Maharashtra needs a Mahayuti government with clear intentions and a spirit of service: PM Modi in Solapur
November 12th, 05:22 pm
PM Modi addressed a public gathering in Solapur, Maharashtra, highlighting BJP’s commitment to Maharashtra's heritage, middle-class empowerment, and development through initiatives that respect the state's legacy.PM Modi addresses public meetings in Chimur, Solapur & Pune in Maharashtra
November 12th, 01:00 pm
Campaigning in Maharashtra has gained momentum, with PM Modi addressing multiple public meetings in Chimur, Solapur & Pune. Congratulating Maharashtra BJP on releasing an excellent Sankalp Patra, PM Modi said, “This manifesto includes a series of commitments for the welfare of our sisters, for farmers, for the youth, and for the development of Maharashtra. This Sankalp Patra will serve as a guarantee for Maharashtra's development over the next 5 years.It is our commitment that the youth of the country should get maximum employment: PM Modi at Rozgar Mela
October 29th, 11:00 am
PM Modi addressed the Rozgar Mela and distributed more than 51,000 appointment letters to newly appointed youth in Government departments and organizations. Citing the Pradhan Mantri Internship Yojana, PM Modi said provisions are made for paid internships in the top 500 companies of India, where every intern would be given Rs 5,000 per month for one year. He added the Government’s target is to ensure one crore youth get internship opportunities in the next 5 years.ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 29th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ସରକାରୀ ବିଭାଗ ଏବଂ ସଂଗଠନ ମାନଙ୍କରେ ନବନିଯୁକ୍ତ ଯୁବକ ଯୁବତୀମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।ତୃତୀୟ କୌଟିଲ୍ୟ ଅର୍ଥନୀତି ସମ୍ମିଳନୀ ୨୦୨୪ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 07:45 pm
ଯେତେବେଳେ ବିଶ୍ୱର ଦୁଇଟି ପ୍ରମୁଖ ଅଞ୍ଚଳ ଯୁଦ୍ଧ ସ୍ଥିତିରେ ଅଛି । ଚଳିତ ଥର ଏହି କନ୍କ୍ଲେଭ୍ ଏମିତି ସମୟରେ ଆୟୋଜନ କରାଯାଉଛି, ଏହି ଦୁଇଟି ଅଞ୍ଚଳ ବିଶ୍ୱ ଅର୍ଥନୀତି ପାଇଁ ବିଶେଷ ଶକ୍ତି ନିରାପତ୍ତା ଦୃଷ୍ଟିରୁ ବହୁତ ଗୁରୁତ୍ୱପୂର୍ଣ୍ଣ । ଏଭଳି ଗୁରୁତ୍ୱପୂର୍ଣ୍ଣ ବୈଶ୍ୱିକ ଅନିଶ୍ଚିତତା ମଧ୍ୟରେ ଆମେ ଏଠାରେ ‘ଭାରତୀୟ ଯୁଗ' ବିଷୟରେ ଆଲୋଚନା କରିବା ପାଇଁ ଏକାଠି ହୋଇଛୁ । ଏହା ଦର୍ଶାଉଛି ଯେ ଆଜି ଭାରତ ଉପରେ ବିଶ୍ୱାସ କିଛି ଅଲଗା ରହିଛି.... ଏହା ଦର୍ଶାଉଛି ଯେ ଆଜି ଭାରତର ଆତ୍ମବିଶ୍ୱାସ କିଛି ବିଶେଷ ଅଛି ।ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭର ତୃତୀୟ ସଂସ୍କରଣକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 04th, 07:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ କୌଟିଲ୍ୟ ଇକୋନୋମିକ୍ କନକ୍ଲେଭକୁ ସମ୍ବୋଧିତ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ସହ ଭାଗିଦାରୀରେ ଇନଷ୍ଟିଚ୍ୟୁଟ୍ ଅଫ୍ ଇକୋନୋମିକ୍ ଗ୍ରୋଥ୍ ପକ୍ଷରୁ ଆୟୋଜିତ ଏହି କୌଟିଲ୍ୟ ଇକୋନୋମିକ୍ କନକ୍ଲେଭ୍ ସବୁଜ ପରିବର୍ତ୍ତନ, ଭୂ-ଅର୍ଥନୈତିକ ବିଭାଜନ ଏବଂ ଅଭିବୃଦ୍ଧି ଉପରେ ପ୍ରଭାବ ଏବଂ ସ୍ଥିରତା ବଜାୟ ରଖିବା ପାଇଁ ନୀତିଗତ କାର୍ଯ୍ୟର ବିଷୟବସ୍ତୁ ଉପରେ ଗୁରୁତ୍ୱ ଦେବ।JMM & Congress are running a marathon of scams in Jharkhand: PM Modi in Hazaribagh
October 02nd, 04:15 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.PM Modi addresses the Parivartan Mahasabha in Hazaribagh, Jharkhand
October 02nd, 04:00 pm
Prime Minister Narendra Modi today addressed an enthusiastic crowd in Hazaribagh, Jharkhand. Kickstarting his address, PM Modi said, On this Gandhi Jayanti, I feel fortunate to be here. In 1925, Mahatma Gandhi visited Hazaribagh during the freedom struggle. Bapu's teachings are integral to our commitments. I pay tribute to Bapu. PM Modi highlighted the launch of the Dharti Aaba Janjatiya Gram Utkarsh Abhiyan, aimed at ensuring that every tribal family benefits from government schemes.ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀ ୩.୦ର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ମନ୍ତବ୍ୟ
August 17th, 10:00 am
ତୃତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀରେ ୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ଭବ୍ୟ ସ୍ୱାଗତ ।TMC's narrative against the CAA has been fuelled by appeasement politics: PM Modi in Barasat
May 28th, 02:35 pm
Prime Minister Narendra Modi, in a grand Barasat rally, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.PM Modi ignites massive Barasat & Jadavpur rallies, West Bengal
May 28th, 02:30 pm
Prime Minister Narendra Modi, in grand Barasat and Jadavpur rallies, vowed to combat corruption in Bengal and propel its culture and economy to new heights. Addressing the huge gathering, PM Modi said, “Today, India is on the path to becoming developed. The strongest pillar of this development is eastern India. In the last 10 years, the expenses made by the BJP Government in eastern India was never made in 60-70 years.SP government had tarnished the name of Mirzapur: PM Modi in Mirzapur, UP
May 26th, 11:15 am
Prime Minister Narendra Modi addressed a spirited public meeting in Mirzapur, Uttar Pradesh. Emphasizing the significance of the ‘Jyestha’ month in Indian tradition, PM Modi highlighted the unique importance of every Tuesday, referred to as ‘Bada Mangal’ or ‘Budhwa Mangal’. “This time, this Budhwa Mangal is even more special, because, after 500 years this is the first Bada Mangal when Bajrang Bali’s Bhagwan Ram will be enshrined in his grand temple in Ayodhya,” PM Modi said.Those elderly people above 70 years of age who will get free treatment of up to Rs 5 lakhs are waiting for 4th June: PM Modi in Bansgaon, UP
May 26th, 11:10 am
Prime Minister Narendra Modi addressed spirited public meeting in Bansgaon, Uttar Pradesh. Addressing the huge gathering, the PM said, Samajwadi party and Congress people are dedicated to vote bank whereas Modi is dedicated to the poor, Dalits and backward people of the country...Ghosi, Ballia & Salempur are electing not just the MP but PM of country: PM Modi in Ghosi, UP
May 26th, 11:10 am
Prime Minister Narendra Modi addressed spirited public meeting in Ghosi, Uttar Pradesh. Addressing the huge gathering, the PM said, Samajwadi party and Congress people are dedicated to vote bank whereas Modi is dedicated to the poor, Dalits and backward people of the country...ଉତ୍ତରପ୍ରଦେଶର ମିର୍ଜାପୁର, ଘୋସି ଓ ବାଂଶଗାଓଁରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଚାର
May 26th, 11:04 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ମିର୍ଜାପୁର, ଘୋସି ଓ ବାଂଶଗାଓଁରେ ଜନସଭାକୁ ସମ୍ବୋଧିତ କରିଛନ୍ତି। ବିଶାଳ ଜନସମାଗମକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ, ସମାଜବାଦୀ ପାର୍ଟି ଏବଂ କଂଗ୍ରେସର ଲୋକମାନେ ଭୋଟ୍ ବ୍ୟାଙ୍କ ପାଇଁ ଉତ୍ସର୍ଗୀକୃତ ହୋଇଥିବା ବେଳେ ମୋଦୀ ଦେଶର ଗରିବ, ଦଳିତ ଏବଂ ପଛୁଆ ଲୋକଙ୍କ ପାଇଁ ସମର୍ପିତ।ଘର ଭଳି, ମହିଳାଙ୍କ ବିନା ଦେଶ ଚାଲିପାରିବ ନାହିଁ: ବାରାଣସୀ, ୟୁପିରେ ମୋଦି
May 21st, 06:00 pm
ବାରଣାସୀରେ ଆୟୋଜିତ ମହିଳା ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବନାରସବାସୀଙ୍କ ଉପରେ ତାଙ୍କର ଅତୁଟ ବିଶ୍ୱାସକୁ ଦୋହରାଇଥିଲେ ଏବଂ ଗତ ଦଶନ୍ଧି ମଧ୍ୟରେ ମହିଳା ସଶକ୍ତୀକରଣ ଏବଂ ବିକାଶ ଦିଗରେ ତାଙ୍କ ସରକାର କରିଥିବା ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ପ୍ରଚାର ସମୟରେ ସେମାନଙ୍କ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେବାକୁ ମଧ୍ୟ ଉପସ୍ଥିତ ଲୋକଙ୍କୁ ଅନୁରୋଧ କରିଥିଲେ।ଉତ୍ତରପ୍ରଦେଶର ବାରଣାସୀରେ ମହିଳା ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
May 21st, 05:30 pm
ବାରଣାସୀରେ ଆୟୋଜିତ ମହିଳା ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବନାରସବାସୀଙ୍କ ଉପରେ ତାଙ୍କର ଅତୁଟ ବିଶ୍ୱାସକୁ ଦୋହରାଇଥିଲେ ଏବଂ ଗତ ଦଶନ୍ଧି ମଧ୍ୟରେ ମହିଳା ସଶକ୍ତୀକରଣ ଏବଂ ବିକାଶ ଦିଗରେ ତାଙ୍କ ସରକାର କରିଥିବା ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ପ୍ରଚାର ସମୟରେ ସେମାନଙ୍କ ସ୍ୱାସ୍ଥ୍ୟକୁ ପ୍ରାଥମିକତା ଦେବାକୁ ମଧ୍ୟ ଉପସ୍ଥିତ ଲୋକଙ୍କୁ ଅନୁରୋଧ କରିଥିଲେ।TMC opposes CAA due to vote bank politics, despite people's wholehearted support: PM Modi in Krishnanagar
May 03rd, 11:00 am
Addressing his second rally of the day in Krishnanagar, West Bengal, PM Modi began his passionate speech by highlighting Bengal's industrial decline due to misgovernance by the Congress, Left, and TMC. He assured the crowd from Krishnanagar, Ranaghat, and Baharampur that those who have suffered under the TMC will be brought to justice.