5 ଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ

June 27th, 10:17 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମଧ୍ୟ ପ୍ରଦେଶର ଭୋପାଳର ରାନୀ କମଲାପତି ରେଲୱେ ଷ୍ଟେସନ ଠାରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସ ଭୋପାଳ (ରାନୀ କମଲାପତି) – ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ (ରାନୀ କମଳାପତି) –ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ, ରାଞ୍ଚୀ-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ, ଧାରବାଡ଼-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ ଏବଂ ଗୋଆ (ମଡ଼ଗାଓଁ) ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ଅଟେ।

ଆଜମେର ଏବଂ ଦିଲ୍ଲୀ ଛାଉଣୀକୁ ସଂଯୋଗ କରୁଥିବା ବଂଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

April 12th, 11:01 am

ନମସ୍କାର, ରାଜସ୍ଥାନର ରାଜ୍ୟପାଳ କଲରାଜ ମିଶ୍ର ଜୀ, ରାଜସ୍ଥାନର ମୋର ମିତ୍ର ଶ୍ରୀମାନ ଅଶୋକ ଗେହଲଟ୍ ଜୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ବିଧାନସଭା ଏବଂ ବିଧାନ ପରିଷଦର ବିରୋଧୀ ଦଳର ନେତା, ମଞ୍ଚ ଉପରେ ଉପସ୍ଥିତ ସମସ୍ତ ସାଂସଦ ଗଣ, ବିଧାୟକ ଗଣ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ମୋର ରାଜସ୍ଥାନର ପ୍ରିୟ ଭାଇ ଓ ଭଉଣୀମାନେ,

ଆଜମେର ଓ ଦିଲ୍ଲୀ ଛାଉଣୀ ମଧ୍ୟରେ ରାଜସ୍ଥାନର ପ୍ରଥମ ବଂଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

April 12th, 11:00 am

ସମବେତ ଜନତାଙ୍କୁ ଉଦବୋଧନ ଦେଇ ଶୌର୍ଯ୍ୟଭୂମି ରାଜସ୍ଥାନର ପ୍ରଥମ ବଂଦେ ଭାରତ ଟ୍ରେନର ପତାକା ଦେଖାଇ ଚଳାଚଳର ଶୁଭାରମ୍ଭ କରିଛନ୍ତି । ଏହା ଜୟପୁର ଓ ଦିଲ୍ଲୀ ମଧ୍ୟରେ ଯାତ୍ରାକୁ ସୁଗମ କରିବା ସହ ରାଜସ୍ଥାନର ପର୍ଯ୍ୟଟନ ଶିଳ୍ପକୁ ମଧ୍ୟ ଅଭିବୃଦ୍ଧିର ସୁଯୋଗ ପ୍ରଦାନ କରିବ । ଏହା ବିଶ୍ୱାସର ସ୍ଥଳ ତୀର୍ଥରାଜ ପୁସ୍କର ଓ ଆଜମେର ସରିଫକୁ ଯାତ୍ରା କରିବାର ବାଟ ଖୋଲିବ ।

ଉତରପ୍ରଦେଶର ଜେୱରଠାରେ ଅବସ୍ଥିତ ନୋଏଡା ଆନ୍ତର୍ଜାତିକ ବିମାନବନ୍ଦରର ଭିତିପ୍ରସ୍ତର ସ୍ଥାପନ ନିମନ୍ତେ ଉଦ୍ଦିଷ୍ଟ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 25th, 01:06 pm

ଉତରପ୍ରଦେଶର ଲୋକପ୍ରିୟ କର୍ମଯୋଗୀ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଜୀ, ଏଠାକାର କର୍ମଠ ଉପ-ମୁଖ୍ୟମନ୍ତ୍ରୀ ତଥା ଆମର ପୂର୍ବତନ ସହଯୋଗୀ ଶ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଜୀ, ଜେନେରାଲ୍ ଭି. କେ. ସିଂହ ଜୀ, ସଞ୍ଜୀବ୍ ବାଲ୍ୟାନ୍ ଜୀ, ଏସ୍‌. ପି. ସିଂହ ବାଘେଲ୍ ଜୀ, ବି. ଏଲ୍ ବର୍ମା ଜୀ, ଉତରପ୍ରଦେଶ ସରକାରରେ ମନ୍ତ୍ରୀ ଥିବା ଶ୍ରୀ ଲକ୍ଷ୍ମୀ ନାରାୟଣ ଚୌଧୁରୀ ଜୀ, ଶ୍ରୀ ଜୟ ପ୍ରତାପ ସିଂହ ଜୀ, ଶ୍ରୀକାନ୍ତ ଶର୍ମା ଜୀ, ଭୂପେନ୍ଦ୍ର ଚୌଧୁରୀ ଜୀ, ଶ୍ରୀ ନନ୍ଦଗୋପାଳ ଗୁପ୍ତା ଜୀ, ଅନିଲ ଶର୍ମା ଜୀ, ଧର୍ମ ସିଂହ ସାଇନି ଜୀ, ଅଶୋକ କଟାରିଆ ଜୀ, ଶ୍ରୀ ଜି. ଏସ୍‌.ଧର୍ମେଶ ଜୀ, ସଂସଦରେ ମୋର ସହଯୋଗୀ ଡକ୍ଟର ମହେଶ ଶର୍ମା ଜୀ, ଶ୍ରୀ ସୁରେନ୍ଦ୍ର ସିଂହ ନାଗର ଜୀ, ଶ୍ରୀ ଭୋଲା ସିଂହ ଜୀ, ସ୍ଥାନୀୟ ବିଧାୟକ ଶୀ ଧୀରେନ୍ଦ୍ର ସିଂହ ଜୀ, ମଂଚରେ ଉପରେ ଉପସ୍ଥିତ ଅନ୍ୟ ସମସ୍ତ ଲୋକପ୍ରତିନିଧିଗଣ ଏବଂ ବିପୁଳ ସଂଖ୍ୟାରେ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବାକୁ ଏଠାକୁ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ ।

ଉତ୍ତର ପ୍ରଦେଶର ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ମୋଦୀ

November 25th, 01:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶରେ ନୋଏଡା ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଜେନେରାଲ ଭିକେ ସିଂ, ଶ୍ରୀ ସଞ୍ଜିବ ବାଲିୟାଁ, ଶ୍ରୀ ଏସପି ସିଂ ବାଘେଲ ଏବଂ ଶ୍ରୀ ବିଏଲ ବର୍ମା ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ ।

ମଧ୍ୟପ୍ରଦେଶର ଭୋପାଳ ଠାରେ ଦେଶ ଉଦେଶ୍ୟରେ ବିଭିନ୍ନ ରେଳ ପ୍ରକଳ୍ପଗୁଡ଼ିକର ଉତ୍ସର୍ଗୀକରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

November 15th, 03:21 pm

ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀମାନ ମଙ୍ଗୁଭାଇ ପଟେଲ ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଜୀ, କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଏଠାରେ ଉପସ୍ଥିତ ଅନ୍ୟାନ୍ୟ ମହାନୁଭବ, ଭାଇ ଏବଂ ଭଉଣୀମାନେ ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ରେଳପ୍ରକଳ୍ପ ଲୋକାର୍ପିତ

November 15th, 03:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (ତା୧୫-୧୧-୨୧) ମଧ୍ୟପ୍ରଦେଶର ଭୋପାଳଠାରେ ବିଭିନ୍ନ ରେଳପ୍ରକଳ୍ପ ଜାତି ଉଦ୍ଦେଶ୍ୟରେ ଲୋକାର୍ପିତ କରିଛନ୍ତି । ସେ ପୁନଃ ବିକଶିତ ରାଣୀ କମଳାପତି ରେଳଷ୍ଟେସନକୁ ମଧ୍ୟ ଭୋପାଳଠାରେ ଦେଶପାଇଁ ଉତ୍ସର୍ଗ କରିଛନ୍ତି । ଏହାଛଡା ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶରେ ରେଳବାଇ ଦ୍ୱାରା ବିକଶିତ ଅନ୍ୟ କେତେକ ପ୍ରକଳ୍ପକୁ ମଧ୍ୟ ଲୋକାର୍ପିତ କରିଛନ୍ତି । ସେଗୁଡିକ ମଧ୍ୟରେ ରେଳପଥ ପ୍ରଶସ୍ତିକରଣ ଓ ବିଦ୍ୟୁତିକରଣ ଉଜ୍ଜୟନୀ-ଫିତେହବାଦ-ଚନ୍ଦ୍ରବତୀଗଞ୍ଜ ଓସାରିଆ ସେକ୍ସନ, ଭୋପାଳ-ବାରଖେର ସେକ୍ସନ ତୃତୀୟ ଲାଇନ, ମାଥେଲା-ନିମାରଖେରୀ ରେଳପଥ ପ୍ରଶସ୍ତୀକରଣ ସେକ୍ସନ, ଗୁନା-ଗୋଆଲିୟର ବିଦ୍ୟୁତିକରଣ ସେକ୍ସନ ।

ପ୍ରଧାନମନ୍ତ୍ରୀ ଭୋପାଳରେ ପୁନଃ ବିକଶିତ ରାଣୀ କମଳାପତି ରେଳ ଷ୍ଟେସନକୁ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ

November 14th, 04:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୫ତାରିଖରେ ତାଙ୍କର ମଧ୍ୟପ୍ରଦେଶ ଗସ୍ତ ସମୟରେ ପୁନଃ ବିକଶିତ ରାଣୀ କମଳାପତି ରେଳ ଷ୍ଟେସନର ଉଦଘାଟନ କରିବେ ।

ଜନଜାତୀୟ ଗୌରବ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନଭେମ୍ବର ୧୫ ତାରିଖରେ ମଧ୍ୟପ୍ରଦେଶ ଗସ୍ତରେ ଯିବେ

November 14th, 04:40 pm

ଭାରତ ସରକାର ୧୫ ନଭେମ୍ବରକୁ ଅମର ସହିଦ ଭଗବାନ୍ ବିର୍ସା ମୁଣ୍ଡାଙ୍କ ଜନ୍ମ ବାର୍ଷିକୀକୁ ଜନଜାତୀୟ ଗୌରବ ଦିବସ ଭାବରେ ପାଳନ କରୁଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଆସି ଭୋପାଳର ଜମ୍ବୁରୀ ମଇଦାନରେ ଜନଜାତୀୟ ଗୌରବ ଦିବସ ମହାସମ୍ମେଳନରେ ଅଂଶଗ୍ରହଣ କରିବେ ଏବଂ ସେଠାରେ ସେ ପ୍ରାୟ ଅପରାହ୍ନ ୧ଟା ସମୟରେ ଜନଜାତୀୟ ସମ୍ପ୍ରଦାୟର କଲ୍ୟାଣ ପାଇଁ ଏକାଧିକ ପଦକ୍ଷେପର ଶୁଭାରମ୍ଭ କରିବେ ।