ଗଣତନ୍ତ୍ର ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

March 07th, 08:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଗଣତନ୍ତ୍ର ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଭାରତ: ପରବର୍ତ୍ତୀ ଦଶନ୍ଧି ।