ରିଷି ସୁନକଙ୍କୁ ତାଙ୍କ ନେତୃତ୍ୱ ପାଇଁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
July 05th, 07:17 pm
ବ୍ରିଟେନରେ ସାଧାରଣ ନିର୍ବାଚନ ପରେ ଦାୟିତ୍ୱ ଛାଡ଼ିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କୁ ତାଙ୍କ ନେତୃତ୍ୱ ଓ ଭାରତ-ବ୍ରିଟେନ ସମ୍ପର୍କ ପ୍ରତି ଅବଦାନ ପାଇଁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।ଜି- ୭ ସମ୍ମିଳନୀ ଅବସରରେ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
June 14th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀର ଆପୁଲିଆ ଠାରେ ଜି- ୭ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଋଷି ସୁନକଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ । ପ୍ରଧାନମନ୍ତ୍ରୀ ସୁନକ ଶ୍ରୀ ମୋଦୀଙ୍କୁ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଥିବାରୁ ଶୁଭେଚ୍ଛା ଜଣାଇଥିଲେ । ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଉଭୟ ଦେଶର ମିଳିତ ପ୍ରତିବଦ୍ଧତାକୁ ଦୁଇ ନେତା ଦୋହରାଇଥିଲେ ।ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁନର୍ବାର ନିର୍ବାଚିତ ହେବା ପରେ ବ୍ରିଟେନ୍ ପ୍ରଧାନମନ୍ତ୍ରୀ ରିଷି ସୁନକ ଜଣାଇଲେ ବଧେଇ
June 05th, 07:53 pm
ବ୍ରିଟେନ୍ ପ୍ରଧାନମନ୍ତ୍ରୀ ମାନ୍ୟବର ରିଷି ସୁନକଙ୍କ ଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ୍ ଯୋଗେ ଅଭିନନ୍ଦନ ବାର୍ତ୍ତା ପାଇଛନ୍ତି ।ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାର୍ତ୍ତାଳାପ
March 12th, 08:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ମାନନୀୟ ରିଷି ସୁନକଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 03rd, 11:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନର ମାନ୍ୟବର ପ୍ରଧାନମନ୍ତ୍ରୀଋଷି ସୁନକଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି ।ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବୈଠକ
September 09th, 05:40 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ସେପ୍ଟେମ୍ବର ୨୦୨୩ ରେ ନୂଆଦିଲ୍ଲୀ ଠାରେ ଜି - ୨୦ ଶିଖର ସମ୍ମିଳନୀ ଅବସରରେ ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ରୁଷି ସୁନକଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିଥିଲେ । ଅକ୍ଟୋବର ୨୦୨୨ରେ ପ୍ରଧାନମନ୍ତ୍ରୀ ହେବା ପରେ ପ୍ରଧାନମନ୍ତ୍ରୀ ସୁନକଙ୍କ ଏହା ହେଉଛି ପ୍ରଥମ ଭାରତ ଗସ୍ତ ।ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେଇଥିବା ନେତାମାନଙ୍କୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ
September 08th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୯ ଓ ୧୦ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ପହଞ୍ଚିଥିବା ନେତାମାନଙ୍କୁ ଭବ୍ୟ ସ୍ୱାଗତ କରିଛନ୍ତି ।ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
May 21st, 09:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ମେ ୨୧ରେ ବ୍ରିଟେନ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କୁ ଜି-୭ ଶିଖର ସମ୍ମିଳନୀ ଅବସରରେ ହିରୋସୀମାରେ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଟେଲିଫୋନ୍ରେ ଆଲୋଚନା କରିଛନ୍ତି
April 13th, 09:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରିଟେନ ପ୍ରଧାନମନ୍ତ୍ରୀ ମାନ୍ୟବର ଋଷି ସୁନକଙ୍କ ସହିତ ଟେଲିଫୋନରେ ଆଲୋଚନା କରିଛନ୍ତି ।Prime Minister's meeting with the Prime Minister of the United Kingdom on the sidelines of G-20 Summit in Bali
November 16th, 03:54 pm
Prime Minister Narendra Modi met Rt. Hon. Rishi Sunak, Prime Minister of the United Kingdom on the sidelines of the G-20 Summit in Bali. The two leaders expressed satisfaction at the state of the wide-ranging India-UK Comprehensive Strategic Partnership and progress on the Roadmap 2030 for Future Relations.ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଋଷି ସୁନାକଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
October 27th, 09:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୠଷି ସୁନାକଙ୍କ ସହ କଥା ହୋଇଛନ୍ତି ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।ବ୍ରିଟେନ ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ଋଷି ସୁନକଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
October 24th, 09:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଥିବା ଶ୍ରୀ ଋଷି ସୁନକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।