ମହାରାଷ୍ଟ୍ରର ୱାସିମଠାରେ କୃଷି ଓ ପଶୁପାଳନ କ୍ଷେତ୍ରର ପ୍ରଥମ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
October 05th, 12:05 pm
ସମଗ୍ର ଦେଶରୁ ଆସିଥିବା ପ୍ରତିନିଧିମାନଙ୍କୁ ସ୍ୱାଗତ- ସମ୍ମାନୀୟ ଭାଇ ଓ ଭଉଣୀମାନେ! ଜୟ ସେବାଲାଲ! ଜୟ ସେବାଲାଲ!ମହାରାଷ୍ଟ୍ରର ୱାଶିମ ଠାରେ ପ୍ରାୟ ୨୩,୩୦୦ କୋଟି ଟଙ୍କାର କୃଷି ଓ ପଶୁପାଳନ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 05th, 12:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାଶିମ ଠାରେ କୃଷି ଓ ପଶୁପାଳନ କ୍ଷେତ୍ର ସହ ଜଡ଼ିତ ପ୍ରାୟ ୨୩,୩୦୦ କୋଟି ଟଙ୍କାର ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ପିଏମ - କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ବଣ୍ଟନ, ନମୋ ସେତକାରୀ ମହାସମ୍ମାନ ନିଧି ଯୋଜନାର ପଞ୍ଚମ କିସ୍ତିର ଶୁଭାରମ୍ଭ, କୃଷି ଭିତ୍ତିଭୂମି ପାଣ୍ଠି (ଏଆଇଏଫ) ଅଧୀନରେ ୭,୫୦୦ରୁ ଅଧିକ ପ୍ରକଳ୍ପର ଲୋକାର୍ପଣ, ୯,୨୦୦ କୃଷକ ଉତ୍ପାଦକ ସଂଗଠନ, ମହାରାଷ୍ଟ୍ରରେ ମୋଟ ୧୯ ମେଗାୱାଟ କ୍ଷମତା ବିଶିଷ୍ଟ ୫ଟି ସୋଲାର ପାର୍କ ଏବଂ ଗୋସମ୍ପଦ ଏବଂ ସ୍ୱଦେଶୀ ଲିଙ୍ଗ ନିର୍ଦ୍ଦିଷ୍ଟ ସିମେନ ଟେକ୍ନୋଲୋଜି ପାଇଁ ୟୁନିଫାଇଡ୍ ଜିନୋମିକ୍ ଚିପ୍ ର ଶୁଭାରମ୍ଭ ଆଦି ଏହାର ଅନ୍ତର୍ଭୁକ୍ତ ।ଝାଡ଼ଖଣ୍ଡର ଖୁଣ୍ଟିଠାରେ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
November 15th, 12:25 pm
ଆପଣ ସମସ୍ତଙ୍କୁ ଜୁହାର! ଆଜିର ଦିନଟି ସୌଭାଗ୍ୟରେ ପରିପୂର୍ଣ୍ଣ ଅଟେ। ମୁଁ କିଛି ସମୟ ପୂର୍ବରୁ ଭଗବାନ ବିର୍ସା ମୁଣ୍ଡାଙ୍କ ଜନ୍ମସ୍ଥାନ ଉଲିହାତୁରୁ ଫେରିଛି। ତାଙ୍କ ପରିବାର ସଦସ୍ୟଙ୍କ ସହିତ ମୋର ଏକ ବଡ଼ ଆନନ୍ଦଦାୟକ ସାକ୍ଷାତ ମଧ୍ୟ ହୋଇଛି, ଏବଂ ସେହି ପବିତ୍ର ମାଟିକୁ ମଥାରେ ଲଗାଇବାର ଏକ ପରମ ସୌଭାଗ୍ୟ ମୋତେ ମିଳିଛି । ମୋତେ ଭଗବାନ ବିର୍ସା ମୁଣ୍ଡା ମେମୋରିଆଲ ପାର୍କ ଏବଂ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ପରିଦର୍ଶନ କରିବାର ସୁଯୋଗ ମିଳିଛି। ଦୁଇ ବର୍ଷ ପୂର୍ବେ ଆଜିର ଦିନରେ ଏହି ସଂଗ୍ରହାଳୟକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବାର ସୌଭାଗ୍ୟ ପାଇଥିଲି। ମୁଁ ସମସ୍ତ ଦେଶବାସୀଙ୍କୁ ଜନଜାତୀୟ ଗୌରବ ଦିବସ ଅବସରରେ ବହୁତ ବହୁତ ଶୁଭେଚ୍ଛା ଜଣାଉଛି, ମୋର ଶୁଭକାମନା ଜଣାଉଛି। ଏବଂ ଦେଶର ସମସ୍ତ ବରିଷ୍ଠ ନାଗରିକ ମାନେ ମଧ୍ୟ ଆଜି ଦେଶର ଶତାଧିକ ସ୍ଥାନରେ ଝାଡ଼ଖଣ୍ଡର ପ୍ରତିଷ୍ଠା ଦିବସ ପାଳନ କରୁଛନ୍ତି । ଅଟଳଜୀଙ୍କ ପ୍ରୟାସ ଯୋଗୁଁ ଏହି ରାଜ୍ୟ ଗଠନ ହୋଇଥିଲା। ଦେଶକୁ, ବିଶେଷ କରି ଝାଡ଼ଖଣ୍ଡକୁ ବର୍ତ୍ତମାନ ୫୦ ହଜାର କୋଟି ଟଙ୍କାର ବିଭିନ୍ନ ଯୋଜନାର ଉପହାର ମିଳିଛି। ଆଜି ଝାଡ଼ଖଣ୍ଡରେ ରେଳ ଭିତ୍ତିଭୂମି ଓ ଯୋଗାଯୋଗ ସମ୍ପ୍ରସାରଣ ଅଧୀନରେ ଅନେକ ରେଳ ପ୍ରକଳ୍ପ ଆରମ୍ଭ ହୋଇଛି। ଆପଣ ଏହା ଜାଣି ଖୁସି ହେବେ ଯେ ଝାଡ଼ଖଣ୍ଡ ମଧ୍ୟ ଦେଶରେ ଶତ ପ୍ରତିଶତ ବିଦ୍ୟୁତ୍ ରେଳ ପଥ ଥିବା ଏକ ରାଜ୍ୟରେ ପରିଣତ ହୋଇଛି। ଏହି ସବୁ ପ୍ରକଳ୍ପ ପାଇଁ ମୁଁ ଝାଡ଼ଖଣ୍ଡବାସୀଙ୍କୁ ଅଭିନନ୍ଦନ ଜଣାଉଛି।ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 15th, 11:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡ଼ଖଣ୍ଡର ଖୁଣ୍ଟି ଠାରେ ଜନଜାତୀୟ ଗୌରବ ଦିବସ, ୨୦୨୩ ପାଳନ ଅବସରରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ 'ବିକଶିତ ଭାରତ ସଂକଳ୍ପ ଯାତ୍ରା' ଏବଂ ପ୍ରଧାନମନ୍ତ୍ରୀ ବିଶେଷ ରୂପେ ଦୁର୍ବଳ ଆଦିବାସୀ ଗୋଷ୍ଠୀ ବିକାଶ ମିଶନର ଶୁଭାରମ୍ଭ କରିଥିଲେ । ସେ ପିଏମ୍ - କିଷାନର ୧୫ତମ କିସ୍ତି ମଧ୍ୟ ପ୍ରଦାନ କରିଛନ୍ତି । ଶ୍ରୀ ମୋଦୀ ଝାଡ଼ଖଣ୍ଡ ରାଜ୍ୟରେ ରେଳ, ସଡ଼କ, ଶିକ୍ଷା, କୋଇଲା, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଭଳି ଏକାଧିକ କ୍ଷେତ୍ର ସହିତ ସମ୍ପର୍କିତ ୭୨୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କରିଥିଲେ ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ । ଏହି ଅବସରରେ ଅନୁଷ୍ଠିତ ପ୍ରଦର୍ଶନୀକୁ ସେ ବୁଲି ଦେଖିଥିଲେ ।This election is to stop the palm of Congress's corruption and loot from touching MP's locker: PM Modi
November 14th, 12:00 pm
Amidst the ongoing election campaigning in Madhya Pradesh, Prime Minister Modi’s rally spree continued as he addressed a public meeting in Betul today. PM Modi said, “In the past few days, I have travelled to every corner of the state. The affection and trust towards the BJP are unprecedented. Your enthusiasm and this spirit have decided in Madhya Pradesh – ‘Phir Ek Baar, Bhajpa Sarkar’. The people of Madhya Pradesh will come out of their homes on 17th November to create history.”PM Modi campaigns in Madhya Pradesh’s Betul, Shajapur and Jhabua
November 14th, 11:30 am
Amidst the ongoing election campaigning in Madhya Pradesh, Prime Minister Modi’s rally spree continued as he addressed multiple public meetings in Betul, Shajapur and Jhabua today. PM Modi said, “In the past few days, I have traveled to every corner of the state. The affection and trust towards the BJP are unprecedented. Your enthusiasm and this spirit have decided in Madhya Pradesh – ‘Phir Ek Baar, Bhajpa Sarkar’. The people of Madhya Pradesh will come out of their homes on 17th November to create history.”PM Modi addresses public meetings in Madhya Pradesh’s Satna, Chhatarpur & Neemuch
November 09th, 11:00 am
The political landscape in Madhya Pradesh is buzzing as Prime Minister Narendra Modi takes centre-stage with his numerous campaign rallies ahead of the assembly election. Today, the PM addressed huge public gatherings in Satna, Chhatarpur & Neemuch. PM Modi said, “Your one vote has done such wonders that the courage of the country’s enemies has shattered. Your one vote is going to form the BJP government here again. Your one vote will strengthen Modi in Delhi.”Congress Party only believes in Nepotism, Political Favoritism,.Family Rule: PM Modi in Madhya Pradesh
November 05th, 12:00 pm
Ahead of the Assembly Election in the state of Madhya Pradesh, PM Modi addressed a public rally in Seoni, Madhya Pradesh. PM Modi said, “BJP Government in MP symbolizes continuity in good governance & development”.PM Modi addresses a public rally in Seoni & Khandwa, Madhya Pradesh
November 05th, 11:12 am
Ahead of the Assembly Election in the state of Madhya Pradesh, PM Modi addressed two public meetings in Seoni and Khandwa. PM Modi said, “BJP Government in MP symbolizes continuity in good governance & development”.Centre's free ration scheme will be extended by 5 more years: PM Modi in Ratlam
November 04th, 04:12 pm
Amidst his ongoing election campaign, Prime Minister Narendra Modi today addressed a huge public meeting in Ratlam, Madhya Pradesh. Witnessing the massive crowd, PM Modi remarked, “The tremendous wave of support for the BJP in Madhya Pradesh is truly remarkable. It's the BJP that has propelled Madhya Pradesh to great heights in agriculture, enhanced its road and rail infrastructure, fostered industrial growth, and transformed it into a center of modern education. This unwavering faith of the people in the BJP is a testament to our achievements.PM Modi addresses a public meeting in Ratlam, Madhya Pradesh
November 04th, 03:30 pm
Amidst his ongoing election campaign, Prime Minister Narendra Modi today addressed a huge public meeting in Ratlam, Madhya Pradesh. Witnessing the massive crowd, PM Modi remarked, “The tremendous wave of support for the BJP in Madhya Pradesh is truly remarkable. It's the BJP that has propelled Madhya Pradesh to great heights in agriculture, enhanced its road and rail infrastructure, fostered industrial growth, and transformed it into a center of modern education. This unwavering faith of the people in the BJP is a testament to our achievements.ମୀରାବାଈ ଆମ ଦେଶର ମହିଳାଙ୍କ ପାଇଁ ପ୍ରେରଣା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
October 29th, 11:00 am
ମୋର ପ୍ରିୟ ପରିବାରଜନ, ନମସ୍କାର । ‘ମନ୍ କି ବାତ୍’ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ଏହି ଅଧ୍ୟାୟ ଏଭଳି ସମୟରେ ହେଉଛି, ଯେତେବେଳେ ସାରା ଦେଶରେ ଉତ୍ସବର ବାତାବରଣ ରହିଛି । ଆପଣ ସମସ୍ତଙ୍କୁ ଆଗାମୀ ପର୍ବପର୍ବାଣୀ ପାଇଁ ଅନେକ ଅନେକ ଅଭିନନ୍ଦନ ।ମଧ୍ୟ ପ୍ରଦେଶର ଜବଲପୁରଠାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 05th, 03:31 pm
ମଧ୍ୟ ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁ ଭାଇ ପଟେଲ, ମୁଖ୍ୟମନ୍ତ୍ରୀ ଭାଇ ଶିବରାଜ ସିଂହ ଚୌହାନ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସମସ୍ତ ସାଥୀ, ଏମପି ସରକାରଙ୍କର ମନ୍ତ୍ରୀ, ସାଂସଦଗଣ, ବିଧାୟକଗଣ, ମଂଚ ଉପରେ ବିରାଜମାନ ଅନ୍ୟ ସମସ୍ତ ମହାନୁଭବ ଆଉ ଏତେ ବିପୁଳ ସଂଖ୍ୟାରେ ଆଶୀର୍ବାଦ ଦେବା ପାଇଁ ଆସିଥିବା ଭଦ୍ର ମହିଳା ଓ ଭଦ୍ର ବ୍ୟକ୍ତିଗଣ !ମଧ୍ୟପ୍ରଦେଶର ଜବଲପୁର ଠାରେ ପ୍ରଧାନମନ୍ତ୍ରୀ ୧୨,୬୦୦ କୋଟିରୁ ଅଧିକ ଟଙ୍କାର ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ଓ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି
October 05th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟପ୍ରଦେଶର ଜବଲପୁର ଠାରେ ୧୨,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ସଡ଼କ, ରେଳ, ଗ୍ୟାସ ପାଇପଲାଇନ୍, ଗୃହ ନିର୍ମାଣ ଏବଂ ବିଶୁଦ୍ଧ ପାନୀୟ ଜଳ ଭଳି ବିଭିନ୍ନ କ୍ଷେତ୍ର ସହିତ ସମ୍ପର୍କିତ ବିକାଶ ପ୍ରକଳ୍ପ ଗୁଡିକର ଶିଳାନ୍ୟାସ କରିଛନ୍ତି ଏବଂ ସେଗୁଡିକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ରାଣୀ ଦୁର୍ଗାବତୀଙ୍କ ୫୦୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ଶ୍ରୀ ମୋଦୀ ଜବଲପୁର ଠାରେ 'ବୀରାଙ୍ଗନା ରାଣୀ ଦୁର୍ଗାବତୀ ସ୍ମାରକ ଓ ଉଦ୍ୟାନ' ପ୍ରକଳ୍ପର ଭୂମି ପୂଜନ କରିଥିଲେ ।Congress cannot breathe without corruption; Modi is guarantee of action against corruption: PM Modi in Raipur
July 07th, 12:00 pm
PM Modi addressed a public meeting in Raipur. PM Modi expressed, The formation of Chhattisgarh saw a significant contribution from the BJP. We possess a profound understanding of the people of Chhattisgarh and are well-aware of their requirements. Consequently, the government of BJP in Delhi is fully committed to propelling the rapid progress of Chhattisgarh.PM Modi campaigns in Raipur, Chhattisgarh
July 07th, 11:44 am
PM Modi addressed a public meeting in Raipur. PM Modi expressed, The formation of Chhattisgarh saw a significant contribution from the BJP. We possess a profound understanding of the people of Chhattisgarh and are well-aware of their requirements. Consequently, the government of BJP in Delhi is fully committed to propelling the rapid progress of Chhattisgarh.ଭାରତର ବିକାଶ କାହାଣୀର ଏହା ହେଉଛି ଟର୍ଣ୍ଣିଙ୍ଗ ପଏଣ୍ଟ : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
November 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଆମେ ପୁଣି ଥରେ ‘ମନ୍ କି ବାତ୍’ ପାଇଁ ଏକାଠି ହୋଇଛୁ । ଦୁଇ ଦିନ ପରେ ଡିସେମ୍ବର ମାସଟି ମଧ୍ୟ ଆରମ୍ଭ ହେବାକୁ ଯାଉଛି, ଆଉ ଡିସେମ୍ବର ମାସ ଆସିଲା ମାନେ ଆମକୁ ମନସ୍ତାତ୍ୱିକ ସ୍ତରରେ ଲାଗେ ଯେ, ଯାହାହେଉ, ବର୍ଷଟି ସରିଗଲା । ଇଏ ବର୍ଷର ଶେଷ ମାସ । ଆମେ ନୂଆବର୍ଷ ପାଇଁ ଯୋଜନା ପ୍ରସ୍ତୁତ କରିବାରେ ଲାଗିପଡ଼ୁ । ଏହି ମାସରେ ଦେଶ ପାଳନ କରେ ‘ନୌବାହିନୀ ଦିବସ’ ଏବଂ ‘ସଶସ୍ତ୍ର ବାହିନୀ ପତାକା ଦିବସ’ । ଆମ ସମସ୍ତେ ଜାଣୁ, ଯେ, ଡିସେମ୍ବର ୧୬ ତାରିଖ ଦିନ ଦେଶ ୧୯୭୧ରେ ହୋଇଥିବା ଯୁଦ୍ଧର ସୁବର୍ଣ୍ଣ ଜୟନ୍ତୀ ମଧ୍ୟ ପାଳନ କରିବ । ଏହି ସମସ୍ତ ଅବସରରେ ମୁଁ ଦେଶର ପ୍ରତିରକ୍ଷା ବାହିନୀକୁ ସ୍ମରଣ କରୁଛି, ଆମର ବୀରମାନଙ୍କୁ ସ୍ମରଣ କରୁଛି ଏବଂ ବିଶେଷ ଭାବେ ଏଭଳି ବୀରମାନଙ୍କୁ ଜନ୍ମ ଦେଇଥିବା ମା’ମାନଙ୍କୁ ସ୍ମରଣ କରୁଛି । ପ୍ରତିଥର ପରି ଏଥର ମଧ୍ୟ ମୋତେ ନମୋ ଆପ୍, ମାଇ ଗଭ୍ରେ ଆପଣମାନଙ୍କର ଅନେକ ପ୍ରସ୍ତାବ ମିଳିଛି । ଆପଣମାନେ ମୋତେ ନିଜ ପରିବାରର ଏକ ଅଂଶ ଭାବି ନିଜ ଜୀବନର ସୁଖ-ଦୁଃଖ ମଧ୍ୟ ବାଣ୍ଟିଛନ୍ତି । ଏଥିରେ ଅନେକ ଯୁବବର୍ଗର ହୋଇଥିବାବେଳେ ଅନେକ ଛାତ୍ରଛାତ୍ରୀ ମଧ୍ୟ ରହିଛନ୍ତି । ମୋତେ ପ୍ରକୃତରେ ଭଲ ଲାଗୁଛି ଯେ, ଆମର ଏହି ‘ମନ୍ କି ବାତ୍’ର ପରିବାର ନିରନ୍ତର ବିସ୍ତୃତ ହୋଇଚାଲିଛି, ମନ ସହ ମନର ସମ୍ପର୍କ ଦୃଢ଼ ହୋଇଚାଲିଛି, ଉଦ୍ଦେଶ୍ୟ ମଧ୍ୟ ଏକ ହୋଇଚାଲିଛି । ନିବିଡ଼ ହେଉଥିବା ଆମ ସମ୍ପର୍କ ସହ ଆମ ଅନ୍ତରରେ ନିରନ୍ତର ସକାରାତ୍ମକତାର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି ।ମୌଳିକ ସୁବିଧା ଯଥା ବାସଗୃହ, ବିଜୁଳି, ଜଳ, ଶୌଚାଗାର, ଗ୍ୟାସ, ସଡ଼କ, ହସପିଟାଲ ଏବଂ ବିଦ୍ୟାଳୟ ଭଳି ମୌଳିକ ସମସ୍ୟାର ସମାଧାନ ଦଶନ୍ଧି ଦଶନ୍ଧି ପୂର୍ବରୁ ହୋଇପାରିଥାନ୍ତା: ପ୍ରଧାନମନ୍ତ୍ରୀ
August 10th, 10:43 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ଉତ୍ତରପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା 2.0 ର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ସ୍ୱାସ୍ଥ୍ୟସେବା ଯୋଗାଣ, ସୁବିଧା ଏବଂ ଭଉଣୀମାନଙ୍କୁ ସଶକ୍ତ କରିବା ନିମନ୍ତେ ସରକାରଙ୍କ ପ୍ରତିବଦ୍ଧତା ଉଜ୍ଜ୍ୱଳା ଯୋଜନାରୁ ହିଁ ବେଶ୍ ସହଯୋଗ ଓ ପ୍ରୋତ୍ସାହନ ପାଇପାରିଛି । ଏହି ଯୋଜନାର ପ୍ରଥମ ପର୍ଯ୍ୟାୟରେ, ଦେଶର 8 କୋଟି ଗରିବ, ଦଳିତ, ବଂଚିତ, ପଛୁଆବର୍ଗ ଓ ଆଦିବାସୀ ପରିବାରଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଯୋଗାଇ ଦିଆଯାଇଥିଲା ।ଉତ୍ତର ପ୍ରଦେଶରେ ଉଜ୍ଜ୍ୱଳା 2.0 (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 10th, 12:46 pm
ଏବେ ଆପଣମାନେ ମା’-ଭଉଣୀମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମୋତେ ମିଳିଛି। ଏବଂ ମୋ ପାଇଁ ଏହା ଖୁସିର ବିଷୟ ଯେ ରକ୍ଷାବନ୍ଧନର ପର୍ବ ଆଉ କିଛିଦିନ ପରେ ପଡ଼ିବ। ଏବେ ମୋତେ ଆଗୁଆ ମା’-ଭଉଣୀମାନଙ୍କୁ ଆଶୀର୍ବାଦ ମିଳିପାରିଛି। ଏଭଳି ସ୍ଥିତିରେ ଦେଶର କୋଟି କୋଟି ଗରିବ, ଦଳିତ, ବଞ୍ଚିତ, ପଛୁଆ, ଆଦିବାସୀ ପରିବାରର ଭଉଣୀମାନଙ୍କୁ ଆଜି ଆଉ ଏକ ଉପହାର ଦେବାର ସୁଯୋଗ ମିଳିଛି। ଆଜି ଉଜ୍ଜ୍ୱଳା ଯୋଜନାର ପରବର୍ତ୍ତୀ ପର୍ଯ୍ୟାୟରେ ଅନେକ ଭଉଣୀମାନଙ୍କୁ ମାଗଣାରେ ଗ୍ୟାସ ସଂଯୋଗ ଓ ଗ୍ୟାସ ଚୁଲା ମିଳିଛି। ମୁଁ ସମସ୍ତ ହିତାଧିକାରୀମାନଙ୍କୁ ପୁଣିଥରେ ଅନେକ ଅନେକ ଅଭିନନ୍ଦନ ଜଣାଉଛି।ଉତ୍ତର ପ୍ରଦେଶର ମାହୋବା ଠାରେ ଉଜ୍ଜ୍ୱଳା ୨.୦ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
August 10th, 12:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ମାହୋବାଠାରେ ଉଜ୍ଜ୍ୱଳା ୨.୦ (ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା-ପିଏମୟୁୱାଇ)ର ଭିଡିଓ କନଫରେନ୍ସିଂ ଯୋଗେ ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ହିତାଧିକାରୀମାନଙ୍କ ଏଲପିଜି ସଂଯୋଗ ବଣ୍ଟନ କରିବା ସହ ଉଜ୍ଜ୍ୱଳା ଯୋଜନାରୁ କିଭଳି ସୁଫଳ ମିଳୁଛି ସେ ସମ୍ପର୍କରେ ସେମାନଙ୍କ ସହ ଭାବ ବିନିମୟ କରିଥିଲେ ।