Proponents of 'jungle raj' do not want people of Bihar to chant 'Bharat Mata Ki Jai': PM Modi
November 03rd, 02:00 pm
At a public meeting in Bihar's Saharsa, PM Modi said that the NDA government under the leadership of Nitishji in the last decade has laid a strong foundation for self-reliant Bihar. Basic facilities like electricity, water, roads are reaching villages in Bihar today. He also cautioned people of Bihar against the opposition and said, Proponents of jungle raj do not want people of Bihar to chant Bharat Mata Ki Jai.The voters in Bihar have rejected jungle raj and double-double Yuvraaj: PM Modi
November 03rd, 10:56 am
Ahead of the third and final phase of polling in Bihar assembly election, PM Modi addressed a public meeting in Araria today. “People of Bihar have shown the world that they are very enthusiastic about democracy, as they have come out to vote even in times of Coronavirus. This is democracy's power and every Bihari's devotion for it,” said PM Modi.ପ୍ରଧାନମନ୍ତ୍ରୀ ମୋଦୀ ବିହାରର ଆରିଆ ଏବଂ ସହର୍ସାଠାରେ ଜନସଭାକୁ ସମ୍ବୋଧିତ କରିଛନ୍ତି
November 03rd, 10:55 am
ବିହାର ବିଧାନସଭା ନିର୍ବାଚନରେ ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ଆରିଆ ଏବଂ ସହର୍ସାଠାରେ ଜନସଭାକୁ ସମ୍ବୋଧିତ କରିଛନ୍ତି। “ବିହାରର ଲୋକମାନେ ବିଶ୍ୱକୁ ଦର୍ଶାଇଛନ୍ତି ଯେ ସେମାନେ ଗଣତନ୍ତ୍ର ପ୍ରତି ଅତ୍ୟନ୍ତ ଉତ୍ସାହିତ, କାରଣ ସେମାନେ କରୋନାଭାଇରସ୍ ସମୟରେ ମଧ୍ୟ ଭୋଟ୍ ଦେବାକୁ ବାହାରିଛନ୍ତି। ଏହା ଗଣତନ୍ତ୍ରର ଶକ୍ତି ଏବଂ ଏହା ପାଇଁ ପ୍ରତ୍ୟେକ ବିହାରୀଙ୍କର ଭକ୍ତି ବୋଲି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି।ବିହାରରେ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ ଅବସରରେରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 21st, 12:13 pm
ବିହାରର ରାଜ୍ୟପାଳ ଶ୍ରୀ ଫାଗୁ ଚୌହାନ ମହୋଦୟ, ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀମାନ ନୀତିଶ କୁମାର ମହାଶୟ, କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ଶ୍ରୀ ରବି ଶଙ୍କର ପ୍ରସାଦ ମହାଶୟ, ଶ୍ରୀ ବି.କେ ସିଂହ ମହାଶୟ, ଶ୍ରୀ ଆର.କେ ସିଂହ ମହାଶୟ, ବିହାରର ଉପ-ମୁଖ୍ୟମନ୍ତ୍ରୀ ଭାଇ ସୁଶୀଲ ମହାଶୟ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ !ବିହାରରେ 14 ହଜାର କୋଟି ଟଙ୍କାର ଜାତୀୟ ରାଜପଥ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ
September 21st, 12:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି 14 ହଜାର କୋଟି ଟଙ୍କା ବ୍ୟୟରେ ବିହାରର 9ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି । ଏହାଛଡା ରାଜ୍ୟର ସମସ୍ତ ଗ୍ରାମକୁ ଇଣ୍ଟରନେଟ ସେବା ଯୋଗାଇଦେବା ପାଇଁ ଅପ୍ଟିକାଲ ଫାଇବର ପଦ୍ଧତିର ମଧ୍ୟ ଉଦ୍ଘାଟନ କରିଛନ୍ତି ।ବିହାରରେ 14,000 କୋଟି ଟଙ୍କାରୁ ଅଧିକ 9ଟି ରାଜପଥ ପ୍ରକଳ୍ପର ଆଧାରଶିଳା ରଖିବେ ପ୍ରଧାନମନ୍ତ୍ର
September 19th, 05:48 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୋମବାର, 21 ସେପ୍ଟେମ୍ବର 2020ରେ ଭିଡିଓ କନଫରେନ୍ସ ଜରିଆରେ ବିହାରରେ ନଅଟି ରାଜପଥ ପ୍ରକଳ୍ପ ପାଇଁ ଆଧାରଶିଳା ରଖିବେ।