ଶହୀଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
March 23rd, 09:46 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ଶହୀଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଓ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।କୋଲକାତାର ଭିକ୍ଟୋରିଆ ମେମୋରିଆଲ ହଲରେ ବିପ୍ଳବୀ ଭଗତ ଗ୍ୟାଲେରୀର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 23rd, 06:05 pm
ପଶ୍ଚିମ ବଙ୍ଗର ରାଜ୍ୟପାଳ ଶ୍ରୀମାନ ଜଗଦୀପ ଧନଖଡ ମହାଶୟ, କେନ୍ଦ୍ର ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ କିଶନ ରେଡ୍ଡୀ ମହାଶୟ, ଭିକ୍ଟୋରିଆ ମେମୋରିଆଲ ହଲ୍ ସହିତ ଯୋଡ଼ି ହୋଇଥିବା ସମସ୍ତ ମହାନୁଭବ, ବିଶ୍ୱବିଦ୍ୟାଳୟର ଉପ କୁଳପତି, କଳା ଏବଂ ସଂସ୍କୃତି ଜଗତର ପ୍ରତିଷ୍ଠିତ ବ୍ୟକ୍ତିଗଣ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ !ସହିଦ ଦିବସ ଅବସରରେ କୋଲକାତାସ୍ଥିତ ଭିକ୍ଟୋରିଆ ମେମୋରିଆଲ୍ ହଲ୍ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିପ୍ଲବୀ ଭାରତ ଗ୍ୟାଲେରୀ ଉଦ୍ଘାଟିତ
March 23rd, 06:00 pm
ଆଜି ସହିଦ ଦିବସ ଅବସରରେ, ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ଭିଡିଓ କନ୍ଫରେନସିଂ ଦ୍ୱାରା କୋଲକାତାର ଭିକ୍ଟୋରିଆ ମେମୋରିଆଲ୍ ହଲ୍ ଠାରେ ବିପ୍ଲୋବୀ ଭାରତ ଗ୍ୟାଲେରୀକୁ ଉଦ୍ଘାଟନ କରିଛନ୍ତି । ପଶ୍ଚିମବଙ୍ଗର ରାଜ୍ୟପାଳ ଶ୍ରୀ ଜଗଦୀପ ଧନକର ଏବଂ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜି. କିଷାନ ରେଡ୍ଡୀ ମଧ୍ୟ ଏହି ଅବସରରେ ମଧ୍ୟ ଉପସ୍ଥିତ ଥିଲେ ।ସହିଦ ଦିବସର ଅବସରରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
March 23rd, 09:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସହିଦ ଦିବସ ଅବସରରେ ଭଗତ ସିଂହ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଶହୀଦ ଦିବସ ଅବସରରେ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ
March 23rd, 09:08 am
ଶହୀଦ ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭଗତ ସିଂ, ସୁଖଦେବ ଏବଂ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ଭାରତର ମୁକ୍ତି ସଂଗ୍ରାମରେ ଅଂଶ ଗ୍ରହଣ କରିଥିବା ମହାନ୍ ବ୍ୟକ୍ତିବିଶେଷଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
March 12th, 03:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ମୁକ୍ତି ସଂଗ୍ରାମରେ ସାମିଲ ହୋଇଥିବା ମହାନ୍ ବ୍ୟକ୍ତିବିଶେଷଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏହି ମୁକ୍ତି ସଂଗ୍ରାମ କାଳରେ ଯେଉଁ ଅକୀର୍ତ୍ତିତ ଓ ଅଜ୍ଞାତ ନାୟକମାନେ ପ୍ରାଣପାତ କରିଥିଲେ ସେମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ସ୍ୱତନ୍ତ୍ରଭାବେ ଶ୍ରଦ୍ଧାସୁମନ ଅର୍ପଣ କରି ସେମାନଙ୍କ ମହାନ ଅବଦାନକୁ ମନେ ପକାଇଛନ୍ତି । ଅହମ୍ମଦାବାଦର ସାବରମତୀ ଆଶ୍ରମରେ ଆଜି ଆଜାଦୀକା ଅମୃତ ମହୋତ୍ସବ (ଇଣ୍ଡିଆ @ 75)ର ଶୁଭାରମ୍ଭ ଅବସରରେ ସେ ଉଦବୋଧନ ଦେଇ କହିଛନ୍ତି ଯେ ସ୍ୱଳ୍ପଜ୍ଞାତ ଆନ୍ଦୋଳନ ଓ ଲଢେଇମାନ ଦେଶର ସାମଗ୍ରିକ ମୁକ୍ତି ସଂଗ୍ରାମକୁ ଦୃଢୀଭୂତ କରିଥିଲା । ପ୍ରତ୍ୟେକଟି ଲଢେଇ ମିଥ୍ୟାଶକ୍ତି ବିରୋଧରେ ଭାରତର ଏକ ଦୃଢ ସତ୍ୟ ଘୋଷଣାନାମା ଥିଲା । ଏହାକୁ ସେ ସ୍ୱାଧୀନ ମନୋଭାବର ପରିଚାୟକ ବୋଲି ଉଲ୍ଲେଖ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ରାମ, ମହାଭାରତର କୁରୁକ୍ଷେତ୍ର, ହଳଦୀଘାଟ ଲଢେଇ ଏବଂ ବୀର ଶିବାଜୀଙ୍କ ଗର୍ଜନ ଆଦି ପ୍ରତ୍ୟେକ ଲଢେଇରେ ସ୍ୱାଧୀନତାର ସେହି ସମାନ ସଚେତନତା ପ୍ରତିନିଧିତ୍ୱ ହୁଏ ।‘ସ୍ୱାଧୀନତାର ଅମୃତ ମହୋତ୍ସବ’ ପୂର୍ବାବଲୋକନ କାର୍ଯ୍ୟକ୍ରମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 12th, 10:31 am
ମଞ୍ଚ ଉପରେ ବିରାଜମାନ ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ମହାଶୟ, ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ରୂପାଣୀ ମହାଶୟ, କେନ୍ଦ୍ର ମନ୍ତ୍ରୀପରିଷଦରେ ମୋର ସହଯୋଗୀ ଶ୍ରୀ ପ୍ରହଲ୍ଲାଦ ପଟେଲ ମହାଶୟ, ଲୋକସଭାର ମୋର ସାଥୀ ସାଂସଦ ଶ୍ରୀ ସି.ଆର ପାଟିଲ ମହାଶୟ, ଅହମ୍ମଦାବାଦର ନବନିର୍ବାଚିତ ମେୟର ଶ୍ରୀମାନ କିରୀଟ ସିଂହ ଭାଇ, ସାବରମତୀ ଟ୍ରଷ୍ଟର ଟ୍ରଷ୍ଟି ଶ୍ରୀ କାର୍ତିକେୟ ସାରାଭାଇ ମହାଶୟ ଏବଂ ସାବରମତୀ ଆଶ୍ରମ ପାଇଁ ଯେଉଁମାନଙ୍କର ଜୀବନ ସମର୍ପିତ ଆଦରଣୀୟ ଅମୃତ ମୋଦୀ ମହାଶୟ, ସାରା ଦେଶରୁ ଆମ ସହିତ ଯୋଡି ହୋଇଥିବା ସମସ୍ତ ମହାନୁଭବ, ଭଦ୍ରମହିଳା ଓ ଭଦ୍ରବ୍ୟକ୍ତିଗଣ, ଏବଂ ମୋର ଯୁବ ସାଥୀଗଣ!‘ଆଜାଦୀ କା ଅମୃତ ମହୋତ୍ସବ’ India@75 କାର୍ଯ୍ୟକ୍ରମର ପୂର୍ବ-ଭୂମିକା ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଉଦ୍ଘାଟିତ
March 12th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ‘ଆଜାଦୀକା ଅମୃତ ମହୋତ୍ସବ’ (ଇଣ୍ଡିଆ ଅ ୭୫) କାର୍ଯ୍ୟକ୍ରମର ପ୍ରାକ୍ କାର୍ଯ୍ୟସୂଚୀ ବା ପୂର୍ବ-ଭୂମିକାକୁ ଗୁଜରାଟର ଅହମ୍ମଦାବାଦସ୍ଥିତ ସାବରମତୀ ଆଶ୍ରମରେ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ଆୟୋଜିତ ପଦଯାତ୍ରା (ମୁକ୍ତି ଯାତ୍ରା)କୁ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ଆରମ୍ଭ କରିଥିଲେ । ସେ ମଧ୍ୟ ଏହି ଉତ୍ସବ ପାଳନ ସହିତ ସଂପୃକ୍ତ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଗୁଜରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ, କେନ୍ଦ୍ର ସ୍ୱାଧୀନ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ସିଂହ ପଟେଲ, ଗୁଜରାଟର ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ପ୍ରମୁଖ ଉପସ୍ଥିତ ଥିଲେ ।ପଣ୍ଡିତ ଦୀନଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର 8ମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରଦତ୍ତ ଅଭିଭାଷଣ
November 21st, 11:06 am
ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ୍ ବିଶ୍ୱବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ବହୁତ ବହୁତ ବଧେଇ । ଯେଉଁ ସାଥୀ ଆଜି ଗ୍ରାଜୁଏଟ ହେବାକୁ ଯାଉଛନ୍ତି, ସେମାନଙ୍କ ଏବଂ ସେମାନଙ୍କର ମାତାପିତାମାନଙ୍କୁ ମଧ୍ୟ ମୋର ଅନେକ ଅନେକ ଶୁଭକାମନା! ଆଜି ଦେଶକୁ ଆପଣମାନଙ୍କ ଭଳି ଶିଳ୍ପସଂସ୍ଥାରେ କାର୍ଯ୍ୟକ୍ଷମ ଗ୍ରାଜୁଏଟ ମିଳିପାରୁଛି । ଆପଣମାନଙ୍କ ପରିଶ୍ରମ ପାଇଁ, ଆପଣମାନେ ବିଶ୍ୱବିଦ୍ୟାଳୟରୁ ଯାହା କିଛି ଶିକ୍ଷାଲାଭ କରିଛନ୍ତି ସେଥି ପାଇଁ ସେଥିପାଇଁ ଆପଣମାନଙ୍କୁ ବହୁତ ଶୁଭକାମନା ଜ୍ଞାପନ କରୁଛି । ରାଷ୍ଟ୍ର ନିର୍ମାଣ ଭଳି ବିରାଟ ଲକ୍ଷ୍ୟକୁ ନେଇ ଆଜି ଆପଣମାନେ ଏଠାରୁ ପ୍ରସ୍ଥାନ କରିବାକୁ ଯାଉଛନ୍ତି, ସେହି ଲକ୍ଷ୍ୟସ୍ଥଳରେ ପହଞ୍ଚବା ସକାଶେ, ଆପଣମାନଙ୍କର ଏହି ନୂତନ ଯାତ୍ରା ନିମନ୍ତେ ମୋର ଶୁଭକାମନା ।ଗୁଜରାଟ ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ
November 21st, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (21.11.2020) ଗୁଜରାଟର ଗାନ୍ଧୀନଗରସ୍ଥିତ ପଣ୍ଡିତ ଦୀନ ଦୟାଲ ପେଟ୍ରୋଲିୟମ ବିଶ୍ଵବିଦ୍ୟାଳୟର ଅଷ୍ଟମ ସମାବର୍ତ୍ତନ ସମାରୋହରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ 45 ମେଗାୱାଟଯୁକ୍ତ ମନୋକ୍ରିଷ୍ଟାଲିନ ସୋଲାର ଫୋଟୋ ଭୋଲ୍ଟାଇକ ପ୍ୟାନେଲ ଯୁକ୍ତ ଜଳ ପ୍ରଯୁକ୍ତି ଉତ୍କର୍ଷ କେନ୍ଦ୍ର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଏହାବ୍ୟତୀତ ଶ୍ରୀ ମୋଦୀ ଉଦ୍ଭାବନ ଓ ଇନକ୍ୟୁବେଶନ ସେଣ୍ଟର, ପ୍ରଯୁକ୍ତି ବ୍ୟାପାର ଇନକ୍ୟୁବେଶନ, ଅନୁବାଦ ଗବେଷଣା କେନ୍ଦ୍ର ଓ କ୍ରିଡାଙ୍ଗନ ଇତ୍ୟାଦି ବିଶ୍ଵବିଦ୍ୟାଳୟ ପରିସର ମଧ୍ୟରେ ଉଦଘାଟନ କରିଛନ୍ତି ।Prime Minister Pays Tributes to Martyrs on Shaheedi Diwas
March 23rd, 10:53 am
Prime Minister Shri Narendra Modi paid tributes to Bhagat Singh, Sukhdev and Rajguru on the occasion of the ShaheediDiwas (Martyrs’ Day) todayMaharashtra has decided to keep the ‘double-engine of growth’ going by supporting the BJP in these elections: PM Modi
April 17th, 10:59 am
Prime Minister Narendra Modi addressed a huge rally of supporters in Madha, Maharashtra today. Elaborating on the need and advantages of a stable and strong government in the country, PM Modi said, “Who better than the people of Maharashtra, the land of Chhatrapati Shivaji Maharaj, would know the importance of a strong and capable government and what it is able to achieve.PM Modi addresses rally in Madha, Maharashtra
April 17th, 10:58 am
Prime Minister Narendra Modi addressed a huge rally of supporters in Madha, Maharashtra today. Elaborating on the need and advantages of a stable and strong government in the country, PM Modi said, “Who better than the people of Maharashtra, the land of Chhatrapati Shivaji Maharaj, would know the importance of a strong and capable government and what it is able to achieve.ଭଗତ ସିଂ, ରାଜଗୁରୁ, ଶୁକଦେବଙ୍କୁ ଶହୀଦ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
March 23rd, 09:52 am
ଶହୀଦ ଦିବସ ଅବସରରେ ଭଗତ ସିଂ, ରାଜଗୁରୁ ଓ ଶୁକଦେବଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।India is changing. India's standing at the global stage is rising and this is due to Jan Shakti: PM
September 11th, 11:18 am
PM Narendra Modi addressed students' convention on the theme of ‘Young India, New India.’ Recalling Swami Vivekananda’s speech in Chicago, PM Modi remarked, “Just with a few words, a youngster from India won over the world and showed the world the power of oneness.” He added that a lot could be learnt from Swami Vivekananda’s thoughts.ସ୍ଵାମୀ ବିବେକାନନ୍ଦଙ୍କ ଚିକାଗୋ ବତ୍କୃତାର 125 ବର୍ଷ, ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଶତବାର୍ଷିକୀ ସମାରୋହ ଅବସରରେ ଛାତ୍ର ସମାବେଶକୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ବୋଧନ
September 11th, 11:16 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଯୁବ ଭାରତ, ନବ ଭାରତ’ ବିଷୟବସ୍ତୁ ଉପରେ ଛାତ୍ରଛାତ୍ରୀଙ୍କ ସମ୍ମେଳନକୁ ସମ୍ବୋଧନ କଲେ । ପ୍ରଧାନମନ୍ତ୍ରୀ ମୋଦୀ ସ୍ୱାମୀ ବିବେକାନନ୍ଦଙ୍କ ଚିକାଗୋ ଅଭିଭାଷଣକୁ ସ୍ମରଣ କରି କହିଲେ ଯେ ,''ମାତ୍ର କିଛି ଶବ୍ଦରେ ,ଭାରତର ଜଣେ ଯୁବା ବିଶ୍ୱକୁ ଜିଣିପାରିଥିଲେ ଏବଂ ଏକତାର ଶକ୍ତିକୁ ଦେଖାଇପାରିଥିଲେ । ସେ କହିଲେ ଯେ ,ସ୍ୱାମୀ ବିବେକାନନ୍ଦଙ୍କ ବିଚାରରୁ ବହୁତ କିଛି ଶିଖିପାରିବା ।From 2017 to 2022, these five years are about ‘Sankalp Se Siddhi’, says PM Modi in Lok Sabha
August 09th, 10:53 am
PM Modi, while addressing the Lok Sabha, said that the recollection of movements such as the Quit India Movement was a source of great inspiration. The PM said that in 1942, the clarion call was ‘Karenge Ya Marenge,’ today the call should be ‘Karenge aur Karke Rahenge.’ He said that the next five years should also be about ‘Sankalp se Siddhi.’2017 ରୁ 2022,ଏହି ପାଞ୍ଚବର୍ଷ ‘ସଙ୍କଳ୍ପରୁ ସିଦ୍ଧି’ ର ବର୍ଷ ହେବା ଆବଶ୍ୟକ : ଲୋକସଭାରେ ପ୍ରଧାନମନ୍ତ୍ରୀ
August 09th, 10:47 am
ପ୍ରଧାନମନ୍ତ୍ରୀ ମୋଦୀ ଲୋକସଭାକୁ ସମ୍ବୋଧିତ କରିବା ଅବସରରେ କହିଲେ ଯେ ,ଭାରତ ଛାଡ଼ ଭଳି ଆନ୍ଦୋଳନର ସ୍ମୃତି ମହାନ ପ୍ରେରଣାର ଉତ୍ସ ଥିଲା । ପ୍ରଧାନମନ୍ତ୍ରୀ କହିଲେ ଯେ ,1942 ର 'କର ବା ମର' ଆହ୍ୱାନ ଦିଆଯାଇଥିଲା,ଆଜି ତାହା 'କରିବା ଓ କରିଚାଲିବା' ଆହ୍ୱାନ ହେବା ଆବଶ୍ୟକ । ସେ କହିଲେ ,ଆଗାମୀ ପାଞ୍ଚବର୍ଷରେ 'ସଂକଳ୍ପରୁ ସିଦ୍ଧି' ର ବର୍ଷ ହେବା ଆବଶ୍ୟକ ।ପ୍ରଧାନମନ୍ତ୍ରୀଙ୍କ 26.03.2017ରେ ପ୍ରଚାରିତ ରେଡ଼ିଓ କାର୍ଯ୍ୟକ୍ରମ “ମନ୍ କି ବାତ୍”
March 26th, 11:33 am
PM Narendra Modi during his Mann Ki Baat on March 26th, spoke about the ‘New India’ that manifests the strength and skills of 125 crore Indians who would create a Bhavya Bharat. PM Modi paid rich tribute to Bhagat Singh, Rajguru and Sukhdev and said they continue to inspire us even today. PM paid tribute to Mahatma Gandhi and spoke at length about the Champaran Satyagraha. The PM also spoke about Swachh Bharat, maternity bill and World Health Day.ଭଗତ ସିଂହ, ରାଜଗୁରୁ, ସୁଖଦେବଙ୍କ ସହିଦ ଦିବସରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
March 23rd, 10:59 am
PM Narendra Modi paid rich tribute to Bhagat Singh, Rajguru & Sukhdev on their martyrdom day. The PM said, “Remembering Bhagat Singh, Rajguru & Sukhdev on the day of their martyrdom. India will never forget their courage & sacrifice.”