ରୋଜଗର ମେଳା ଅଧୀନରେ 51,000ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 30th, 04:30 pm
ଦେଶର ଲକ୍ଷ ଲକ୍ଷ ଯୁବକଙ୍କୁ ଭାରତ ସରକାରଙ୍କ ଚାକିରି ଯୋଗାଇବାର ଅଭିଯାନ ଜାରି ରହିଛି । ଆଜି 50 ହଜାରରୁ ଅଧିକ ଯୁବକ-ଯୁବତୀମାନଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ଦିଆଯାଇଛି । ଏହି ନିଯୁକ୍ତି ପତ୍ର ହେଉଛି ଆପଣ ମାନଙ୍କର କଠିନ ପରିଶ୍ରମ ଏବଂ ପ୍ରତିଭାର ଫଳାଫଳ। ମୁଁ ଆପଣମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ବହୁତ- ବହୁତ ଅଭିନନ୍ଦନ ଜଣାଉଛି ।ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
November 30th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ଭିଡିଓ କନଫରେନ୍ସିଂ ଜରିଆରେ ନବନିଯୁକ୍ତ ପ୍ରାର୍ଥୀ ମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଦେଶର ବିଭିନ୍ନ ସ୍ଥାନରୁ ଏହି ପ୍ରାର୍ଥୀମାନଙ୍କୁ ରାଜସ୍ୱ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା ବିଭାଗ, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ, ଆର୍ଥିକ ସେବା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ସମେତ ବିଭିନ୍ନ ସରକାରୀ ମନ୍ତ୍ରଣାଳୟ/ବିଭାଗରେ ନିଯୁକ୍ତି ମିଳିଛି ।Didi has scored an own goal in football of politics, says PM Modi in Cooch Behar
April 06th, 12:01 pm
PM Modi today addressed two massive rallies in West Bengal’s Cooch Behar and Howrah. The PM said, “Not only Bengal and Nandigram, but Nandi is also openly expressing her displeasure with Didi. The situation is such that Didi's party is not getting polling agents at polling booths. Few days back, she was accusing EC & security forces of stopping her polling agent. Now she has accepted that her polling agents are revolting against her.”PM Modi addresses public meetings in Cooch Behar and Howrah, West Bengal
April 06th, 12:00 pm
PM Modi today addressed two massive rallies in West Bengal’s Cooch Behar and Howrah. The PM said, “Not only Bengal and Nandigram, but Nandi is also openly expressing her displeasure with Didi. The situation is such that Didi's party is not getting polling agents at polling booths. Few days back, she was accusing EC & security forces of stopping her polling agent. Now she has accepted that her polling agents are revolting against her.”Better connectivity benefits tourism sector the most: PM Modi
December 07th, 12:21 pm
PM Narendra Modi on Monday inaugurated the construction of the Agra metro project via video conferencing. He said Agra has always had a very ancient identity but now with new dimensions of modernity, the city has joined the 21st century. He added in the six years after 2014, more than 450km of metro lines have become operational in the country and about 1000km of metro lines are in progress.PM inaugurates construction work of Agra Metro project in Agra
December 07th, 12:20 pm
PM Narendra Modi on Monday inaugurated the construction of the Agra metro project via video conferencing. He said Agra has always had a very ancient identity but now with new dimensions of modernity, the city has joined the 21st century. He added in the six years after 2014, more than 450km of metro lines have become operational in the country and about 1000km of metro lines are in progress.2020 ନଭେମ୍ବର 17ରେ ତୃତୀୟ ବାର୍ଷିକ ବ୍ଲୁମ୍ବର୍ଗ ନୂତନ ଆର୍ଥିକ ମଞ୍ଚରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ଣ୍ଣାଙ୍ଗ ଭାଷଣ
November 17th, 06:42 pm
ମାଇକେଲ ଏବଂ ତାଙ୍କ ବ୍ଲୁମ୍ବର୍ଗ ଫିଲାନଥ୍ରୋପିଜ (ଲୋକହିତୈଷୀ ସଂସ୍ଥା) ଦ୍ୱାରା ଅନୁଷ୍ଠିତ ହେଉଥିବା ଏଭଳି ଏକ ମହାନ କାର୍ଯ୍ୟକୁ ପ୍ରଶଂସା କରି ମୁଁ ମୋର ବକ୍ତବ୍ୟ ଆରମ୍ଭ କରୁଛି । ଏହି ଟିମ୍ଦ୍ୱାରା ଭାରତର ସ୍ମାର୍ଟସିଟି ମିଶନର ଡିଜାଇନ ପ୍ରସ୍ତୁତି ଅତ୍ୟନ୍ତ ସୁନ୍ଦର ହୋଇଛି ।ନିବେଶକଙ୍କୁ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା, ଭାରତର ସହରାଞ୍ଚଳ କ୍ଷେତ୍ରରେ ପୁଞ୍ଜି ନିବେଶ ପାଇଁ ଉତ୍ତମ ସୁଯୋଗ ରହିଛି
November 17th, 06:41 pm
ଭାରତରେ ସହରାଞ୍ଚଳର ରୂପରେଖ ବଦଳାଇବା ପାଇଁ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସଂପର୍କରେ ସେ ଫୋରମ୍କୁ ସୂଚନା ଦେଇଥିଲେ । ଭାରତରେ କାର୍ଯ୍ୟକାରୀ ହେଉଥିବା ଡିଜିଟାଲ ଇଣ୍ଡିଆ, ଷ୍ଟାର୍ଟଅପ୍ ଇଣ୍ଡିଆ, ସୁଲଭ ଆବାସ ଯୋଜନା, ରିୟଲ ଇଷ୍ଟେଟ ନିୟନ୍ତ୍ରଣ ଆଇନ ଏବଂ 27ଟି ନଗରୀର ମେଟ୍ରୋ ରେଳ ସଂପର୍କରେ ସେ କହିଥିଲେ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ‘2022 ସୁଦ୍ଧା ପାଖାପାଖି 1000 କିମି ମେଟ୍ରୋରେଳ ଟ୍ରାକ ଭାରତରେ ବିଛାଇବାକୁ ଥିବା ଆମର ଲକ୍ଷ୍ୟ ଅନୁସାରେ କାମ ଆଗେଇ ଚାଲିଛୁ ଏବଂ ଏଥିରେ ଆମେ ସଫଳ ହେବୁ ।’ଆଜିର ଆତ୍ମନିର୍ଭର ଭାରତ ପ୍ୟାକେଜ ସମାଜର ସମସ୍ତ ବର୍ଗଙ୍କୁ ସହାୟକ ହେବ : ପ୍ରଧାନମନ୍ତ୍ରୀ
November 12th, 10:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଆଜିର ଆତ୍ମନିର୍ଭର ଭାରତ ପ୍ୟାକେଜ ସମାଜର ସମସ୍ତ ବର୍ଗଙ୍କୁ ସାହାଯ୍ୟ କରିବା ଦିଗରେ ସରକାରଙ୍କ କ୍ରମାଗତ ଉଦ୍ୟମ ।‘ହିନ୍ଦୁସ୍ତାନ ଟାଇମ୍ସ’ ଲିଡରସିପ ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 06th, 10:14 am
ମୁଁ ତାଙ୍କୁ ଦେଶବାସୀଙ୍କ ତରଫରୁ ଶ୍ରଦ୍ଧାଞ୍ଜଳି ଜଣାଉଛି, ପ୍ରଣାମ କରୁଛି ଏବଂ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ବାବା ସାହେବ ଯେଉଁ ଉନ୍ନତ ଭବିଷ୍ୟତର ସ୍ୱପ୍ନ ଦେଖିଥିଲେ, ତାକୁ ସାକାର କରିବାର ଶକ୍ତି ଦିଅନ୍ତୁ, ଆମକୁ ସମର୍ଥ କରାନ୍ତୁ ।ହିନ୍ଦୁସ୍ତାନ ଟାଇମ୍ସ ଲିଡରଶିପ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
December 06th, 10:00 am
ପ୍ରଧାନମନ୍ତ୍ରୀ କହିଥିଲେ ଯେ ଯେକୌଣସି ସମାଜ, ଦେଶର ବିକାଶ ଲାଗି ବାର୍ତ୍ତାଳାପ ଗୁରୁତ୍ୱପୂର୍ଣ୍ଣ । ସେ କହିଥିଲେ ବାର୍ତ୍ତାଳାପ ଉନ୍ନତ ଭବିଷ୍ୟତର ମୂଳଦୁଆ ରଖିଥାଏ । ପ୍ରଧାନମନ୍ତ୍ରୀ କହିଥିଲେ ଯେ ସରକାର ‘ସବକା ସାଥ ସବକା ବିକାଶ ସବକା ବିଶ୍ୱାସ’ ମନ୍ତ୍ରକୁ ନେଇ ବର୍ତ୍ତମାନର ଆହ୍ୱାନ ଓ ସମସ୍ୟାର ମୁକାବିଲା ଲାଗି କାର୍ଯ୍ୟ କରୁଛି ।‘ବିଶ୍ୱ ନିବେଶକ ସମ୍ମିଳନୀ- 2019’ରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
November 07th, 04:04 pm
ହିମାଚଳ ପ୍ରଦେଶ ରାଜ୍ୟପାଳ ଶ୍ରୀ ବନ୍ଦାରୁ ଦତ୍ତାତ୍ରେୟ ମହୋଦୟ, ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ମହୋଦୟ, ସିକ୍କିମ ମୁଖ୍ୟମନ୍ତ୍ରୀ ପ୍ରେମ ସିଂହ ତମାଙ୍ଗ ମହୋଦୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ପ୍ରହ୍ଲାଦ ପଟେଲ ମହୋଦୟ, ଅନୁରାଗ ଠାକୁର ମହୋଦୟ, ନୀତି ଆୟୋଗ ଉପାଧ୍ୟକ୍ଷ ଡକ୍ଟର ରାଜୀବ କୁମାର ମହୋଦୟ, ଭାରତରେ ଅବସ୍ଥାପିତ ୟୁଏଇ (ସଂଯୁକ୍ତ ଆରବ ଅମିରତନ୍ତ୍ର) ରାଷ୍ଟ୍ରଦୂତ ଡକ୍ଟର ଅହମ୍ମଦ ଅଲ୍ୱାନା, ଉଦ୍ୟୋଗ ଜଗତର ବିଶିଷ୍ଟ ବ୍ୟକ୍ତିଗଣ, ଏଠାରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ଧର୍ମଶାଳାରେ ବିଶ୍ୱ ନିବେଶକ ସମ୍ମିଳନୀରେ ଉପସ୍ଥିତ ମୋର ପ୍ରିୟ ସାଥୀଗଣ!!!ଧର୍ମଶାଳାରେ ରାଇଜିଂ ହିମାଚଳ : ବୈଶ୍ୱିକ ନିବେଶକ ସମ୍ମିଳନୀ 2019 ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
November 07th, 11:22 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହିମାଚଳ ପ୍ରଦେଶର ଧର୍ମଶାଳା ଠାରେ ରାଇଜିଂ ହିମାଚଳ : ବୈଶ୍ୱିକ ନିବେଶକ ସମ୍ମିଳନୀର ଉଦଘାଟନ କରିଛନ୍ତି ।Our endeavour is Sabka Saath, Sabka Vikas: PM Modi
October 16th, 02:01 pm
Leading the BJP charge, Prime Minister Narendra Modi addressed three mega election rallies in Maharashtra’s Akola, Jalna and Panvel today. Addressing the gathering, PM Modi accused the opposition parties of politicising the issue of Article 370 and charged them with speaking on the same lines as that of the neighbouring country.PM Modi addresses public meetings in Maharashtra
October 16th, 10:18 am
Leading the BJP charge, Prime Minister Narendra Modi addressed three mega election rallies in Maharashtra’s Akola, Jalna and Panvel today. Addressing the gathering, PM Modi accused the opposition parties of politicising the issue of Article 370 and charged them with speaking on the same lines as that of the neighbouring country.ଔରଙ୍ଗାବାଦଠାରେ ସ୍ୱୟଂ ସହାୟକ ଗୋଷ୍ଠୀଙ୍କ ସହିତ ମତବିନିମୟ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 07th, 03:31 pm
ମଞ୍ଚରେ ଉପସ୍ଥିତ ସମସ୍ତ ମହାନୁଭବ ଏବଂ ଦୂର-ଦୂରାନ୍ତରରୁ ଏଠାକୁ ଆସିଥିବା ମାଆମାନେ, ଭଉଣୀମାନେ ଏବଂ ସାଥୀଗଣ । ମୁଁ ସେଠାରେ ଦେଖୁଛି, ଅନେକ ଦୂର ପର୍ଯ୍ୟନ୍ତ ଭଉଣୀମାନେ ଠିଆ ହୋଇଛନ୍ତି, ବୋଧହୁଏ ସେମାନଙ୍କୁ କିଛି ଦେଖା ଯାଉ ନଥିବ ମଧ୍ୟ । କିନ୍ତୁ ଏହା ପରେ ମଧ୍ୟ ଏତେ ଅଧିକ ସଂଖ୍ୟାରେ ଆପଣମାନଙ୍କର ଆସି ପହଞ୍ଚିବା, ଆମ ସମସ୍ତଙ୍କୁ ଆଶୀର୍ବାଦ ପ୍ରଦାନ କରିବା, ମୁଁ ହୃଦୟ ସହିତ ଆପଣମାନଙ୍କୁ ବହୁତ ବହୁତ ଶୁଭେଚ୍ଛା ଜଣାଉଛି ।ନିର୍ଦ୍ଧାରିତ ତାରିଖର 7 ମାସ ପୂର୍ବରୁ 8 କୋଟି ଏଲପିଜି ସଂଯୋଗ ଲକ୍ଷ୍ୟ ହାସଲ କଲା ଉଜ୍ଜ୍ୱଳା ଯୋଜନା
September 07th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଔରଙ୍ଗାବାଦରେ ମହାରାଷ୍ଟ୍ର ପ୍ରଦେଶ ଗ୍ରାମୀଣ ଜୀବିକା ମିଶନ (UMED) ଦ୍ୱାରା ଆୟୋଜିତ ଏକ ରାଜ୍ୟସ୍ତରୀୟ ମହିଳା ସକ୍ଷମ ମେଳାକୁ ସମ୍ବୋଧିତ କରିଛନ୍ତି ।"ମୁଁ ଆମର ଉଦ୍ୟୋଗୀଙ୍କୁ ' ବିକାଶ ରାଷ୍ଟ୍ରଦୂତ ' ବୋଲି ବିଚାର କରେ : ଇକୋନୋମିକ ଟାଇମ୍ସକୁ ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ମୋଦୀ "
August 12th, 11:06 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତକୁ ବ୍ୟବସାୟ କରିବାର ଏକ ଉନ୍ନତ ସ୍ଥଳ ଭାବେ ନିର୍ମାଣ କରିବା ପାଇଁ ପ୍ରୟାସ କରାଯାଉଛି ବୋଲି କହି ,ଘରୋଇ କ୍ଷେତ୍ରମାନଙ୍କୁ ଭାରତର ବିକାଶ ଗାଥା ଉପରେ ବିଶ୍ୱାସ ଜାରି ରଖିବା ଉଚିତ ବୋଲି କହିଛନ୍ତି । ଇକୋନୋମିକ ଟାଇମ୍ସକୁ ଏକ ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ,ସରକାର ଦୀର୍ଘକାଳୀନ ବିକାଶ ଦିଗରେ କାମ କରୁଛନ୍ତି । ଏବଂ ସେ ଉଦ୍ୟୋଗୀଙ୍କୁ ' ବିକାଶ ରାଷ୍ଟ୍ରଦୂତ ' ବୋଲି ମଧ୍ୟ କହିଛନ୍ତି ।It is my dream that every Indian has a Pukka house by 2022: PM Modi
March 02nd, 10:13 am
PM Modi today inaugurated the Construction Technology India-2019 Expo-cum-Conference in Delhi. Addressing the event, PM Modi said, It pains me to see that so many people in the country are still living without a home. It is my dream that every Indian should have a pakka house by 2022. We are also ensuring that the houses being provided to the poor also have all basic facilities.ଭାରତ ନିର୍ମାଣ ପ୍ରଯୁକ୍ତି ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
March 02nd, 10:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଜି ବିଜ୍ଞାନ ଭବନଠାରେ ଭାରତ ନିର୍ମାଣ ପ୍ରଯୁକ୍ତି କାର୍ଯ୍ୟକ୍ରମ, 2019ରେ ଉଦବୋଧନ ଦେଇଥିଲେ ।