍କୁ ସମସ୍ତ ପ୍ରକାର ସାହାଯ୍ୟ କରିବାରେ ନିୟୋଜିତ ଅଛନ୍ତି ବୋଲି ସେ ନିଶ୍ଚିତ କରିଛନ୍ତି ।ରାଜସ୍ଥାନ ଓ ପଞ୍ଜାବର ସୀମାଞ୍ଚଳରେ ସଡ଼କ ନିର୍ମାଣକୁ କ୍ୟାବିନେଟର ମଂଜୁରୀ
October 09th, 04:28 pm
ରାଜସ୍ଥାନ ଓ ପଞ୍ଜାବର ସୀମା ଅଞ୍ଚଳରେ ୨୨୮୦କିଲୋମିଟରର ସଡ଼କ ନିର୍ମାଣ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟବୈଠକରେ ମଂଜୁରୀ ମିଳିଛି । ସୀମାଞ୍ଚଳରେ ବିକାଶରମୌଳିକ ଆବଶ୍ୟକତାକୁ ଗୁରୁତ୍ୱ ଦେଇ ଏ ଦିଗରେ ୪୪୦୬କୋଟି ଟଙ୍କା ନିବେଶ ହେବ ।ପୂର୍ବତନ ବିଧାୟିକା ଶ୍ରୀମତୀ ସୂର୍ଯ୍ୟାକାନ୍ତା ବ୍ୟାସଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ
September 25th, 07:42 pm
ରାଜସ୍ଥାନ ସୁରସାଗରର ପୂର୍ବତନ ବିଧାୟିକା ଶ୍ରୀମତୀ ସୂର୍ଯ୍ୟକାନ୍ତା ବ୍ୟାସଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ରାଜସ୍ଥାନର ସୁରସାଗରରେ ତାଙ୍କର ଜନକଲ୍ୟାଣ କାର୍ଯ୍ୟ ପାଇଁ ସେ ସବୁଦିନ ମନେ ରହିବେ ବୋଲି ଶ୍ରୀ ମୋଦୀ କହିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ
September 01st, 03:06 pm
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।୨୫ ଅଗଷ୍ଟରେ ମହାରାଷ୍ଟ୍ର ଓ ରାଜସ୍ଥାନ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
August 24th, 02:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଅଗଷ୍ଟରେ ମହାରାଷ୍ଟ୍ରର ଜଲଗାଓଁ ଏବଂ ରାଜସ୍ଥାନର ଯୋଧପୁର ଗସ୍ତ କରିବେ । ସକାଳ ପ୍ରାୟ ୧୧:୧୫ ସମୟରେ, ପ୍ରଧାନମନ୍ତ୍ରୀ ଲକ୍ଷପତି ଦିଦି ସମ୍ମିଳନୀରେ ଅଂଶଗ୍ରହଣ କରିବେ । ଅପରାହ୍ନ ପ୍ରାୟ ୪:୩୦ ସମୟରେ, ପ୍ରଧାନମନ୍ତ୍ରୀ ଯୋଧପୁରରେ ରାଜସ୍ଥାନ ହାଇକୋର୍ଟର ପ୍ଲାଟିନମ୍ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ।ରାଜସ୍ଥାନର ବିଧାୟକ ଶ୍ରୀ ଅମୃତଲାଲ ମୀନାଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ
August 08th, 10:25 pm
ରାଜସ୍ଥାନର ସାଲୁମ୍ବର ବିଧାନସଭା କ୍ଷେତ୍ରର ବିଧାୟକଶ୍ରୀ ଅମୃତଲାଲ ମୀନାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗଭୀର ଶୋକ ପ୍ରକାଶ କରିଛନ୍ତି ।