ମାଳଦ୍ୱୀପ ରାଷ୍ଟ୍ରପତି ମହାମହିମ ଡକ୍ଟର ମହମ୍ମଦ ମୁଇଜୁଙ୍କ ଭାରତ ଗସ୍ତ (ଅକ୍ଟୋବର ୦୬-ଅକ୍ଟୋବର ୧୦, ୨୦୨୪)ର ପରିଣାମଗୁଡ଼ିକର ସୂଚୀ
October 07th, 03:40 pm
ଭାରତ-ମାଳଦ୍ୱୀପ: ବ୍ୟାପକ ଆର୍ଥିକ ଏବଂ ସାମୁଦ୍ରିକ ନିରାପତ୍ତା ଭାଗିଦାରୀ ପାଇଁ ଏକ ଦୃଷ୍ଟିକୋଣ ଉପରେ ସହମତିଗୁଜୁରାଟର ରାଷ୍ଟ୍ରୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟର ପ୍ରଥମ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷର ମୂଳ ପାଠ
March 12th, 12:14 pm
ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୃହମନ୍ତ୍ରୀ ଅମିତ ଶାହା, ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ, ରାଷ୍ଟ୍ରୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟର କୁଳପତି ବିମଲ ପଟେଲ ଜୀ, ଅଫିସର୍ସ, ଶିକ୍ଷକ, ବିଶ୍ୱ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ, ଅଭିଭାବକ ଗଣ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ବ୍ୟକ୍ତିମାନେ ।ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିବା ସହ ପ୍ରଥମ ଦୀକ୍ଷାନ୍ତ ଭାଷଣ ଦେଲେ ପ୍ରଧାନମନ୍ତ୍ରୀ
March 12th, 12:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦ ଠାରେ ରାଷ୍ଟ୍ରୀୟ ରକ୍ଷା ବିଶ୍ୱବିଦ୍ୟାଳୟର ଏକ ଭବନକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ କରିବା ସହିତ ଏଠାରେ ପ୍ରଥମ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଛନ୍ତି । ଏହି ଅବସରରେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା, ଗୁଜରାଟ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଉପସ୍ଥିତ ଥିଲେ ।ମାର୍ଚ୍ଚ ୧୧-୧୨ ତାରିଖରେ ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
March 09th, 06:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୨ ମାର୍ଚ୍ଚ ୧୧-୧୨ ରେ ଗୁଜରାଟ ଗସ୍ତ କରିବେ । ୧୧ ମାର୍ଚ୍ଚ ଅପରାହ୍ନ ପ୍ରାୟ ୪ ଟା ସମୟରେ ପ୍ରଧାନମନ୍ତ୍ରୀ ଗୁଜୁରାଟ ପଞ୍ଚାୟତ ମହାସମ୍ମେଳନରେ ଅଂଶଗ୍ରହଣ କରିବେ ଏବଂ ସମାବେଶକୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ପ୍ରତିରକ୍ଷା ବିଶ୍ୱବିଦ୍ୟାଳୟ (ଆରଆରୟୁ) ର ର୍ନିମାଣ ହୋଇଥିବା ସୌଧକୁ ମାର୍ଚ୍ଚ ୧୨ ତାରିଖ ପୂର୍ବାହ୍ନ ୧୧ ଟା ସମୟରେ ଦେଶକୁ ଉତ୍ସର୍ଗ କରିବେ । ସେ ମୁଖ୍ୟ ଅତିଥି ଭାବରେ ଆରଆରୟୁ ର ପ୍ରଥମ ସମାବର୍ତ୍ତନ ଉତ୍ସବରେ ଅଭିଭାଷଣ ପ୍ରଦାନ କରିବେ । ସଂଧ୍ୟା ପ୍ରାୟ ୬.୩୦ ରେ ପ୍ରଧାନମନ୍ତ୍ରୀ ଏକାଦଶ ଖେଳ ମହାକୁମ୍ଭ ଶୁଭାରମ୍ଭ ପାଇଁ ଘୋଷଣା କରିବେ ଏବଂ ଏହି ଅବସରରେ ଏକ ଅଭିଭାଷଣ ପ୍ରଦାନ କରିବେ ।