ଇଣ୍ଡିଆ ମୋବାଇଲ କଂଗ୍ରେସ ସପ୍ତମ ସଂସ୍କରଣର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
October 27th, 10:56 am
ଇଣ୍ଡିଆ ମୋବାଇଲ କଂଗ୍ରେସର ଏହି ସପ୍ତମ ସଂସ୍କରଣରେ ଆପଣ ସମସ୍ତଙ୍କ ଗହଣକୁ ଆସିବା ନିଜକୁ ନିଜ ମଧ୍ୟରେ ହେଉଛି ଏକ ସୁଖଦ ଅନୁଭବ । ଏକବିଂଶ ଶତାବ୍ଦୀର ଦ୍ରୁତଗତିରେ ବଦଳୁଥିବା ବିଶ୍ୱରେ ଏହି ଆୟୋଜନ କୋଟି- କୋଟି ଲୋକଙ୍କ ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖୁଛି । ଗୋଟିଏ ସମୟ ଥିଲା, ଯେତେବେଳେ ଆମେ ଭବିଷ୍ୟତର କଥା କହୁଥିଲେ, ସେତେବେଳେ ଏହାର ଅର୍ଥ ଆଗାମୀ ଦଶକ, ଅବା 20-30 ବର୍ଷ ପରର ସମୟ, ଅବା ପୁଣି ଆଗାମୀ ଶତାବ୍ଦୀ ହେଉ ଥିଲା । କିନ୍ତୁ ଆଜି ପ୍ରତ୍ୟେକ ଦିନ ପ୍ରଯୁକ୍ତିବିଦ୍ୟାରେ ଦ୍ରୁତ ଗତିରେ ହେଉଥିବା ପରିବର୍ତ୍ତନର କାରଣରୁ ଆମେ କହୁଛୁ ଯେ, ‘ଭବିଷ୍ୟତ ହେଉଛି ଏଠାରେ ଏବଂ ବର୍ତମାନ’, ଏବେ କିଛି ମିନିଟ ପୂର୍ବେ, ମୁଁ ଏଠାରେ ଲାଗିଥିବା ପ୍ରଦର୍ଶନୀର କିଛି ଷ୍ଟଲସବୁ ବୁଲି ଦେଖିଲି । ଏହି ପ୍ରଦର୍ଶନୀରେ ମୁଁ ସେହି ଭବିଷ୍ୟତର ଝଲକ ଦେଖିବାକୁ ପାଇଲି । ସେ ଟେଲିକମ୍ ହେଉ, ପ୍ରଯୁକ୍ତିବିଦ୍ୟା ହେଉ ଅବା ପୁଣି ଯୋଗାଯୋଗ, 6-G ହେଉ, ଏଆଇ ହେଉ, ସାଇବର ନିରାପତ୍ତା ହେଉ, ସେମିକଣ୍ଡକ୍ଟଟର ହେଉ, ଡ୍ରୋନ ଅବା ମହାକାଶ କ୍ଷେତ୍ର ହେଉ, ଗଭୀର ସମୁଦ୍ର ହେଉ, ଗ୍ରୀନ୍ ଟେକ୍ ହେଉ ଅବା ପୁଣି ଅନ୍ୟାନ୍ୟ କ୍ଷେତ୍ର, ଆଗାମୀ ସମୟ ହିଁ ସମ୍ପୂର୍ଣ୍ଣ ଭାବେ ଭିନ୍ନ ହେବାକୁ ଯାଉଛି । ଆଉ ଏହା ହେଉଛି ଆମ ସମସ୍ତଙ୍କ ପାଇଁ ଖୁସିର କଥା ଯେ, ଆମ ଯୁବ ପିଢୀ ଦେଶର ଭବିଷ୍ୟତର ନେତୃତ୍ୱ ନେଉଛି, ଆମର ପ୍ରଯୁକ୍ତି ବିପ୍ଳବର ନେତୃତ୍ୱ ନେଉଛନ୍ତି।ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ (ଆଇଏମ୍ ସି)କୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
October 27th, 10:35 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ସପ୍ତମ ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୩କୁ ଉଦଘାଟନ କରିଛନ୍ତି । ଇଣ୍ଡିଆ ମୋବାଇଲ୍ କଂଗ୍ରେସ (ଆଇଏମସି) ହେଉଛି ଏସିଆର ସର୍ବବୃହତ୍ ଟେଲିକମ୍, ଗଣମାଧ୍ୟମ ଏବଂ ଟେକ୍ନୋଲୋଜି ଫୋରମ୍ ଯାହା ଅକ୍ଟୋବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ 'ଗ୍ଲୋବାଲ୍ ଡିଜିଟାଲ୍ ଇନୋଭେସନ୍' ଶୀର୍ଷକରେ ଆୟୋଜିତ ହେବ। ଆଇଏମସି ୨୦୨୩ ର ଲକ୍ଷ୍ୟ ହେଉଛି ପ୍ରମୁଖ ଅତ୍ୟାଧୁନିକ ଜ୍ଞାନକୌଶଳର ବିକାଶକାରୀ, ନିର୍ମାତା ଏବଂ ରପ୍ତାନିକାରୀ ଭାବରେ ଭାରତର ସ୍ଥିତିକୁ ସୁଦୃଢ଼ କରିବା । ଏହି କାର୍ଯ୍ୟକ୍ରମ ରେ ପ୍ରଧାନମନ୍ତ୍ରୀ ଦେଶର ଶିକ୍ଷାନୁଷ୍ଠାନଗୁଡ଼ିକୁ ୧୦୦ଟି '୫ଜି ୟୁଜ୍ କେସ୍ ଲ୍ୟାବ୍' ପ୍ରଦାନ କରିଥିଲେ।ବାରାଣସୀରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତି ସ୍ଥାପନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 14th, 06:28 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଶ୍ରୀମାନ ରାମ ନାଏକ ମହୋଦୟ, ଏଠାକାର ଶକ୍ତିଶାଳୀ, ତେଜସ୍ୱୀ, ପରିଶ୍ରମୀ, ଯଶସ୍ଵୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ମହୋଦୟ, କେନ୍ଦ୍ର ମନ୍ତ୍ରୀ ପରିଷଦରେ ମୋର ବନ୍ଧୁ ଶ୍ରୀମାନ ମନୋଜ ସିହ୍ନା ମହୋଦୟ, ସଂସଦରେ ମୋର ବନ୍ଧୁ ଏବଂ ମୋର ଅନେକ ପୁରୁଣା ଦିନର ବନ୍ଧୁ ଏବଂ ପ୍ରଦେଶ ଭାରତୀୟ ଜନତା ପାର୍ଟୀ ର ଅଧ୍ୟକ୍ଷ ଶ୍ରୀମାନ ମହେନ୍ଦ୍ର ନାଥ ପାଣ୍ଡେ ମହୋଦୟ, ଜାପାନ ଦୂତାବାସର Charge-de-Affairs ଶ୍ରୀ ହିରିକା ଅସାରୀ ମହୋଦୟ ଏବଂ ବନାରସର ମୋର ଭାଇ ଓ ଭଉଣୀମାନେ ।ବାରାଣସୀରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ ଓ ଆଧାରଶିଳା ରଖିଲେ ପ୍ରଧାନମନ୍ତ୍ରୀ
July 14th, 06:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାରାଣସୀରେ 900 କୋଟି ଟଙ୍କାରୁ ଉର୍ଦ୍ଧ୍ଵ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦଘାଟନ କରିବା ସହ ଆଧାରଶିଳା ସ୍ଥାପନ କରିଥିଲେ । ଉଦଘାଟିତ ହୋଇଥିବା ଏହି ପ୍ରକଳ୍ପମାନଙ୍କ ମଧ୍ୟରେ ରହିଛି ବାରାଣସୀ ସହର ଗ୍ୟାସ ପରିବଂଟନ ପ୍ରକଳ୍ପ ଓ ବାରାଣସୀ- ବାଲିଆ ମେମୁ (MEMU)ଟ୍ରେନ । ପଂଚକୋଷୀ ପରିକ୍ରମା ମାର୍ଗ ଏବଂ ସ୍ମାର୍ଟ ସିଟି ମିଶନ ଓ ନମାମୀ ଗଙ୍ଗେ ଅଧୀନରେ ବିଭିନ୍ନ ପ୍ରକଳ୍ପ ପାଇଁ ଆଧାରଶିଳା ସ୍ଥାପନ କରାଯାଇଥିଲା । ପ୍ରଧାନମନ୍ତ୍ରୀ ମଧ୍ୟ ଏହି ଅବସରରେ ବାରାଣସୀଠାରେ ଆନ୍ତର୍ଜାତିକ ସମ୍ମେଳନ କେନ୍ଦ୍ରର ଆଧାରଶିଳା ସ୍ଥାପନ କରିଥିଲେ ।ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 10, 2018
July 10th, 07:36 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 9, 2018
July 09th, 06:58 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ଉତ୍ତରପ୍ରଦେଶର ନୋଏଡାରେ ସାମସଙ୍ଗ ମୋବାଇଲ ତିଆରି କାରଖାନାର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 09th, 05:35 pm
ମୋର ମିତ୍ର ପ୍ରେସିଡେଣ୍ଟ ମୁନଙ୍କ ସହିତ ନୋଏଡାରେ ନିର୍ମିତ ସାମସଙ୍ଗର ଏହି ଫ୍ୟାକ୍ଟ୍ରିକୁ ଆସିବା ମୋ ପାଇଁ ଅତ୍ୟନ୍ତ ସୁଃଖଭରା ଅନୁଭୂତି । ମୋବାଇଲ ବିନିର୍ମାଣ ର ନୂତନ ୟୁନିଟ ଭାରତ ସହିତ ଉତ୍ତର ପ୍ରଦେଶ ଏବଂ ନୋଏଡା ପାଇଁ ମଧ୍ୟ ଗର୍ବର ବିଷୟ । ଏହି ନୂତନ ୟୁନିଟ ପାଇଁ ସାମସଙ୍ଗ ଟିମ୍ କୁ ଅନେକ ଅନେକ ଶୁଭେଚ୍ଛା ଏବଂ ଶୁଭକାମନା ।ପ୍ରଧାନମନ୍ତ୍ରୀ, କୋରିଆ ରାଷ୍ଟ୍ରପତି ମିଳିତ ଭାବେ ନୋଏଡ଼ାରେ ମୋବାଇଲ ଫୋନ ନିର୍ମାଣ କାରଖାନାର କଲେ ଉଦ୍ଘାଟନ
July 09th, 05:34 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଦକ୍ଷିଣ କୋରିଆ ରାଷ୍ଟ୍ରପତି ମିଷ୍ଟର ମୁନ୍ ଜେ-ଇନ୍ ଆଜି ନୋଏଡ଼ାଠାରେ ସାମସଙ୍ଗ ଇଣ୍ଡିଆ ଇଲେକ୍ଟ୍ରୋନିକ୍ସ ପ୍ରାଇଭେଟ ଲିମିଟେଡ଼ର ଏକ ବୃହତ ମୋବାଇଲ ଫୋନ ବିନିର୍ମାଣ କାରଖାନାକୁ ମିଳିତ ଭାବେ ଉଦ୍ଘାଟନ କରିଛନ୍ତି ।India: The “It” Destination for IT Giants
April 03rd, 04:37 pm
The world’s largest tech companies are recognizing the great potential offered by Indian economy with its highly skilled workforce, a thriving business climate and a digital push under PM Modi’s visionary leadership. The top tech organizations are looking to expand their base and be part of India’s growth story.