ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ

September 18th, 03:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଏବଂ ଆକାଂକ୍ଷୀ ଜିଲ୍ଲାରେ ଆଦିବାସୀ ପରିବାରମାନଙ୍କ ପୂର୍ଣ୍ଣାଙ୍ଗ ବିକାଶକୁ ଆଖିଆଗରେ ରଖି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ମୋଟ ୭୯,୧୫୬ କୋଟି ଟଙ୍କା (କେନ୍ଦ୍ରୀୟ ଭାଗ: ୫୬,୩୩୩ କୋଟି ଟଙ୍କା ଏବଂ ରାଜ୍ୟ ଭାଗ: ୨୨,୮୨୩ କୋଟି ଟଙ୍କା) ବ୍ୟୟ ବରାଦ ସହିତ ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ ଅନୁମୋଦନ ମିଳିଛି ।

Entire nation suffered greatly due to ‘Mahamilawati’ governments’ ‘Hua Toh Hua’ approach: PM Modi

May 11th, 02:26 pm

PM Modi, at a rally in Uttar Pradesh’s Ghazipur said, “Entire nation suffered greatly under ‘Mahamilawati’ governments of Congress-SP-BSP but still they say Hua Toh Hua.” He added that only a strong government can ensure a nation’s security, which in turn is essential for its long-term development.

BJP-led NDA governments have always demonstrated their paramount commitments to strengthening national security: PM Modi

May 11th, 02:25 pm

At Robertsganj, addressing a huge public meeting, PM Modi said, “Only a strong government can ensure a nation’s security, which in turn is essential for its long-term development. The BJP-led NDA governments have always demonstrated their paramount commitments to strengthening national security.”

PM Modi addresses rallies at Robertsganj and Ghazipur in Uttar Pradesh

May 11th, 02:24 pm

Prime Minister Narendra Modi addressed two major election rallies in Robertsganj and Ghazipur in Uttar Pradesh today. At the rallies PM Modi spoke about the importance of having a strong and responsive government to ensure the security and development of a nation and said that every vote in favour of the BJP will result in the formation of such a government again post-elections.

ଗ୍ରାମାଞ୍ଚଳ ବିଦ୍ୟୁତକରଣ, ସୌଭାଗ୍ୟ ଯୋଜନାର ହିତାଧିକାରୀମାନଙ୍କ ସହ ଭିଡିଓ ବ୍ରିଜ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ମତ ବିନିମୟ

July 19th, 10:30 am

2014 ମସିହା ପରେ ଦେଶବ୍ୟାପୀ ବିଦ୍ୟୁତକରଣ ହୋଇଥିବା ଗ୍ରାମଗୁଡ଼ିକର ଲୋକଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମତ ବିନିମୟ କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ଭିଡିଓ ବ୍ରିଜ୍ କାର୍ଯ୍ୟକ୍ରମ ଜରିଆରେ ‘ପ୍ରଧାନମନ୍ତ୍ରୀ ସହଜ ବିଜଲି ହର ଘର ଯୋଜନା’ – ‘ସୌଭାଗ୍ୟ’ ଯୋଜନାର ହିତାଧିକାରୀମାନଙ୍କ ସହ କଥା ହୋଇଥିଲେ । ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବା ଶୃଙ୍ଖଳାର ଏହା ଥିଲା ଦଶମ ପର୍ଯ୍ୟାୟ ।

ଗ୍ରାମାଂଚଳ ବିଦ୍ୟୁତକରଣ ଏବଂ ସୌଭାଗ୍ୟ ଯୋଜନାର ହିତାଧିକାରୀଙ୍କ ସହ ଆଲୋଚନା କାଳରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

July 19th, 10:30 am

ଆଜି ମୋତେ ଦେଶର ସେହି 18 ହଜାର ଗାଁ’ର ବନ୍ଧୁ, ଆପଣମାନଙ୍କ ସହ ସାକ୍ଷାତ କରିବାର ସୁଯୋଗ ମିଳିଛି, ଯେଉଁଠି ପ୍ରଥମଥର ପାଇଁ ବିଦ୍ୟୁତ ସଂଯୋଗ ପ୍ରଦାନ କରାଯାଇଛି । ଅନ୍ଧକାରରେ ଶତାବ୍ଦୀ ଶତାବ୍ଦୀ ବିତିଗଲା ଏବଂ ବୋଧହୁଏ ଚିନ୍ତା ମଧ୍ୟ କରି ନ ଥିବେ ଯେ ଆପଣମାନଙ୍କ ଗାଁ କେବେ ଆଲୋକିତ ହେବ କି ନ ହେବ । ଆଜି ମୋ ପାଇଁ ଏହା ମଧ୍ୟ ଖୁସିର କଥା ଯେ ମୋତେ ଆପଣମାନଙ୍କ ଖୁସିରେ ସାମିଲ ହେବାର ସୁଯୋଗ ମିଳୁଛି ।

ଉଡୁପିରେ ସାର୍ବଜନିକ ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଭାଷଣର ମୂଳପାଠ

May 01st, 02:29 pm

କର୍ଣ୍ଣାଟକରେ ଆଜି ନିର୍ବାଚନ କରି ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର ସମାଲୋଚନା କରି କହିଲେ ଯେ ବିଜେପି ରାଜ୍ୟର ନିର୍ବାଚନରେ ଭଲ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।

ଆମେ ସ୍ୱଚ୍ଛ ,ସୁନ୍ଦର ଏବଂ ସୁରକ୍ଷିତ କର୍ଣ୍ଣାଟକ ଚାହୁଁଛୁ :ପ୍ରଧାନମନ୍ତ୍ରୀ ମୋଦୀ

May 01st, 01:45 pm

କର୍ଣ୍ଣାଟକରେ ଆଜି ନିର୍ବାଚନ ପ୍ରଚାର କରିବା ସମୟରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସ ଦଳର କଡ଼ା ସମାଲୋଚନା କରି କହିଲେ ଯେ ବିଜେପି ନିର୍ବାଚନରେ ଉନ୍ନତ ପ୍ରଦର୍ଶନ କରିବ । ପ୍ରଧାନମନ୍ତ୍ରୀ ମୋଦୀ କହିଲେ ଯେ ଏହି ନିର୍ବାଚନ ବିଜେପିର ଲୋକମାନଙ୍କ ବିକାଶର ରାଜନୀତି ବନାମ କଂଗ୍ରେସର ପାରିବାରିକ ରାଜନୀତିକୁ ନେଇ ହେବ ।