ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର

February 07th, 02:01 pm

ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଲୋଚନାରେ ଅଂଶଗ୍ରହଣ କରିବାକୁ ମୁଁ ଏଠାକୁ ଆସିଛି । ଏବଂ ମୁଁ ମୋ ତରଫରୁ ମାନନୀୟ ରାଷ୍ଟ୍ରପତିଙ୍କ ଭାଷଣକୁ ସମ୍ମାନର ସହ ଧନ୍ୟବାଦ ଜଣାଉଛି ଏବଂ ଅଭିନନ୍ଦନ ମଧ୍ୟ ଜଣାଉଛି ।

ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣର ଧନ୍ୟବାଦ ପ୍ରସ୍ତାବରେ ପ୍ରଧାନମନ୍ତ୍ରୀଙ୍କ ଉତ୍ତର

February 07th, 02:00 pm

ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ୭୫ତମ ସାଧାରଣତନ୍ତ୍ର ଦିବସ ଦେଶର ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଏବଂ ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ ଭାରତର ଆତ୍ମବିଶ୍ୱାସ ବିଷୟରେ କହିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଅଭିଭାଷଣରେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ଉପରେ ଆସ୍ଥା ପ୍ରକଟ କରିବା ସହ ଭାରତର ନାଗରିକଙ୍କ ସାମର୍ଥ୍ୟକୁ ସ୍ୱୀକାର କରିଥିଲେ । ବିକଶିତ ଭାରତର ସଂକଳ୍ପ କୁ ସାକାର କରିବା ପାଇଁ ଦେଶକୁ ମାର୍ଗଦର୍ଶନ ପ୍ରଦାନ କରିଥିବା ପ୍ରେରଣାଦାୟୀ ଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଦେଇଥିଲେ । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ 'ଧନ୍ୟବାଦ ପ୍ରସ୍ତାବ' ଉପରେ ଫଳପ୍ରଦ ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗୃହର ସଦସ୍ୟମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ଭାରତର ବଢୁଥିବା ଆତ୍ମବିଶ୍ୱାସ, ଆଶାଜନକ ଭବିଷ୍ୟତ ଏବଂ ଲୋକଙ୍କ ଅସୀମ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲା ବୋଲି ପ୍ରଧାନମନ୍ତ୍ରୀ କହିଥିଲେ ।

କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଭାରତ ଉର୍ଜ୍ଜା ସପ୍ତାହ ୨୦୨୩ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 06th, 11:50 am

ବର୍ତମାନ ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ଉପରେ ଆମ ସମସ୍ତଙ୍କର ଦୃଷ୍ଟି ଲାଗି ରହିଛି । ବହୁତ ଲୋକମାନଙ୍କର ଦୁଃଖଦ ମୃତ୍ୟୁ ଏବଂ ବହୁତ କ୍ଷୟକ୍ଷତିର ଖବର ରହିଛି । ତୁର୍କୀର ଆଖପାଖ ଦେଶଗୁଡ଼ିକରେ ମଧ୍ୟ କ୍ଷୟକ୍ଷତିର ଆଶଙ୍କା ରହିଛି । ଭାରତର 140କୋଟି ଲୋକମାନଙ୍କର ସମ୍ବେଦନା, ସମସ୍ତ ଭୂକମ୍ପ ପୀଡ଼ିତମାନଙ୍କ ସହିତ ରହିଛି । ଭାରତ ଭୂକମ୍ପ ପୀଡ଼ିତମାନଙ୍କୁ ସମସ୍ତ ଯଥାସାଧ୍ୟ ସାହାଯ୍ୟ କରିବା ପାଇଁ ତତ୍ପର ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବେଙ୍ଗାଲୁରୁ ଠାରେ ଭାରତ ଶକ୍ତି ସପ୍ତାହ ୨୦୨୩ ଉଦଘାଟିତ

February 06th, 11:46 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୦୬-୦୨-୨୦୨୩) ବେଙ୍ଗାଲୁରୁ ଠାରେ ଭାରତୀୟ ଶକ୍ତି ସପ୍ତାହ (ଆଇଇଡବ୍ଲୁ)ର ଉଦଘାଟନ କରିଛନ୍ତି । ଭାରତୀୟ ତୈଳ ସଂସ୍ଥାର ପଦକ୍ଷେପ ‘ଅନବଟଲଡ’ ସ୍ୱରୂପ ପ୍ରଧାନମନ୍ତ୍ରୀ ପୋଷାକ ଉନ୍ମୋଚନ କରିଛନ୍ତି । ଏହି ପୋଷାକଗୁଡ଼ିକ ପିଇଟି ବଟଲ ପୁନଃପ୍ରକ୍ରିୟାକରଣ ଜରିଆରେ ହୋଇଛି । ସେ ମଧ୍ୟ ଭାରତୀୟ ତୈଳ ସଂସ୍ଥାର ଇନଡୋର ସୋଲାର କୁକିଂ ସିଷ୍ଟମ ଅନ୍ତର୍ଗତ ଟୁଇନ କୁକଟପ୍ ମଡେଲ ଜାତି ଉଦେଶ୍ୟରେ ଉତ୍ସର୍ଗ କରିବା ସହ ଏହାର ବାଣିଜି୍ୟକ ବ୍ୟବସ୍ଥାର ମଧ୍ୟ ଶୁଭାରମ୍ଭ କରିଛନ୍ତି ।

ଷ୍ଟାର୍ଟ ଅପ୍ ଇଣ୍ଡିଆ ଅନ୍ତର୍ଜାତୀୟ ଶିଖର ସମ୍ମିଳନୀ:ପ୍ରାରମ୍ଭ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 16th, 05:26 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଷ୍ଟାର୍ଟଅପ୍‍ ଉଦ୍ୟୋଗୀଙ୍କ ସହ ମତବିନିମୟ କରିବା ସହ ଷ୍ଟାର୍ଟଅପ୍‍ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସମ୍ମିଟ ‘ପ୍ରାରମ୍ଭ’ରେ ଶନିବାର ଉଦବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ସଂପନ୍ନ ହୋଇଛି । ଏଥିରେ ବିମ୍‍ଷ୍ଟେକ୍‍ ରାଷ୍ଟ୍ରଗୁଡିକର ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରକାଶ ଜାୱେଡକର, ଶ୍ରୀ ପୀୟୂଷ ଗୋଏଲ ଏବଂ ଶ୍ରୀ ସୋମପ୍ରକାଶ ଉପସ୍ଥିତ ଥିଲେ । ତାଙ୍କ ଉଦ୍‍ବୋଧନ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଷ୍ଟାର୍ଟଅପ୍‍ଗୁଡିକ ଆଜିକାର ବ୍ୟବସାୟର ଜନସାଂଖ୍ୟିକ ଚରିତ୍ରକୁ ବଦଳାଉଛି ।

ଷ୍ଟାର୍ଟଅପ୍‍ ଉଦ୍ୟୋଗୀଙ୍କ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ: ଷ୍ଟାର୍ଟଅପ୍‍ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସମ୍ମିଟ ‘ପ୍ରାରମ୍ଭ’ରେ ଉଦବୋଧନ ଧନ

January 16th, 05:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଷ୍ଟାର୍ଟଅପ୍‍ ଉଦ୍ୟୋଗୀଙ୍କ ସହ ମତବିନିମୟ କରିବା ସହ ଷ୍ଟାର୍ଟଅପ୍‍ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସମ୍ମିଟ ‘ପ୍ରାରମ୍ଭ’ରେ ଶନିବାର ଉଦବୋଧନ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଭିଡିଓ କନ୍‍ଫରେନ୍ସିଂ ବ୍ୟବସ୍ଥାରେ ସଂପନ୍ନ ହୋଇଛି । ଏଥିରେ ବିମ୍‍ଷ୍ଟେକ୍‍ ରାଷ୍ଟ୍ରଗୁଡିକର ମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରକାଶ ଜାୱେଡକର, ଶ୍ରୀ ପୀୟୂଷ ଗୋଏଲ ଏବଂ ଶ୍ରୀ ସୋମପ୍ରକାଶ ଉପସ୍ଥିତ ଥିଲେ । ତାଙ୍କ ଉଦ୍‍ବୋଧନ ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଷ୍ଟାର୍ଟଅପ୍‍ଗୁଡିକ ଆଜିକାର ବ୍ୟବସାୟର ଜନସାଂଖ୍ୟିକ ଚରିତ୍ରକୁ ବଦଳାଉଛି ।

During Kargil War, Indian Army showed its might to the world: PM Modi during Mann Ki Baat

July 26th, 11:30 am

During Mann Ki Baat, PM Modi paid rich tributes to the martyrs of the Kargil War, spoke at length about India’s fight against the Coronavirus and shared several inspiring stories of self-reliant India. The Prime Minister also shared his conversation with youngsters who have performed well during the board exams this year.

PM to interact with representatives from Varanasi based NGOs tomorrow

July 08th, 02:24 pm

During the lockdown imposed in view of the COVID pandemic, the residents of Varanasi and members of social organizations, through their own efforts as well as by providing assistance to the District Administration, ensured that food was available timely for everyone in need. PM Modi will interact with representatives of such organizations via video conferencing.

PM's initial remarks in the Virtual Conference with Chief Ministers

June 17th, 04:06 pm

PM Modi interacted with state Chief Ministers on ways to check the spread of coronavirus during ‘unlock 1.0’. He noted that the number of patients who have recovered from COVID-19 till now is more than the number of active cases in the country.

PM holds second part of interaction with CMs to discuss situation post Unlock 1.0

June 17th, 04:00 pm

PM Modi interacted with state Chief Ministers on ways to check the spread of coronavirus during ‘unlock 1.0’. He noted that the number of patients who have recovered from COVID-19 till now is more than the number of active cases in the country.