ଅହମ୍ମଦାବାଦର ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 09th, 01:30 pm

ଗୁଜରାଟର ଜଣେ ପୁତ୍ର ହିସାବରେ ମୁଁ ଆପଣମାନଙ୍କୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ କରୁଛି, ଅଭିନନଦନ ଜଣାଉଛି । ମୁଁ ମା ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଜୀଙ୍କୁ, ସେମାନଙ୍କ ଚରଣରେ ପ୍ରଣାମ କରୁଛି । ଶ୍ରୀମତ୍ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ମୁଁ ତାଙ୍କ ଚରଣରେ ପ୍ରଣାମ ମଧ୍ୟ କରୁଛି।

ଗୁଜରାଟରେ ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 09th, 01:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ରାମକୃଷ୍ଣ ମଠରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଦେଶ ବିଦେଶର ରାମକୃଷ୍ଣ ମଠ ଓ ମିଶନର ସମ୍ମାନଜନକ ସନ୍ଥ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଶ୍ରୀ ମୋଦୀ ଦେବୀ ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀମତ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।

ଓଡ଼ିଶା ପର୍ବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 24th, 08:48 pm

କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଓଡ଼ିଆ ସମାଜ ଅନୁଷ୍ଠାନର ସଭାପତି ଶ୍ରୀ ସିଦ୍ଧାର୍ଥ ପ୍ରଧାନ ଜୀ, ଓଡ଼ିଆ ସମାଜର ଅନ୍ୟ କର୍ମକର୍ତ୍ତା, ଓଡିଶାର ସମସ୍ତ କଳାକାର, ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଦ୍ର ମହିଳା ଓ ଭଦ୍ରବ୍ୟକ୍ତିଗଣ ।

‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

November 24th, 08:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଜବାହରଲାଲ ନେହରୁ ଷ୍ଟାଡିୟମରେ ‘ଓଡ଼ିଶା ପର୍ବ ୨୦୨୪’ ସମାରୋହରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଓଡ଼ିଶାର ସମସ୍ତ ଭାଇ ଭଉଣୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ କରାଯିବା ସମ୍ପର୍କରେ ଉଲ୍ଲେଖ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭକ୍ତ ଦାସିଆ ବାଉରି, ଭକ୍ତ ସାଲବେଗ ଏବଂ ଓଡ଼ିଆ ଭାଗବତର ଲେଖକ ଶ୍ରୀଜଗନ୍ନାଥ ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ୱାଶିମ୍‌ରେ ବଂଜାରା ସମ୍ପ୍ରଦାୟର ସାଧୁମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

October 05th, 05:47 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୱାଶିମରେ ବଂଜାରା ସମ୍ପ୍ରଦାୟର ସମ୍ମାନିତ ସାଧୁମାନଙ୍କୁ ଭେଟିଛନ୍ତି । ସମାଜର ସେବା ପାଇଁ ସେମାନଙ୍କର ଉଦ୍ୟମକୁ ସେ ପ୍ରଶଂସା କରିଥିଲେ ।

ଉତ୍ତରପ୍ରଦେଶର ସମ୍ବଲଠାରେ କଳକୀଧାମର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

February 19th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ସମ୍ବଲଠାରେ ଶ୍ରୀକଳ୍‌କୀଧାମର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ବିଶାଳ ଜନସାଧାରଣଙ୍କୁ ସମ୍ବୋଧନ ଓ ଉଦ୍‌ବୋଧନ ଦେଇଛନ୍ତି । ଏହି ଅବସରରେ ଉପସ୍ଥିତ ସାଧୁସନ୍ଥମାନଙ୍କୁ ସମ୍ବୋଧନ କରି କହିଛନ୍ତି ‘ଜୟ ମା’ କେଲା ଦେବୀ, ଜୟ ବୁଢେ ବାବାକୀ ଜୟ, ଭାରତ ମାତା କି ଜୟ ସମସ୍ତ ସଭ୍ୟମାନଙ୍କୁ ନିଜ ନିଜ ସ୍ଥାନ ଗ୍ରହଣ କରିବା ପାଇଁ ଅନୁରୋଧ କରୁଛି ।’ ଏହା ପରେ ଉତ୍ତରପ୍ରଦେଶର ଶକ୍ତିଶାଳୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ଜୀ, ପୂଜ୍ୟ ଶ୍ରୀ ଅବଧେଷାନନ୍ଦ ଗିରିଜୀ, କଳ୍‌କୀଧାମର ମୁଖ୍ୟ ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ୍‌ଜୀ, ପୂଜ୍ୟ ସ୍ୱାମୀ କୈଳାସ ନନ୍ଦ ବ୍ରହ୍ମଚାରୀ ଜୀ, ପୂଜ୍ୟ ଜଗତ୍‌ଗୁରୁ ଶ୍ରୀ ରିତେଶ୍ୱର ଜୀ, ଭାରତର ବିଭିନ୍ନ ପ୍ରାନ୍ତରରୁ ଆସିଥିବା ପୂଜ୍ୟ ସନ୍ଥଗଣ ଏବଂ ପ୍ରିୟ ଶ୍ରଦ୍ଧାବାନ ଭାଇ ଓ ଭଉଣୀମାନେ, ଆପଣମାନେ ନିଜ ନିଜ ସ୍ଥାନ ଗ୍ରହଣ କରନ୍ତୁ କହି ନିଜର ବକ୍ତବ୍ୟ ଉପସ୍ଥାପନ କରିଛନ୍ତି।

ଉତ୍ତର ପ୍ରଦେଶର ସମ୍ଭାଲ ଠାରେ ଶ୍ରୀ କଳ୍‌କୀ ଧାମ ମନ୍ଦିରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

February 19th, 10:49 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ସମ୍ଭାଲ ଜିଲ୍ଲାରେ ଶ୍ରୀ କଳ୍‌କୀ ଧାମ ମନ୍ଦିରର ଶିଳାନ୍ୟାସ କରିଛନ୍ତି । ପ୍ରଧାନମନ୍ତ୍ରୀ ଶ୍ରୀ କଳ୍‌କୀ ଧାମ ମନ୍ଦିରର ମଡେଲକୁ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ କଳ୍‌କୀ ଧାମ ନିର୍ମାଣ ଟ୍ରଷ୍ଟ ଦ୍ୱାରା ଶ୍ରୀ କଳ୍‌କୀ ଧାମ ନିର୍ମାଣ କରାଯାଉଛି ଯାହାର ଅଧ୍ୟକ୍ଷ ହେଉଛନ୍ତି ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍ । ଏହି କାର୍ଯ୍ୟକ୍ରମରେ ବହୁ ସାଧୁସନ୍ଥ, ଧାର୍ମିକ ନେତା ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଛନ୍ତି ।

ଶ୍ରୀରାମ ମନ୍ଦିର ଉପରେ ସ୍ବତନ୍ତ୍ର ଡାକଟିକଟ ଏବଂ ଏକ ପୁସ୍ତକ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଭିଡିଓ ବାର୍ତ୍ତା

January 18th, 02:10 pm

ଆଜି ଶ୍ରୀରାମ ମନ୍ଦିର ପ୍ରାଣ-ପ୍ରତିଷ୍ଠା ସମାରୋହ ସହ ଜଡ଼ିତ ଆଉ ଏକ ଉଲ୍ଲେଖନୀୟ କାର୍ଯ୍ୟକ୍ରମରେ ଯୋଡ଼ି ହେବାର ସୌଭାଗ୍ୟ ମିଳିଛି। ଆଜି ଶ୍ରୀରାମ ଜନ୍ମଭୂମି ମନ୍ଦିରକୁ ସମର୍ପିତ ୬ଟି ସ୍ୱତନ୍ତ୍ର ସ୍ମାରକୀ ଡାକ ଟିକଟ ଉନ୍ମୋଚନ କରାଯିବା ସହ ବିଶ୍ୱର ଭଗବାନ ଶ୍ରୀରାମଙ୍କୁ ସମର୍ପିତ ଡାକ ଟିକଟର ଏକ ଆଲବମ୍ ଉନ୍ମୋଚନ କରାଯାଇଛି । ମୁଁ ଦେଶ ବିଦେଶରେ ଥିବା ଭଗବାନ ଶ୍ରୀରାମଙ୍କ ସମସ୍ତ ଭକ୍ତତଥା ସମସ୍ତ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ।

ଶ୍ରୀରାମ ଜନ୍ମଭୂମି ମନ୍ଦିର ଉପରେ ଛଅଟି ଡାକଟିକଟ ଉନ୍ମୋଚିତ

January 18th, 02:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୧୮.୦୧.୨୦୨୪) ଶ୍ରୀରାମ ଜନ୍ମଭୂମି ମନ୍ଦିରକୁ ଉତ୍ସର୍ଗ କରାଯାଇଥିବା ଛଅଟି ସ୍ୱତନ୍ତ୍ର ସ୍ମାରକୀ ଡାକଟିକଟର ଉନ୍ମୋଚନ କରିଛନ୍ତି । ଏଥିସହ ଶ୍ରୀ ମୋଦୀ ପ୍ରଭୁ ରାମଙ୍କ ଉପରେ ବିଶ୍ୱର ଅନ୍ୟାନ୍ୟ ଦେଶରେ ପୂର୍ବରୁ ଉନ୍ମୋଚିତ ଡାକିଟକଟ ଉପରେ ଆଧାରିତ ଏକ ଆଲବମ୍‌କୁ ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ଭାରତ ଓ ଭାରତ ବାହାରେ ରହୁଥିବା ସମସ୍ତ ରାମଭକ୍ତଙ୍କୁ ଶ୍ରୀ ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ମିଲାପୋରା ଠାରେ ଶ୍ରୀ ରାମକୃଷ୍ଣ ମଠର ୧୨୫ ତମ ବାର୍ଷିକ ଉତ୍ସବ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନର ମୂଳପାଠ୍ୟ

April 08th, 04:47 pm

ଶ୍ରୀ ରାମକୃଷ୍ଣ ପରମହଂସ, ମାତା ଶ୍ରୀ ସାରଦା ଦେବୀ ଏବଂ ସ୍ୱାମୀ ବିବେକାନନ୍ଦ, ତାମିଲନାଡୁର ରାଜ୍ୟପାଳ ଶ୍ରୀ ଆର୍ ଏନ୍ ରବି ଜୀ, ଚେନ୍ନାଇ ରାମକୃଷ୍ଣ ମଠର ସାଧୁସନ୍ୟାସୀ ତଥା ତାମିଲନାଡୁର ମୋର ପ୍ରିୟ ଜନତାଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।

ଶ୍ରୀ ରାମକୃଷ୍ଣ ମଠର ୧୨୫ ତମ ବାର୍ଷିକ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ

April 08th, 04:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ଚେନ୍ନାଇ ସ୍ଥିତ ବିବେକାନନ୍ଦ ହାଉସରେ ଶ୍ରୀ ରାମକୃଷ୍ଣ ମଠର ୧୨୫ ତମ ବାର୍ଷିକ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ସେଠାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ସ୍ୱାମୀ ବିବେକାନନ୍ଦଙ୍କ କୋଠରୀରେ ପୂଜା ଓ ଧ୍ୟାନ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ହୋଲି ଟ୍ରିଓ ଉପରେ ଏକ ପୁସ୍ତକ ମଧ୍ୟ ଉନ୍ମୋଚନ କରିଥିଲେ ।

ଅହମଦାବାଦରେ ପ୍ରମୁଖ ସ୍ୱାମୀ ମହାରାଜ ଶତାବ୍ଦୀ ମହୋତ୍ସବର ଉଦଘାଟନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

December 14th, 05:45 pm

ପରମ ପୂଜ୍ୟ ମହନ୍ତ ସ୍ୱାମୀ ଜୀ, ପୂଜ୍ୟ ସନ୍ଥଗଣ, ଗଭର୍ଣ୍ଣର ଶ୍ରୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏବଂ ଉପସ୍ଥିତ ସମସ୍ତ ସତସଙ୍ଗ ପରିବାରଗଣ, ଏହା ମୋର ସୌଭାଗ୍ୟ ଯେ ମୋତେ ଏହି ଐତିହାସିକ କାର୍ଯ୍ୟକ୍ରମରେ ସାକ୍ଷୀ ହେବାର ଏବଂ ସତସଙ୍ଗୀ ହେବାର ସୌଭାଗ୍ୟ ପ୍ରାପ୍ତ ହୋଇଛି । ଏତେ ବଡ଼ ସ୍ତରରେ ଆହୁରି ଏକ ମାସ ବ୍ୟାପି ଚାଲିବାକୁ ଥିବା କାର୍ଯ୍ୟକ୍ରମ କେବଳ ସଂଖ୍ୟା ହିସାବରେ ବଡ଼ ଅଟେ । ସମୟ ଅନୁସାରେ ବହୁତ ଲମ୍ବା ଅଟେ । ସମୟ ଅନୁସାରେ ବହୁତ ଲମ୍ବା, କିନ୍ତୁ ଏଠାରେ ଯେତେ ସମୟ ମୁଁ ଅତିବାହିତ କରିଛି, ମୋତେ ଲାଗୁଛି ଯେ ଏଠାରେ ଗୋଟିଏ ଦିବ୍ୟତାର ଅନୁଭୂତି ଅଛି । ଏଠାରେ ସକଂଳ୍ପର ଭବ୍ୟତା ରହିଛି । ଏଠାରେ ବାଲ ବୃଦ୍ଧ ସମସ୍ତଙ୍କ ପାଇଁ ଆମର ଐତିହ୍ୟ କ’ଣ, ଆମର ଧରୋହର କ’ଣ ଅଟେ, ଆମର ଆସ୍ଥା କ’ଣ ଅଟେ, ଆମର ଆଧ୍ୟାତ୍ମିକତା କ’ଣ ଅଟେ, ଆମର ପରମ୍ପରା କ’ଣ, ଆମର ସଂସ୍କୃତି କ’ଣ, ଆମର ପ୍ରକୃତି କ’ଣ ଅଟେ, ଏହି ସବୁୁକୁ ଏହି ପରିସରରେ ଏକତ୍ରୀକରଣ କରାଯାଇ ପାରିଛି । ଏଠାରେ ଭାରତର ପ୍ରତ୍ୟେକଟି ରଙ୍ଗ ପ୍ରଦର୍ଶିତ ହେଉଛି । ମୁଁ ଏହି ଅବସରରେ ସମସ୍ତ ପୂଜ୍ୟ ସନ୍ଥଗଣଙ୍କୁ ଏହି ଆୟୋଜନ ପାଇଁ କଳ୍ପନା ସାମର୍ଥ୍ୟ ପାଇଁ ଏବଂ ସେହି କଳ୍ପନାକୁ ଚରିତାର୍ଥ କରିବା ପାଇଁ ଯେଉଁ ପୁରୁଷାର୍ଥ କରାଯାଇଛି, ମୁଁ ସେହି ସମସ୍ତଙ୍କର ଚରଣ ବନ୍ଦନା କରୁଛି, ହୃଦୟରୁ କୃତଜ୍ଞତା ଜଣାଉଛି ଏବଂ ପୂଜ୍ୟ ମହନ୍ତ ସ୍ୱାମୀ ଜୀଙ୍କ ଆଶୀର୍ବାଦ ପାଇ ଏତେ ବଡ଼ ଭବ୍ୟ ଆୟୋଜନ ଏବଂ ଏହି ଦେଶ ଏବଂ ଦୁନିଆକୁ ଆକର୍ଷିତ କରିବ କେବଳ ଏତିକି ନୁହେଁ, ଏହା ପ୍ରଭାବିତ କରିବ, ଏହା ଆଗାମୀ ପିଢ଼ିକୁ ପ୍ରେରିତ କରିବ ।

PM addresses inaugural function of Pramukh Swami Maharaj Shatabdi Mahotsav

December 14th, 05:30 pm

PM Modi addressed the inaugural function of Pramukh Swami Maharaj Shatabdi Mahotsav in Ahmedabad. “HH Pramukh Swami Maharaj Ji was a reformist. He was special because he saw good in every person and encouraged them to focus on these strengths. He helped every inpidual who came in contact with him. I can never forget his efforts during the Machchhu dam disaster in Morbi”, the Prime Minister said.

ପୁଣେର ଦେହୁରେ ଜଗଦଗୁରୁ ଶ୍ରୀ ସନ୍ଥ ତୁକାରାମ ମହାରାଜ ଶିଳା ମନ୍ଦିର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

June 14th, 01:46 pm

ନମୋ ସଦଗୁରୁ, ତୁକୟା ଜ୍ଞାନଦୀପା । ନମୋ ସଦଗୁରୁ, ସଚ୍ଚିଦାନନ୍ଦ ରୁପା । । ନମୋ ସଦଗୁରୁ, ଭକ୍ତ-କଲ୍ୟାଣ ମୂର୍ତ୍ତି । ନମୋ ସଦଗୁରୁ ଭାସ୍କରା ପୂର୍ଣ୍ଣ କୀର୍ତ୍ତି । । ମସ୍ତକ ହେ ପାୟାୱାରୀ । ୟା ୱାର୍କରୀ ସନ୍ତାଚ୍ୟା । । ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଜୀ, ବିରୋଧୀ ଦଳ ନେତା ଶ୍ରୀ ଦେବେନ୍ଦ୍ର ଫଡ଼ନବୀସ ଜୀ, ପୂର୍ବତନ ମନ୍ତ୍ରୀ ଶ୍ରୀ ଚନ୍ଦ୍ରକାନ୍ତ ପାଟିଲ ଜୀ, ୱାର୍କରୀ ସନ୍ଥ ଶ୍ରୀ ମୁରଲୀ ବାବା କୁରେକର ଜୀ, ଜଗଦଗୁରୁ ଶ୍ରୀ ସନ୍ଥ ତୁକାରାମ ମହାରାଜ ସଂସ୍ଥାନର ଅଧ୍ୟକ୍ଷ ନୀତିନ ମୋରେ ଜୀ, ଆଧ୍ୟାତ୍ମିକ ଅଘାଡ଼ିର ଅଧ୍ୟକ୍ଷ ଆଚାର୍ଯ୍ୟ ଶ୍ରୀ ତୁଷାର ଭୋସଲେ ଜୀ, ଏଠାରେ ଉପସ୍ଥିତ ସନ୍ଥ ଗଣ, ମହିଳାମାନେ ଏବଂ ଭଦ୍ର ଲୋକମାନେ ।

PM Modi inaugurates Jagatguru Shrisant Tukaram Maharaj Temple in Dehu, Pune

June 14th, 12:45 pm

PM Modi inaugurated Jagatguru Shrisant Tukaram Maharaj Temple in Dehu, Pune. The Prime Minister remarked that India is eternal because India is the land of saints. In every era, some great soul has been descending to give direction to our country and society.

ଅହିଂସା ଯାତ୍ରା ସଂପୂର୍ଣ୍ଣତା ସମାରୋହ କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 27th, 02:31 pm

ନମସ୍କାର, କାର୍ଯ୍ୟକ୍ରମରେ ଉପସ୍ଥିତ ଆଚାର୍ଯ୍ୟ ଶ୍ରୀ ମାହଶ୍ରମଣଜୀ, ମୁନିଗଣ, ପୂଜ୍ୟ ସାଧ୍ୱୀଗଣ ଏବଂ ସମସ୍ତ ଶ୍ରଦ୍ଧାଳୁଗଣ । ଆମର ଏହି ଭାରତବର୍ଷ ହେଉଛି ହଜାର ହଜାର ବର୍ଷ ଧରି ସାଧୁସନ୍ଥମାନଙ୍କ, ଋଷିଗଣଙ୍କର, ମୁନିଗଣଙ୍କ, ଆଚାର୍ଯ୍ୟଗଣଙ୍କର ଏକ ମହାନ ପରମ୍ପରାର ଭୂମି ।

ଅହିଂସା ଯାତ୍ରା ସଂପନ୍ନତା ସମାରୋହ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 27th, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୭.୩.୨୦୨୨) ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାର୍ତ୍ତା ଦେଇ ଶ୍ୱେତାମ୍ବର ତେରାପନ୍ଥଙ୍କ ଅହିଂସା ଯାତ୍ରା ସମ୍ପନ୍ନତା ସମାରୋହକୁ ସମ୍ବୋଧନ କରିଛନ୍ତି ।

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ କଚ୍ଛରେ ଆୟୋଜିତ ଏକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

March 08th, 06:03 pm

ମୁଁ ଆପଣ ସମସ୍ତଙ୍କୁ, ଦେଶର ସମସ୍ତ ମହିଳାଙ୍କୁ ଅନ୍ତର୍ଜାତୀୟ ମହିଳା ଦିବସର ଅନେକ ଅନେକ ଶୁଭେଚ୍ଛା ଜଣାଉଛି । ଏହି ଅବସରରେ ଆପଣମାନଙ୍କ ପରି ଦେଶର ମହିଳା ସନ୍ଥ ଏବଂ ସାଧ୍ୱୀମାନଙ୍କ ଦ୍ୱାରା ଏହି ଅଭିନବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ମୁଁ ଆପଣ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି ।

ଆନ୍ତର୍ଜାତିକ ମହିଳା ଦିବସ ଅବସରରେ କଚ୍ଛଠାରେ ଆୟୋଜିତ ଆଲୋଚନାଚକ୍ରରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

March 08th, 06:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର କଚ୍ଛଠାରେ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ଆୟୋଜିତ ଏକ ଆଲୋଚନାଚକ୍ରକୁ ଭିଡିଓ କନଫରେନ୍ସିଂ ଯୋଗେ ସମ୍ବୋଧିତ କରିଛନ୍ତି ।

Congress is not even ready to consider India a nation: PM Modi

February 12th, 01:31 pm

Continuing his election campaigning spree, PM Modi addressed an election rally in Uttarakhand’s Rudrapur. Praising the people of the state, PM Modi reiterated, “Uttarakhand has achieved 100% single dose vaccination in record time. I congratulate the people here for this awareness and loyalty. I congratulate your young Chief Minister Dhami ji. Your CM’s work has shut the mouth of such people who used to say that vaccine cannot reach in hilly areas.”