ଆନ୍ଧ୍ରପ୍ରଦେଶର ୧୦୨ ବର୍ଷ ପୁରୁଣା ସମବାୟ ଗୋଷ୍ଠୀକୁ ନୂତନ ଅଭ୍ୟାସ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି
January 08th, 03:17 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧିଙ୍କ ସମେତ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଯୋଗ ଦେଇଥିଲେ ।