ଆନ୍ତର୍ଜାତିକ ବିପର୍ଯ୍ୟୟ ନମନୀୟ ଭିତ୍ତିଭୂମି ସମ୍ମିଳନୀର ଚତୁର୍ଥ ସଂସ୍କରଣ ଉଦ୍ଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ତର୍ଜାତିକ ବିପର୍ଯ୍ୟୟ ଭିତ୍ତିଭୂମି ସମ୍ମିଳନୀର ଚତୁର୍ଥ ସଂସ୍କରଣରେ ଉଦ୍ଘାଟନୀ ଅଧିବେଶନକୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି । ଏହି ଅଧିବେଶନକୁ ଅଷ୍ଟ୍ରେଲିୟା ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ୍, ଘାନା ରାଷ୍ଟ୍ରପତି ନାନା ଆଡୋ ଡାନକାୱା ଆକୁଫୋ -ଆଡୋ, ଜାପାନ ପ୍ରଧାନମନ୍ତ୍ରୀ ସମ୍ମାନନୀୟ ଫୁମିଓ କିସିଡା ଓ ମାଡାଗାସ୍କର ରାଷ୍ଟ୍ରପତି ମହମହିମ ଆଣ୍ଡ୍ରି ମିରିନା ରାଜୋଲିନା ମଧ୍ୟ ସମ୍ବୋଧନ କରିଛନ୍ତି ।ବିଶ୍ୱ ପରିବେଶ ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
June 05th, 11:05 am
କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀମାନ ନିତୀନ ଗଡ଼କରୀ ମହାଶୟ, ନରେନ୍ଦ୍ର ସିଂହ ତୋମର ମହାଶୟ, ପ୍ରକାଶ ଜାବଡେକର ମହାଶୟ, ପୀୟୂଷ ଗୋୟଲ ମହାଶୟ, ଧର୍ମେନ୍ଦ୍ର ପ୍ରଧାନ ମହାଶୟ, ଗୁଜରାଟ ଖେଡ଼ାର ସାଂସଦ ଦେବୁସିଂହ ଜେସିଂଭାଇ ଚୌହାନ ମହାଶୟ, ୟୁପିର ହରଦୋଇର ସାଂସଦ ଭାଇ ଜୟପ୍ରକାଶ ରାୱତ ମହାଶୟ, ପୁଣେର ମେୟର ମୁରଲୀଧର ମହୋଲ ମହାଶୟ, ପିମ୍ପିରୀ ଚିଞ୍ଚୱାଡ଼ ମହାନଗର ନିଗମର ମେୟର ଭଉଣୀ ଉଷା ମହାଶୟା, ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଅନ୍ୟ ମହାନୁଭବ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ,ବିଶ୍ୱ ପରିବେଶ ଦିବସ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦ୍ବୋଧନ
June 05th, 11:04 am
ବିଶ୍ୱ ପରିବେଶ ଦିବସ ଅବସରରେ ଆଜି ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ଯୋଗେ ଉଦ୍ବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମକୁ ମିଳିତ ଭାବେ ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ଏବଂ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ମିଳିତ ଭାବେ ଆୟୋଜନ କରାଯାଇଥିଲା । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ଅବସରରେ ପ୍ରଧାନମନ୍ତ୍ରୀ ପୁନେର ଜଣେ କୃଷକଙ୍କ ସହିତ ଭାବ ବିନିମୟ କରିଥିଲେ ଏବଂ ସେହି କୃଷକ ଜୈବ କୃଷି ଓ କୃଷି କ୍ଷେତ୍ରରେ ଜୈବଇନ୍ଧନ ବ୍ୟବହାର ସମ୍ପର୍କରେ ନିଜର ଅନୁଭୂତି ବଖାଣିଥିଲେ ।