ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
July 07th, 08:31 am
ମହାପ୍ରଭୁଙ୍କ ଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ସମ୍ବିଧାନ ଏବଂ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ଅତୁଟ ଆସ୍ଥା ପ୍ରକଟ କରିଥିବାରୁ ଦେଶବାସୀଙ୍କୁ କୃତଜ୍ଞତା: ମନ୍ କୀ ବାତ୍ ରେ ପ୍ରଧାନମନ୍ତ୍ରୀ ମୋଦୀ
June 30th, 11:00 am
ବନ୍ଧୁଗଣ, ଫେବୃଆରୀ ଠାରୁ ଆଜି ପର୍ଯ୍ୟନ୍ତ ପ୍ରତ୍ୟେକ ମାସର ଶେଷ ରବିବାର ଦିନ ମୁଁ ଆପଣଙ୍କ ସହିତ ଭାବବିନିମୟର ଅଭାବକୁ ଅନୁଭବ କରୁଥିଲି । କିନ୍ତୁ ଏହି ସମୟରେ ଆପଣ ମୋତେ ପଠାଇଥିବା ଲକ୍ଷ ଲକ୍ଷ ବାର୍ତ୍ତାଗୁଡ଼ିକୁ ଦେଖି ମୋତେ ଖୁବ ଭଲ ମଧ୍ୟ ଲାଗିଲା । ‘ମନ୍ କି ବାତ୍’ ରେଡିଓ କାର୍ଯ୍ୟକ୍ରମ ପଛେ କିଛି ମାସ ପାଇଁ ବନ୍ଦ ରହିଥିଲା, କିନ୍ତୁ ‘ମନ୍ କି ବାତ୍’ର ଯେଉଁ ଭାବନା ଦେଶରେ, ସମାଜରେ ରହିଛି ତାକୁ ନେଇ ପ୍ରତ୍ୟହ କିଛି ଭଲ କାମ, ନିଃସ୍ୱାର୍ଥ ଭାବରେ କାମ, ସମାଜ ଉପରେ ସକାରାତ୍ମକ ପ୍ରଭାବ ପକାଉଥିବା କାର୍ଯ୍ୟ ନିରନ୍ତର ଭାବେ ଚାଲି ରହୁଥାଉ । ନିର୍ବାଚନ ଖବର ମଧ୍ୟରେ ନିଶ୍ଚିତ ରୂପେ ମନକୁ ଛୁଇଁପାରୁଥିବା ଏଭଳି ଖବରଗୁଡ଼ିକ ଉପରେ ଆପଣମାନଙ୍କ ଦୃଷ୍ଟି ପଡ଼ିଥିବ ।ବିଜେଡିର ଛୋଟ ଛୋଟ ନେତା ମାନେ ମଧ୍ୟ ଏବେ କୋଟିପତି ହୋଇଯାଇଛନ୍ତି: ଢେଙ୍କାନାଳରେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 10:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।ଢେଙ୍କାନାଳ ଓ କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 20th, 09:58 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଢେଙ୍କାନାଳରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବା ପରେ ଲୋକସଭା ନିର୍ବାଚନ ଓ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ବିଜେଡି ଓଡ଼ିଶାକୁ କିଛି ଦେଇନାହିଁ। କୃଷକ, ଯୁବକ ଏବଂ ଆଦିବାସୀମାନେ ଏବେ ବି ଉନ୍ନତ ଜୀବନ ପାଇଁ ସଂଘର୍ଷ କରୁଛନ୍ତି। ଯେଉଁମାନେ ଓଡ଼ିଶାକୁ ଧ୍ୱଂସ କରିଛନ୍ତି ସେମାନଙ୍କୁ କ୍ଷମା କରାଯିବା ଉଚିତ ନୁହେଁ।In Odisha, the state BJP is committed to promoting the Odia language and culture: PM Modi in Kandhamal
May 11th, 10:40 am
Kandhamal, Odisha, witnessed a grand celebration with the arrival of Prime Minister Narendra Modi. Affectionately addressing the audience ahead of Lok Sabha as well as assembly elections in the state, the PM expressed immense pride in the state of Odisha and its invaluable contribution to the nation.PM Modi delivers stirring addresses to mammoth gatherings in Kandhamal, Balangir & Bargarh, Odisha
May 11th, 10:30 am
Kandhamal, Balangir & Bargarh, Odisha, witnessed grand celebrations with the arrival of Prime Minister Narendra Modi. Affectionately addressing the audience ahead of Lok Sabha as well as assembly elections in the state, the PM expressed immense pride in the state of Odisha and its invaluable contribution to the nation.କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ
June 28th, 09:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତ୍ରିପୁରାର କୁମାରଘାଟରେ ଉଲଟା ରଥଯାତ୍ରା ସମୟରେ ଘଟିଥିବା ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକଟ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ପୀଡ଼ିତଙ୍କ ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।ରଥଯାତ୍ରା ଅବସରରେ ସଭିଁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
June 20th, 08:58 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ "ମନ୍ କି ବାତ୍'
June 18th, 11:30 am
ନମସ୍କାର । ‘ମନ୍ କି ବାତ୍’ ରେ ପୁଣି ଥରେ ଆପଣମାନଙ୍କୁ ସ୍ୱାଗତ । ‘ମନ୍ କି ବାତ୍’ ପ୍ରାୟତଃ ପ୍ରତି ମାସର ଶେଷ ରବିବାର ଦିନ ହୋଇଥାଏ, କିନ୍ତୁ ଏଥର ଗୋଟିଏ ସପ୍ତାହ ପୂର୍ବରୁ ହେଉଛି । ଆପଣମାନେ ତ ଜାଣିଛନ୍ତି, ଆସନ୍ତା ସପ୍ତାହରେ ମୁଁ ଆମେରିକାରେ ଥିବି ଆଉ ସେଠାରେ ଅନେକ କାର୍ଯ୍ୟବ୍ୟସ୍ତତା ମଧ୍ୟ ରହିବ । ତେଣୁ, ମୁଁ ଭାବିଲି ଯେ ସେଠାକୁ ଯିବା ଆଗରୁ ହିଁ ଆପଣମାନଙ୍କ ସହିତ କଥା ହେବି, ତା’ଠୁ ଭଲ ଆଉ କ’ଣ ହୋଇପାରେ? ଜନତା ଜନାର୍ଦ୍ଦନଙ୍କ ଆଶୀର୍ବାଦ, ଆପଣଙ୍କ ପ୍ରେରଣା ଯୋଗୁଁ ମୋ’ର ଶକ୍ତି ମଧ୍ୟ ବୃଦ୍ଧି ପାଇଚାଲିବ।ଋଥ ଯାତ୍ରା ଅବସରରେ ଲୋକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 01st, 10:19 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଥ ଯାତ୍ରା ଅବସରରେ ଲୋକଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସମ୍ପ୍ରତି ମନ କି ବାତ କାର୍ଯ୍ୟକ୍ରମରେ ଭାରତୀୟ ସଂସ୍କୃତିରେ ରଥ ଯାତ୍ରାର ମହତ୍ୱ ଉପରେ ଶ୍ରୀ ମୋଦୀ ତାଙ୍କ ମତର ଏକ ଭିଡିଓ ମଧ୍ୟ ସେୟାର କରିଛନ୍ତି ।ଜରୁରୀକାଳୀନ ପରିସ୍ଥିତି ଲାଗୁ କରି ଗଣତନ୍ତ୍ରକୁ ଦମନ କରିବା ପାଇଁ ଉଦ୍ୟମ କରାଯାଇଥିଲା : ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ
June 26th, 11:30 am
ମନ୍ କୀ ବାତ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ଜରୁରୀକାଳୀନ ପରିସ୍ଥିତିର ଅନ୍ଧକାର ଦିନକୁ ମନେ ପକାଇଥିଲେ । ସେ କହିଥିଲେ ଯେ ଅତ୍ୟାଚାର ସତ୍ତ୍ୱେ ଗଣତନ୍ତ୍ର ଉପରେ ଲୋକଙ୍କ ବିଶ୍ୱାସ ଆଦୌ ଦୋହଲି ପାରିଲା ନାହିଁ । ପ୍ରଧାନମନ୍ତ୍ରୀ ମୋଦୀ ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍ ବୃଦ୍ଧି, କ୍ରୀଡା, ଭାରତର ପରମ୍ପରା ଏବଂ ସଂସ୍କୃତି ଭଳି ଅନ୍ୟାନ୍ୟ ବିଷୟ ଉପରେ କହିଥିଲେ । ସ୍ୱଚ୍ଛତା ଏବଂ ଜଳ ସଂରକ୍ଷଣ ଦିଗରେ ନାଗରିକଙ୍କ ପ୍ରୟାସକୁ ସେ ପ୍ରଶଂସା କରିଥିଲେ ।For welfare schemes to continue in the state, it is imperative that Double Engine Sarkar remains in power: PM Modi
February 12th, 03:51 pm
Prime Minister Narendra Modi today addressed a public meeting in Kannauj, Uttar Pradesh. He started his address by wishing the people of UP, “May you all move towards development, there should be continuous development, the business of every trader should grow further and it is with this desire and belief that today, I have come here,” said the PM.PM Modi addresses a public meeting in Kannauj, Uttar Pradesh
February 12th, 03:50 pm
Prime Minister Narendra Modi today addressed a public meeting in Kannauj, Uttar Pradesh. He started his address by wishing the people of UP, “May you all move towards development, there should be continuous development, the business of every trader should grow further and it is with this desire and belief that today, I have come here,” said the PM.ରଥଯାତ୍ରା ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
July 12th, 09:50 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରଥଯାତ୍ରା ଅବସରରେ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।PM greets people on the occasion of Rath Yatra
June 23rd, 10:57 am
The Prime Minister, Shri Narendra Modi has greeted the people on the occasion of the Rath Yatra.ରଥ ଯାତ୍ରା ଅବସରରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
July 04th, 04:16 pm
ରଥ ଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
July 14th, 11:20 am
ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ,'' ରଥଯାତ୍ରାର ପାବନ ଅବସରରେ ଲୋକମାନଙ୍କୁ ଶୁଭକାମନା । ପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ଦେଶ ଉନ୍ନତିର ଶିଖରରେ ପହଞ୍ଚୁ । ସମସ୍ତ ଭାରତୀୟ ଖୁସିରେ ବସବାସ କରନ୍ତୁ ଏବଂ ସମୃଦ୍ଧ ରୁହନ୍ତୁ । ଜୟ ଜଗନ୍ନାଥ ।''ସୋସିଆଲ ମିଡିଆ କର୍ଣ୍ଣର ଜୁନ 26 2017
June 26th, 07:41 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ କାର୍ଯ୍ୟକ୍ରମ, 25.06.2017
June 25th, 12:21 pm
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଋତୁ ବଦଳୁଛି । ଏଥର ଗରମ ବି ଖୁବ୍ ପଡ଼ିଲା । କିନ୍ତୁ ଭଲ କଥା ଯେ, ବର୍ଷାଋତୁ ଠିକ୍ ସମୟରେ ନିଜ ପାଦ ଚିହ୍ନ ପକାଇ ଆଗେଇ ଚାଲିଛି । ଦେଶର ଅନେକ ଅଂଚଳରେ ଭଲ ବର୍ଷା ହୋଇଥିବା ଯୋଗୁଁ ପାଗ ବେଶ୍ ଭଲ ରହିଛି । ଗତି କିଛି ଦିନ ଧରି ବର୍ଷା ପରେ ବହୁଥିବା ଥଣ୍ଡା ପବନ ଯୋଗୁ ଆରାମ ଲାଗୁଛି । ଆମେ ସମସ୍ତେ ଜାଣିଛୁ ଯେ, ଜୀବନରେ ଯେତେ କର୍ମ ଚଞ୍ଚଳତା ଥାଉ, ଯେତେ ମାନସିକ ଚାପ ଥାଉ, ତାହା ବ୍ୟକ୍ତିଗତ କିମ୍ବା ସାର୍ବଜନୀନ ଜୀବନରେ ହେଉ, ବର୍ଷାର ଆଗମନ ମନର ସ୍ଥିତିକୁ ବଦଳାଇ ଦିଏ ।Social Media Corner - 6th July
July 06th, 07:39 pm