ମହାକାଶ କ୍ଷେତ୍ରରେ ସଂସ୍କାର ଦ୍ୱାରା ଦେଶର ଯୁବବର୍ଗ ଉପକୃତ ହୋଇଛନ୍ତି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ

August 25th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ମୋର ସମସ୍ତ ପରିଜନଙ୍କୁ ସ୍ୱାଗତ କରୁଛି । ଆଜି ପୁଣି ଥରେ ଆଲୋଚନା ହେବ – ଦେଶର ଉପଲବ୍ଧି ସମ୍ପର୍କରେ, ଦେଶର ସାମୂହିକ ପ୍ରଚେଷ୍ଟା ସମ୍ପର୍କରେ । ଏକବିଂଶ ଶତାବ୍ଦୀର ଭାରତରେ ଏଭଳି ବହୁତ କିଛି ଘଟୁଛି, ଯାହା ବିକଶିତ ଭାରତର ମୂଳଦୁଆକୁ ସୁଦୃଢ଼ କରୁଛି । ଯେମିତିକି, ଏଇ ଅଗଷ୍ଟ ୨୩ ତାରିଖ ଦିନ ଆମେ ସମସ୍ତ ଦେଶବାସୀ ପ୍ରଥମ ଜାତୀୟ ମହାକାଶ ଦିବସ ପାଳନ କଲୁ । ଆପଣମାନେ ସମସ୍ତେ ଏହି ଦିନଟି ସହ ଚନ୍ଦ୍ରଯାନ-୩ର ସଫଳତାକୁ ନେଇ ପୁଣିଥରେ ଉତ୍ସବ ପାଳନ କରିଥିବେ ବୋଲି ମୋର ବିଶ୍ୱାସ । ଗତବର୍ଷ ଠିକ୍ ଏହି ଦିନ ଚନ୍ଦ୍ରଯାନ-୩ ଚନ୍ଦ୍ରର ଦକ୍ଷିଣ ଭାଗରେ ଶିବ-ଶକ୍ତି ପଏଣ୍ଟ ଠାରେ ସଫଳତାର ସହ ଅବତରଣ କରିଥିଲା । ଏହି ଉପଲବ୍ଧି ହାସଲ କରିବାରେ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇପାରିଲା ।

ରକ୍ଷାବନ୍ଧନରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

August 19th, 08:52 am

ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରକ୍ଷା ବନ୍ଧନ ଶୁଭେଚ୍ଛା ଜଣାଇଛନ୍ତି ।

Congress loves its vote bank more than interest of people: PM Modi in Jodhpur

October 05th, 12:21 pm

Prime Minister Narendra Modi addressed a public meeting at Jodhpur in Rajasthan today. The PM began his address by saying that he had already prepared a special gift from Delhi. He said, “Only yesterday the BJP government has decided that now the beneficiary sisters of Ujjwala will get gas cylinders from the central government for only Rs 600. Before Dussehra and Diwali, Ujjwala cylinder has been made cheaper by Rs 100 more.”

PM Modi addresses public meeting at Jodhpur in Rajasthan

October 05th, 12:20 pm

Prime Minister Narendra Modi addressed a public meeting at Jodhpur in Rajasthan today. The PM began his address by saying that he had already prepared a special gift from Delhi. He said, “Only yesterday the BJP government has decided that now the beneficiary sisters of Ujjwala will get gas cylinders from the central government for only Rs 600. Before Dussehra and Diwali, Ujjwala cylinder has been made cheaper by Rs 100 more.”

ପିଲାମାନଙ୍କ ସହ ରକ୍ଷାବନ୍ଧନ ପାଳନ କଲେ ପ୍ରଧାନମନ୍ତ୍ରୀ

August 30th, 04:39 pm

ପିଲାମାନେ ପ୍ରଧାନମନ୍ତ୍ରୀଙ୍କୁ ରାଖୀ ବାନ୍ଧି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ। ପିଲାମାନେ ଚନ୍ଦ୍ରଯାନ-୩ ମିଶନର ସାମ୍ପ୍ରତିକ ସଫଳତା ଉପରେ ସେମାନଙ୍କର ସକାରାତ୍ମକ ଭାବନା ସେୟାର କରିଥିଲେ ଏବଂ ଆଗାମୀ ଆଦିତ୍ୟ ଏଲ୍ -୧ ମିଶନ କୁ ନେଇ ଉତ୍ସାହ ପ୍ରକାଶ କରିଥିଲେ ।

ରକ୍ଷା ବନ୍ଧନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 30th, 10:48 am

ରକ୍ଷା ବନ୍ଧନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଜାତୀୟ ହସ୍ତତନ୍ତ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

August 07th, 04:16 pm

କିଛି ଦିନ ପୂର୍ବେ ହିଁ ଭାରତ ମଣ୍ଡପମ୍ ର ଭବ୍ୟ ଲୋକାର୍ପଣ କରାଯାଇଛି । ଆପଣମାନଙ୍କ ମଧ୍ୟରୁ ବହୁତ ଲୋକ ଅଛନ୍ତି ଯେଉଁମାନେ ପୂର୍ବରୁ ମଧ୍ୟ ଏଠାକୁ ଆସୁଥିଲେ ଆଉ ତମ୍ବୁ ଟାଣି ନିଜର ଦୁନିଆ ଠିଆ କରୁଥିଲେ । ତେବେ ଆଜି ଆପଣ ପରିବର୍ତିତ ହୋଇଥିବା ଦେଶ ଏହିଠାରେ ଦେଖିଥିବେ । ଆଉ ଆଜି ଆମେ ଏହି ଭାରତ ମଣ୍ଡପମ୍‌ରେ ଜାତୀୟ ହସ୍ତତନ୍ତ ଦିବସ- ରାଷ୍ଟ୍ରୀୟ ହସ୍ତତନ୍ତ ଦିବସ ପାଳନ କରୁଛେ । ଭାରତ ମଣ୍ଡପମ୍ ର ଏହି ଭବ୍ୟତାରେ ମଧ୍ୟ, ଭାରତର ହସ୍ତତନ୍ତ ଉଦ୍ୟୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ପୁରାତନର ନୂତନ ସହିତ ଏହି ସଙ୍ଗମ ଆଜିକାର ଭାରତକୁ ପରିଭାଷିତ କରୁଛି । ଆଜିକାର ଭାରତ, ଲୋକାଲ ପ୍ରତି କେବଳ ଭୋକାଲ ହିଁ ନୁହେଁ, ବରଂ ତାହାକୁ ଗ୍ଲୋବାଲ କରିବା ପାଇଁ ବିଶ୍ୱସ୍ତରୀୟ ମଂଚ ମଧ୍ୟ ପ୍ରଦାନ କରୁଛି । କିଛି ସମୟ ପୂର୍ବରୁ ହିଁ ମୋତେ କିଛି ବୁଣାକାର ସାଥୀମାନଙ୍କ ସହିତ କଥା ହେବାର ସୁଯୋଗ ମିଳିଛି । ସାରା ଦେଶରେ ଅନେକଗୁଡ଼ିଏ ହସ୍ତତନ୍ତ କ୍ଲଷ୍ଟରଗୁଡ଼ିକରେ ମଧ୍ୟ ଆମର ବୁଣାକାର ଭାଇ- ଭଉଣୀ ଦୂର- ଦୂରାନ୍ତରରୁ ଆସିଛନ୍ତି ଆମ ସହିତ ଯୋଡ଼ି ହୋଇଛନ୍ତି । ମୁଁ ଆପଣ ସମସ୍ତଙ୍କୁ ଏହି ବିଶାଳ ସମାରୋହକୁ ହୃଦୟର ସହିତ ସ୍ୱାଗତ କରୁଛି, ମୁଁ ଆପଣଙ୍କୁ ଅଭିନନ୍ଦନ ଜଣାଉଛି ।

ନୂଆଦିଲ୍ଲୀରେ ଅନୁଷ୍ଠିତ ଜାତୀୟ ହସ୍ତତନ୍ତ ଦିବସ ଉତ୍ସବକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ

August 07th, 12:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଥିବା ଭାରତ ମଣ୍ଡପମ୍ ଠାରେ ଜାତୀୟ ହସ୍ତତନ୍ତ ଦିବସ ପାଳନ ଉତ୍ସବକୁ ସମ୍ବୋଧିତ କରିଛନ୍ତି ଏବଂ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଫ୍ୟାଶନ୍ ଟେକ୍ନୋଲୋଜି ଦ୍ୱାରା କପଡା ଏବଂ ଶିଳ୍ପ ଭଣ୍ଡାରକୁ ନେଇ ବିକଶିତ ଇ-ପୋର୍ଟାଲ୍ ‘ଭାରତୀୟ ବସ୍ତ୍ର ଏବଂ ଶିଳ୍ପ କୋଷ'ର ଶୁଭାରମ୍ଭ କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ଅବସରରେ ପ୍ରଦର୍ଶନୀ ପରିଦର୍ଶନ କରି ବୁଣାକାରମାନଙ୍କ ସହ ଆଲୋଚନା କରିଥିଲେ ।

PM celebrates Raksha Bandhan with youngsters at his residence in New Delhi

August 11th, 02:11 pm

Prime Minister Narendra Modi celebrated Raksha Bandhan with youngsters at his residence in New Delhi. He shared a few glimpses of the celebration in a tweet and said, A very special Raksha Bandhan with these youngsters...

PM greets everyone on the special occasion of Raksha Bandhan

August 11th, 10:20 am

Prime Minister Narendra Modi greeted people on the special occasion of Raksha Bandhan. The Prime Minister tweeted, Greetings to everyone on the special occasion of Raksha Bandhan.

Freebies will prevent the country from becoming self-reliant, increase burden on honest taxpayers: PM

August 10th, 04:42 pm

On the occasion of World Biofuel Day, PM Modi dedicated the 2G Ethanol Plant in Panipat, Haryana to the nation. The PM pointed out that due to the mixing of ethanol in petrol, in the last 7-8 years, about 50 thousand crore rupees of the country have been saved from going abroad and about the same amount has gone to the farmers of our country because of ethanol blending.

PM dedicates 2G Ethanol Plant in Panipat

August 10th, 04:40 pm

On the occasion of World Biofuel Day, PM Modi dedicated the 2G Ethanol Plant in Panipat, Haryana to the nation. The PM pointed out that due to the mixing of ethanol in petrol, in the last 7-8 years, about 50 thousand crore rupees of the country have been saved from going abroad and about the same amount has gone to the farmers of our country because of ethanol blending.

ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 22nd, 10:03 am

ରକ୍ଷା ବନ୍ଧନର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ରକ୍ଷା ବନ୍ଧନ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 03rd, 09:39 am

ରକ୍ଷା ବନ୍ଧନର ଶୁଭ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

During Kargil War, Indian Army showed its might to the world: PM Modi during Mann Ki Baat

July 26th, 11:30 am

During Mann Ki Baat, PM Modi paid rich tributes to the martyrs of the Kargil War, spoke at length about India’s fight against the Coronavirus and shared several inspiring stories of self-reliant India. The Prime Minister also shared his conversation with youngsters who have performed well during the board exams this year.

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସ୍ୱାଧୀନତା ଦିବସ ଅଭିଭାଷଣର ଶୀର୍ଷ ଉଦ୍ଧୃତାଂଶ

August 15th, 04:30 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 73ତମ ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ଜାତୀୟ ପତାକା ଉତ୍ତୋଳନ କରି ଦେଶକୁ ସମ୍ବୋଧିତ କରିଛନ୍ତି । ସେ ରାଷ୍ଟ୍ରକୁ ସ୍ୱାଧୀନତା ଦିବସର ଶୁଭକାମନା ଜଣାଇବା ସହିତ ପବିତ୍ର ରକ୍ଷାବନ୍ଧନର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶରେ ହେଉଥିବା ପରିବର୍ତ୍ତନ ବିଷୟରେ ବିସ୍ତାର ଭାବେ ଉଲ୍ଲେଖ କରିଥିଲେ ଏବଂ ସାର୍ବଜନିକ ଭାଗିଦାରୀ ମାଧ୍ୟମରେ ଭାରତକୁ ଗୌରବର ଅଧିକ ଶିଖର ପର୍ଯ୍ୟନ୍ତ ନେଇଯିବାର ସରକାରଙ୍କ ଦୃଷ୍ଟିକୋଣକୁ ଉପସ୍ଥାପନା କରିଛନ୍ତି ।

"ଗୋଟିଏ ରାଷ୍ଟ୍ର ,ଗୋଟିଏ ସମ୍ବିଧାନ' ର ଭାବନା ଆଜି ବାସ୍ତବିକତାରେ ପରିଣତ ହୋଇଛି : ପ୍ରଧାନମନ୍ତ୍ରୀ ମୋଦୀ "

August 15th, 01:43 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 73ତମ ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ଜାତୀୟ ପତାକା ଉତ୍ତୋଳନ କରି ଦେଶକୁ ସମ୍ବୋଧିତ କରିଛନ୍ତି । ସେ ରାଷ୍ଟ୍ରକୁ ସ୍ୱାଧୀନତା ଦିବସର ଶୁଭକାମନା ଜଣାଇବା ସହିତ ପବିତ୍ର ରକ୍ଷାବନ୍ଧନର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶରେ ହେଉଥିବା ପରିବର୍ତ୍ତନ ବିଷୟରେ ବିସ୍ତାର ଭାବେ ଉଲ୍ଲେଖ କରିଥିଲେ ଏବଂ ସାର୍ବଜନିକ ଭାଗିଦାରୀ ମାଧ୍ୟମରେ ଭାରତକୁ ଗୌରବର ଅଧିକ ଶିଖର ପର୍ଯ୍ୟନ୍ତ ନେଇଯିବାର ସରକାରଙ୍କ ଦୃଷ୍ଟିକୋଣକୁ ଉପସ୍ଥାପନା କରିଛନ୍ତି ।

"ରକ୍ଷାବନ୍ଦନର ପବିତ୍ର ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା "

August 15th, 11:45 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରକ୍ଷାବନ୍ଦନର ପବିତ୍ର ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି I

"ଭାରତର 73ତମ ସ୍ୱାଧୀନତା ଦିବସରେ ଲାଲକିଲ୍ଲା ପ୍ରାଚୀରରୁ ରାଷ୍ଟ୍ରକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ "

August 15th, 07:00 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 73ତମ ସ୍ୱାଧୀନତା ଦିବସ ଅବସରରେ ଦିଲ୍ଲୀର ଲାଲକିଲ୍ଲା ପ୍ରାଚୀରରେ ଜାତୀୟ ପତାକା ଉତ୍ତୋଳନ କରି ଦେଶକୁ ସମ୍ବୋଧିତ କରିଛନ୍ତି । ସେ ରାଷ୍ଟ୍ରକୁ ସ୍ୱାଧୀନତା ଦିବସର ଶୁଭକାମନା ଜଣାଇବା ସହିତ ପବିତ୍ର ରକ୍ଷାବନ୍ଧନର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି । ନିଜ ସମ୍ବୋଧନରେ ପ୍ରଧାନମନ୍ତ୍ରୀ ଦେଶରେ ହେଉଥିବା ପରିବର୍ତ୍ତନ ବିଷୟରେ ବିସ୍ତାର ଭାବେ ଉଲ୍ଲେଖ କରିଥିଲେ ଏବଂ ସାର୍ବଜନିକ ଭାଗିଦାରୀ ମାଧ୍ୟମରେ ଭାରତକୁ ଗୌରବର ଅଧିକ ଶିଖର ପର୍ଯ୍ୟନ୍ତ ନେଇଯିବାର ସରକାରଙ୍କ ଦୃଷ୍ଟିକୋଣକୁ ଉପସ୍ଥାପନା କରିଛନ୍ତି ।

"ଅଟଲଜୀ ଜଣେ ସଚ୍ଚା ଦେଶଭକ୍ତ ଥିଲେ : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "

August 26th, 11:30 am

ମନ କି ବାତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରକ୍ଷାବନ୍ଧନ ଏବଂ ଜନ୍ମାଷ୍ଟମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଟଳଜୀଙ୍କୁ ସ୍ମରଣ କରି ତାଙ୍କ ଜୀବନର ବିଭିନ୍ନ ପଦକ୍ଷେପର ଗୁରୁତ୍ୱାରୋପ କରି ତାଙ୍କୁ ସଚ୍ଚା ଦେଶଭକ୍ତ ବୋଲି କହିଥିଲେ । ପ୍ରଧାନମନ୍ତ୍ରୀ ବିଶ୍ୱ ସଂସ୍କୃତ ଦିବସ ,ଗୁରୁଦିବସ ,ଏସୀୟ କ୍ରୀଡ଼ା ଏବଂ ସଂସଦର ମୌସୁମୀ ଅଧିବେଶନର ଉତ୍ପାଦକତା ବିଷୟରେ ମଧ୍ୟ ଉଲ୍ଲେଖ କରିଥିଲେ । କେରଳରେ ହୋଇଥିବା ପ୍ରବଳ ବନ୍ୟାର ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସଶସ୍ତ୍ର ବଳ ଏବଂ ରାଷ୍ଟ୍ରୀୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ଦ୍ୱାରା ସଂଚାଳିତ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଅଭିଯାନର ପ୍ରଶଂସା କରିଥିଲେ ।