ଶିରିଡିରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଓ ଲୋକାର୍ପଣ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 26th, 03:46 pm
ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ରମେଶ ବୈଶ ଜୀ, ଏଠିକାର କର୍ମଠ ମୁଖ୍ୟମନ୍ତ୍ରୀ ଶ୍ରୀ ଏକନାଥ ସିନ୍ଦେ ଜୀ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଜୀ, ଅଜିତ ଜୀ, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ସଦସ୍ୟ ଆମ ସମସ୍ତଙ୍କୁ ଆଶୀର୍ବାଦ ଦେବାକୁ ଆସିଥିବା ମୋର ପରିବାର ସଦସ୍ୟମାନେ!ମହାରାଷ୍ଟ୍ରର ଶିରିଡି ଠାରେ ପ୍ରାୟ ୭୫୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ
October 26th, 03:45 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ଶିରିଡି, ଅହମ୍ମଦନଗର ଠାରେ ସ୍ୱାସ୍ଥ୍ୟ, ରେଳ, ସଡ଼କ, ତୈଳ ଏବଂ ଗ୍ୟାସ ଭଳି କ୍ଷେତ୍ରରେ ପ୍ରାୟ ୭୫୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡିକର ଉଦଘାଟନ କରିଛନ୍ତି ଏବଂ ଶିଳାନ୍ୟାସ କରିଛନ୍ତି । ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ମଧ୍ୟରେ ଅହମ୍ମଦନଗର ସିଭିଲ ହସ୍ପିଟାଲରେ ଥିବା ଆୟୁଷ ହସ୍ପିଟାଲ୍, କୁର୍ଦୁୱାଡି - ଲାଟୁର ରୋଡ୍ ରେଳ ସେକ୍ସନର ବିଦ୍ୟୁତିକରଣ (୧୮୬ କିଲୋମିଟର); ଜଳଗାଓଁରୁ ଭୁସାବଲକୁ ସଂଯୋଗ କରୁଥିବା ତୃତୀୟ ଓ ଚତୁର୍ଥ ରେଳ ଲାଇନ (୨୪.୪୬ କିଲୋମିଟର); ଜାତୀୟ ରାଜପଥ - ୧୬୬ (ପ୍ୟାକେଜ - ୧) ର ସାଙ୍ଗଲିରୁ ବୋରଗାଓଁ ସେକ୍ସନକୁ ଚାରି ଲେନ୍ କରିବା; ଏବଂ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡର ମନମାଡ ଟର୍ମିନାଲରେ ଅତିରିକ୍ତ ସୁବିଧା ଇତ୍ୟାଦି ଅନ୍ତର୍ଭୁକ୍ତ । ସେ ଅହମ୍ମଦନଗର ସିଭିଲ ହସ୍ପିଟାଲରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ଶାଖାର ଶିଳାନ୍ୟାସ କରିଥିଲେ । ଶ୍ରୀ ମୋଦୀ ହିତାଧିକାରୀ ମାନଙ୍କୁ ଆୟୁଷ୍ମାନ କାର୍ଡ ଏବଂ ସ୍ୱାମିତ୍ୱ କାର୍ଡ ମଧ୍ୟ ବଣ୍ଟନ କରିଥିଲେ ।ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀରେ ସାଇ ହୀରା ଗ୍ଲୋବାଲ କନଭେନସନ ସେଣ୍ଟରର ଉଦଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
July 04th, 11:00 am
ସାଇରାମ, ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ଅବଦୁଲ ନଜିର, ଶ୍ରୀ ସତ୍ୟସାଇ ସେଣ୍ଟ୍ରାଲ ଟ୍ରଷ୍ଟର ମ୍ୟାନେଜିଂ ଟ୍ରଷ୍ଟୀ ଶ୍ରୀ ଆର. ଜେ. ରତ୍ନାକର ଜୀ, ଶ୍ରୀ କେ. ଚକ୍ରବର୍ତ୍ତୀ ଜୀ, ମୋର ବହୁତ ପୁରୁଣା ବନ୍ଧୁ ଶ୍ରୀ ୟୁକୋ ହୀରା ଜୀ, ଡ. ମୋହନ ଜୀ, ଶ୍ରୀ ଏମ ଏମ ନାଗାନନ୍ଦ ଜୀ, ଶ୍ରୀ ନିମିଷ ପାଣ୍ଡ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ଲୋକମାନେ, ଆପଣ ସମସ୍ତଙ୍କୁ ପୁଣିଥରେ ସାଇରାମ ।ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀ ସାଇ ହୀରା ବୈଶ୍ୱିକ ଅଧିବେଶନ କେନ୍ଦ୍ର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ଉଦଘାଟିତ
July 04th, 10:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୪.୦୭.୨୦୨୩) ଆନ୍ଧ୍ର ପ୍ରଦେଶର ପୁଟପର୍ତ୍ତୀ ଠାରେ ସାଇ ହୀରା ବୈଶ୍ୱିକ ଅଧିବେଶନ କେନ୍ଦ୍ରକୁ ଆଭାସୀ ଜରିଆରେ ଉଦଘାଟନ କରିଛନ୍ତି । ଏହି ଉଦଘାଟନୀ ସମାରୋହରେ ବିଶ୍ୱର ଅନେକ ବିଶିଷ୍ଟ ବ୍ୟକ୍ତି ଓ ଭକ୍ତମାନେ ଉପସ୍ଥିତ ଥିଲେ ।PM offers prayers at Shri Saibaba's Samadhi Temple in Shirdi
October 19th, 11:30 am
PM Narendra Modi offered prayers at Shri Saibaba's Samadhi Temple in Shirdi, Maharashtra.