ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀ ଠାରେ ନିଜ ବାସଭବନରେ ଏନସିସି କ୍ୟାଡେଟ୍ ଏବଂ ଏନଏସଏସ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଥିବାର ମୂଳପାଠ
January 25th, 06:40 pm
ଗତ କିଛି ସପ୍ତାହ ମଧ୍ୟରେ, ମୁଁ ଯୁବ ସହକର୍ମୀମାନଙ୍କୁ ବାରମ୍ବାର ଭେଟିବାର ସୁଯୋଗ ପାଇଲି । ଏକ ମାସ ପୂର୍ବରୁ ଆମେ ‘ବୀର ବାଲ ଦିବସ’ ପାଳନ କରିଥିଲୁ, ଆମେ ବୀର ସାହସୀ ପୁଅମାନଙ୍କ ସାହସିକତା ଏବଂ ବଳିଦାନକୁ ପ୍ରଣାମ କରିବାର ସୁଯୋଗ ପାଇଲୁ । ଏହାପରେ କର୍ଣ୍ଣାଟକରେ ଚାଲିଥିବା ‘ଜାତୀୟ ଯୁବ ମହୋତ୍ସବ’ରେ ସାମିଲ ହୋଇଥିଲି । ଏହାର ମାତ୍ର ଦୁଇଦିନ ପରେ ଦେଶର ଯୁବ ଅଗ୍ନିବୀରମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲି । ତା’ପରେ ଯୁପିୟରେ ଖେଳ ମହାକୁମ୍ଭର ଏକ କାର୍ଯ୍ୟକ୍ରମରେ ଯୁବ ଖେଳାଳିମାନଙ୍କ ସହ ଏକ ଆଲୋଚନା ହୋଇଥିଲା । ଏହାପରେ ଆଜି ମୁଁ ସଂସଦରେ ଏବଂ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଆପଣଙକ୍ ନେତାଙ୍କୁ ଜାଣନ୍ତୁ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ସମଗ୍ର ଦେଶର ବିଦ୍ୟାର୍ଥୀମାନଙ୍କ ସହ ମିଶିବାର ସୁଯୋଗ ମିଳିଲା । ଗତକାଲି ମୁଁ ଦେଶର ପ୍ରତିଭାଧାରୀ ପିଲାମାନଙ୍କୁ ଭେଟିଥିଲି ଯେଉଁମାନେ ଜାତୀୟ ପୁରସ୍କାର ଜିତିଥିଲେ । ଆଜି ମୁଁ ଏହି ବିଶେଷ କାର୍ଯ୍ୟକ୍ରମରେ ଆପଣମାନେ ସମସ୍ତଙ୍କୁ ଭେଟୁଛି । କିଛି ଦିନ ପରେ ‘ପରୀକ୍ଷା ପେ ଚର୍ଚ୍ଚା’ ମାଧ୍ୟମରେ ଦେଶର ଲକ୍ଷ ଲକ୍ଷ ଯୁବକ ଏବଂ ଛାତ୍ରଙ୍କ ସହ ଯୋଗାଯୋଗ କରିବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ମୁଁ ଏନସିସି କାର୍ଯ୍ୟକ୍ରମରେ ଅଂଶ ହେବାକୁ ସୁଯୋଗ ପାଇବାକୁ ଯାଉଛି ।ଏନସିସି କ୍ୟାଡେଟ୍ ଏବଂ ଏନଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ
January 25th, 04:31 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏନସିସି କ୍ୟାଡେଟ ଏବଂ ଏନଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମନ୍ତବ୍ୟ ଦେଇଛନ୍ତି ଯେ ପ୍ରଥମ ଥର ପାଇଁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପରି ପୋଷାକ ପରିହିତ ଅନେକ ଶିଶୁ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଆସିଥିଲେ । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଜୟ ହିନ୍ଦର ମନ୍ତ୍ର ସମସ୍ତଙ୍କୁ ପ୍ରେରଣା ଯୋଗାଉଛି ।ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
January 24th, 09:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର (ପିଏମଆରବିପି) ବିଜେତାମାନଙ୍କୁ ପ୍ରଶଂସା କରିଛନ୍ତି । ଭାରତ ସରକାର ନବାଚାର, ସମାଜସେବା, ଶିକ୍ଷା, କ୍ରୀଡା, କଳା ଓ ସଂସ୍କୃତି ଏବଂ ସାହସିକତା ଭଳି ଛଅଟି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଛାତ୍ରଛାତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଥାନ୍ତି । ଚଳିତ ବର୍ଷ ବାଲ ଶକ୍ତି ପୁରସ୍କାରର ବିଭିନ୍ନ ବର୍ଗ ଅନ୍ତର୍ଗତ ସାରା ଦେଶରୁ ୧୧ ଛାତ୍ରଛାତ୍ରୀଙ୍କୁ ପିଏମଆରବିପି- ୨୦୨୩ ପାଇଁ ଚୟନ କରାଯାଇଥିଲା । ଏହି ବିଜେତାମାନଙ୍କ ମଧ୍ୟରେ ୧୧ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୬ ପୁଅ ଓ ୫ ଝିଅ ସାମିଲ ଅଛନ୍ତି ।ପ୍ରଧାନମନ୍ତ୍ରୀ ମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ
January 24th, 07:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାଙ୍କ ବାସଭବନ ୭ ଲୋକ କଲ୍ୟାଣ ମାର୍ଗରେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର (ପିଏମ୍ଆରବିପି) ବିଜେତାଙ୍କ ସହ ସହ ଆଲୋଚନା କରିଥିଲେ ।ଭାରତୀୟ ସଂସ୍କୃତିର ଜୀବନ୍ତତା ସର୍ବଦା ସମଗ୍ର ବିଶ୍ୱର ଲୋକଙ୍କୁ ଆକର୍ଷିତ କରିଛି: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
January 30th, 11:30 am
ବନ୍ଧୁଗଣ, ସ୍ୱାଧୀନତାର ଅମୃତ୍ ମହୋତ୍ସବରେ ଦେଶ ଏଭଳି ପ୍ରଚେଷ୍ଟା ମାଧ୍ୟମରେ ନିଜର ଜାତୀୟ ପ୍ରତୀକଗୁଡ଼ିକର ପୁନଃପ୍ରତିଷ୍ଠା କରୁଛି । ଆମେ ଦେଖିଲୁ ଯେ, ଇଣ୍ଡିଆ ଗେଟ୍ ନିକଟରେ ଅମର ଯବାନ୍ ଜ୍ୟୋତି ଏବଂ ନିକଟସ୍ଥ ଜାତୀୟ ସମର ସ୍ମାରକୀଠାରେ ପ୍ରଜ୍ଜ୍ୱଳିତ ଜ୍ୟୋତିକୁ ଏକାକାର କରିଦିଆଗଲା । ଭାବବିହ୍ୱଳର ଏହି ମୁହୂର୍ତ୍ତରେ ଅନେକ ଦେଶବାସୀ ଓ ଶହୀଦମାନଙ୍କ ପରିବାରର ଚକ୍ଷୁ ଲୋତକପୂର୍ଣ୍ଣ ହୋଇଥିଲା । ଜାତୀୟ ସମର ସ୍ମାରକୀରେ ସ୍ୱାଧୀନତା ପ୍ରାପ୍ତି ପରେ ଶହୀଦ ହୋଇଥିବା ଦେଶର ସମସ୍ତ ବୀରମାନଙ୍କ ନାମ ଉଲ୍ଲେଖ କରାଯାଇଛି । ସେନାର କେତେକ ପୂର୍ବତନ ଯବାନ୍ ମୋତେ ପତ୍ର ଲେଖି କହିଛନ୍ତି ଯେ - ଶହୀଦମାନଙ୍କ ସ୍ମୃତି ସମ୍ମୁଖରେ ପ୍ରଜ୍ଜ୍ୱଳିତ ଥିବା ଅମର ଯବାନ୍ ଜ୍ୟୋତି ଶହୀଦମାନଙ୍କ ଅମରତ୍ୱର ପ୍ରତୀକ । ପ୍ରକୃତରେ ଅମର ଯବାନ୍ ଜ୍ୟୋତି ଭଳି ଆମ ଶହୀଦ୍, ସେମାନଙ୍କର ପ୍ରେରଣା ତଥା ଯୋଗଦାନ ମଧ୍ୟ ଅମର । ଯେତେବେଳେ ବି ସମୟ ମିଳେ ଜାତୀୟ ସମର ସ୍ମାରକୀ ଯିବା ପାଇଁ ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି । ନିଜ ପରିବାର ଓ ପିଲାମାନଙ୍କୁ ମଧ୍ୟ ନିଶ୍ଚୟ ସାଙ୍ଗରେ ନେଇଯାଆନ୍ତୁ । ଏଠାରେ ଆପଣମାନଙ୍କୁ ଏକ ଭିନ୍ନ ଧରଣର ଶକ୍ତି ଏବଂ ପ୍ରେରଣାର ଅନୁଭୂତି ମିଳିବ ।ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
January 24th, 03:11 pm
Prime Minister Modi interacted with Pradhan Mantri Rashtriya Bal Puraskar awardees. He lauded that the children of India have shown their modern and scientific thinking towards vaccination programme. The PM also appealed to them to be an ambassador for Vocal for Local and lead the campaign of Aatmanirbhar Bharat.ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ
January 24th, 11:53 am
Prime Minister Modi interacted with Pradhan Mantri Rashtriya Bal Puraskar awardees. He lauded that the children of India have shown their modern and scientific thinking towards vaccination programme. The PM also appealed to them to be an ambassador for Vocal for Local and lead the campaign of Aatmanirbhar Bharat.ପ୍ରଧାନମନ୍ତ୍ରୀ ଜାନୁଆରୀ ୨୪ ତାରିଖ ଦିନ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାମାନଙ୍କ ସହ ଆଲୋଚନା କରିବେ
January 23rd, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୨୪ ଜାନୁୟାରୀ ୨୦୨୨ ରେ ମଧ୍ୟାହ୍ନ ୧୨ ଟା ସମୟରେ ପ୍ରଧାନ ମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର (ପିଏମ୍ଆରବିପି) ପ୍ରାପ୍ତ ପିଲାଙ୍କ ସହ ଆଲୋଚନା କରିବେ । ବ୍ଲକ୍ ଚେନ୍ ଜ୍ଞାନକୌଶଳ ବ୍ୟବହାର କରି ୨୦୨୨ ଏବଂ ୨୦୨୧ ବର୍ଷ ପାଇଁ ପିଏମ୍ଆରବିପି ପୁରସ୍କାର ପ୍ରାପ୍ତ ପିଲାଙ୍କୁ ଡିଜିଟାଲ୍ ସାର୍ଟିଫିକେଟ୍ ପ୍ରଦାନ କରାଯିବ । ପୁରସ୍କାର ପ୍ରାପ୍ତ ପିଲାଙ୍କୁ ପ୍ରମାଣପତ୍ର ଦେବା ପାଇଁ ଏହି ଜ୍ଞାନକୌଶଳ ପ୍ରଥମ ଥର ପାଇଁ ବ୍ୟବହୃତ ହେଉଛି ।ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
January 25th, 12:08 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁମାନଙ୍କ ସହ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଳାପ ଆଳୋଚନା କରିଛନ୍ତି । ଏହି ଆଲୋଚନାରେ ମହିଳା ଏବଂ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ସ୍ମୃତିଯୁବିନ୍ ଇରାନୀ ମଧ୍ୟ ଅଂଶଗ୍ରହଣ କରିଥିଲେ ।ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁଙ୍କସହ ପ୍ରଧାନମନ୍ତ୍ରୀଙ୍କ ଆଳାପ
January 25th, 12:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ବାଳ ପୁରସ୍କାର ପାଇଥିବା ଶିଶୁମାନଙ୍କ ସହ ଆଜି ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଳାପ ଆଳୋଚନା କରିଛନ୍ତି । ଏହି ଆଲୋଚନାରେ ମହିଳା ଏବଂ ଶିଶୁବିକାଶ ମନ୍ତ୍ରୀ ଶ୍ରୀମତୀ ସ୍ମୃତିଯୁବିନ୍ ଇରାନୀ ମଧ୍ୟ ଅଂଶଗ୍ରହଣ କରିଥିଲେ ।ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ଆସନ୍ତାକାଲି ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ
January 24th, 04:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ 25, 2021 ମଧ୍ୟାହ୍ନ 12 ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର(ପିଏମଆରବିପି) ବିଜେତାଙ୍କ ସହ ମତ ବିନିମୟ କରିବେ । ଏହି ଅବସରରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ ।I get inspiration from you: PM Modi to winners of Rashtriya Bal Puraskar
January 24th, 11:24 am
Prime Minister Shri Narendra Modi interacted with recipients of Rashtriya Bal Puraskar, here today.ରାଷ୍ଟ୍ରୀୟ ବାଲ ପୁରସ୍କାର, 2020 ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବବିନିମୟ
January 24th, 11:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାମାନଙ୍କ ସହିତ ଭାବ ବିନିମୟ କରିଛନ୍ତି । 22 ଜାନୁଆରୀ, 2020ରେ ରାଷ୍ଟ୍ରପତି ଏହି ପୁରସ୍କାର ପ୍ରଦାନ କରିଥିଲେ । ପୁରସ୍କାର ବିଜେତାମାନେ ଗଣତନ୍ତ୍ର ଦିବସ ପରେଡରେ ମଧ୍ୟ ଅଂଶଗ୍ରହଣ କରିବେ ।ରାଷ୍ଟ୍ରୀୟ ବାଲ ପୁରସ୍କାର ବିଜେତାଙ୍କ ସହ ମତବିନିମୟ କରିବେ ପ୍ରଧାନମନ୍ତ୍ରୀ
January 23rd, 04:54 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଜାନୁଆରୀ 24, 2020ରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର 2020 ବିଜେତା 49 ଜଣ ଶିଶୁଙ୍କୁ ଭେଟିବା ସହ ସେମାନଙ୍କ ସହିତ ମତବିନିମୟ କରିବେ ।ରାଷ୍ଟ୍ରୀୟ ବାଳ ପୁରସ୍କାର 2019 ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
January 24th, 01:13 pm
ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଳ ପୁରସ୍କାର 2019 ବିଜେତାମାନଙ୍କ ସହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାବ ବିନିମୟ କରିଛନ୍ତି ।