NCC highlights the idea of Ek Bharat Shreshtha Bharat: PM Modi
January 27th, 05:00 pm
Prime Minister Narendra Modi addressed the annual NCC PM rally at the Cariappa Parade Ground in Delhi. PM Modi witnessed a cultural program and presented the Best Cadet Awards. He also flagged in Mega Cyclothon by NCC Girls and Nari Shakti Vandan Run (NSRV) from Jhansi to Delhi. “Being present among NCC cadets highlights the idea of Ek Bharat Shreshtha Bharat, the Prime Minister said as he observed the presence of cadets from different parts of the country.ପ୍ରଧାନମନ୍ତ୍ରୀ ଦିଲ୍ଲୀ କରିୟପ୍ପା ପରେଡ ଗ୍ରାଉଣ୍ଡରେ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧନ କଲେ
January 27th, 04:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କରିୟପ୍ପା ପରେଡ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି । ଶ୍ରୀ ମୋଦୀ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ସହ ଶ୍ରେଷ୍ଠ କ୍ୟାଡେଟ ପୁରସ୍କାର ପ୍ରଦାନ କରିଥିଲେ । ସେ ଏନ୍ସିସି ଗର୍ଲ୍ସ ଏବଂ ନାରୀଶକ୍ତି ବନ୍ଦନ ରନ୍ (ଏନ୍ଏସ୍ଆର୍ଭି) ଦ୍ୱାରା ଝାନ୍ସିରୁ ଦିଲ୍ଲୀ ପର୍ଯ୍ୟନ୍ତ ମେଗା ସାଇକ୍ଲୋଥନ୍କୁ ମଧ୍ୟ ପତାକା ଦେଖାଇଥିଲେ ।ଜାନୁଆରୀ ୧୯ରେ ମହାରାଷ୍ଟ୍ର, କର୍ଣ୍ଣାଟକ ଏବଂ ତାମିଲନାଡୁ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 17th, 09:32 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୧୯ ରେ ମହାରାଷ୍ଟ୍ର, କର୍ଣ୍ଣାଟକ ଏବଂ ତାମିଲନାଡୁ ଗସ୍ତ କରିବେ । ପୂର୍ବାହ୍ନ ପ୍ରାୟ ୧୦ଟା ୪୫ ରେ ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ରର ସୋଲାପୁରରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିବେ । ଅପରାହ୍ନ ପ୍ରାୟ ୨ଟା ୪୫ ରେ ପ୍ରଧାନମନ୍ତ୍ରୀ ବୋଇଂ ଇଣ୍ଡିଆ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ସେଣ୍ଟରକୁ ଉଦଘାଟନ କରିବା ସହ କର୍ଣ୍ଣାଟକର ବେଙ୍ଗାଲୁରୁରେ ବୋଇଂ ସୁକନ୍ୟା କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ । ଏହାପରେ ସନ୍ଧ୍ୟା ପ୍ରାୟ ୬ ଟାରେ ପ୍ରଧାନମନ୍ତ୍ରୀ ତାମିଲନାଡୁର ଚେନ୍ନାଇଠାରେ ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ ୨୦୨୩ର ଉଦଘାଟନୀ ସମାରୋହରେ ଯୋଗଦେବେ ।ସାବିତ୍ରୀବାଇ ଫୁଲେ ଏବଂ ରାଣୀ ଭେଲୁ ନାଚିଆରଙ୍କୁ ସେମାନଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
January 03rd, 08:09 am
ସାବିତ୍ରୀବାଇ ଫୁଲେ ଏବଂ ରାଣୀ ଭେଲୁ ନାଚିଆରଙ୍କୁ ସେମାନଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।ମନ କି ବାତ ,ଡିସେମ୍ବର 2023
December 31st, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’, ହେଉଛି ଆପଣମାନଙ୍କ ସହ ଭେଟିବାର ଗୋଟିଏ ଶୁଭ ଅବସର । ନିଜ ପରିବାରଜନଙ୍କ ସହିତ ସାକ୍ଷାତ ହେଲେ ତାହା କେତେ ସୁଖକର ହୋଇଥାଏ, କେତେ ସନ୍ତୋଷପ୍ରଦ ହୋଇଥାଏ, ‘ମନ୍ କି ବାତ୍’ ମାଧ୍ୟମରେ ଆପଣମାନଙ୍କୁ ଭେଟି ମୁଁ ଏହା ଅନୁଭବ କରିଆସିଛି । ଆଉ ଆଜି ଆମର ଏହି ମିଳିତ ଯାତ୍ରାର ଏହା ୧୦୮ତମ ଅଧ୍ୟାୟ । ଆମମାନଙ୍କ ପାଇଁ ୧୦୮ ସଂଖ୍ୟାର ଗୁରୁତ୍ୱ, ଏହାର ପବିତ୍ରତା ଗୋଟିଏ ଗହନ ଅଧ୍ୟୟନର ବିଷୟ । ଜପାମାଳିରେ ୧୦୮ଟି ମାଳି, ୧୦୮ ଥର ଜପ, ୧୦୮ଟି ଦିବ୍ୟ କ୍ଷେତ୍ର, ମନ୍ଦିରମାନଙ୍କରେ ୧୦୮ଟି ପାହାଚ, ୧୦୮ ଘଣ୍ଟି, ୧୦୮ ସଂଖ୍ୟାଟି ଅସୀମ ବିଶ୍ୱାସ ସହ ଜଡ଼ିତ । ସେଥିପାଇଁ ‘ମନ୍ କି ବାତ୍’ର ୧୦୮ତମ ଅଧ୍ୟାୟ ମୋ ପାଇଁ ବିଶେଷ ଗୁରତ୍ୱପୂର୍ଣ୍ଣ ହୋଇପଡ଼ିଛି । ଏହି ୧୦୮ଟି ଅଧ୍ୟାୟରେ ଆମେ ଜନସହଭାଗୀତାର କେତେ ଉଦାହରଣ ଦେଖିଲୁ, ସେମାନଙ୍କ ଠାରୁ ପ୍ରେରଣା ଲାଭ କଲୁ । ଏହି ସୋପାନରେ ପହଂଚିବା ପରେ ଆମକୁ ନୂଆକରି, ନୂତନ ଶକ୍ତି ସହିତ ଏବଂ ଦ୍ରୁତ ଗତିରେ ଆଗକୁ ବଢ଼ିବା ପାଇଁ ସଂକଳ୍ପ ନେବାକୁ ହେବ । ଏହା ମଧ୍ୟ ଗୋଟିଏ ସୁଖକର ସଂଯୋଗ ଯେ, ଆସନ୍ତା କାଲିର ସୂର୍ଯ୍ୟୋଦୟ ୨୦୨୪ର ପ୍ରଥମ ସୂର୍ଯ୍ୟୋଦୟ ହେବ । ଆମ୍ଭେମାନେ ୨୦୨୪ରେ ପ୍ରବେଶ କରିସାରିଥିବା । ଆପଣ ସମସ୍ତଙ୍କୁ ୨୦୨୪ ପାଇଁ ଅନେକ ଅନେକ ଶୁଭକାମନା ।ରାଣୀ ଭେଲୁ ନାଚିଆରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ
January 03rd, 11:52 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଣୀ ଭେଲୁ ନାଚିଆରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ପ୍ରଧାନମନ୍ତ୍ରୀ ରାଣୀ ଭେଲୁ ନାଚିଆରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ମନେ ପକାଇଛନ୍ତି
January 03rd, 11:49 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଣୀ ଭେଲୁ ନାଚିଆରଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।